Home Left

‘୫୦ ବର୍ଷ ହେବ ଗଡୁଛି ୧୦୦୦ ମାମଲା’

ଗୁଆହାଟୀ, ୫ା୮(ପି.ଟି.): ଭାରତରେ ୫୦ ବର୍ଷ ହେବ ଏକ ହଜାରରୁ ଅଧିକ ମାମଲା ପଡ଼ିରହିଛି। ଦୁଇ ଲକ୍ଷରୁ ଅଧିକ ମାମଲା ୨୫ ବର୍ଷ ହେବ ପଡ଼ିରହିଛି। ଏଭଳି ମାମଲାଗୁଡ଼ିକର ତୁରନ୍ତ ସମାଧାନ କରାଯିବା ଦରକାର ବୋଲି ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଜଷ୍ଟିସ୍‌…

ଉପତ୍ୟକାରେ ଅନିଶ୍ଚିତତା

ନୂଆଦିଲ୍ଲୀ, ୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ଅତିରିକ୍ତ ୩୮ ହଜାର ସେନା ପ୍ରେରଣ କରିବା ପରେ ଏହାକୁ ନେଇ ଉପତ୍ୟକାରେ ଅନିଶ୍ଚିତତା ଜାରି ରହିଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀମାନଙ୍କୁ ଫେରିଯିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ…

ବେଦୀ, ଚୌହାନଙ୍କୁ ଗମ୍ଭୀରଙ୍କ ସମାଲୋଚନା

ନୂଆଦିଲ୍ଲୀ, ୫ା୮ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତ ପକ୍ଷରୁ ପଦାର୍ପଣ କରିଥିବା ଦ୍ରୁତ ବୋଲର ନବଦୀପ ସଇନି ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ୍‌ରେ ସେ ୧୭ ରନ ବିନିମୟରେ ୩ ଉଇକେଟ୍‌ ଅକ୍ତିଆର କରିବା ସହ…

ଜେଲରୁ କଏଦୀ ଚମ୍ପଟ : ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ନୟାଗଡ଼ ଅଫିସ,୫ା୮: ନୟାଗଡ଼ ଜିଲା ସଦର ବ୍ଲକର ଖୁଣ୍ଟବନ୍ଧସ୍ଥିତ ସବ୍‌ଜେଲରୁ ରବିବାର ଜଣେ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଟାଉନ ଥାନା ଲେଖନପୁର ଗ୍ରାମର ହିମାଂଶୁ ନାୟକ (୨୧)। ଏ ନେଇ ଜେଲ ଅଧୀକ୍ଷକ ଉମେଶ ପ୍ରସାଦ ବଳବନ୍ତରାୟ ସଦର…

ସହରକୁ ସ୍ବଚ୍ଛ ରଖିବା ଯୋଜନା : ପ୍ରତିଷ୍ଠା ହେବ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ

ନୟାଗଡ଼ ଅଫିସ,୫ା୮: ସହର ସ୍ବଚ୍ଛ ରଖିବାକୁ ନୟାଗଡ଼ ପୌରପାଳିକା ପକ୍ଷରୁ ଯୋଜନା କରାଯାଇଛି। ଏଥିଲାଗି ସହର ଉପକଣ୍ଠ କ୍ଷେତ୍ରୀବରପୁରଠାରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ପ୍ରଥମେ ସହରରେ ରହୁଥିବା ପରିବାରଗୁଡ଼ିକରୁ ଓଦା ଓ ଶୁଖିଲା ବର୍ଜ୍ୟବସ୍ତୁ ପୌରସଂସ୍ଥା ଦ୍ୱାରା ନିୟୋଜିତ…

ଶ୍ରୀ ନୀଳମାଧବଙ୍କ ସିଂହଦ୍ୱାରକୁ ଲାଗି ଶୌଚାଳୟ :ପରମ୍ପରା ବିରୋଧ ନେଇ ଅସନ୍ତୋଷ, ନିର୍ମାଣ ବନ୍ଦ ଦାବି

ଖଣ୍ଡପଡ଼ା,୫ା୮(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବେ ପରିଚିତ କଣ୍ଟିଲୋ ଶ୍ରୀ ନୀଳମାଧବ ଜୀଉଙ୍କ ମନ୍ଦିର ପୂର୍ବ ଦ୍ୱାର ତଥା ସିଂହଦ୍ୱାରକୁ ଲାଗି ୨ଟି ପାଇଖାନା ନିର୍ମାଣ କରାଯାଉଛି। ଏଥିଯୋଗୁ ମନ୍ଦିର ନିୟମ ଓ ପରମ୍ପରା ଭଙ୍ଗ ହେଉଥିବା ଅଭିଯୋଗ ହୋଇ…

ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ

ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ତୀର ମାଡ଼ରେ ସାଗର ଗ୍ରାମର ଶ୍ରୀଧର ସାମଲ(୪୦)ଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ…

ଭ୍ୟାନିଟ୍‌ ବ୍ୟାଗ୍‌ ନେଇ କାର ଡ୍ରାଇଭର ଫେରାର ଘଟଣା : ଯାଜପୁରରୋଡ ଷ୍ଟେଶନ ବାଜାରରୁ ଡ୍ରାଇଭର ଗିରଫ

ଧର୍ମଶାଳା,୫ା୮(ଡି.ଏନ୍‌.ଏ.) : ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବାରବାଟି ନିକଟରେ ମହିଳା ଯାତ୍ରୀଙ୍କୁ ଅଧାବାଟରେ ଛାଡି ଚମ୍ପଟ ମାରିଥିବା କାର୍‌ ଡ୍ରାଇଭରକୁ ରବିବାର ପୋଲିସ ଗିରଫ କରିଛି। ଏଥିସହ ଲୁଟ୍‌ ହୋଇଥିବା ମହିଳାଙ୍କ ଭ୍ୟାନିଟ୍‌…

ଦମ୍ପତିଙ୍କୁ ମାଡ଼ ମାରି ଲୁଟ୍‌

ଧର୍ମଶାଳା,୫ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପଣ୍ଡୁଆ ମୌଜାରେ ରାମଚନ୍ଦ୍ର ପ୍ରଧାନଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ସହ ସ୍ତ୍ରୀଙ୍କୁ ମାଡ଼ ମାରି ଗଡ଼ରେଜରେ ଥିବା ଟଙ୍କା ଓ ସୁନା ଅଳଙ୍କାର ନେଇ ପଳାଇଥିବା…

ସାଧାରଣ ଲୋକଙ୍କ ପାଇଁ ବନ୍ଦ ହେଲା ତୈଳ ବିଶୋଧନାଗାର ରାସ୍ତା

ପାରାଦୀପ,୫ା୮(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ରାସ୍ତାରେ ଫାଟକ ଲଗାଇବାକୁ ନେଇ ୨ବର୍ଷ ତଳେ ଅନେକ ବିବାଦ ମୁଣ୍ଡ ଟେକିଥିଲା। ଏପରି କି ଇଡ୍‌କୋ ଉକ୍ତ ଫାଟକକୁ ନେଇ ଆପତ୍ତି ଉଠାଇବା ସହ ରାସ୍ତାକୁ ମୁକ୍ତ ରଖିବାକୁ ସେତେବେଳେ ବିଶୋଧନାଗାର କର୍ତ୍ତୃପକ୍ଷଙ୍କୁ ଚିଠି…

ଚାଷୀଙ୍କ କାମରେ ଲାଗୁନି ସ୍ଲୁଇସ ଗେଟ୍‌

ନାଉଗାଁ,୫ା୮(ସ୍ବ.ପ୍ର.): ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ସରକାର ଅନେକ ଯୋଜନା କରିବା ସହ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସର୍ବ ପ୍ରଥମ ଆବଶ୍ୟକତା ଜଳସେଚନ ସୁବିଧା ନ ଥିବାରୁ ଚାଷୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ନାଉଗାଁ ବ୍ଲକରେ ସାଧାରଣତଃ ଚାଷୀଙ୍କ…

ପୁଣି ତେଜିଲା ବିଜେଡିର ଗୋଷ୍ଠୀ ବିବାଦ : ରାଜଶ୍ରୀଙ୍କ ଗାଡ଼ି ଆଗରେ ଶୋଇଲେ ବିଷ୍ଣୁ ସମର୍ଥକ

ତିର୍ତ୍ତୋଲ,୫ା୮(ଡି.ଏନ.ଏ.): ଜଗତ୍‌ସିଂହପୁର ଏମ୍‌ପି ଡା. ରାଜଶ୍ରୀ ମଲ୍ଲିକ ଓ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ସମର୍ଥକମାନଙ୍କ ମଧ୍ୟରେ ବିବାଦକୁ ନେଇ ବହୁଥର ରାଜ୍ୟ ରାଜନୀତି ସରଗରମ ହୋଇଛି। ଗତ କିଛିଦିନର ନୀରବତା ପରେ ଏବେ ପୁଣି ସେହି ବିବାଦ ମୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?