Home Left

୨୦୦୦ ଷ୍ଟେଶନରେ ମାଗଣା ଓ୍ବାଇଫାଇ

ନୂଆଦିଲ୍ଲୀ,୪-୮: ଦେଶର ୨ ହଜାର ରେଳ ଷ୍ଟେଶନରେ ମାଗଣା ଓ୍ବାଇ-ଫାଇ ଆରମ୍ଭ କରାଯାଇଛି। ଶନିବାର ଜଣେ ବରିଷ୍ଠ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜସ୍ଥାନର ଆଜମେର ଡିଭିଜନର ରାଣା ପ୍ରତାପ ନଗର ରେଳ ଷ୍ଟେଶନ ମାଗଣା ଓ୍ବାଇ-ଫାଇ ସେବା ଯୋଗାଇବାରେ…

ଘର କ୍ରେତାଙ୍କୁ ମାଲିକାନା ନେବାକୁ ବାଧ୍ୟ କରାଯାଇପାରିବନି

ନୂଆଦିଲ୍ଲୀ,୪-୮: ବିଳମ୍ବିତ ହାଉସିଂ ପ୍ରକଳ୍ପରେ ନିର୍ମିତ ଘରର ମାଲିକାନା ନେବା ଲାଗି ବିଲ୍ଡର ବାଧ୍ୟ କରିପାରିବ ନାହିଁ। ଏହା ଘର ମାଲିକଙ୍କ ଇଚ୍ଛାଧୀନ। ଫ୍ଲାଟ୍‌ ନିର୍ମାଣ ସରିଥିବାରୁ ଘର କ୍ରେତାଙ୍କୁ ଟଙ୍କା ଫେରସ୍ତ ଦେବ ନାହିଁ ବୋଲି ବିଲ୍ଡର କହିପାରିବ ନାହିଁ।…

ଦୁର୍ନୀତି ଜଣାଇବାରେ ବିଳମ୍ବ;୯ ବ୍ୟାଙ୍କକୁ ରିଜର୍ଭ ବ୍ୟାଙ୍କର ଜରିମାନା

ମୁମ୍ବାଇ,୪-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସମେତ ୯ ବାଣିଜି୍ୟକ ବ୍ୟାଙ୍କଠାରୁ ଜରିମାନା ଆଦାୟ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଏସ୍‌ବିଆଇ) ନିର୍ଦ୍ଦେଶ ଦେଇଛି। ବିଭିନ୍ନ ଦୁର୍ନୀତି,ଜାଲିଆତି, ଠକାମୀ ସମ୍ପର୍କରେ ଠିକ୍‌ ସମୟରେ କେନ୍ଦ୍ରୀୟ ବ୍ୟାଙ୍କକୁ ସୂଚନା ଦେଇ ନ ଥିବାରୁ ଏହି ଜରିମାନା…

୨୦୨୧ରେ ଜନଗଣନା;ମୋବାଇଲ ଫୋନ, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ନିଆଯିବ

ନୂଆଦିଲ୍ଲୀ,୪-୮: ଭାରତ ସରକାର ଜନଗଣନା କରିବାକୁ ଯାଉଛନ୍ତି। ୨୦୨୧ରେ ଦେଶରେ ଜଣଗଣନା ହେବ। ଏହି ପ୍ରକ୍ରିୟାରେ ସରକାରୀ କର୍ମଚାରୀ ଘରକୁ ଘର ବୁଲି ପରିବାରଠାରୁ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରିବେ। ପରିବାରରେ ଲୋକସଂଖ୍ୟା, ଆର୍ଥିକ ସ୍ତର, ଧର୍ମ, ପରିବାରର ପ୍ରତ୍ୟେକ ସଦସ୍ୟଙ୍କ…

ପ୍ରେମ ବିବାହକୁ ରାଜିହେଉନାହାନ୍ତି କି ପରିବାର ଲୋକେ? ମନାଇବା ପାଇଁ ଜାଣନ୍ତୁ କିଛି ଟିପ୍ସ

ବିବାହ ଏକ ପବିତ୍ର ବନ୍ଧନ। ଏହାକୁ ନେଇ ପ୍ରାୟ ସମସ୍ତଙ୍କ ମନରେ କିଛିନା କିଛି ସ୍ବପ୍ନ ଥାଏ। ତେବେ ସବୁ ସ୍ବପ୍ନ ଭିତରୁ ବାହାଘରରେ ଘର ଲୋକଙ୍କ ଉପସ୍ଥିତି ଅନ୍ୟ ଏକ ଆଶା। ଯଦି କୌଣସି କାରଣବଶତଃ ପରିବାରରୁ କେହି ବିବାହରେ…

ପ୍ରଥମ ଦରମା ଖର୍ଚ୍ଚ କରିବାକୁ ନେଇ ଚିନ୍ତିତ କି? ଏସବୁ ଟିପ୍ସ ଜାଣିରଖନ୍ତୁ

ଭବିଷ୍ୟତ ପାଇଁ ପ୍ରତ୍ୟେକଙ୍କୁ ଚାକିରିଟିଏ ନିତାନ୍ତ ଆବଶ୍ୟକ। ତେବେ ଚାକିରିର ପ୍ରଥମ ଦରମା ଯେତିକି ଖୁସି ଦେଇଥାଏ, ତାହାକୁ ଖର୍ଚ୍ଚ କରିବା ପାଇଁ ମଧ୍ୟ ସେତିକି ଚିନ୍ତାରେ ପକାଇଥାଏ। ପ୍ରଥମ ଦରମାକୁ କିପରି ଖର୍ଚ୍ଚ କରିବେ ସେ ନେଇ ଅନେକେ ଚିନ୍ତାରେ…

