Home Left

୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବେ ଶାହ

ନୂଆଦିଲ୍ଲୀ, ୪।୮: ଜମ୍ମୁ-କଶ୍ମୀରରେ ସାଧାରଣ ଲୋକଙ୍କ ମଧ୍ୟରେ କେନ୍ଦ୍ର ସରକାରଙ୍କ ନୀତି ନେଇ ଶଙ୍କା ସୃଷ୍ଟି ହୋଇଛି। ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ମାସରେ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ ଭୟରେ ଘରକୁ ଫେରି ଆସିଥିଲେ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

କ୍ୟାପ୍‌ ପିନ୍ଧିବା ଅନ୍ତରାଳେ..

ଅର୍ଜୁନ କପୁର ଗତ କିଛିମାସ ହେବ ଏକ କ୍ୟାପ୍‌ ପିନ୍ଧୁଥିଲେ। କେହି ଯଦି କେବେ ସେହି କ୍ୟାପ୍‌କୁ କାଢ଼ିବାକୁ କହୁଥିଲେ ସେ ଆଦୌ କାଢ଼ୁ ନ ଥିଲେ। ହେଲେ ନିକଟରେ ଏହି କ୍ୟାପ୍‌ ପିନ୍ଧିବା ରହସ୍ୟ ଉପରୁ ନିଜେ ପରଦା ହଟାଇଛନ୍ତି।…

ଡବଲ ମଜା

ଆଲିୟାଙ୍କ ମନ ଏବେ ଆକାଶରେ ଉଡୁଛି। କାରଣ କ’ଣ ଜାଣନ୍ତି ? ନିଜ ରିଲ୍‌ ଲାଇଫରେ ସେ ପ୍ରଥମ ଥର ପାଇଁ ତାଙ୍କର ବାପା ମହେଶ ଭଟ୍ଟଙ୍କ ସହ କାମ କରୁଛନ୍ତି। ଅର୍ଥାତ୍‌, ୧୯୯୧ର ସୁପରହିଟ୍‌ ଫିଲ୍ମ ତଥା ସଞ୍ଜୟ ଦତ୍ତଙ୍କ…

ଅନୁତାପ କରୁଛନ୍ତି ଜାହ୍ନବୀ

ସାମାନ୍ୟ ବୁଝାମଣା ଅଭାବରୁ ବେଳେବେଳେ ସୁବର୍ଣ୍ଣ ସୁଯୋଗ ହାତଛଡା ହୋଇଯାଇଥାଏ। ପରେ ଏ ନେଇ ଯେତେ ଚିନ୍ତା କଲେ କିଛି ଲାଭ ହୁଏନା। ଦେଖୁନାହାନ୍ତି, ଜାହ୍ନବୀ କପୁର କେମିତି ଏକ ଅଫରକୁ ଏବେ ବି ମନେ ପକାଇ ଅନୁତାପ କରୁଛନ୍ତି। ବଲିଉଡ୍‌ରେ…

ରିଲିଜ୍‌କୁ ଅପେକ୍ଷା

ସତରେ ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢାଳିବା। ବ୍ଲକବଷ୍ଟର ‘ବାହୁବଲୀ’ପରେ ପ୍ରଭାସ ପୁଣି ଏବେ ଚର୍ଚ୍ଚାରେ। କାରଣ ଆଉ ଏକ ବିଗ୍‌ ବଜେଟ୍‌ ଫିଲ୍ମ ଚଳିତ ବର୍ଷ ଅଗଷ୍ଟ ୩୦ରେ ରିଲିଜ ହେବାକୁ ଯାଉଛି, ଯାହାର ନାୟକ…

ଘାରିଛି ହଲିଉଡ୍‌ ନିଶା

ରାଧିକା ଆପ୍ତେଙ୍କୁ ଏବେ ହଲିଉଡ୍‌ ନିଶା ଘାରିଛି। ବର୍ତ୍ତମାନ ସେ ଏକ ହଲିଉଡ୍‌ ସ୍ପାଏ ଥ୍ରୀଲର ‘ଲିବର୍ଟି : ଏ କଲ୍‌ ଟୁ ସ୍ପାଏ’ରେ ଅଭିନୟ କରୁଛନ୍ତି। ଆଉ ଏହାକୁ ନେଇ ବେଶ୍‌ ଆଶା ବାନ୍ଧିଛନ୍ତି ସେ। ଏହି ଫିଲ୍ମ ବିଷୟରେ…

