ରୋହିତଙ୍କ ପାଇଁ ରେକର୍ଡ ଭାଙ୍ଗିବା ସୁଯୋଗ
ଲୌଡରହିଲ(ଆମେରିକା), ୨।୮(ପି.ଟି.)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ ଶନିବାର ଏଠାରେ ଖେଳାଯିବ। ଏଥିରେ ଭାରତର ରନ୍ ମେସିନ ରୋହିତ ଶର୍ମାଙ୍କ ପାଇଁ ଏକ ରେକର୍ଡ ଭାଙ୍ଗିବା ସୁଯୋଗ ରହିଛି। ରୋହିତ ଆଉ ୪ଟି ଛକା ମାରିପାରିଲେ…
ବିବାହ ତାରିଖ ଘୋଷଣା କଲେ ହସନ ଅଲି
କରାଚୀ, ୨ା୮ (ପି.ଟି.)-ପାକିସ୍ତାନ ପେସ୍ ବୋଲର ହସନ ଅଲିଙ୍କ ଜଣେ ଭାରତୀୟଙ୍କୁ ବିବାହ ନେଇ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା, ତାହାର ଅବସାନ ଘଟିଛି। ଅଗଷ୍ଟ ୨୦ରେ ଦୁବାଇରେ ଶାମିଆ ଆର୍ଜୁଙ୍କ ସହିତ ତାଙ୍କର ବିବାହ ସମ୍ପନ୍ନ ହେବ ବୋଲି…
ଇଣ୍ଡୋନେସିଆରେ ଆସିପାରେ ସୁନାମି
ଜାକର୍ତ୍ତା,୨।୮: ଇଣ୍ଡୋନେସିଆର ସୁମାତ୍ରା ଓ ଜାଭା ଉପକୂଳରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୮। ସ୍ଥାନୀୟ ସମୟ ଅନୁଯାୟୀ ସନ୍ଧ୍ୟାରେ ଏହା ଅନୁଭୁତ ହୋଇଥିବା ବେଳେ ସୁନାମି ସତର୍କତା ଜାରି କରାଯାଇଛି।…
ପାଣିରେ ବୁଡ଼ିଛି ଚାଷଜମି: ସ୍ଥିତି ଅନୁଧ୍ୟାନ କଲେ ଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀ
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଇଟାଗଡ଼ି ଗ୍ରାମବାସୀଙ୍କ ପକ୍ଷରୁ ଗୁରୁବାର ଏ ସମ୍ପର୍କରେ ସାଳନ୍ଦୀ ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ…
ହାଡ଼ ମଜଭୁତ କରେ କଞ୍ଚା ପନିର
ପନିର ଖାଇଲେ ଶରୀରରେ ଚର୍ବି ଅଂଶ ବୃଦ୍ଧି ପାଇଥାଏ ବୋଲି ଅଧିକାଂଶ ଲୋକଙ୍କ ମନରେ ଧାରଣା ଅଛି। ହେଲେ କଞ୍ଚା ପନିର ଶରୀର ପାଇଁ ଖୁବ୍ ଉପକାରୀ ବୋଲି ଗବେଷକମାନେ କହିଛନ୍ତି। ବିଶେଷ କରି ସକାଳ ଜଳଖିଆରେ ଖଣ୍ଡେ କଞ୍ଚା ପନିର…
ଦିଲ୍ଲୀରେ କଂଗ୍ରେସକୁ ଝଟ୍କା
ନୂଆଦିଲ୍ଲୀ,୨।୮: ଦିନକୁ ଦିନ କଂଗ୍ରେସ ତା’ର ଶକ୍ତି ହରାଉଛି ବୋଲି ଆଲୋଚନା ହେଉଛି। କାରଣ ଲୋକ ସଭା ନିର୍ବାଚନ ପୂର୍ବରୁ ହେଉ ଅବା ପରେ କଂଗ୍ରେସର ନେତାମାନେ ଅନେକ ସମୟରେ ଦଳ ତ୍ୟାଗ କରୁଥିବା ଦେଖିବାକୁ ମିଳୁଛି। ଏପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ…
କୋହଲିଙ୍କ ଫେଭରାଇଟ୍ ରୋନାଲ୍ଡୋ
ଜୁରିକ୍,୨।୮(ପିଟି)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଜଣେ ବଡ଼ ଫୁଟ୍ବଲ ପ୍ରଶଂସକ। ଏ କଥା କାହାକୁ ଅଛପା ନାହିଁ। ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ଆର୍ଜେଣ୍ଟିନା ଷ୍ଟାର ଲିଓନେଲ ମେସିଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଫୁଟ୍ବଲ ପ୍ରଶଂସକଙ୍କ…
ତେଲେଙ୍ଗାନାରେ କେସିଆର୍ଙ୍କ ଦ୍ୱାରା ପରିଚାଳିତ ହେଉଛି ଭାଜପା: କଂଗ୍ରେସ
ହାଇଦ୍ରାବାଦ,୨।୮: ତେଲେଙ୍ଗାନା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୁନମ ପ୍ରଭାକର ଗୌଡ ଶୁକ୍ରବାର କହିଛନ୍ତି ତେଲେଙ୍ଗାନାରେ ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦ୍ୱାରା ପରିଚାଳିତ ହେଉଛି। ସେ କହିଛନ୍ତି ଭାଜପାର ଚାବିକାଠି କେସିଆର୍ଙ୍କ ହାତରେ। ତେଣୁ ଦଳକୁ ମଜଭୁତ…
ଲୁଣ ପାଣିରେ ସ୍ନାନ କଲେ ମିଳିବ ଅନେକ ଫାଇଦା
ଖାଦ୍ୟରେ ଲୁଣ ରହିବା ଜରୁରୀ। ଲୁଣ ବିନା ଖାଦ୍ୟରେ ସ୍ବାଦ ଆସି ନ ଥାଏ। ଜାଣିଛନ୍ତି କେବଳ ଖାଦ୍ୟ ନୁହେଁ ଏହା ଆପଣଙ୍କର ସୌନ୍ଦର୍ଯ୍ୟକୁ ମଧ୍ୟ ବଢ଼ାଇଥାଏ। ଗାଧୋଇବା ବେଳେ ହାଲୁକା ଉଷୁମ ପାଣିରେ ଲୁଣକୁ ମିଶାଇ ଗାଧୋଇବା ଦ୍ୱାରା ଏହା…
ହାତ ଛାଡ଼ି କାର ଚଳାଇଲେ ମାଷ୍ଟର ବ୍ଲାଷ୍ଟର
ନୂଆଦିଲ୍ଲୀ,୨।୮: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ସୌଖୀନ ଗାଡ଼ିର ମଧ୍ୟ ସଉକ ରହିଛି ବୋଲି କିଏ ବା ନ ଜାଣିଛି। ଶୁକ୍ରବାର ସଚିନ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତେନ୍ଦୁଲକର ଏକ କାରରେ ବସିଛନ୍ତି ଯାହାକି ନିଜେ…
ବିମାନରେ ଜିନିଷ ରଖିବା ସ୍ଥାନରେ ଏୟାର ହୋଷ୍ଟେସ୍ଙ୍କୁ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ଯାତ୍ରୀ
ନାଶଭିଲେ: ବିମାନରେ ଜିନିଷ ରଖୁଥିବା ସ୍ଥାନରେ ଯଦି ଆପଣ ମଣିଷ ଶୋଇଥିବା ଦେଖିବେ ତାହାଲେ ଆପଣଙ୍କ ପ୍ରତିକ୍ରିୟା କ’ଣ ରହିବ। ଠିକ୍ ସେହିଭଳି ଘଟଣା ଦେଖିବାକୁ ମିଳିଛି ଦକ୍ଷିଣ ପଶ୍ଚିମ ଏୟାରଲାଇନ୍ସରେ ଥିବା ଯାତ୍ରୀଙ୍କ ମଧ୍ୟରେ। ଆମେରିକା ନାଶଭିଲେରୁ ଫିଲାଡେଲଫିଆକୁ ବିମାନ…
ନରମିଲେ ବିଷ୍ଣୁ, ଟ୍ରିପଲ୍ ତଲାକ୍ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ
ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍ ତଲାକ୍ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ ସେ ଟ୍ରିପଲ୍ ତଲାକ୍ ଏବଂ ମୁସ୍ଲିମ ମହିଳାଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପାଇଁ…

