Home Left

ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ପ୍ରସ୍ତୁତ ହେଲାଣି ଭାଜପା

ନୂଆଦିଲ୍ଲୀ,୫।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରତିଷ୍ଠାତା, ବରିଷ୍ଠ ନେତା ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଇଁ ଏବେଠାରୁ ଭାଜପା ପ୍ରସ୍ତୁତି ଆରମ୍ଭ କରି ସାରିଛି। ଆସନ୍ତା ୧୬ ତାରିଖରେ ଏହା ପାଳନ ହେବାକୁ ଥିବା…

ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି : ୯୦ପ୍ରତିଶତ ଜମି ପଡ଼ିଆ

ତେଲକୋଇ, ୫।୮(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ବର୍ଷାର ଅଭାବ ଯୋଗୁଁ ଧାନ କ୍ଷେତ ଫାଟି ଆଁ କରିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ପ୍ରବଳ ବର୍ଷାର ସମ୍ଭାବନା ଥିବା ନେଇ ଚାଷୀ ମାନେ ଅପେକ୍ଷାରେ ରହିଛନ୍ତି । ଶ୍ରାବଣ ମାସ…

ଉଠା ସେଚ ପ୍ରକଳ୍ପ ଅଚଳ, ଚାଷୀ ହତାଶ

କେନ୍ଦୁଝର, ୫ା୮(ସ୍ବ.ପ୍ର.) : କେନ୍ଦୁଝର ଜିଲାରେ ଅନିୟମିତତା ବର୍ଷା ଯୋଗୁ ଚଳିତ ବର୍ଷ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ରହିଛନ୍ତି। ଚାଷ କାର୍ଯ୍ୟ ଆରମ୍ଭ କରିଥିବା ଚାଷୀମାନେ କ୍ଷତିଗ୍ରସ୍ତ ହେବା ଆଶଙ୍କା କରି ମୁଣ୍ଡରେ ହାତ ଦେଇ…

ଶିଶୁ ଓ ନାବାଳିକା ଅସୁରକ୍ଷିତ : ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ

ଭଦ୍ରକ ଅଫିସ, ୫।୮ : ଭଦ୍ରକ ଜିଲାରେ ଦିନକୁ ଦିନ ବାଳ ଅପରାଧ ଘଟଣା ବଢ଼ିଚାଲିଛି। ଚଳିତବର୍ଷ ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ ହୋଇଛି। ଶିଶୁଙ୍କୁ ସୁରକ୍ଷା ଦେବା ଲାଗି କଡ଼ା…

ରୋହିତଙ୍କ ଛକା ରେକର୍ଡ

ଲଡରହିଲ, ୫ା୮- ଏକ ଚୌକା ସହ ଭାରତ ଇନିଂସ ଆରମ୍ଭ କରିଥିବା ରୋହିତ ଶର୍ମା ସମ୍ପୂର୍ଣ୍ଣ ଷ୍ଟାଇଲରେ ଇନିଂସ ଆରମ୍ଭ କରିଥିଲେ। ଏହି ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଟି୨୦ ଅର୍ଦ୍ଧଶତକ ହାସଲ କରିବା ଅବସରରେ ସେ ଟି୨୦ ଅନ୍ତର୍ଜାତୀୟରେ ସର୍ବାଧିକ ଛକା…

ଖୁଣ୍ଟା ବ୍ଲକରେ ବର୍ଷାଭାବ : ଚାଷ କାମ ବିଳମ୍ବ, ଚିନ୍ତାରେ ଚାଷୀ

ଖୁଣ୍ଟା ,୫ା୮(ଡି.ଏନ୍‌.ଏ.): କେବଳ ବର୍ଷା ପାଣି ଉପରେ ନିର୍ଭର କରି ଖରିଫ ଋତୁରେ ଧାନ ଚାଷ କରି ଆସୁଥିବା ଖୁଣ୍ଟା ବ୍ଲକର ଚାଷୀ ଏବେ ଚିନ୍ତାରେ ପଡ଼ିଛନ୍ତି। ଶ୍ରାବଣ ମାସର ଗୋଟିଏ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇଯାଇଥିଲେ ମଧ୍ୟ ବର୍ଷାର…