ଦୁଇ ଦେଶର ଲେଖକ

ଜୋସେଫ୍‌ ବ୍ରୋସ୍କି ଜଣେ କବି ଏବଂ ପ୍ରାବନ୍ଧିକ। ତାଙ୍କୁ ଜଣେ ଦୂରଦର୍ଶୀ ସ୍ରଷ୍ଟା ଭାବରେ ବିବେଚନା କରାଯାଇଥାଏ। ତେବେ କବି କିମ୍ବା ପ୍ରାବନ୍ଧିକ ମଧ୍ୟରେ ତାଙ୍କର ପରିଚୟ ସୀମିତ ନୁହେଁ। ସେ ଜଣେ ଉଚ୍ଚକୋଟୀର ନାଟ୍ୟକାର ମଧ୍ୟ। ସେ ମାତ୍ର ଦୁଇଗୋଟି…

ଝିଅ ପାଇଁ ଦ୍ୱାର ବନ୍ଦ କରିଦେଲେ ସଞ୍ଜୟ!

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ କେବେ ବି ତାଙ୍କ ପର୍ସନାଲ ଲାଇଫକୁ ନେଇ କିଛି ଚର୍ଚ୍ଚା କରିବା ନଜର ଆସିନାହିଁ। ସେ ସବୁବେଳେ ଏହାଠାରୁ ଦୂରେଇ ରହିଥାଆନ୍ତି। ତେବେ ତାଙ୍କ ଝିଅ ତ୍ରିଶଳା ଜନ୍ମରୁ ହିଁ ଆଇଅଜାଙ୍କ ସହ ମିଶି…

ସୁପର ଆର୍ଥ ‘ଜିଜେ ୩୫୭-ଡି’ର ମିଳିଲା ସନ୍ଧାନ: ଜୀବନସତ୍ତା ଥିବା ଅନୁମାନ

ଓ୍ବାଶିଂଟନ,୪।୮: ନାସା ପକ୍ଷରୁ ପୃଥିବୀଠାରୁ ବୃହତ୍ତମ ଗ୍ରହର ସନ୍ଧାନ କରାଯାଇଛି। ସୁପର ଆର୍ଥ ‘ଜିଜେ ୩୫୭-ଡି’ରେ ଜୀବନସତ୍ତା ଥିବାର ଅନୁମାନ କରାଯାଉଛି। ଏପରି ହେଲେ ପୃଥିବୀ ଭଳି ଏଠାରେ ମଧ୍ୟ ଜୀବ ଜଗତ ତିଷ୍ଠି ରହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି…

ଓ୍ବାଶିଂଟନ ଫାଇନାଲରେ କିର୍ଗିୟସ୍‌

ଓ୍ବାଶିଂଟନ,୪।୮(ଏଏଫ୍‌ପି): ଏଠାରେ ଚାଲିଥିବା ଏଟିପି ଓ୍ବାଶିଂଟନ ଓପନ୍‌ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ନିକ୍‌ ଗିର୍ଗିୟସ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ କିର୍ଗିୟସ ଟପ୍‌ ସିଡ ଗ୍ରୀସ୍‌ର ଷ୍ଟିଫାନୋସ ସିଟ୍‌ସିପାସଙ୍କୁ ପରାସ୍ତ କରି ଫାଇନାଲକୁ ଉଠିଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗର ୫୨ତମ…

ବନ୍ଧୁ ପାଇଁ ଉପହାର

ଆଜି ହେଉଛି ବନ୍ଧୁତା ଦିବସ। ଏହାକୁ ପାଳନ କରିବା ପାଇଁ ଆଗରୁ ପ୍ଲାନିଂ ସରିଥିବ। କେହି କେହି ଉପହାର ବି ଆଣି ରଖିଥିବେ। ତେବେ ଯେଉଁମାନେ ଏପର୍ଯ୍ୟନ୍ତ କ’ଣ ଉପହାର ଦେବେ ଭାବିପାରୁ ନାହାନ୍ତି, ସେମାନେ ନିମ୍ନୋକ୍ତ ଉପହାର ତାଲିକାରୁ କିଛିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?