ଜମ୍ମୁ-କଶ୍ମୀର ଗସ୍ତ କରିପାରନ୍ତି ଡୋଭାଲ
ନୂଆଦିଲ୍ଲୀ,୫।୮: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଶେଷ କରିବା ଲାଗି ରାଜ୍ୟ ସଭାରେ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଶେଷରେ…
ତିହାର ଜେଲ୍ ଗଲେ ସେନଗର: ୭ ଅଗଷ୍ଟରେ ପରବର୍ତ୍ତି ଶୁଣାଣି
ନୂଆଦିଲ୍ଲୀ,୫।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗର ସୋମବାର ଦିଲ୍ଲୀର ତିସ୍ ହଜାରି କୋର୍ଟରେ ହାଜର ହୋଇଥିଲେ। କୋର୍ଟ ଏହି ମାମଲାର ଶୁଣାଣି କରି ସେନଗରଙ୍କୁ ଦିଲୀର ତିହାର ଜେଲକୁ ପଠାଇ…
ସବୁଠାରୁ ମହଙ୍ଗା ଭାରତୀୟ ଅଭିନେତା ତାଲିକାରେ ପ୍ରଭାସ
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ପ୍ରଭାସଙ୍କ ଅପ୍ କମିଂ ଆକ୍ସନ ଫିଲ୍ମ ‘ସାହୋ’ ଅଗଷ୍ଟ ୩୦ରେ ପରଦାକୁ ଆସିବ। ତେଲଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରୁଥିବା ଶ୍ରଦ୍ଧା କପୁର ଏଥିରେ ପ୍ରଭାସଙ୍କ ବିପକ୍ଷରେ ନଜର ଆସିବେ। ସୁଜିତଙ୍କ ନିର୍ଦ୍ଦେଶିତ ଫିଲ୍ମ ସାହୋ ୨୦୧୯ର ସବୁଠାରୁ…
୩୭୦ ଉଚ୍ଛେଦ ପରେ ମୋଦିଙ୍କ ପୁରୁଣା ଫଟୋ ଭାଇରାଲ
ନୂଆଦିଲ୍ଲୀ, ୫।୮: କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଠାଇବା ପରେ ଏବେ ସାରା ଦେଶରେ ଖୁସିର ମାହୋଲ ସୃଷ୍ଟି ହୋଇଛି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିଷ୍ପତ୍ତିକୁ ପ୍ରଶଂସା କରାଯାଇଛି। ତେବେ ମୋଦିଙ୍କ ଏକ ପୁରୁଣା ଫଟୋ ସୋମବାର…
ଧାରା ୩୭୦: ଯେ କୌଣସି ଭାରତୀୟ କଶ୍ମୀରରେ କିଣି ପାରିବେ ଜମି
ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରେ ଏବେ ଧାରା ୩୭୦ ଓ ୩୫ଏ ହଟାଯିବାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ଅଧିସୂଚନା ଜାରି କରାଯାଇଛି। ଏହି ଧାରା ସମାପ୍ତ ହେବା ପରେ ଯେକୌଣସି ଭାରତୀୟ ଜମ୍ମୁ-କଶ୍ମୀର ଓ ଲଦାଖରେ ଜମି କିଣିପାରିବେ ବୋଲି କୁହାଯାଉଛି।…
ଜାଣିଥିଲି କେବଳ ମୋଦି ହିଁ ଏଭଳି ନିଷ୍ପତ୍ତି ନେଇପାରିବେ: କଙ୍ଗନା
ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଚ୍ଛେଦ ପରେ ବଲିଉଡରେ ଖୁସିର ଲହରୀ ଖେଳିଯାଇଛି। କେତେକ କଳାକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଲାମ କରିଛନ୍ତି। ଏହି କ୍ରମରେ ସାମିଲ ହୋଇଛନ୍ତି ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍। ସେ କହିଛନ୍ତି, ଜାଣିଥିଲି କେବଳ ମିଷ୍ଟର ମୋଦି ହିଁ…
ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ଭାଙ୍ଗିଲା ଆନନ୍ଦପୁର ବ୍ରିଜ୍ ଛକ ରାସ୍ତା
ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍ ଛକ ରାସ୍ତା ଫାଟି ଧସେଇ ଯାଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ନିମ୍ନମାନର ରାସ୍ତା ନିର୍ମାଣ କାର୍ଯ୍ୟ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଯୋଗ୍ୟ, ଦୀର୍ଘ…
ଝାଡେଶ୍ୱର ମହେଶଙ୍କ ପୀଠରେ ବୋଲ୍ବମ୍ ଭକ୍ତଙ୍କ ଭିଡ଼
ଆନନ୍ଦପୁର,୫। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଝାଡ଼େଶ୍ୱର ମନ୍ଦିର ପରିସରରେ ବୋଲଭମ୍ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଶ୍ରାବଣ ମାସର ତୃତୀୟ ସୋମବାର କାଉଡ଼ିଆମାନେ ଝାଡ଼େଶ୍ୱର ମହେଶଙ୍କ ନିକଟରେ ଜଳଲାଗି କରିଥିଲେ। ନିଜର ମାନସିକ ପୂରଣ ପାଇଁ କାଉଡ଼ିଆମାନେ ବହୁ ଦୂର…
ମୋବାଇଲ ଟାଓ୍ବାରକୁ ବିରୋଧ: ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ସାହିବାସିନ୍ଦା
ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଗୁଣ୍ଡିଚାମନ୍ଦିର ନିକଟରେ ଥିବା ଚାରିଘରିଆ ସାହିରେ ମୋବାଇଲ ଟାଓ୍ବାର ବସାଇବାକୁ ବିରୋଧକରି ଅନ୍ତେଃବାସୀ ପୌରକାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସୋମବାର ସାକ୍ଷାତକରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଆନନ୍ଦପୁରର ଜନୈକ ବ୍ୟକ୍ତିଙ୍କ ପଟ୍ଟାଭୁକ୍ତ ଜମିରେ ମୋବାଇଲ ଟାଓ୍ବାର ବସାଇବାକୁ…
ସଇନି ଦଣ୍ଡିତ
ନୂଆଦିଲ୍ଲୀ,୫।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଭାରତୀୟ ପେସର ନପଦୀପ ସଇନିଙ୍କୁ ଦଣ୍ଡିତ କରାଯାଇଛି। ଆମେରିକାର ଫ୍ଲୋରିଡାଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ସେ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ନିୟମ ଭଙ୍ଗ କରିଛନ୍ତି। ଏହି ଘଟଣା…
୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା…
କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ ଏବଂ ଲଦାଖରେ ରହିବ ୨ ଜିଲା
ଶ୍ରୀନଗର, ୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଐତିହାସିକ ଘୋଷଣା ପରେ ଏଣିକି କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ଟି ଜିଲା ରହିବ। ସେହିପରି ଲଦାଖରେ ୨ ଜିଲା ରହିବ। ଏହି ନୂତନ ଘୋଷଣା ଦ୍ୱାରା ନିୟନ୍ତ୍ରଣ ରେଖା ନିକଟରେ ବାସ କରୁଥିବା…

