Home Left

ପ୍ରେମରେ ପାଗଳ ଥିଲେ କ୍ରିକେଟର୍‌ ବୀରେନ୍ଦ୍ର ସେହଓ୍ବାଗ, ସମ୍ପର୍କୀୟ ଭଉଣୀଙ୍କୁ କରିଥିଲେ ବିବାହ

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହଓ୍ବାଗଙ୍କ ପ୍ରେମ କାହାଣୀ କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ। ସେହଓ୍ବାଗ କୌଣସି ଅଭିନେତ୍ରୀ କିମ୍ବା ସହପାଠୀ ନୁହେଁ ସମ୍ପର୍କୀୟ ଭଉଣୀ ଆରତି ଅଗ୍ରଓ୍ବାଲଙ୍କ ପ୍ରେମରେ ପଡିଥିଲେ। ଆରତିଙ୍କ ବଡ ଭଉଣୀ ଏକ…

ଦିଲ୍ଲୀ-ଏନ୍‌ସିଆରରେ ପ୍ରବଳ ବର୍ଷା: ସଂସଦ ବାହାରେ ଜଳାର୍ଣ୍ଣବ

ନୂଆଦିଲ୍ଲୀ,୬।୮: ଦିଲ୍ଲୀରେ ମଙ୍ଗଳବାର ସକାଳେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ସହରର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ହେବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା ଯୋଗୁ ସଂସଦ ବାହାରେ ମଧ୍ୟ ଜଳାର୍ଣ୍ଣବ ହୋଇଥିବା ଦେଖିବାକୁ ମିଳିଛି। ଫଳରେ ସକାଳେ ସଂସଦ ଭିତରକୁ…

ସବ୍ୟସାଚୀ ମିଶ୍ରଙ୍କୁ ଧମକ

ଭୁବନେଶ୍ୱର, ୬।୮(ବ୍ୟୁରୋ): ଓଡ଼ିଆ ସିନେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଧମକ ମିଳିଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତାଙ୍କୁ ଏହି ଧମକ ମିଳିଥିବା ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦକୁ ନେଇ ସେ…

ଆମେ ଗ୍ରେନେଡ ମାଡ କରିବା ଲୋକ ନୁହେଁ କି ପଥରମାଡ଼ କରୁନାହିଁ: ଫାରୁକ ଅବଦୁଲ୍ଲା

ଶ୍ରୀନଗର,୬।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ନ୍ୟାଶନାଲ କନଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ମଙ୍ଗଳବାର କହିଛନ୍ତି ଆମେ ଗ୍ରେନେଡ ମାଡ କରିବା ଲୋକ ନୁହେଁ କି ପଥରମାଡ଼ କରୁନାହିଁ। ସେ କହିଛନ୍ତି ଅନୁଚ୍ଛେଦ ୩୭୦କୁ ନେଇ…

ବିମାନ କ୍ୟାବିନ୍‌ରେ ହଠାତ୍‌ ଧୂଆଁମୟ ହେବାରୁ ଭୟଭୀତ ହୋଇଗଲେ ଯାତ୍ରୀ

ମାଡ୍ରିଡ,୬।୮: ବ୍ରିଟ୍ରିଶ ଏୟାରଓ୍ବେଜ୍‌ର ଏକ ବିମାନ ଲଣ୍ଡନରୁ ସ୍ପେନ ଯାଉଥିବା ବେଳେ ଇଞ୍ଜିନରେ ନିଅଁ। ଲାଗିବାରୁ ବିମାନ ଭିତରେ ହଠାତ୍‌ ଧୂଆଁମୟ ହୋଇଯାଇଥିଲା। ଏହାପରେ ସ୍ପେନର ଭାଲେନ୍ସିଆ ବିମାନବନ୍ଦରରେ ଏହାକୁ ଜରୁରୀ ଅବତରଣ କରାଯାଇଥିଲା। ଅବତରଣ କରିବା ସମୟରେ ଉକ୍ତ ବିମାନର…

କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛି: କୁମାରସ୍ବାମୀ

ବେଙ୍ଗାଲୁରୁ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କହିଛନ୍ତି ସେ ତାଙ୍କ ମେଣ୍ଟ ସରକାରରେ ୧୪ ମାସ ପର୍ଯ୍ୟନ୍ତ କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛନ୍ତି। ସବୁ ବିଧାୟକ ଓ ନଗର ନିଗମ ଅଧ୍ୟକ୍ଷଙ୍କୁ ସବୁ ପ୍ରକାର ସ୍ବାଧିନତା ମଧ୍ୟ ଦେଇଥିଲି।…

