Home Left

ଭାରତର ପଡ଼ୋଶୀ ଦେଶରେ କଣ୍ଡୋମକୁ ନେଇ ହଙ୍ଗାମା: ପାକିସ୍ତାନ, ବାଂଲାଦେଶ ପରେ ଏବେ ଚାଇନାରେ…

ନୂଆଦିଲ୍ଲୀ,୩।୧: ଆଜିକାଲି ଭାରତର ପଡ଼ୋଶୀରେ ଏକ ଅଦ୍ଭୁତ ଏବଂ ଆଶ୍ଚର୍ଯ୍ୟଜନକ ସଙ୍କଟ ଦେଖାଦେଉଛି। ଏହା କଣ୍ଡୋମ ଏବଂ ଗର୍ଭନିରୋଧକକୁ ନେଇ ଉଦ୍ଦିଷ୍ଟ। ପ୍ରଥମେ, ପାକିସ୍ତାନ ଏବଂ ବାଂଲାଦେଶରେ ଅଭାବର ରିପୋର୍ଟ ପ୍ରକାଶ ପାଇଲା, ଏବଂ ଏବେ ଚାଇନା ଏକ ପଦକ୍ଷେପ ନେଇଛି…

ମର୍ମନ୍ତୁଦ ଦୁର୍ଘଟଣା: ବସ୍‌-ଟ୍ରକ୍‌ ଧକ୍କାରେ ୧୧ ମୃତ

ଦକ୍ଷିଣ ବ୍ରାଜିଲ, ୩।୧: ଶୁକ୍ରବାର ଦକ୍ଷିଣ ବ୍ରାଜିଲରେ ଏକ ଯାତ୍ରୀବାହୀ ବସ୍‌ ଏବଂ ବାଲି ବୋଝେଇ ଟ୍ରକ୍‌ ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଅତି କମରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଦକ୍ଷିଣ ବ୍ରାଜିଲର ରିଓ ଗ୍ରାଣ୍ଡେ…

ଯୌନ ନିର୍ଯାତନା ଦେଉଥିଲେ ସାର୍‌, ସାମ୍ନାକୁ ଆସିଲା ଛାତ୍ରୀଙ୍କ ମୃତ୍ୟୁ ପୂର୍ବର ଭିଡିଓ, ପ୍ରଫେସରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ

ଧର୍ମଶାଳା,୩ା୧: ହିମାଚଳପ୍ରଦେଶର ଧର୍ମଶାଳାରେ ଥିବା ଏକ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କୁ ର଼୍ୟାଗିଂ ଏବଂ ଯୌନ ନିର୍ଯାତନା ଫଳରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ କଲେଜର ଜଣେ ପ୍ରଫେସର ଏବଂ ୩ ଜଣ ଛାତ୍ରୀଙ୍କ ନାମରେ ମାମଲା…

ଚଢା ଦରରେ ବିକ୍ରି ହେଉଛି ବିଦେଶୀ ମଦ: ବୋତଲ ପିଛା…

ନୂଆପଡ଼ା/କୋମନା,୩ା୧(ମକାରୁ ବେମାଲ/ମହେଶ ବାଗ):ଇଂରାଜୀ ନବବର୍ଷକୁ ସ୍ବାଗତ ଜଣାଇ ଚାରିଆଡେ ଉତ୍ସାହର ମାହୋଲ ଦେଖାଦେଇଥିଲା। ଏହାର ସୁଯୋଗ ନେଇ କୋମନାଠାରେ ଥିବା ବିଦେଶୀ ମଦ ଦୋକାନ ଚଢାଦରରେ ବିକ୍ରୟ କରୁଥିବା ଅଭିଯୋଗ ହୋଇଛି। ନୂତନ ବର୍ଷ ପାଳନ ଓ ଭୋଜିଭାତର ଆସର ଜମାଇବା…

କୋହଲିଙ୍କ ପରେ ଏବେ ଶୁବମନ ଗିଲଙ୍କ ପ୍ରଶଂସକଙ୍କୁ ବଡ଼ ଝଟକା: BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧: ଡିସେମ୍ବର ୨୪ ତାରିଖରେ ବିଜୟ ହଜାରେ ଟ୍ରଫିରେ ଦିଲ୍ଲୀ ପାଇଁ ପଡ଼ିଆକୁ ଓହ୍ଲାଇବା ସମୟରେ, ପ୍ରଶଂସକମାନେ ବହୁତ ଆଶା ରଖିଥିଲେ। ପ୍ରଶଂସକମାନେ କୋହଲିଙ୍କୁ ଦେଖିବାକୁ ଉତ୍ସାହିତ ଥିଲେ, କିନ୍ତୁ ସୁରକ୍ଷା କାରଣରୁ, BCCI ବନ୍ଦ ଷ୍ଟାଡିୟମରେ ମ୍ୟାଚ ଆୟୋଜନ କରିଥିଲା।…

ଆଜିଠାରୁ ମାଘ ମେଳା ଆରମ୍ଭ: ପୁଣ୍ୟ ପାଇବା ସହ ସମସ୍ୟା ଦୂର କରିବାକୁ ଚାହୁଁଥିଲେ ଘରେ କରନ୍ତୁ ଏହି ୩ ଉପାୟ…

ମାଘ ମେଳାକୁ ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ଘଟଣା ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ, ଯାହା ପ୍ରତିବର୍ଷ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହୁଏ। କ୍ୟାଲେଣ୍ଡର ଅନୁସାରେ, ମାଘ ମେଳା ପୌଷ ପୂର୍ଣ୍ଣିମାରେ ଆରମ୍ଭ ହୋଇ ଫାଲଗୁନ…

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ଜଣକ…

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବଲାଙ୍ଗୀର ସହରରେ ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିବା ଜଣେ ହୋମଗାର୍ଡଙ୍କୁ ଏକ ଅଜଣା…

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ ପାଣି ଲେବୁଲ ପରୀକ୍ଷଣ କରାଯାଇଛି। ଇତିମଧ୍ୟରେ ୯ ମାସ ବିତିଯାଇଥିଲେ ସୁଦ୍ଧା ପ୍ରକଳ୍ପରେ ବିଦ୍ୟୁତ୍‌…

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି। ଆଉ କିଛି ପରିବାରରେ ଜ୍ୟେଷ୍ଠମାନଙ୍କର କନିଷ୍ଠଙ୍କୁ ଆକଟ କରିବାରେ ସାମର୍ଥ୍ୟ ନାହିଁ। ଏହାକୁ ରୋକିବ…

ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ

ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ ପୁଣି ସୃଷ୍ଟିର ସବୁଠାରୁ ମହାନ୍‌ ସୃଜନ ମଣିଷ ସମ୍ପର୍କରେ ମଣିଷର କୌତୂହଳ ପ୍ରତୁଳ। ବିବର୍ତ୍ତନରେ…

ଚାପର ପରୀକ୍ଷା

ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା ଅଭିଜ୍ଞ କୂଟନୀତିଜ୍ଞଙ୍କ ଯୋଗୁ ଅନେକ ବର୍ଷ ଧରି ଏହି ସମ୍ପର୍କ ରହିଆସିଥିଲା ା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?