ମୃତ୍ୟୁର ଆଁ ମେଲିଥିଲା: ରହସ୍ୟମୟ ପାଣି ସମ୍ପ
ଭୁବନେଶ୍ୱର, ୩।୮ (ବ୍ୟୁରୋ): ସତେ ଯେମିତି ମୃତ୍ୟୁର ଆଁ ମେଲି ରହିଥିଲା ସେହି ନିର୍ମାଣାଧୀନ ଘରର ପାଣି ସମ୍ପ୍। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପୁରୀ ବାଇପାସ୍ ରୋଡ୍ ପାର୍ଶ୍ୱ ପଳାଶୁଣୀ ଓ ପାଣ୍ଡରା ଛକ ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ଏହି ସମ୍ପ୍…
ଦୋକାନ ଖୋଲିବାବେଳେ ଲୁଟିନେଲେ ଗହଣା
ଯାଜପୁର ଟାଉନ,୩।୮(ଡିଏନଏ): ଯାଜପୁରସହର ବିରଜା ହାଟ ନିକଟରେ ଥିବା ଗହଣା ଦୋକାନରୁ ଶୁକ୍ରବାର ଲୁଟ୍ ହୋଇଯାଇଛି। ପୂର୍ବାହ୍ନ ୯ଟାରେ ପଣ୍ଡା ଜୁଏଲର୍ସ ମାଲିକ ରମାକାନ୍ତ ପଣ୍ଡା ଦୋକାନ ଖୋଲିବା ପାଇଁ ଯାଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୨ଜଣ ଲୁଟେରା ଏକ କଳା…
ଘର ପାଉନାହାନ୍ତି ପ୍ରକୃତ ହିତାଧିକାରୀ : ପଞ୍ଚାୟତ ଅଫିସ ଘେରିଲା ମହିଳା ସଂଘ
ଏରସମା,୩ା୮(ସ୍ବ.ପ୍ର.): ଏରସମା ବ୍ଲକ ଜିରାଇଲୋ ପଞ୍ଚାୟତର ବହୁ ଗରିବ ପରିବାର ସରକାରୀ ଯୋଜନାରେ ଘର ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ହିତାଧିକାରୀ ଚୟନ କରିବା ପାଇଁ ଦାୟିତ୍ୱ ନେଇଥିବା କର୍ମଚାରୀଙ୍କ ପ୍ରିୟାପ୍ରୀତି ତୋଷଣ ଯୋଗୁ ଏଭଳି ହେଉଥିବା ସେମାନେ ଅଭିଯୋଗ କରିଛନ୍ତି। ଏହାର…
ମୌଳିକ ସୁବିଧାରୁ ବଞ୍ଚିତ ୭ ପରିବାର : ରାସ୍ତା କି ବିଦ୍ୟୁତ୍ ସେବା ନାହିଁ
ବାଲିଆ,୩।୮: ବିରିଡ଼ି ବ୍ଲକ ବାରେଡିଆ ପଞ୍ଚାୟତ ୪ ନଂ. ଓ୍ବାର୍ଡ ଗୋପାଳ ସାହି ବାସିନ୍ଦା ଏବେ ମଧ୍ୟ ସରକାରୀ ଯୋଜନାରୁ ବଞ୍ଚିତ ହୋଇ ରହିଛନ୍ତି। ସାହିର ନିରଞ୍ଜନ ବେହେରା, ଶ୍ରୀକାନ୍ତ ବେହେରା, ବନମାଳି ବେହେରା, ଅନୁପମା ବେହେରା, ଶ୍ରୀମତି ଦାସ, ଦୈତାରୀ…
ଶିଶୁ ସୁରକ୍ଷା କାର୍ଯ୍ୟକ୍ରମର ସମୀକ୍ଷାସୁରକ୍ଷା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାମ କରିବା
ନୂଆପଡା ଅଫିସ,୩ା୮ ଜଣେ ସୁରକ୍ଷିତ ଶିଶୁ ହିଁ ଦେଶର ଉଜ୍ୱଳ ଭବିଷ୍ୟତ । ଶିଶୁଙ୍କୁ ଉପଯୁକ୍ତ ସୁରକ୍ଷା ଦେବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମକୁ ଅହରହ କାମ କରିବାକୁ ପଡିବ ବୋଲି ଜିଲାପାଳ ମଧୁସ୍ମିତା ସାହୁ କହିଛନ୍ତି ।…
ଦେଢ ମାସରେ ବଦଳିଗଲା ନିୟମ : ବିଦ୍ୟାଳୟ ମିଶ୍ରଣକୁ ନେଇ ତେଜୁଛି ଅସନ୍ତୋଷ
ବାଲିକୁଦା,୩ା୮(ସ୍ବ.ପ୍ର.): ଚାପରେ ଶିକ୍ଷା ବିଭାଗ। ମାତ୍ର ଦେଢ ମାସରେ ବଦଳିଗଲା ବିଦ୍ୟାଳୟ ମିଶ୍ରଣ ନିୟମ। ତାହା ପୁଣି ନିର୍ଦ୍ଦିଷ୍ଟ ଏକ ବିଦ୍ୟାଳୟ ପାଇଁ। ସୂଚନା ଅନୁଯାୟୀ, ବାଲିକୁଦା ବ୍ଲକ ବଘେଇପୁର ପ୍ରାଥମିକ ବିଦ୍ୟାଳୟକୁ ପ୍ରଥମେ ଗତ ଜୁନ ୧୩ରେ କପୁରାବେଲାରୀ ପ୍ରକଳ୍ପ…
ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା
ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର ଦାବି ପୂରଣ ପାଇଁ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ତେବେ ୫ମ ଦିବସରେ…
ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ
ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଯୁକ୍ତଦୁଇ ୨ୟ ବର୍ଷ ଛାତ୍ରୀଛାତ୍ର ତଥା ଅନୁଷ୍ଠାନ ପକ୍ଷରୁ ନବାଗତଙ୍କ ନିମନ୍ତେ…
ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା
ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ ଜଣକ ଏତେ ଟଙ୍କା କାହିଁକି ନେଉଛ ବୋଲି ପଚାରିବାରୁ ଦୋକାନୀ ଗାଡ଼ି ଖର୍ଚ୍ଚ ବାବଦକୁ…
ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର
ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଏହି ପ୍ରକଳ୍ପ ନିକଟକୁ ବନ୍ୟଜୀବଜନ୍ତୁ ପାଣି ପିଇବାକୁ ଆସି ଶିକାର ହେଉଛନ୍ତି। ଭୋର…
କନ୍ଧମାଳ ଜିଲାପାଳଙ୍କ ଶ୍ରାନିକେତା ଗସ୍ତବିଦ୍ୟାଳୟ, ପଞ୍ଚାୟତ କାର୍ଯ୍ୟାଳୟର ସ୍ଥିତି ପରଖିଲେ
ଦାରିଙ୍ଗବାଡ଼ି,୨।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳକୁ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସେଠାରେ କେହି କର୍ମଚାରୀ ନଥିବା ଜାଣି ଉଦ୍ବେଗ ପ୍ରକାଶ କରିବା ସହ ଚାଲିଥିବା…
ବିଦ୍ୟାଳୟ ଗେଟ୍ରେ ତାଲା ପକାଇଲେ ଛାତ୍ରୀଛାତ୍ର
ଶଙ୍କରାଖୋଲ,୨ା୮(ଡି.ଏନ.ଏ.)- ଶଙ୍କରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟ ଗେଟ ସମ୍ମୁଖରେ ଗୁରୁବାର ସକାଳେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ତାଲା ପକାଇ ବିକ୍ଷୋଭ କରିଥିଲେ। ଗଣଶିକ୍ଷା ବିଭାଗର ନିୟମ ଅନୁଯାୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ଉଚ୍ଚ ବିଦ୍ୟାଳୟରେ ମିଶିବା ପାଇଁ ନିର୍ଦ୍ଦେଶ ରହିଛି।…