ଦିନସାରା ଫ୍ରେଶ୍‌ ଲାଗିବା ପାଇଁ କରନ୍ତୁ ଏପରି…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ କରନ୍ତି ନାହିଁ । ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍‌ ଲାଗିବ…

ବ୍ୟାଟିଂ କୋଚ୍‌ ପାଇଁ ରାଠୋରଙ୍କ ଆବେଦନ

ନୂଆଦିଲ୍ଲୀ, ୩।୮ (ପି.ଟି.)- ପୂର୍ବତନ ଜାତୀୟ ଚୟନକର୍ତ୍ତା ବିକ୍ରମ ରାଠୋର ଭାରତୀୟ ସିନିୟର କ୍ରିକେଟ୍‌ ଦଳର ବ୍ୟାଟିଂ କୋଚ୍‌ ପାଇଁ ଆଶାବାଦୀ ରହିଛନ୍ତି। ଏହି ସମ୍ମାନଜନକ ପଦ ଲାଗି ସେ ଆବେଦନ କରିଥିବା ଜଣାପଡ଼ିଛି। ପୂର୍ବରୁ ଆଇପିଏଲ୍‌ ଦଳ ଦିଲ୍ଲୀ ଡେୟାରଡେଭିଲ୍ସ…

ଟପ୍‌ ୫ରେ ତିସିତ୍‌ସିପାସ୍‌

ଓ୍ବାଶିଂଟନ, ୩ା୮ (ଏଏଫ୍‌ପି)- ଏଠାରେ ଚାଲିଥିବା ଓ୍ବାଶିଂଟନ ଏଟିପି ଓପନ୍‌ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ ଯୋଗୁ ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ସିଙ୍ଗଲ୍ସକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଅଧିକ ସ୍ପଷ୍ଟ ହୋଇଛି। ଅନ୍ୟପକ୍ଷରେ ଗ୍ରୀସ୍‌ର ଷ୍ଟିଫାନସ ତିସିତ୍‌ସିପାସ୍‌ ବିଶ୍ୱର ଟପ୍‌…

ଭୁବନେଶ୍ୱରରେ ବିଶ୍ୱର ପ୍ରଥମ ବୈଦିକ ସ୍ମୃତି ଗବେଷଣାଗାର : ଅନ୍ତର୍ନିହିତ ଶକ୍ତିର ବିକାଶରେ ଦେଶର ବିକାଶ

ଭୁବନେଶ୍ୱର, ୩।୮(ବ୍ୟୁରୋ): ମଣିଷ ଭିତରେ ଥିବା ଅନ୍ତର୍ନିହିତ ଶକ୍ତିର ବିକାଶ ଓ ବିନିଯୋଗ ହୋଇପାରିଲେ ଦେଶର ବିକାଶ ହୋଇପାରିବ। ବର୍ତ୍ତମାନର ଶିକ୍ଷା ପଦ୍ଧତି, ସୃଜନ ଶକ୍ତି ଓ କଳ୍ପନା ଶକ୍ତି ବିକାଶର ସହାୟକ ହୋଇପାରୁନାହିଁ। ତେଣୁ ସବୁବେଳେ ସମସ୍ତେ ଚାପଗ୍ରସ୍ତ ହୋଇ…

ଜୀବନର ଆଶା- ସୁପର ଆର୍ଥ

ନୂଆଦିଲ୍ଲୀ: ନାସାର ବୈଜ୍ଞାନିକମାନେ ଏକ ଗ୍ରହ ଠାବ କରିଛନ୍ତି ଯେଉଁଠି ବସବାସ ସମ୍ଭବ ବୋଲି କହାଯାଇଛି। ଏହି ଗ୍ରହ ଆମ ସୌରମଣ୍ଡଳ ବାହାରେ ରହିଛି। ପୃଥିବୀଠାରୁ ୩୧ ଆଲୋକବର୍ଷ ଦୂରରେ ଥିବା ଏହି ‘ସୁପର ଆଥର୍’ ଗ୍ରହର ନାମ ଦିଆଯାଇଛି ଜିଜେ୩୫୭-ଡି…

ଦେଶରେ ପ୍ରଥମ: ମୋହାଲିରେ ଥ୍ରୀ-ଡି ଅଟୋମେଟିକ ଲାଇଟ ଦ୍ୱାରା ଟ୍ରାଫିକ କଣ୍ଟ୍ରୋଲ

ଚଣ୍ଡିଗଡ :ମୋହାଲିରେ ଥ୍ରୀ-ଡି ଅଟୋମେଟିକ ସିଗ୍‌ନାଲ ଲାଇଟ ଦ୍ୱାରା ଟ୍ରାଫିକ କଣ୍ଟ୍ରୋଲ କରାଯାଇଛି । ଏହି ସିଷ୍ଟମ ବ୍ୟବହାର କରିବାରେ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ। ଏବକାର ସିଷ୍ଟମରେ ଗାଡି ଭିଡ ନଥିଲେ ବି ୬୦ ସେକେଣ୍ଡ ଅଟକିବାକୁ ପଡୁଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?