Home Left

୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ବଣ୍ଟାଯାଇଥିବା ନକଲି ମଦ ପିଇ ୧୦ ଜଣ ମୃତ୍ୟୁବରଣ କରିଥିବା ବେଳେ ଶତାଧିକ…

ଭାଟିପଡ଼ାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ କାମଭଙ୍ଗା କଲଭର୍ଟ ଦେଖି ଯନ୍ତ୍ରୀ କହିଲେ ‘ଚଲେଗା’

ବୈପାରୀଗୁଡ଼ା,୨୦ା୫(ଡି.ଏନ୍‌.ଏ.) ବୈପାରୀଗୁଡ଼ା ବ୍ଲକ ମାଝିଗୁଡ଼ା ପଞ୍ଚାୟତ ଭାଟିପଡ଼ା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ଏବେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ନିର୍ମାଣ କରାଯାଉଛି। ଏନ୍‌ବିସିସି ସଂସ୍ଥା ଏହାକୁ ନିର୍ମାଣ କରୁଥିବା ବେଳେ ଅଣଓଡ଼ିଆ କର୍ମଚାରୀ ଦାୟିତ୍ବ ବୁଝୁଛନ୍ତି। ରାସ୍ତା ଅତି ନିମ୍ନମାନର ହେଉଥିବା…

ଉଦ୍‌ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି

ସୋନପୁର,୨୦।୫(ନି.ପ୍ର.)  ପ୍ରକଳ୍ପ ଉଦ୍‌ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ ଏବେ ଭୂତକୋଠିରେ ପରିଣତ ହେଲାଣି। ଗତ ଜୁଲାଇ…

ନିର୍ବାଚନ ଫଳାଫଳ ଉପରେ ନିବେଶକଙ୍କ ନଜର

ମୁମ୍ବାଇ,୨୦।୫: ଚଳିତ ମାସ ୨୩ରେ ସାଧାରଣ ନିର୍ବାଚନ ଫଳାଫଳ ଆସିବାକୁ ଥିବା ବେଳେ ଦେଶର ପୁଞ୍ଜି ବଜାର ନଜର ଏବେ ଏହା ଉପରେ ରହିଛି। ସେହିଭଳି ବଜାର ଉପରେ ଏକଜିଟ୍‌ ପୋଲ ପ୍ରଭାବ ମଧ୍ୟ ପରିଲକ୍ଷିତ ହେବ। ଅପରପକ୍ଷରେ କମ୍ପାନୀଗୁଡିକର ବିତ୍ତୀୟ…

ମକଡ଼ଦମପଡ଼ାରେ କିଡ଼୍‌ନୀ ରୋଗ୍‌ ଆତଁକ୍‌

ସିନାପାଲି,୨୦।୫ (ଡି.ଏନ.ଏ)-  ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍‌ ମକଡଦମପଡା ଗାଁବାସୀ ନିରମଲ ପାଏନ୍‌ ଅଭାବୁ ଫ୍ଲୋରାଇଡ୍‌ ମିଶା ପାଏନ୍‌ ପିଇ ଅନେକ ଲୋକ୍‌ କିଡ଼୍‌ନୀ ରୋଗ୍‌ରେ ମରିଥିଲାବେଲେ ବଡ଼ଭାଗୀ ଲୋକ ପୀଡ଼ିତ ଅଛନ୍‌। ସୂଚନା ଅନ୍‌ସାରେ ସିନାପାଲି ବ୍ଲକ…

ଡେବିଟ୍‌ କାର୍ଡ ଦେୟ ବଢ଼ିଛି ୨୭%

ନୂଆଦିଲ୍ଲୀ,୨୦-୫: ଦେଶରେ କିଣାକିଣି କରିବା ଲାଗି ଲୋକେ ଡେବିଟ୍‌ କାର୍ଡ ବ୍ୟବହାରରେ ବେଶ୍‌ ଉତ୍ସାହ ପ୍ରଦର୍ଶନ କରୁଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ମାର୍ଚ୍ଚରେ ପଏଣ୍ଟ ଅଫ୍‌ ସେଲ୍‌ ମେଶିନ(ପିଓଏସ୍‌) ଜରିଆରେ ଡେବିଟ୍‌ କାର୍ଡ ଦ୍ୱାରା ଦେୟ…