କମ୍‌ ଇନିଂସରେ ୨୫ ଟେଷ୍ଟ ଶତକ

୬୮: ଡନ୍‌ ବ୍ରାଡ୍‌ମ୍ୟାନ ୧୧୯: ଷ୍ଟିଭ୍‌ ସ୍ମିଥ ୧୨୭: ବିରାଟ କୋହଲି ୧୩୦: ସଚିନ ତେନ୍ଦୁଲକର ୧୩୮: ସୁନୀଲ ଗାଭାସ୍କର ୧୩୯: ମାଥ୍ୟୁ ହେଡେନ ୧୪୭: ଗ୍ୟାରୀ ସୋବର୍ସ

ଆଉ ଛପା ହେବନି ୧୦୦୦ ଟଙ୍କିଆ ନୋଟ୍‌; ରଦ୍ଦ ହେଲା ଆଇନ

ନୂଆଦିଲ୍ଲୀ,୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ୧ହଜାର ଟଙ୍କିଆ ନୋଟ୍‌ ଛାପିବା ପାଇଁ ଅନୁମତି ଦେଉଥିବା ୧୯୯୮ର ଉଚ୍ଚ ମୂଲ୍ୟର ସଂଶୋଧିତ ଆଇନକୁ ପାର୍ଲାମେଣ୍ଟ ରଦ୍ଦ କରିଦେଇଛି। ଅର୍ଥନୀତିରେ ନଗଦ ସଙ୍କଟ ଦୂର କରିବା ଲାଗି ସେତେବେଳେ କେନ୍ଦ୍ର ସରକାର ଏହି ଆଇନ…

ବାରିପଦାରେ ମଦମୃତ୍ୟୁ : ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର

ବାରିପଦା ଅଫିସ,୫ା୮- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଓ ସଦର ଥାନା ଅଞ୍ଚଳରେ ମଦ୍ୟପାନ ଯୋଗୁଁ ଗୋଟିଏ ଦିନରେ ୨ ଜଣଙ୍କର ମୃତ୍ୟୁ ଘଟଛି। ବାରିପଦା ସହର କେସି ସର୍କିଲ ନିକଟରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ବାରିପଦା…

ଚାନ୍ଦିପୁଟ ପଞ୍ଚାୟତ ବୁରନାଳ; ବିପଦପୂର୍ଣ୍ଣ ପୋଲରେ ହେଉଛି ଯାତାୟାତ

ଚନ୍ଦ୍ରଗିରି,୫ା୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବର୍ତ୍ତମାନ ମଧ୍ୟ ନଦୀ/ନାଳ ଉପରେ ପୋଲଟିଏ ନ ଥିବାରୁ ଲୋକେ କାଠପୋଲରେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି…

ବ୍ୟାପୁଛି ଝାଡ଼ାବାନ୍ତି :ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ସଜନାଗଡ/ବାହାନଗା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ବାଇଗଡ଼ିଆ ଗ୍ରାମରେ ଜଣଙ୍କ ଶୁଦ୍ଧିକ୍ରିୟା ଭୋଜି ଖାଇ ୧୫ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବାବେଳେ ଜଣକର ମୃତ୍ୟୁ ହୋଇଛି। ଏନେଇ ଗାଁରେ କୋକୁଆ ଭୟ ସୃଷ୍ଟି ହୋଇଛି। ସେମାନଙ୍କୁ ପ୍ରଥମେ ଖନ୍ତାପଡ଼ା ଗୋଷ୍ଠୀ…

ଟ୍ରକ୍‌-ଅଟୋ ଧକ୍କାରେ ୧୨ ମୃତ

ହାଇଦ୍ରାବାଦ,୫ା୮(ଆଇଏଏନ୍‌ଏସ୍‌): ତେଲେଙ୍ଗାନାର ମହାବୁବ୍‌ନଗର ଜିଲାରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣ ଶ୍ରମିକ ପ୍ରାଣ ହରାଇଥିବାବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଶ୍ରମିକମାନେ କାମ ସାରି ଅଟୋରିକ୍ସାରେ ଫେରୁଥିବାବେଳେ କୋଠାପାଲେ ଗ୍ରାମ ନିକଟରେ ବିପରୀତ ପାର୍ଶ୍ୱରୁ ଆସୁଥିବା ଟ୍ରକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?