Home Left

ପୋଲାଭରମ୍‌: ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବ ଗୃହ କମିଟି

ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲାଭରମ୍‌ ପ୍ରସଙ୍ଗରେ ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରାଯିବ। ଏ ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ଏକ ୧୬ ଜଣିଆ ଗୃହ କମିଟି ଗଠନ କରାଯାଇଥିଲା। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି କମିଟିରେ…

ଉଚ୍ଚାୟୁକ୍ତଙ୍କୁ ପାକ୍‌ର ସମନ

ଇସ୍‌ଲାବାବାଦ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ନିଷ୍ପତ୍ତିକୁ ପାକିସ୍ତାନ ଦୃଢ଼ ବିରୋଧ କରିଛି। ପାକ୍‌ ବହିର୍ବ୍ୟାପାର ସଚିବ ସୋହେଲ ମହମ୍ମଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କୁ ସମନ ଜାରି କରି ଇସ୍‌ଲାମାବାଦର ଦୃଢ଼…

କଶ୍ମୀର ନିଷ୍ପତ୍ତି ନେଇ ଅନ୍ୟ ଦେଶକୁ ଜଣାଇଲା ଭାରତ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟ ବିଭାଜନ ସମ୍ପର୍କିତ ନିଷ୍ପତ୍ତି ଭାରତ ଜାତିସଂଘ ସୁରକ୍ଷା ପରିଷଦର ୫ ସଦସ୍ୟ ରାଷ୍ଟ୍ର ସମେତ ଅନ୍ୟ ଦେଶର ରାଷ୍ଟ୍ରଦୂତମାନଙ୍କୁ ଜଣାଇଦେଇଛି। ଏହା ଭାରତର ଆଭ୍ୟନ୍ତରୀଣ ନିଷ୍ପତ୍ତି। ଉକ୍ତ ଅଞ୍ଚଳକୁ ଉତ୍ତମ ଶାସନ…

ଭୁବନେଶ୍ୱର ସିଡବ୍ଲ୍ୟୁସିକୁ ପାଟନା କ୍ଷେତ୍ରରେ ମିଶାଇବା ପ୍ରସଙ୍ଗ: ପାଶ୍ୱାନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ପଣ୍ୟାଗାର ନିଗମ(ସିଡବ୍ଲୁସି)କୁ ଉଚ୍ଛେଦ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିହାରର ପାଟନା ସିଡବ୍ଲ୍ୟୁସି ସହିତ ମିଶାଇବା ପାଇଁ ନିଷ୍ପତ୍ତି ନେବାପରେ ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହସ୍ତକ୍ଷେପ କରିଛନ୍ତି। ଏନେଇ ଧର୍ମେନ୍ଦ୍ର…

୧୦ ରାଜ୍ୟକୁ ମିଳିଛି ସ୍ବତନ୍ତ୍ର ମାନ୍ୟତା

ନୂଆଦିଲ୍ଲୀ,୬ା୮: ଭାରତର ସମ୍ବିଧାନ କେବଳ ଜମ୍ମୁ-କଶ୍ମୀରକୁ ନୁହେଁ, ବରଂ ୧୦ ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୬୮ରେ ପ୍ରଦତ୍ତ କ୍ଷମତା ଅନୁସାରେ ପାର୍ଲାମେଣ୍ଟ ଅନୁଚ୍ଛେଦ ୩୭୧ରେ ଅନେକ ନିୟମ ଯୋଡ଼ିବା ସହ ବିଭିନ୍ନ ରାଜ୍ୟକୁ ସ୍ବତନ୍ତ୍ର କ୍ଷମତା…

ସ୍କୁଲ ବ୍ୟାଗ୍‌ ଓଜନ ସମ୍ପର୍କିତ ଜନସ୍ବାର୍ଥ ମାମଲା: ୪ ସପ୍ତାହରେ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୬।୮: ରାଜ୍ୟରେ ସ୍କୁଲ ଛାତ୍ରୀଛାତ୍ରଙ୍କ ବ୍ୟାଗ ଓଜନକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ୪ମାସ ମଧ୍ୟରେ ଉକ୍ତ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡ. କହ୍ନେୟାଲାଲ ଶର୍ମା ଏ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା…

