Home Left

ଟଙ୍କା ଚୋରି ନେଇ ୨ ଶିଶୁପୁତ୍ରଙ୍କୁ ମାରି ଦେବାକୁ ନିଶାଶକ୍ତ ବାପାଙ୍କ ଉଦ୍ୟମ: ଗ୍ରାମବାସୀ ଦ୍ୱାରା ଶିଶୁପୁତ୍ର ଉଦ୍ଧାର

ଭୋଗରାଇ,୪।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଜାରାମପୁର ଗ୍ରାମରେ ରବିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଟଙ୍କା ଚୋରି ଅଭିଯୋଗରେ ନିଶାଗ୍ରସ୍ତ ବାପା ଚାରି ଓ ଆଠ ବର୍ଷର ୨ ଶିଶୁପୁତ୍ରକୁ ମାରିବାକୁ ଉଦ୍ୟମ କରୁଥିବା ବେଳେ ଗ୍ରାମବାସୀଙ୍କ…

ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ୍‌ : ସାତ୍ତ୍ୱିକ୍‌- ଚିରାଗଙ୍କୁ ଡବଲ୍ଡ ଟାଇଟଲ

ବ୍ୟାଙ୍କକ୍‌,୪।୮: ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଭାରତୀୟ ଯୋଡି ଭାବେ ଏହି ଦୁଇ ଖେଳାଳି କୌଣସି ବିଡବ୍ଲ୍ୟୁଏଫ୍‌ ସୁପର ୫୦୦ ବ୍ୟାଡମିଣ୍ଟନ…

ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା

ବଡ଼ଗାଁ,୪।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ମାସେ ହେଲା ରହି ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଶନିବାର ରାତିରେ ଉପଦ୍ରବ ଘଟାଇଛି। ବିଳମ୍ବିତ ରାତିରେ କୁସୁମଡେଗୀ ନିକଟ ପାହାଡ଼ ଟୋଲିର ବିନୁ ଟପ୍ପୋ ଓ ଜନୁ ଟପ୍ପୋଙ୍କ…

ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେପକାଇଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୪।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ବନ୍ଧୁତ୍ୱ ଦିବସରେ ଅତୀତର ସ୍ମୃତିକୁ ମନେ ପକାଇଛନ୍ତି। ଭାରତୀୟ ସେନାରେ କାମ କରୁଥିବା ବେଳେ ସେ ଜଣେ ସାଥୀଙ୍କ ସହ ଉଠାଇଥିବା ଏକ କଳାଧଳା ଫଟୋକୁ ଟୁଇଟରରେ ଶେୟାର କରିଥିବା ବେଳେ ଭାରତୀୟ…

୨୪ ଘଣ୍ଟା ମଧ୍ୟରେ ଆମେରିକାରେ ଦୁଇଟି ବଡ ଧରଣର ଗୁଳିକାଣ୍ଡ

ଓହିଓ,୪।୮: ଆମେରିକାର ଓହିଓରେ ହୋଇଥିବା ଦ୍ୱିତୀୟ ଗୁଳିକାଣ୍ଡରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଗୁଳିକାଣ୍ଡ ଘଟାଇଥିବା ବ୍ୟକ୍ତିଙ୍କର ମଧ୍ୟ ଏଥିରେ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ ଅନ୍ୟ ୧୬ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଆଜି ଶ୍ରାଦ୍ଧବାର୍ଷିକୀ: ଉତ୍କଳ ସମ୍ମିଳନୀ ପକ୍ଷରୁ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୪।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଉତ୍କଳ ସମ୍ମିଳନୀ ପକ୍ଷରୁ ରାଜଭବନ ନିକଟସ୍ଥ ଏଲ୍‌ଆଇସି ଛକରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶବର୍ମାଙ୍କ ସଭାପତିତ୍ୱରେ ସମ୍ମିଳନୀର…

