Home Left

ମଧୁର ଜଳ ସଂରକ୍ଷିତ ଅଞ୍ଚଳରେ ଆବର୍ଜନା ପାହାଡ଼

ପୁରୀ ଅଫିସ, ୪ା୮: ବଙ୍ଗୋପସାଗର କୂଳରେ ଅବସ୍ଥିତ ପୁରୀ ସହରର ପାନୀୟଜଳ ସଙ୍କଟ ଦୂର ଲାଗି ସୁଇଟ୍‌ ୱାଟର ଜୋନ (ମଧୁର ଜଳ ସଂରକ୍ଷିତ ଅଞ୍ଚଳ)ର ପରିକଳ୍ପନା କରାଯାଇଛି। ତାଳବଣିଆ ଅଞ୍ଚଳରେ ୪୪୮ଏକର ଏବଂ ବଳିଆପଣ୍ଡା ଅଞ୍ଚଳରେ ୨୦୭ ଏକର ଜମିକୁ…

ବ୍ୟାଟ୍‌ର ଆକ୍ରମଣ ଉଦ୍ୟମ ପଣ୍ଡ

ନୂଆଦିଲ୍ଲୀ,୪ା୮: ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଉତ୍ତେଜନା ବଢ଼ୁଥିବାବେଳେ ପାକିସ୍ତାନୀ ସେନା ଦ୍ୱାରା ପରିଚାଳିତ ସୀମା କାର୍ଯ୍ୟାନୁଷ୍ଠାନ ଟିମ୍‌ (ବ୍ୟାଟ୍‌)ର ଆକ୍ରମଣ ଉଦ୍ୟମକୁ ଭାରତୀୟ ଯବାନମାନେ ପଣ୍ଡ କରିଦେଇଛନ୍ତି। ଜୁଲାଇ ୩୧ ରାତିରେ ଜମ୍ମୁ-କଶ୍ମୀରର କେରନ ସେକ୍ଟରରେ ବ୍ୟାଟ୍‌ ପକ୍ଷରୁ ଆକ୍ରମଣ ଉଦ୍ୟମ…

ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କଲା କଂଗ୍ରେସ

ଶ୍ରୀନଗର/ନୂଆଦିଲ୍ଲୀ, ୪ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି। କେନ୍ଦ୍ର ସରକାର ରାଜ୍ୟରେ ଆତଙ୍କର ବାତାବରଣ ସୃଷ୍ଟି କରିଥିବା ବିରୋଧୀ ଦଳ ଅଭିଯୋଗ କରିଛନ୍ତି। କଶ୍ମୀରକୁ ଅତିରିକ୍ତ ସେନା ପ୍ରେରଣର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସ୍ପଷ୍ଟ…

୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ସତର୍କ ସୂଚନା ଜାରି…

ବନ୍ଧୁ ବିନା ଜୀବନ ରଙ୍ଗହୀନ

ଭୁବନେଶ୍ୱର, ୪ା୮(ବ୍ୟୁରୋ)/ କଟକ ଅଫିସ: ‘ବନ୍ଧୁ’ – ତୁମ ଖୁସିରେ ଯିଏ ଖୁସି ହୁଏ। ତୁମକୁ ସବୁ ବେଳେ ଆଗକୁ ବଢିବାରେ ପ୍ରେରଣା ଦିଏ। ଯିଏ ସବୁ ସମୟ, ସବୁ ପରିସ୍ଥିତିରେ ପାଖେ ପାଖେ ରହିଥାଏ ସେ ହିଁ ପ୍ରକୃତ ବନ୍ଧୁ।…

ଶେଷ ହେଲା ବିଧାନସଭା ଅଧିବେଶନ: ୫ ଦିନ ଆଗରୁ ସରିଲା

ଭୁବନେଶ୍ୱର,୪।୮(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଶନିବାର ଶେଷ ହୋଇଛି। ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ଅଧିବେଶନକୁ ବନ୍ଦ କରି ଦିଆଯାଇଛି। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବାର ଥିଲା। ଏହାର ପ୍ରଥମ ପର୍ଯ୍ୟାୟ…

ରହସ୍ୟ ଘେରରେ କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୪।୮(ବ୍ୟୁରୋ): କୁନ୍ଦୁଲି ପୀଡିତାଙ୍କ ଆତ୍ମହତ୍ୟା ରହସ୍ୟ ଘେରକୁ ଚାଲିଯାଇଛି। ପୀଡିତା କେଉଁ ପରିସ୍ଥିତିରେ ଆତ୍ମହତ୍ୟା କଲେ ତାହା ଉପରୁ ପରଦା ହଟାଇବା ପାଇଁ ଆହୁରି ତଦନ୍ତର ଆବଶ୍ୟକତା ରହିଛି। ଏହି ଘଟଣାର ତଦନ୍ତ କରୁଥିବା କମିଶନ ରାଜ୍ୟ ସରକାରଙ୍କୁ ଏଭଳି ରିପୋର୍ଟ…