ହାଇକୋର୍ଟର ଦ୍ୱାରସ୍ଥ ହେଲେ କପିଲ ମିଶ୍ରା

ନୂଆଦିଲ୍ଲୀ,୬।୮: ଏଏପିର ବିଦ୍ରୋହୀ ତଥା ଅଯୋଗ୍ୟ ଘୋଷିତ ହୋଇଥିବା ନେତା କପିଲ ମିଶ୍ରା ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କୁ ଅଯୋଗ୍ୟ ଘୋଷିତ ବିଧାୟକ ମାମଲା ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ବିଧାନସଭାର ଅଧ୍ୟକ୍ଷ ରାମ ନିଓ୍ବାସ…

ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ

ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ ନବରଙ୍ଗପୁର ଜିଲାପାଳ ଅଜିତ କୁମାର ମିଶ୍ର ଏହି ସମୟରେ ଯାଉଥିବା ବେଳେ ଏହା ଦେଖି…

ରବିବାର ସ୍କୁଲ, ସୋମବାର ଛୁଟି: ଦେଓଗାଁର ୨୭ ସ୍କୁଲରେ ଚାଲିଛି ଏଭଳି ବ୍ୟବସ୍ଥା

ଆନନ୍ଦପୁର, ୬।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଧୀନ ଦେଓଗାଁ ପାଲଟିଛି ବିରଳ ଉଦାହରଣ। ଦେଓଗାଁ ସର୍କଲର ୨୭ଟି ପ୍ରାଥମିକ ବିଦ୍ୟାଳୟ ରବିବାର ଖୋଲା ରହୁଥିବା ବେଳେ ସୋମବାର ଏହା ବନ୍ଦ ରୁହେ। ତେବେ ଏହା କୌଣସି ଜୋରଜବରଦସ୍ତ ଭାବେ ନୁହେଁ…

କଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ ବ୍ୟାପକ ଲାଞ୍ଚ କାରବାର, ଦୁର୍ନୀତି ଅଭିଯୋଗ: ଓକିଲ ସଂଘର ଧାରଣା

କଣ୍ଟାବାଞ୍ଜି,୬।୮(ଡି.ଏନ୍‌.ଏ.): କଣ୍ଟାବାଞ୍ଜି ତହସିଲ ଓ ସବ୍‌ ରେଜିଷ୍ଟ୍ରୀ ଅଫିସରେ କାର୍ଯ୍ୟରତ କର୍ମଚାରୀମାନଙ୍କ ଲାଞ୍ଚ କାରବାର ଓ ଦୁର୍ନୀତି ଅଭିଯୋଗ ନେଇ ସ୍ଥାନୀୟ ଓକିଲ ସଂଘ ପକ୍ଷରୁ ମଙ୍ଗଲବାର ଦୁଇ ଅଫିସ ମୁଖ୍ୟ ଦ୍ୱାରରେ ତାଲା ପକାଯାଇଛି। ଫଳରେ ଉଭୟ କାର୍ଯ୍ୟାଳୟ ଅଚଳ…

କାହାର ପାଦ ଛୁଇଁଲେ ବରୁଣ

ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ମାତା ଡେଭିଡ ଧଓ୍ବନଙ୍କ ପୁଅ ହେଉଛନ୍ତି ବରୁଣ ଧଓ୍ବନ। ନିଜ ଅଭିନୟ ପାଇଁ ସେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ବେଶ୍‌ ପରିଚିତ। ହେଲେ ନିକଟରେ ବରୁଣଙ୍କର ଏମିତି ଏକ ଫଟୋ ଦେଖିବାକୁ ମିଳିଛି ଯାହାକୁ ଦେଖିଲେ ସମସ୍ତେ କହୁଛନ୍ତି…

ରେଳଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଟକ ରୋଡ଼, ୬।୮(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଧୀନ ହଠାତ କଲୋନୀ ନିକଟ ରେଳଧାରଣାରୁ ମଙ୍ଗଳବାର ଭୁବନେଶ୍ୱର ଜିଆର୍‌ପି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କ ବୟସ ପ୍ରାୟ ୩୦ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?