ମୋଦିଙ୍କ ମାନବିକତା ଗଲା କୁଆଡ଼େ ପ୍ରଶ୍ନ କଲେ ମେହବୁବା

ଶ୍ରୀନଗର, ୪।୮: ଜମ୍ମୁ-କଶ୍ମୀରରେ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅଜଣା ଆତଙ୍କ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। ରାଜ୍ୟରେ ସୃଷ୍ଟି ହୋଇଥିବା ଏଭଳି ସ୍ଥିତି ଲାଗି ମୋଦି ହିଁ ଦାୟୀ ବୋଲି ସେ…

ମୁମ୍ବାଇ ମେରାଇନ୍‌ ଡ୍ରାଇଭରେ ଉଚ୍ଚ ଜୁଆରର ମଜା ନେଲେ ପର୍ଯ୍ୟଟକ

ମୁମ୍ବାଇ,୪।୮: ମୁମ୍ବାଇ ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ହୋଇ ଯାଇଥିବା ବେଳେ ରବିବାର ମେରାଇନ ଡ୍ରାଇଭରେ ଆସିଥିବା ଉଚ୍ଚ ଜୁଆର ପର୍ଯ୍ୟଟକଙ୍କୁ ଆନନ୍ଦ ଦେଇଛି। ହେଲେ ଅନ୍ୟପଟେ ଏଠାରେ ଜମା ହୋଇ ରହିଥିବା ଟନ୍‌ଟନ୍‌ ମଇଳାର ଦୁର୍ଗନ୍ଧରେ ପରିବେଶ ପ୍ରଦୂଷିତ ହୋଇଛି। ଶନିବାର…

ସୋମବାର ମୋଦିଙ୍କ ବାସଭବନରେ କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ସୋମବାର କ୍ୟାବିନେଟ୍‌ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଏହି ବୈଠକ ବସିବ। ଏହା ସହିତ ସୁରକ୍ଷା କମିଟି ବୈଠକ ଏବଂ ସଂସଦୀୟ…

ପାଚେରି ତଳେ ଚାପି ହୋଇ ୪ ଶିଶୁ ମୃତ

ପାଟନା,୪।୮: ବିହାର ଧୋରାଇୟା ଅଞ୍ଚଳରେ ଥିବା ବାଙ୍କାରେ ରବିବାର ଏକ ମାଟି ପାଚେରି ଭୂଷୁଡି ଯିବାରୁ ୪ ଶିଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ଅନ୍ୟ ଜଣେ ଶିଶୁ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସୂଚନାଯୋଗ୍ୟ, ପିଲାମାନେ ଏକ ଗଳିରେ…

ଅଗଷ୍ଟ ୧୦ରେ ହେବ ସିଡବ୍ଲ୍ୟୁସି ବୈଠକ

ନୂଆଦିଲ୍ଲୀ,୪।୮:କଂଗ୍ରେସ ଦଳ ବେଳକୁ ବେଳ ପତନ ଆଡକୁ ଗତି କରୁଥିବାରୁ ଏବେ ଚିନ୍ତା ବଢିଯାଇଛି। ଦଳରେ ଏବେ ମୁଖିଆଙ୍କ ଅଭାବକୁ ନେଇ ଆସନ୍ତା ୧୦ ତାରିଖରେ କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲ୍ୟୁସି)ର ଏକ ବୈଠକ ଡକାଯାଇଛି। ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦରୁ ଇସ୍ତଫା…

ମହାପୁରୁଷ ଅଚ୍ୟୁତାନନ୍ଦ ପୀଠରୁ ପୋଲିସ ପରିଚୟ ଦେଇ ଭକ୍ତଙ୍କୁ ଉଠାଇନେଲେ ଅଜଣା ଲୋକ

ନିଶ୍ଚିନ୍ତକୋଇଲି,୪।୮(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଧିନସ୍ଥ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠ ନିକଟରୁ ଜଣେ ଭକ୍ତଙ୍କୁ ପୋଲିସ ପରିଚୟ ଦେଇ ଏକ ସ୍କର୍ପିଓ ଗାଡ଼ିରେ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନରେ ଭୁବନେଶ୍ୱରରୁ ଶୁଭେନ୍ଦୁ ମହାପାତ୍ର ପରିବାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?