Home Left

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି, ସେଇଠି ବର୍ଷାଜଳ ନିଷ୍କାସନ ପାଇଁ ନାଳରେ ବାଟ ନାହିଁ। ମଇଳା, ଆବର୍ଜନା ତାହା…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର ବ୍ଲକ ମାଣ୍ଡିବିଶି ପଞ୍ଚାୟତ ରାସ୍ତୁଗୁଡ଼ା ଗ୍ରାମର ଜଗନ୍ନାଥ ମାଝୀ । ସେ କଲ୍ୟାଣସିଂହପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ। ପୋଲିସ ପଦବୀ ଥିବାରୁ ସେମାନେ ଆଇନର ଗଳାବାଟ ଦେଇ ଖସିଯିବାକୁ ଉଦ୍ୟମ କରୁଛନ୍ତି।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ ଓ ତାଙ୍କ ଦୁଇ ପୁଅ ଅମୂଲ୍ୟ ସାହୁ, ମୁନା ସାହୁଙ୍କୁ ଗିରଫ କରିଛନ୍ତି।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର ପୁଷ୍ୟରେ ମଙ୍ଗଳଙ୍କ ପ୍ରବେଶ ଅନେକ ରାଶି ପାଇଁ ଶୁଭ ଫଳ ଆଣିପାରେ। ବିଶେଷ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଭଡ଼ାଘରର ରୋଷେଇ ଘର ସ୍ଲାବ ତଳେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ ବ୍ୟବସ୍ଥାରେ ପରିବର୍ତ୍ତନ ଦାବି କରୁଛନ୍ତି। ଏହି ସମୟରେ CJP ପ୍ରତିଷ୍ଠାତା ଅଭିଜୀତ ଦୀପକେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ ପ୍ରତିଦିନ ଯାତାୟାତରେ ହନ୍ତସନ୍ତ ହେଉଛନ୍ତି ପ୍ରାୟ ୨୩୦ ଜଣ ଆଦିବାସୀ ଛାତ୍ରୀ। ଏଭଳି…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ ନେଇ ଅଭିନେତ୍ରୀ କ୍ରିତି ସାନନ ବିବାଦରେ ଫସିଛନ୍ତି। ଏହି ବିଜ୍ଞାପନ ନେଇ ସୋସିଆଲ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌ ହକି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ‘କର ବା…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା ନ ଗଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଚାଷୀ…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ ଜବାହରଲାଲ ନେହରୁଙ୍କ ନାମ ନେଇଥିଲେ। ତାଙ୍କ ଏହି ଉତ୍ତରକୁ ନେଇ CJPର ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?