Home Left

ଚନ୍ଦ୍ରାୟନ-୨ ପଠାଇଲା ପୃଥିବୀର ଫଟୋ: ସୋସିଆଲ୍‌ ମିଡ଼ିଆରେ ଇସ୍ରୋ ପକ୍ଷରୁ କରାଗଲା ଶେୟାର

ଶ୍ରୀହରିକୋଟା,୪।୮: ଚନ୍ଦ୍ରାୟନ-୨ ମହାକାଶରୁ ପୃଥିବୀର ପ୍ରଥମ ଫଟୋ ପଠାଇଛି। ଏହାକୁ ଇସ୍ରୋ ପକ୍ଷରୁ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଚନ୍ଦ୍ରାୟନ-୨ ସେପ୍ଟେମ୍ବର ୬ରେ ଚନ୍ଦ୍ରର ଦକ୍ଷିଣ ପାର୍ଶ୍ୱରେ ଅବତରଣ କରିବ। ସେଠାରେ ଏହା ଚନ୍ଦ୍ରପୃଷ୍ଠ ସମ୍ପର୍କରେ ବିଶଦ ତଥ୍ୟ ଇସ୍ରୋକୁ…

ଟି୨୦: ଭାରତ ପାକିସ୍ତାନ ବିଶ୍ୱ ରେକର୍ଡର ସମକକ୍ଷ

ନୂଆଦିଲ୍ଲୀ, ୪।୮(ପି.ଟି.): ଶନିବାର ଫ୍ଲୋରିଡାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୪ ଉଇକେଟରେ ପରାସ୍ତ କରିବା ପରେ ଭାରତ ପାକିସ୍ତାନ ହାସଲ କରିଥିବା ଏକ ବିରଳ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ପୂର୍ବରୁ ପାକିସ୍ତାନ ଏକମାତ୍ର ଦଳ ଭାବେ ବିଦେଶ…

ଇରାନରେ ଫସିଥିବା ଭାରତୀୟଙ୍କୁ ମୁକୁଳାଇବାକୁ କଥା ଦେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୪।୮: ଇରାନରେ ଫସି ରହିଥିବା ଭାରତୀୟଙ୍କୁ ଶୀଘ୍ର ମୁକୁଳାଇବାକୁ କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର। ଶନିବାର ସେ ଟୁଇଟ୍‌ କରି ଏହା ଜଣାଇଛନ୍ତି। ଷ୍ଟେନା ଇମ୍ପୋରୋ ନାମକ ଜାହାଜରେ ଚାଳକ ଦଳଙ୍କ ମଧ୍ୟରେ ଥିବା ୧୮ ଭାରତୀୟଙ୍କୁ ତୁରନ୍ତ ମୁକୁଳାଇବା…

ଇର୍ଫାନ, ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଛାଡିଯିବାକୁ କୁହାଗଲା

ନୂଆଦିଲ୍ଲୀ,୪।୮: ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ ଓ ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଯଥାଶୀଘ୍ର ଛାଡିଯିବାକୁ କୁହାଯାଇଛି। କାଶ୍ମୀର ଉପତ୍ୟାକାରେ ଦେଖାଦେଇଥିବା ହିଂସା ଜନିତ ଅସ୍ଥିରତାକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ତରଫରୁ ସିକ୍ୟୁରିଟି ଆଡଭାଇଜରୀ ବା ସୁରକ୍ଷା ଜନିତ ପରାମର୍ଶ…

ଆଉ ଜଣେ ନୂଆ ନିର୍ଦ୍ଦେଶକ

ଓଡ଼ିଆ ଯାତ୍ରା ଜଗତକୁ ଆଉ ଜଣେ ନୂଆ ନିର୍ଦ୍ଦେଶକଙ୍କ ପ୍ରବେଶ ଘଟିଛି। ସେ ହେଉଛନ୍ତି ଶିଶିର ମହାନ୍ତି। ‘ଧଉଳି ଗଣନାଟ୍ୟ’ ଦ୍ୱାରା ପ୍ରସ୍ତୁତ ତଥା ନୀହାର ମହାନ୍ତିଙ୍କ ରଚିତ ୨୦୧୯-୨୦ବର୍ଷର ନୂଆ ନାଟକ ‘କାଳିଦାସଙ୍କର ନୂଆ କାହାଣୀ’ରେ ନିର୍ଦ୍ଦେଶନା ଦେଇ ସେ…

କେବଳ ଭଲ ଅଭିନେତ୍ରୀ ନୁହନ୍ତି, ଭଲ ଭଉଣୀ ମଧ୍ୟ

‘ବାଘାଯତୀନ ଲୋକନାଟ୍ୟ’ର ଲୋକପ୍ରିୟ ନାଟକ ଅରୁଣ ନାୟକଙ୍କ ରଚିତ ତଥା ମହେଶ ହାଜରାଙ୍କ ନିର୍ଦ୍ଦେଶିତ ‘ମୃତ୍ୟୁଦଣ୍ଡ’ ତଥା ‘ତୋ ନଁାକୁ ମୋ ନଁାରେ ଦେଇଛି ଯୋଡ଼ି’ ଦେଖିଥିବା ଦର୍ଶକମାନେ ନିଶ୍ଚୟ ମନେପକେଇ ପାରିବେ ପିଙ୍କିଙ୍କୁ। ଦୁଇଟି ନାଟକରେ ତାଙ୍କର ଥିଲା ଭଉଣୀର…

