Home Left

ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହା ଦର୍ଶାଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ, ଲାଞ୍ଜିଗଡ଼…

ଆମ ପୋଲିସ ପକ୍ଷରୁ ଚାରାରୋପଣ

ଧର୍ମଶାଳା/ଜେନାପୁର,୬ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ସୋମବାର ବୃନ୍ଦାଦେଈପୁର ଗଡଜାତ ସ୍ମାରକୀ ପୀଠଠାରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଏସ୍‌ପି ଚରଣ ସିଂ ମୀନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।…

୪ ଶିଶୁ ଶ୍ରମିକ ଉଦ୍ଧାର

ସୁକିନ୍ଦା,୬।୮(ଡି.ଏନ୍‌.ଏ.) – ଦୀର୍ଘଦିନ ଧରି ଇଟାଭାଟିଠାରୁ ଆରମ୍ଭ କରି ମୋଟରସାଇକେଲ ଗ୍ୟାରେଜ ଏବଂ ଢାବାରେ ଶିଶୁ ଶ୍ରମିକଭାବେ ଏକ ରକମ ବନ୍ଧକ ରହିଥିବା ୪ ଶିଶୁ ଶ୍ରମିକଙ୍କୁ ସୋମବାର ସୁକିନ୍ଦା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁ ଶ୍ରମିକଙ୍କୁ ସିଡବ୍ଲ୍ୟୁସିକୁ ହସ୍ତାନ୍ତର…

ନୀଳାଚଳ କାରଖାନର ଠିକା ଶ୍ରମିକଙ୍କ ମୃତ୍ୟୁ ଘଟଣା: ମାମଲା ରଫାଦଫା ପାଇଁ ପକାଉଛି ଚାପ

କଳିଙ୍ଗନଗର, ୬।୮(ଡି.ଏନ.ଏ.)- ନୀଳାଚଳ କାରଖାନାରେ ଠିକାଶ୍ରମିକଭାବେ କାର୍ଯ୍ୟକରୁଥିବା ଜଣେ କର୍ମଚାରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ମଧ୍ୟ ପରିବାରକୁ କ୍ଷତିପୁଣ ମିଳିପାରି ନାହଁି। ନୀଳଚଳ କମ୍ପାନୀର ଜଣେ ଅଧିକାରୀ ସମ୍ପୃକ୍ତ ଠିକା ସଂସ୍ଥାକୁ ଅଜାଚିତ ଅନୁକମ୍ପା ପ୍ରଦର୍ଶନ କରୁଥିବାରୁ…

ବିଦ୍ୟାଳୟ ମିଶ୍ରଣକୁ ନେଇ ବଢିଲା ସମସ୍ୟା : ଆସିଲେନି ଶିକ୍ଷକ, ଖୋଲିଲାନି ତାଲା

ବାଲିକୁଦା,୬ା୮(ସ୍ବ.ପ୍ର.): ବାଲିକୁଦା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନ ବଘେଇପୁର ପ୍ରାଥମିକ ବିଦ୍ୟାଳୟ ଓ କପୁରାବେଲାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାକୁ ନେଇ ଉପୁଜିଥିବା ସମସ୍ୟା ସମାଧାନ ହେବା ବଦଳରେ ବଢିବାରେ ଲାଗିଛି। ପ୍ରଥମେ ଗତ ଜୁନ ୧୩ରେ ବଘେଇପୁର ପ୍ରାଥମିକ…

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଖୁସିରେ ପାଳନ ହେଲା ଭାରତ ଉତ୍ସବ

ଜଗତ୍‌ସିଂହପୁର ଅଫିସ,୬ା୮: କଶ୍ମୀରରୁ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ସହ ଏହାକୁ କେନ୍ଦ୍ର ଶାସିତ ଅଞ୍ଚଳ ମାନ୍ୟତା ଦିଆଯାଇଛି। ଜମ୍ମୁ-କଶ୍ମୀର ଓ ଲଦାଖ ପୃଥକ କେନ୍ଦ୍ର ଶାସିତ ଅଞ୍ଚଳ ହୋଇଛି। କଶ୍ମୀର ଦେଶର ଅନ୍ୟ କେନ୍ଦ୍ର ଶାସିତ ଅଞ୍ଚଳ…