କିପରି କାର୍ଯ୍ୟ କରିବ ନୂଆ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ବିଲ୍‌ ସୋମବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହା ଆଇନରେ ପରିଣତ ହେଲେ ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ହେବ। ଜମ୍ମୁ-କଶ୍ମୀର ପାଇଁ…

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟର ୧୦୪୭ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ନାମଲେଖା ନିମନ୍ତେ ସୋମବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ବା ମେରିଟ୍‌ ଲିଷ୍ଟ୍‌ ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ମୋଟ ୨୨ହଜାର ୨୦୭ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି।…

ସହଜରେ ବିମାନ ବନ୍ଦରରୁ ମିଳିପାରିବ ହଜିଯାଇଥିବା ସାମଗ୍ରୀ

ଭୁବନେଶ୍ୱର, ୬।୮(ବ୍ୟୁରୋ): ବିମାନ ବନ୍ଦରରେ ଛାଡ଼ି ଚାଲି ଆସିଥିବା ବା ହଜିଯାଇଥିବା ଜିନିଷପତ୍ର ଅତି ସହଜରେ ପାଇପାରିବେ ଯାତ୍ରୀ। ଏଥିପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ପଦକ୍ଷେପ ଗ୍ରହଣ କରିଛି। ହଜି ଯାଇଥିବା ଜିନିଷପତ୍ରର ଫଟୋ ସହ ତଥ୍ୟ ଅନ୍‌ଲାଇନ୍‌ରେ…

ଜମ୍ମୁ-କଶ୍ମୀର ହେବ ସର୍ବବୃହତ୍‌ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ସହ ୩୭୦ ଧାରା ଉଚ୍ଛେଦ କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ୍‌କୁ ଅଲଗା କରାଯାଇ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ କରାଯାଇଛି। ଏଥିସହ ଜମ୍ମୁ-କଶ୍ମୀର ଭାରତର ସବୁଠାରୁ ବଡ଼ କେନ୍ଦ୍ରଶାସିତ ଅଞ୍ଚଳ…

ଓଟିଇଟି ପରୀକ୍ଷା ପାଇଁ ହିନସ୍ତା ହେଲେ ପରୀକ୍ଷାର୍ଥୀ: ଶଙ୍ଖା, ମଙ୍ଗଳସୂତ୍ର କାଢ଼ି ପରୀକ୍ଷା ଦେଲେ ସଧବା

ଖଣ୍ଡପଡା,୬।୮(ସ୍ବ.ପ୍ର.)-ଚଳିତ ଓଟିଇଟି ପରୀକ୍ଷାରେ ନୟାଗଡ଼ ଜିଲା ପାଣିପଇଲା ନିକଟ ଇଞ୍ଜିନିୟରିଂ କଲେଜ ପରୀକ୍ଷାକେନ୍ଦ୍ରରେ ସୋମବାର ପରୀକ୍ଷାର୍ଥୀମାନଙ୍କୁ ବହୁ ହିନସ୍ତା ହେବାକୁ ପଡିଛି। ପରୀକ୍ଷାକେନ୍ଦ୍ର ଭିତରକୁ ପଶିବା ପୂର୍ବରୁ ସେମାନଙ୍କ ହାତ, ବେକରୁ ଚୁଡି ଗହଣା କାଢିବା ପାଇଁ ବାଧ୍ୟ କରାଯାଇଛି। ସେମାନଙ୍କ…

ଜଳ ଯୋଗାଣ ପାଇପ ଲିକ୍‌, ଧୋଇହୋଇ ଯାଉଛି ପୂର୍ତ୍ତ ବିଭାଗ ରାସ୍ତା

ଖଣ୍ଡପଡ଼ା,୬।୮(ସ୍ବ.ପ୍ର.)-ମହାନଦୀରୁ ନୟାଗଡ଼ ସହରକୁ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ବିଭିନ୍ନ ସ୍ଥାନରେ କଣା ହୋଇଥିବା ଯୋଗୁ ପାଣି ଲିକ୍‌ ହୋଇ ପଥଚାରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଥିବାବେଳେ ଏବେ କୁଆଁରିଆ ସେତୁ ପାର୍ଶ୍ୱରେ ଯାଇଥିବା ମୁଖ୍ୟ ପାଇପ ସ୍ଥଳରୁ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?