Home Left

ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୩ ଘଣ୍ଟା ବନ୍ଦ ରହିଲା ଦର୍ଶନ

ପୁରୀ ଅଫିସ, ୬।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ଏହି ନୀତି ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୧୦ଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିଯୋଗୁ ପ୍ରାୟ ୩ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଖସାପଡ଼ା ନୀତି…

ପୋଲିସ ଏନ୍‌କାଉଣ୍ଟର: ସୁପାରିକିଲର ମେହେତାବ ଗୁରୁତର, କଟକ ବଡ଼ ମେଡିକାଲରେ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ,୬।୮: କେନ୍ଦ୍ରାପଡ଼ା ସଦର ପୋଲିସ ଓ ଜିଲା ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଗଣ୍ଡାଖିଆ ରାସ୍ତାର ଏରାଠାରେ ସୋମବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର କରାଯାଇଛି। ଏଥିରେ ଟାଉନ ଥାନା ଅନ୍ତର୍ଗତ ଜଇପୁରା ଗ୍ରାମର ସେକ୍‌ ମେହେତାବ ଗୁରୁତର ହୋଇ କଟକ ବଡ…

ଖାଲକୁ ଖସିଲା ସ୍କୁଲ ବସ୍‌: ୭ ମୃତ

ଡେରାଡୁନ,୬।୮: ଉତ୍ତରାଖଣ୍ଡର ଟିହିରି ଗଡଓ୍ବାଲରେ ମଙ୍ଗଳବାର ସକାଳୁ ଏକ ସ୍କୁଲ ଭ୍ୟାନ୍‌ ଖାଲକୁ ଖସି ପଡିବା ଫଳରେ ୭ ଶିଶୁଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ ଆହତ ହୋଇଥିବା ପିଲାମାନଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସକାଳେ ପିଲାମାନଙ୍କୁ…

ଇଂରେଜ ଅମଳର କୂଟନୀତି ଉପରେ ଶକ୍ତ ପ୍ରହାର

ପୁରୀ ଅଫିସ, ୬ା୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଅନୁଚ୍ଛେଦ ୩୭୦। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳି ଯାଇଥିବାବେଳେ ଏ ପ୍ରସଙ୍ଗରେ ମତ…

ଜନଜାତି ବହୁଳ ୪୦ ବ୍ଲକ୍‌ରେ ପ୍ରତିଷ୍ଠା ହେବ କୃଷି ଉତ୍ପାଦନ କ୍ଲଷ୍ଟର

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ କୃଷକଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଜ୍ଞାନକୌଶଳ ଓ ବଜାର ସୁବିଧା ଯୋଗାଇଦେବା ପାଇଁ ‘ଭାରତ ରୁରାଲ ଲାଇଭ୍‌ଲିହୁଡ୍‌ ଫାଉଣ୍ଡେଶନ’ ଓ ‘ପ୍ରଦାନ’ ସହଯୋଗରେ କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି ପ୍ରକଳ୍ପରେ ଢିପ ଜମି…

ତିନି ଦିନ ଯାଏ ବର୍ଷା

ଭୁବନେଶ୍ୱର, ୬।୮(ବ୍ୟୁରୋ): ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଶଙ୍କା କରିଛି। ୬ ଓ…

ପ୍ରଶଂସା କଲେ ଜନାର୍ଦ୍ଦନ

ନୂଆଦିଲ୍ଲୀ,୬ା୮ (ଆଇଏଏନ୍‌ଏସ୍‌)- ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ କଂଗ୍ରେସ ବିରୋଧ କରୁଥିବାବେଳେ ଦଳର ବରିଷ୍ଠ ନେତା ଜନାର୍ଦ୍ଦନ ଦ୍ୱିବେଦୀ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ୩୭୦ ଏକ ପୁରୁଣା ପ୍ରସଙ୍ଗ। ସ୍ବାଧୀନତା ପରେ ଅନେକ ସ୍ବାଧୀନତା ସଂଗ୍ରାମୀ…

ଲକ୍ଷ୍ୟପଥରୁ ଦୂରଉଛି ଆର୍‌ଏସ୍‌ଏସ୍‌: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୬।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିଲା, ଏବେ ସେଥିରୁ ଦୂରେଇଯାଉଛି ବୋଲି କହିଛନ୍ତି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ସୋମବାର ଶଙ୍କରାଚାର୍ଯ୍ୟ ମଠରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସେ…

ଜମ୍ମୁରେ କଟକଣା ନ ମାନି ଉତ୍ସବ ମନାଇଲେ

ଜମ୍ମୁ ,୬ା୮(ପି.ଟି.): କେନ୍ଦ୍ର ସରକାର ସମ୍ବିଧାନର ୩୭୦ ଧାରା ଉଚ୍ଛେଦ କରିବା ପରେ ଜମ୍ମୁରେ ଉତ୍ସବରେ ମାହୋଲ ଦେଖିବାକୁ ମିଳିଛି। ରବିବାର ରାତିରୁ ୧୪୪ ଧାରା ଲାଗୁ ହୋଇଥିବାବେଳେ କଟକଣା ସତ୍ତ୍ୱେ ବାଜା ବଜାଇ ଲୋକମାନେ ନାଚୁଥିବା ଓ ମିଠା ବାଣ୍ଟୁଥିବାର…

ଜାତିସଂଘରେ ଚ୍ୟାଲେଞ୍ଜ କରିବ ପାକିସ୍ତାନ

ନୂଆଦିଲ୍ଲୀ ,୬ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ସରକାର ସମ୍ବିଧାନର ୩୭୦ ଓ ୩୫ଏ ଧାରା ଉଚ୍ଛେଦ କରିବା ପରେ ଏହାକୁ ନେଇ ପାକିସ୍ତାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ନୂଆଦିଲ୍ଲୀର ଏକଚାଟିଆ ପଦକ୍ଷେପ କଶ୍ମୀର ବିବାଦର ମୋଡ଼ ବଦଳାଇ ପାରିବ ନାହିଁ…

ଉଚ୍ଛେଦ ହେବ ସ୍ୟାଟ୍‌

ଭୁବନେଶ୍ୱର୬।୮(ବ୍ୟୁରୋ): କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌)କୁ ଉଚ୍ଛେଦ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କ ସହ ପୂର୍ବରୁ ବିଚାରବିମର୍ଶ କରିସାରିଥିଲେ। ଏଥିସହିତ ବିତ୍ତୀୟ ସହମତି ମଧ୍ୟ ପ୍ରକାଶ ପାଇଥିଲା। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଉଚ୍ଛେଦ…

କଶ୍ମୀରୀ ପଣ୍ଡିତଙ୍କ ମାତୃଭୂମିକୁ ଫେରିବାର ବାଟ ଫିଟିଲା

ନୂଆଦିଲ୍ଲୀ ,୬ା୮(ପି.ଟି.): ୧୯୯୦ରୁ ଉପତ୍ୟକାରୁ ସ୍ଥାନାନ୍ତର ହୋଇଥିବା କଶ୍ମୀରୀ ପଣ୍ଡିତମାନେ ୩୭୦ ଧାରା ଉଚ୍ଛେଦକୁ ପ୍ରଶଂସା କରିଛନ୍ତି। ଏବେ ସମ୍ମାନର ସହ ମାତୃଭୂମିକୁ ଫେରିବାର ବାଟ ଫିଟିଛି ବୋଲି ସେମାନେ ପ୍ରକାଶ କରିଛନ୍ତି। ବିଦେଶରେ ରହୁଥିବା ପ୍ରବାସୀ କଶ୍ମୀର ପଣ୍ଡିତମାନେ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?