ମସ୍ତିଷ୍କକୁ ଚାପମୁକ୍ତ ରଖେ ଏହି ରସ…

ସକାଳୁ ଖାଲି ପେଟରେ ଲାଉ ରସ ପିିଇଲେ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ମେଦବହୁଳତା କ୍ଷେତ୍ରରେ ଏହା ମହୋଷଧୀ ଭଳି କାମ କରେ। ଲାଉ ରସରେ ପ୍ରଚୁର ପରିମାଣରେ ଭିଟାମିନ୍‌-‘ସି’, ଆଣ୍ଟି-ଅକ୍ସିଡାଣ୍ଟ, ଜିଙ୍କ୍‌ ପ୍ରଭୃତି ରହିଥାଏ। ନିୟମିତ…

ଏହି ମନ୍ଦିରରେ ବିଦେଶ ଯିବା ମନସ୍କାମନା ପୂର୍ଣ୍ଣ ହେଲେ ପ୍ରସାଦ ନୁହେଁ, ଚଢାଯାଏ ବିମାନ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଆମ ଦେଶରେ ଏଭଳି ଏକ ଗୁରୁଦ୍ୱାରା ରହିଛି, ଯେଉଁଠାରେ ଲୋକଙ୍କ ବିଦେଶ ଯିବା ମନସ୍କାମନା ପୂର୍ଣ୍ଣ ହେଲେ ପ୍ରସାଦ ସ୍ଥାନରେ ପ୍ଲାଷ୍ଟିକ୍‌ ବିମାନ ଭେଟି ଲାଗିଥାଏ। ପଞ୍ଜାବର ଜଳନ୍ଧର ଜିଲାରେ…

ଡେଭିସ୍‌ କପ୍‌: ପାକିସ୍ତାନ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୫ା୮(ପି.ଟି.)-ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ପାଇଁ ସୋମବାର ପ୍ରଜନେଶ ଗୁଣେଶ୍ୱରନଙ୍କ ନେତୃତ୍ୱରେ ଭାରତୀୟ ଟେନିସ ଦଳ ଘୋଷଣା କରାଯାଇଛି। ସୁମିତ ନାଗପାଲଙ୍କ ବ୍ୟତୀତ ଅନ୍ୟ ସମସ୍ତ ଟପ୍‌ ଖେଳାଳି ଉପଲବ୍ଧ ଥିବା ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଏଟିଏ) ସିଲେକ୍ସନ…

ଝେଙ୍ଗ୍‌ଙ୍କୁ ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ

ଲସ୍‌ଆଞ୍ଜେଲ୍ସ, ୫ା୮ (ଏଏଫ୍‌ପି): ଚାଇନାର ଝେଙ୍ଗ୍‌ ସାଇସାଇ ତାଙ୍କ ଟେନିସ କ୍ୟାରିୟରର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ସାନ୍‌ଜୋସ ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଚତୁର୍ଥ ସିଡ୍‌ ତଥା ବେଲରୁଷର ଆରିନା ସାବାଲେଙ୍କାଙ୍କୁ ୬-୩,…

ମୁଖ ଦୁର୍ଗନ୍ଧ ଦୂର କରିବ ଅଦା ଚା’

ଅଦା ଚା’ ଥଣ୍ଡା କିମ୍ବା ବର୍ଷା ଦିନେ ବିଭିନ୍ନ ରୋଗରୁ ରକ୍ଷା କରିଥାଏ। ଏହି ଚା’ ସେବନ ଦ୍ୱାରା ଚିଡଚିଡାପଣ ଦୂରେଇଯାଏ। ଏବେ ଏକ ଗବେଷଣାରୁ ଜଣାପଡ଼ିଛି, ଅଦା ଚା’ ମୁଖ ଦୁର୍ଗନ୍ଧ ଦୂର କରିବାରେ ମଧ୍ୟ ବିଶେଷ ଭୂମିକା ନିର୍ବାହ…

୩୨ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ନୀଳଗିରି, ୫।୮(ଡି.ଏନ.ଏ.)-କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ତଥା ନୀଳଗିରି ଅବକାରୀ ବିଭାଗ ପକ୍ଷରୁ ସ୍ଥାନୀୟ ସହରର ଘାଟଘରସାହି ଗାଁର ମୁନା ନାଥ(୩୨)ଙ୍କ ଘରେ ଚଢ଼ାଉ କରାଯାଇ ୩୨ଗ୍ରାମ ଓଜନର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୩ଲକ୍ଷରୁ ଊର୍ଦ୍ଧ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?