Home Left

ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼

ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବାପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏଠାକୁ…

ପଟିଆ ଛକରୁ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ଼, ୩।୮(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଶନିବାର ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ଅଧୀନ ପଟିଆ ଛକରୁ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଧୀନ ଇଞ୍ଜଣା ଗ୍ରାମର ସାମନ୍ତ ଦାସ। ସୂଚନା…

ଭାଜପା ଏମ୍‌ପିଙ୍କ ପାଇଁ ପାଠଶାଳା: ଅଭ୍ୟାସ ବର୍ଗ ତାଲିମ୍‌ କାର୍ଯ୍ୟକ୍ରମରେ ଯୋଗଦେଲେ ଲୋକ ସଭା ଓ ରାଜ୍ୟ ସଭା ସଦସ୍ୟ

ନୂଆଦିଲ୍ଲୀ,୩।୮: ଭାଜପା ଏମ୍‌ପିଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଶନିବାରଠାରୁ ଆରମ୍ଭ କରିଛନ୍ତି ୨ ଦିନିଆ ପାଠଶାଳା। ଏହି ତାଲିମ୍‌ କାର୍ଯ୍ୟକ୍ରମର ନାମ ଅଭ୍ୟାସ ବର୍ଗ ରଖାଯାଇଛି। ଏହାର ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନ ପରିସରରେ କରିଛନ୍ତି।…

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର କୋଚ୍‌ ପଦ ପାଇଁ ଆବେଦନ କରିବି- ଗାଙ୍ଗୁଲି

କୋଲକାତା,୩।୮- ଆଗାମୀ ଭବିଷ୍ୟତରେ ମୁଁ ଭାରତୀୟ ଦଳର କୋଚ୍‌ ହେବାକୁ ଚାହିଁବି। ହେଲେ ବର୍ତ୍ତମାନ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଲାଗି ଇଚ୍ଛା ନାହିଁ ବୋଲି ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି କହିଛନ୍ତି। ଦାଦା ଭାବେ ପରିଚିତ ୪୭ ବର୍ଷୀୟ ପୂର୍ବତନ କ୍ରିକେଟର…

ମାଳଦ୍ୱୀପ ପୂର୍ବତନ ଉପରାଷ୍ଟ୍ରପତିଙ୍କ ରାଜନୈତିକ ଶରଣ ଆବେଦନକୁ ଅଗ୍ରାହ୍ୟ କଲେ ଭାରତ ସରକାର

ଚେନ୍ନାଇ,୩।୮: ମାଳଦ୍ୱୀପର ପୂର୍ବତନ ଉପରାଷ୍ଟ୍ରପତି ଅହମ୍ମଦ ଆଦେବ୍‌ ଅବଦୁଲ୍‌ ଗଫୁରଙ୍କ ରାଜନୈତିକ ଶରଣ ଆବେଦନକୁ ଭାରତ ସରକାର ଅଗ୍ରାହ୍ୟ କରିଛନ୍ତି। ଫଳରେ ସେ ତାମିଲ୍‌ନାଡୁର ଥୁଥୁକୁଡ଼ିଠାରୁ ନିଜ ଦେଶକୁ ଫେରି ଯାଇଛନ୍ତି। ତାଙ୍କ ପାଖରେ ଆବଶ୍ୟକ ବୈଧ କାଗଜପତ୍ର ନ ଥିବାରୁ…

ପୋଲିସ ଭୟରେ ଆତ୍ମସମର୍ପଣ କଲେ ଅପରାଧି

ବୁଲନ୍ଦସହର,୩।୮: ଉତ୍ତର ପ୍ରଦେଶ ବୁଲନ୍ଦସହରର ଜଣେ ଅପରାଧି ପୋଲିସ ଭୟରେ ଆତ୍ମ ସମର୍ପଣ କରିଥିବା କହିଛନ୍ତି। ଅନିଲ ନାମକ ଏହି ଅପରାଧିଙ୍କ ଉପରେ ପୋଲିସ ୧୦ ହଜାର ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ସେ ନିଜ ହାତରେ ଏକ…