ରେନ୍‌ବୋ ଭିଲେଜ୍‌

ପୃଥିବୀରେ ଏଭଳି ଅନେକ ସ୍ଥାନ ରହିଛି, ଯାହା ଦେଖିବାକୁ ଅନ୍ୟ ସ୍ଥାନଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏବଂ ନିଆରା। ସେହିଭଳି ଏକ ସ୍ଥାନ ହେଉଛି ତାଇଓ୍ବାନର ନାନ୍‌ଟୁନ୍‌ ଜିଲାରେ ଥିବା ତାଇଚୁଙ୍ଗର ଏକ ଗାଁ। ଏହି ଗାଁ ରେନ୍‌ବୋ ଭିଲେଜ୍‌ ଭାବେ ବେଶ୍‌…

ସାରା ଜୀବନ ଏକାଠି ରହିବା ସଂକଳ୍ପରେ ୭ ବାନ୍ଧବୀ

୭ ବାନ୍ଧବୀ, ଦୀର୍ଘ ୨୦ ବର୍ଷର ସେମାନଙ୍କ ସମ୍ପର୍କ। ବାନ୍ଧବୀ ନୁହେଁ ତ ସେମାନେ ଭଉଣୀ ପରି। ଆଉ ଏହି ସମ୍ପର୍କକୁ ସାରା ଜୀବନ ବଜାୟ ରଖିବାକୁ ବି ସେମାନେ ସଂକଳ୍ପବଦ୍ଧ। ଚାଇନାର ଏହି ସାତ ବାନ୍ଧବୀ ଖାସ୍‌ ସେଥିପାଇଁ ଏକ…

ପିଆନୋ ହାଉସ୍‌

ଚାଇନାର ଏହା ଏକ ସୁନ୍ଦର ବିଲ୍ଡିଂ, ଯେଉଁମାନେ ଉଭୟ ସଙ୍ଗିତ ଓ ସ୍ଥାପତ୍ୟକୁ ଭଲ ପାଆନ୍ତି, ସେମାନଙ୍କ ପାଇଁ ଏହି ଘର ଏକ ପ୍ରିୟ ଆର୍କିଟେକ୍ଚରାଲ ବିଲ୍ଡିଂ ଡିଜାଇନ୍‌ ସାବ୍ୟସ୍ତ ହେବ। ଏହାକୁ ଡିଜାଇନ କରିଛନ୍ତି ହେଫେଇ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜିର…

୭.୫ ଲକ୍ଷ ଟଙ୍କାର ଅଙ୍ଗୁରପେନ୍ଥା

କୁହାଯାଏ ଖାଇ ନ ପାରିଲେ ଅଙ୍ଗୁର ଖଟା। ଏହି ଅଙ୍ଗୁର କ୍ଷେତ୍ରରେ ଠିକ୍‌ ସେମିତି କିଛି କୁହାଯାଇପାରେ। ଏହି ଅଙ୍ଗୁର ଦାନାର ଆକାର ଏକ ଛୋଟିଆ କ୍ରେଜି ବଲ୍‌ ଭଳି। ଗୋଟିଏ ଗୋଟିଏ ଅଙ୍ଗୁର ଦାନାର ଓଜନ ପ୍ରାୟ ୨୦ ଗ୍ରାମରୁ…

କାଠଗଣ୍ଡିର ଜୀବଜନ୍ତୁ

କାଠଗଣ୍ଡିର ଅନେକ ସ୍ଥାପତ୍ୟ ଦେଖିଥିବେ। ସ୍ପେନର କଳାକାର ଗେରାର୍ଡ ମାସ୍‌ କରିଥିବା କଳାକୃତିର କଥା କିନ୍ତୁ ଭିନ୍ନ। ବଡ଼ ବଡ଼ ଗଛର ଗଣ୍ଡି କାଟି ତାକୁ ଖୋଦେଇ କରି ସ୍ଥାପତ୍ୟ ଗଢନ୍ତି। ଆଉ ତାକୁ ସାଣ୍ଡ ପେପର୍‌ରେ ଘଷି ମସୃଣ କରନ୍ତି।…

ଡାଏନୋସର କହିବ ‘ହ୍ୟାଲୋ’!

ଧରାଯାଉ ଆପଣ ଫ୍ୟାମିଲି ସହିତ ଗୋଟିଏ ହୋଟେଲ୍‌ ବୁକ୍‌ କଲେ। ପରିବାରକୁ ଧରି ଯାଇ ସେଠାରେ ପହଞ୍ଚତ୍ଲେ। ଆଉ ଆପଣ ଖାଦ୍ୟ ପାଇଁ ବରାଦ କଲେ। କିଛି ସମୟ ପରେ କଲିଂ ବେଲ୍‌ ବାଜିଲା। ଆପଣ କବାଟ ଖୋଲିଲେ ତ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?