କାର୍ତ୍ତିକଙ୍କୁ ଦେଖା କରିବାକୁ ଲୁଚିଛପି ଲକ୍ଷ୍ନୌ ପହଞ୍ଚିଲେ ସାରା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲି ଖାଁ ଓ କାର୍ତ୍ତିକ ଆର୍ଯ୍ୟନଙ୍କ ସମ୍ପର୍କକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ଯଦିଓ ଏମାନଙ୍କ ତରଫରୁ ଏହା ସ୍ପଷ୍ଟ କରାଯାଇନାହିଁ ତଥାପି ଏମାନଙ୍କ ଲୁଚାଛପା ମିଳାମିଶା ନଜରକୁ ଆସିବା ପରେ ଆଲୋଚନା ଆରମ୍ଭ…
୨୦୨୧ କୁମ୍ଭମେଳା ପୂର୍ବରୁ ମରାମତି ହେବ ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ପୋଲ
ଡେରାଡୁନ୍, ୩।୮: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜୁଲାଇ ୧୨ରୁ ନିର୍ଦ୍ଦେଶ ଜାରି ହୋଇଥିଲା। ତେବେ ୨୦୨୧ କୁମ୍ଭ ମେଳା ପୂର୍ବରୁ ଏହାର…
ମହିଳା ପୁରୁଷଙ୍କଠାରୁ ଭଲ, ଶକ୍ତିଶାଳୀ: ଅକ୍ଷୟ
ମୁମ୍ବାଇ: ମୁମ୍ବାଇର ଖିଲାଡି ବୟ ଅକ୍ଷୟ କୁମାର କହିଛନ୍ତି ମହିଳା ପୁରୁଷଙ୍କଠାରୁ ଭଲ ଓ ଶକ୍ତିଶାଳୀ। ଅକ୍ଷୟ ତାଙ୍କ ଅପ୍ କମିଙ୍ଗ ଫିଲ୍ମ ‘ମିଶନ ମଙ୍ଗଲ’କୁ ନେଇ ଏମିତି କହିଛିନ୍ତି। ମାତ୍ର ୩୨ ଦିନରେ ଫିଲ୍ମଟି ଶୁଟିଂ ସରିଛି। ଏହା ଆସନ୍ତ…
ଅଗଷ୍ଟ ୬ରେ ମୋଦିଙ୍କୁ ସାକ୍ଷାତ୍ କରିବେ ୟେଦୁରପ୍ପା
ନୂଆଦିଲ୍ଲୀ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ବିଏସ୍ ୟେଦୁରପ୍ପା ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି। ଭାଜପା ହାଇ କମାଣ୍ଡଙ୍କଠାରୁ ଗ୍ରୀନ୍ ସିଗ୍ନାଲ ମିଳିବା ପରେ ୟେଦୁରପ୍ପା ୩ ଦିନିଆ…
ଶ୍ରୀନଗରରୁ ଦିଲ୍ଲୀ ବିମାନ ଟିକେଟ ଆକାଶ ଛୁଆଁ: ବଢ଼ିଲା ୫ ଗୁଣା
ଶ୍ରୀନଗର,୩।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ ଦେଖି ବିମାନ ପରିବହନ କମ୍ପାନୀଗୁଡ଼ିକ ଫାଇଦା ନେବାର ଉଦ୍ୟମ କରିଛନ୍ତି। ଶ୍ରୀନଗରରୁ ଦିଲ୍ଲୀ ଟିକେଟ…
ଦୁର୍ଘଟଣାଗ୍ରସ୍ତ କାର୍ରେ ୬ଦିନ ପର୍ଯ୍ୟନ୍ତ ବର୍ଷା ପାଣି ପିଇ ବଞ୍ଚିଥିଲେ ମହିଳା
ବ୍ରୁସସେଲସ୍,୩।୮: କଥାରେ ଅଛି ରଖିଲେ ହରି ମାରିବ କିଏ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବେଲଜିୟମ୍ର ଲିଜ୍ ନାମକ ଏକ ଅଞ୍ଚଳରେ। ଦୁର୍ଘଟଣାରେ ଆହତ ହୋଇଥିବା ଜଣେ ମହିଳା ୬ଦିନ ପର୍ଯ୍ୟନ୍ତ କାର୍ରେ ଫଶି ରହିଥିଲେ। ସେହି ସମୟରେ…
ରାଜ୍ୟପାଳଙ୍କୁ ଭେଟିଲେ ଓମାର ଅବଦୁଲା: କହିଲେ ଅନୁଚ୍ଛେଦ ‘୩୫-ଏ’କୁ ନେଇ ଲୋକଙ୍କ ମନରେ ରହିିଛି ଶଙ୍କା
ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଶନିବାର ରାଜ୍ୟପାଳ ସତ୍ୟପାଲ ମଲିକ୍ଙ୍କୁ ଭେଟିଛନ୍ତି। ସେ କହିଛନ୍ତି ଯେ, ଅନୁଚ୍ଛେଦ ‘୩୫-ଏ’କୁ ନେଇ ରାଜ୍ୟର ଲୋକଙ୍କ ମଧ୍ୟରେ ଶଙ୍କା ରହିଛି। ତେବେ ଅନୁଚ୍ଛେଦ ୩୭୦କୁ ନେଇ କୌଣସି ଘୋଷଣା କରାଯିବାର ଯୋଜନା…