ଖଣ୍ଡପଡ଼ା ସବ୍‌ ଜେଲରୁ ବିଚାରାଧୀନ କଏଦୀ ଫେରାର

ନୟାଗଡ଼ ଅଫିସ, ୩।୮: ନୟାଗଡ଼ ଜିଲା ଖଣ୍ଡପଡ଼ା ସବ୍‌ ଜେଲରୁ ଶନିବାର ପୂର୍ବାହ୍ନରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ ଫତେଗଡ଼ ଗ୍ରାମର ତପନ ରାଉତ। ଗତ କିଛି ବର୍ଷ ହେବ ତପନ ଏକ…

ଜମ୍ମୁ-କଶ୍ମୀର ବାଦଲ ଫଟା ବର୍ଷା: ବିଦ୍ୟୁତ ଓ ପାଣି ସେବା ପ୍ରଭାବିତ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ତ୍ରାଲରେ ଶନିବାର ବାଦଲ ଫଟା ବର୍ଷା ହୋଇଛି। ଫଳରେ ଉକ୍ତ ଅଞ୍ଚଳର ଘର ଓ ସ୍କୁଲଗୁଡ଼ିକରେ ପାଣି ପଶିଯାଇଥିବାରୁ ବିଦ୍ୟୁତ୍‌ ସରବରାହ ଓ ପାଣି ସେବା ପ୍ରଭାବିତ ହୋଇଛି। ଏଥିଯୋଗୁ ସାଧରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବାଦଲ ଫାଟିବାରୁ…

ଚାଷୀଙ୍କ ପୁଅଙ୍କୁ ଆମେରିକା ପ୍ରଦାନ କରିବ ଗ୍ରେନେଲ୍‌ ପୁରସ୍କାର: ମିଳିବ ୭୦ ଲକ୍ଷ ଟଙ୍କା

ପାଟନା, ୩।୮: ବିହାରରେ ଜଣେ ଚାଷୀଙ୍କ ପୁଅଙ୍କୁ ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ପାଇଁ ସମ୍ମାନ ଜନକ ଗ୍ରେନେଲ୍‌ ପୁରସ୍କାର ପ୍ରଦାନ କରାଯିବ। ଗୟା ଜିଲାର ହମ୍‌ଜାପୁର ଗାଁର ଶଫିକୁର ରହେମାନ୍‌ଙ୍କୁ ଏଥିପାଇଁ ୭୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଭାରତୀୟ ବୋହୂଙ୍କ…

ରାଜଧାନୀରେ ଡବଲ ଏନ୍‌କାଉଣ୍ଟର, ୨ ଅପରାଧୀ ଗୁରୁତର

ଭୁବନେଶ୍ୱର, ୩।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ୪ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଶୁକ୍ରବାର ରାତିରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ରଙ୍ଗବଜାରରେ ଏନ୍‌କାଉଣ୍ଟର କରିଛି। ଏଥିରେ ୨ ଅପରାଧୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଅରୁଣ କୁମାର…

୧୪ ଦିନ ପୂର୍ବରୁ ସରିଲା ଅମରନାଥ ଯାତ୍ରା: ନିରାଶ ହୋଇ ଫେରିଲେ ଶ୍ରଦ୍ଧାଳୁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହରେ ଅମରନାଥ ଯାତ୍ରାକୁ ବନ୍ଦ କରିଦିଆଯାଇଛି। ଅଗଷ୍ଟ ୧୫ ଏହି ଯାତ୍ରା ଶେଷ ହେବାକୁ ଥିବା ବେଳେ ଏହାକୁ ୧୩ ଦିନ ପୂର୍ବରୁ ବନ୍ଦ କରିଦିଆଯାଇଛି। ଫଳରେ ଯାତ୍ରା ପୂରା କରି ପାରି ନ ଥିବା…

ମୋଦିଙ୍କ ହାତ ଛାଡିଲେ ହେବ ସତ୍ୟାନାଶ: ଫଡ଼ନବିଶ

ନାଗପୁର,୩।୮: ପାଖେଇ ଆସୁଛି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଏବେ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଜନାଦେଶ ଯାତ୍ରାରେ ବାହାରିଛନ୍ତି। ଶୁକ୍ରବାର ସେ ନାଗପୁରରେ ଏମିତି ଏକ ଯାତ୍ରାରେ ଯୋଗ ଦେବା ଅବସରରେ କହିଛନ୍ତି, ଯେଉଁମାନେ ମୋଦିଙ୍କ ହାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?