Home Left

କ୍ୟାନସର ରୋଗ ହ୍ରାସ କରେ ହଳଦୀ

ଭାରତରେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍‌ ରୋଗକୁ ମଧ୍ୟ କିଛି ମାତ୍ରାରେ ହ୍ରାସ କରିବାର ଗୁଣ ବହନ କରିଛି। ହଳଦୀରେ ଜଳ, ପ୍ରୋଟିନ୍‌, ଖଣିଜପଦାର୍ଥ,…

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ନିୟମ କୋହଳ: ସେପ୍ଟେମ୍ବର ପହିଲାରୁ ହେବ ଲାଗୁ

ମୁମ୍ବାଇ,୬-୮: ସାରା ଦେଶରେ କୋଟି କୋଟି ଜିରୋ ବାଲାନ୍ସ ଆକାଉଣ୍ଟଧାରୀ(ଜନଧନ ଆକାଉଣ୍ଟଧାରୀ)ଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସେପ୍ଟେମ୍ବର ପହିଲାରୁ ନୂଆ ସୁବିଧା ଦେବାକୁ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କଗୁଡ଼ିକ ପାଇଁ ଏକ ନୂଆ ଆଡଭାଇଜାରୀ ଜାରି କରାଯାଇଛି। ଯାହାକୁ…

ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ସରକାର କହିଥିଲେ। ଏହି ଯୋଜନାରେ ମୋଟ…

ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା

ଜଳେଶ୍ୱର, ୬।୮-ମଣିଷ ବଞ୍ଚିଥିବା ବେଳେ ଯେତେ ବାଦବିବାଦ ଥାଉ ନା କାହିଁକି ମୃତ୍ୟୁ ପରେ ସମସ୍ତେ ତାହାକୁ ଭୁଲିଯାଇଥାନ୍ତି। ଏହାକୁ କୁହାଯାଏ ମଣିଷପଣିଆ। ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ନଶ୍ଚିମପୁର ପଞ୍ଚାୟତ ଆମ୍ବୁଳିଅଠା ଗ୍ରାମରେ ପୂର୍ବ ବିବାଦକୁ କେନ୍ଦ୍ର କରି…

ହର୍ଡଲ୍ସ ତାରକା ସାଲି ପିୟରସନଙ୍କ ଅବସର ଘୋଷଣା

ସିଡନୀ,୬।୮(ଏଏଫ୍‌ପି)- ଅଷ୍ଟ୍ରେଲିଆ ମହିଳା ହର୍ଡଲ୍ସ ବିଶ୍ୱଚାମ୍ପିୟନ ସାଲି ପିୟରସନ ମଙ୍ଗଳବାର ଅବସର ଘୋଷଣା କରିଛନ୍ତି। କ୍ରମାଗତ ଭାବେ ଇଞ୍ଜୁରିର ଶିକାର ହେବା କାରଣରୁ ସେ ସମସ୍ତଙ୍କୁ ଚକିତ କରି ଏହି ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଆସନ୍ତାବର୍ଷ ଟୋକିଓ ଅଲିମ୍ପିକ୍ସରେ ତାଙ୍କର…

ହୀରା ଖଚ୍ଚିତ ରେଜିଷ୍ଟ୍ରେସନ୍‌ ପେପର୍‌

ଗୁଜରାଟର ସବୁଠୁ ଧନୀ ସହର ଭିତରେ ଗଣାହୁଏ ସୁରତ୍‌। ଶାଢ଼ି ଏବଂ ହୀରା ବ୍ୟବସାୟ ପାଇଁ ଏହା ବିଶ୍ୱସ୍ତରରେ ବେଶ୍‌ ପ୍ରସିଦ୍ଧି ଅର୍ଜନ କରିଛି। ଏବେ କିନ୍ତୁ ଏକ ଅଦ୍ଭୁତ କାର୍‌ନାମା କରି ରେକର୍ଡ ସୃଷ୍ଟି କରିଛି ସୁରତ୍‌। ଶୁଣିବାକୁ ମିଳିଛି,…