ନାବାଳିକାଙ୍କୁ ଅପହରଣ, ହତ୍ୟା ମାମଲା: ତଦନ୍ତ ଆରମ୍ଭ, ଅଭିଯୁକ୍ତ କୋର୍ଟ ଚାଲଣ

ରସୁଲପୁର, ୪ା୮(ଡିଏନଏ): ରସୁଲପୁର ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ କରଜଙ୍ଗା ଗ୍ରାମର ତ୍ରିଲୋଚନ ଭୋଇଙ୍କ ଘରୁ ଶୁକ୍ରବାର ପୂର୍ବାହ୍ନରେ କୁଆଖିଆ ଥାନା ପୋଲିସ ପକ୍ଷରୁ ଜଣେ ନାବାଳିକା (୧୫)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ନାବାଳିକାଙ୍କୁ ପରିବାର ଲୋକେ ସାବାଳିକା ବୋଲି ଦର୍ଶାଇବା ସହ…

ଢାବା ମାଲିକ ରବୀନ୍ଦ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଭଉଣୀଙ୍କୁ ନିର୍ଯାତନା, ପରକୀୟା ପ୍ରୀତି ଯୋଗୁ ହତ୍ୟା

ଯାଜପୁର ଅଫିସ/କୋରେଇ(ନି.ପ୍ର.), ୪ା୮: ଯାଜପୁର ଜିଲା ପାଣିକୋଇଲି ବସଷ୍ଟାଣ୍ଡ ରେଷ୍ଟସେଡ ନିକଟରେ ଥିବା ଢାବା ମାଲିକ ରବୀନ୍ଦ୍ର ସାହୁ (୩୧) ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ପାଣିକୋଇଲି ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ…

ଦୁର୍ଦ୍ଦିନରେ କଳିଙ୍ଗନଗର ଶିଳ୍ପାଞ୍ଚଳ: ବିକ୍ରି ଅପେକ୍ଷାରେ ନୀଳାଚଳ, ରୋହିତ

ଯାଜପୁର ଅଫିିସ, ୪ା୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଷ୍ଟିଲ ହବ୍‌ ଭାବେ ପରିଣତ କରିବାକୁ ରାଜ୍ୟ ସରକାର ସ୍ବପ୍ନ ଦେଖୁଛନ୍ତି। ଏହାବାଦ ମଧ୍ୟମ ଧରଣର ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଇତିମଧ୍ୟରେ ୨ଥର ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ ଆୟୋଜନ…

ସଙ୍କୁଚିତ ହେଉଛି ତାଳଦଣ୍ଡା କେନାଲ : କମିଲାଣି ଜଳଧାରଣ କ୍ଷମତା

ପାରାଦୀପ,୪ା୮(ସ୍ବ.ପ୍ର.): ପାରାଦୀପର ଜୀବନ ରେଖା ତାଳଦଣ୍ଡା କେନାଲ ଏବେ ସଙ୍କୁଚିତ ହେବା ସହ ପୋତିହେବାରେ ଲାଗିଛି। ଫଳରେ ଏହାର ଜଳଧାରଣ କ୍ଷମତା ହ୍ରାସ ପାଇଲାଣି। କଟକରୁ ପାରାଦୀପ ପର୍ଯ୍ୟନ୍ତ ୮୦ କିମିର ଏହି କେନାଲରେ ୧୭ଟି ଛୋଟ ଶାଖା କେନାଲ ଓ…

ଶାରଳା ମନ୍ଦିରରେ ପାଳି କରି ପୂଜା କରିବେ ୨ ବଡ଼ପଣ୍ଡା

ଜଗତ୍‌ସିଂହପୁର ଅଫିସ, ୪ା୮: ଶାରଳା ମନ୍ଦିରରେ ବଡ଼ପଣ୍ଡାଙ୍କୁ ନେଇ ଚାଲିଥିବା ବିବାଦର ଏକପ୍ରକାର ସମାଧାନ ହୋଇଛି। ଏଣିକି ୨ ଜଣଙ୍କୁ ବଡ଼ପଣ୍ଡା ଭାବେ ଗ୍ରହଣ କରାଯିବା ସହ ଉଭୟଙ୍କୁ ପାଳି କରି ପୂଜା ଦାୟିତ୍ୱ ବାଣ୍ଟି ଦିଆଯିବ। ଏହି ଦାୟିତ୍ୱ ଉପଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?