ଅଭିଯୁକ୍ତଙ୍କ ଗିରଫ ଦାବିରେ ଗର୍ଭବତୀ ନାବାଳିକାଙ୍କ ଧାରଣା
ଅଫିସ, ୩।୮: ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳରେ ଗତ ଦୁଇ ମାସ ପୂର୍ବେ ଜନୈକ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ସମ୍ପୃକ୍ତା ପୀଡ଼ିତା ବର୍ତ୍ତମାନ ଗର୍ଭବତୀ ହେବା ପରେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍ପିଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ପୀଡ଼ିତାଙ୍କ…
ବାଲିଗୁଡ଼ା ବସ୍ଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର: ଶହୀଦ ସପ୍ତାହକୁ ନିନ୍ଦା ଦିବସ ରୂପେ ପାଳିବାକୁ ଆହ୍ବାନ
ବାଲିଗୁଡ଼ା,୩।୮(ଡି.ଏନ୍.ଏ.): ମାଓବାଦୀଙ୍କ ଶହୀଦ ସପ୍ତାହରେ କନ୍ଧମାଳ ଜିଲା ବାଲିଗୁଡା ବସଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। ଆଣ୍ଟି ନକ୍ସଲ ପିପୁଲ ପିସ୍ ଫୋର୍ସ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ଉଲ୍ଲେଖ ରହିଛି। ଜୁଲାଇ ୩୦ରୁ ଅଗଷ୍ଟ ୫ ପର୍ଯ୍ୟନ୍ତ…
ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର
ସାକ୍ଷୀଗୋପାଳ,୩।୮(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ, ହାତଗୋଡ଼ ବାନ୍ଧି ଲକ୍ଷାଧିକ ଟଙ୍କା, ସୁନା,ରୁପା ଅଳଙ୍କାର ସହିତ ମୋବାଇଲ ଲୁଟି ନେଇଥିବା…
ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲା: ଟ୍ରକ୍ ଡାଇଭର ଓ ହେଲ୍ପରଙ୍କୁ ୩ ଦିନ ରିମାଣ୍ଡରେ ନିଆଗଲା
ଲକ୍ଷ୍ନୌ,୩।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲାରେ ସମ୍ପୃକ୍ତ ଥିବା ସନ୍ଦେହରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭର ଓ ହେଲପର୍ଙ୍କୁ ସ୍ପେଶାଲ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେଶନ(ସିବିଆଇ) ୩ ଦିନ ରିମାଣ୍ଡରେ ନେଇଛନ୍ତି। ସୂଚନାଯୋଗ୍ୟ, ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାରେ ତାଙ୍କର…
ମୁମ୍ବାଇରେ ଲଗାଣ ବର୍ଷା: ସ୍କୁଲ କଲେଜ ବନ୍ଦ, ସହରରେ ୪୮ଘଣ୍ଟା ପାଇଁ ରେଡ ଆଲର୍ଟ ଜାରି
ମୁମ୍ବାଇ,୩।୮: ବର୍ଷାରେ ବୁଡ଼ିଲା ମାୟାନଗରୀ ମୁମ୍ବାଇ। ଶୁକ୍ରବାର ରାତିରେ ହୋଇଥିବା ଲଗାଣ ବର୍ଷା ଯୋଗୁ ଶନିବାର ମୁମ୍ବାଇ ଓ ଆଖପାଖ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ମହାରାଷ୍ଟ୍ରର ପାଲଘର ଓ ଠାଣେର ଘରଗୁଡିକରେ ପାଣି ପଶିଯାଇଥିବା ବେଳେ ରାସ୍ତାରେ ମଧ୍ୟ ପାଣି ଜମା…