ଏହି ଗଛ ଦିଏ ବର୍ଷାର ଆଗୁଆ ସୂଚନା…

ଗୁଜରାଟରେ ରହିଛି କିଛି ଗଛ ଯିଏ ବର୍ଷା ସମ୍ପର୍କରେ ସୂଚନା ଦେଇଥାନ୍ତି । ଏହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ୍ୟ। ସ୍ଥାନୀୟ ଶିତଳା ମାତା ମନ୍ଦିର ପ୍ରାଙ୍ଗଣରେ ଥିବା ଏକ ପ୍ରକାର ଗଛର ବୃଦ୍ଧିକୁ…

ଜାତୀୟ ସଙ୍ଗୀତରୁ ଏଠାରେ ଆରମ୍ଭ ହୁଏ ଦିନ

ଛତିଶଗଡ଼ର ଗାରିଆବନ୍ଦ ଜିଲା ଶ୍ୟାମ ନଗର ଗାଁରେ ଦେଶପ୍ରେମର ଏକ ନିଆରା ଛବି ଦେଖିବାକୁ ମିଳେ। ନିୟମ ଅନୁଯାୟୀ, ଏଠାରେ ସକାଳ ଠିକ୍‌ ୮ଟା ୫୯ରେ ଜାତୀୟ ସଙ୍ଗୀତ ବାଜି ଉଠିଥାଏ। ଏଥିପାଇଁ ଭିନ୍ନ ଭିନ୍ନ ସ୍ଥାନରେ ପାଖାପାଖି ୨୦ଟି ଲାଉଡସ୍ପିକର…

ଏମିତି ଏକ ମନ୍ଦିର ଯେଉଁଠି ଆପଣାଛାଏ ବଢୁଛି ମୂର୍ତ୍ତି

ପ୍ରକୃତି ନିଜ ଗର୍ଭରେ ଏମିତି କିଛି ରହସ୍ୟ ଲୁଚାଇ ରଖିଛି, ଯାହାର ସମାଧାନ ରାସ୍ତା ଖୋଜିବାରେ ବୈଜ୍ଞାନିକ ବି ବିଫଳ। ଏଭଳି ଏକ ରହସ୍ୟମୟ ଘଟଣା ଘଟୁଛି ଆନ୍ଧ୍ରପ୍ରଦେଶର ୟାଗନ୍ତୀ ଶିବ ମନ୍ଦିରରେ। ମନ୍ଦିରଟି ଦେଶରେ ଐତିହାସିକ ଐତିହ୍ୟର ଏକ ବଳିଷ୍ଠ…

ଫୁଡ ପଏଜନିଙ୍ଗ୍‌ ଠାରୁ ମୁକ୍ତି ଦେବ ଏହି ଖାଦ୍ୟ

ପାଗ ବଦଳିବା ସହ ଖାଇବା-ପିଇବା ଏବଂ ଦୈନଦିନ ଜୀବନଶୈଳୀରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଖାସ କରି ବର୍ଷାଦିନେ ଖାଦ୍ୟପେୟକୁ ନେଇ ଅଧିକ ସାବଧାନ ରହିବାକୁ ପଡ଼ିଥାଏ। କାରଣ ବର୍ଷାଦିନେ ବାହାରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ ହୋଇଥିବା ବେଳେ ଫୁଡ ପଏଜନିଙ୍ଗ୍‌…

ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ପ୍ରେମ କରି ବିବାହ କରିଥିଲେ ଏହିସବୁ କ୍ରିକେଟର୍‌

କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ୍‌। କ୍ରିକେଟର୍‌ମାନଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ସାଥୀ ଖେଳାଳିଙ୍କ ସ୍ତ୍ରୀଙ୍କୁ ମନ ଦେଇ ବସିିଛନ୍ତି। ପ୍ରଥମେ ବିବାଦ ଦେଖାଦେଇଥିଲେ ମଧ୍ୟ ଶେଷରେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?