କାନ୍‌ସରେ ଉନ୍ମୋଚିତ ହେଲା ‘ଜଙ୍ଗଲ କ୍ରାଏ’ର ପୋଷ୍ଟର : ଟିଜର୍‌ ଫିଲ୍ମରେ ବିଶ୍ୱବିଜେତା ଓଡ଼ିଶା ଜନଜାତି ଟିମ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଜୁନିୟର ରଗ୍‌ବୀ ଓ୍ବାର୍ଲଡ କପ୍‌ ଜିତି ସମଗ୍ର ବିଶ୍ୱ ପାଇଁ ପ୍ରେରଣା ପାଲଟିଥିବା କିସ୍‌ ରଗ୍‌ବୀ ଦଳ ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର ‘ଜଙ୍ଗଲ କ୍ରାଏ’ର ପ୍ରଥମ ପୋଷ୍ଟର ଓ ଟିଜର୍‌ ୭୧ତମ କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ରିଲିଜ ହୋଇଛି।…

ଓ୍ବେଷ୍ଟଇଣ୍ଡିଜ ରିଜର୍ଭ ଲିଷ୍ଟରେ ବ୍ରାଭୋ, ପୋଲାର୍ଡ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୨୦।୫(ପି.ଟି.)- ଆଇସିସି ବିଶ୍ୱକପ୍‌ ଲାଗି କ୍ରିକେଟ୍‌ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ) ପକ୍ଷରୁ ରବିବାର ୧୦ ରିଜର୍ଭ ଖେଳାଳିଙ୍କ ନାମ ପ୍ରକାଶ ପାଇଛି। ଏହି ତାଲିକାରେ ଅବସର ନେଇସାରିଥିବା ଅଲ୍‌ରାଉଣ୍ଡର ଡ୍ବେନ୍‌ ବ୍ରାଭୋଙ୍କ ସହ କିରନ ପୋଲାର୍ଡ ସ୍ଥାନ ପାଇଛନ୍ତି।…

୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା

ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର ଫଳାଫଳ ଉଭୟ ରାଜ୍ୟ ଓ କେନ୍ଦ୍ର ପାଇଁ…

ପ୍ଲିସ୍‌କୋଭାଙ୍କୁ ଇଟାଲିଆନ ଓପନ ଟାଇଟଲ

ରୋମ୍‌, ୧୯ା୫ (ଏଏଫ୍‌ପି)- ଚତୁର୍ଥ ସିଡ୍‌ ତଥା ଚେକ୍‌ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭା ଡବ୍ଲ୍ୟୁଟିଏ ଇଟାଲିଆନ ଓପନ ମହିଳା ସିଙ୍ଗଲ୍ସ୍ସ ଟାଇଟଲ ଜିତିଛନ୍ତି। ରବିବାର ଫାଇନାଲରେ ସେ ବ୍ରିଟେନର ଜୋହାନା କୋଣ୍ଟାଙ୍କୁ ୬-୩, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ୨୦୧୭ ଫ୍ରେଞ୍ଚ ଓପନ…

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର…

ବିଜୁ ଯୁବ ବାହିନୀ ବିରୋଧରେ ଫେରାଦ ହେଲା ଭାଜପା:ରିଲିଫ କୋଡ୍‌କୁ ଉଲଙ୍ଘନ କରିଛନ୍ତି ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ):ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କ ବାତ୍ୟା ୧୫ଦିନ ପରେ ମଧ୍ୟ ଦେଖା ମିଳୁନାହିଁ। ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ପାଇଁ କେନ୍ଦ୍ର ସହାୟତା ଦେଇଥିବାବେଳେ ରାଜ୍ୟ ସରକାର ଭାଙ୍ଗି ଯାଇଥିବା ଘର ଗୁଡିକର ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri