Home Left

ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି।…

ଅଭିନୟ କରି ଥକି ପଡିଲେଣି ଅନୁ କପୁର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନୁ କପୁର ଘରେ ଘରେ ବେଶ୍‌ ପରିଚିତ। ତାଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥାଏ। ହେଲେ ଏବେ ସେ କହିଛନ୍ତି କି ଅଭିନୟ କରି କରି ସେ ଥକି ପଡିଲେଣି। ଆଉ ଏଥିରୁ ସାମାନ୍ୟ ବିରତି…

କୋମଳମତି ଶିଶୁଙ୍କ ଚିତ୍କାର ଶୁଣି ସାହାଯ୍ୟର ହାତ ବଢ଼ାଇଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଭୋଜପୁରୀ ସୁପରଷ୍ଟାର ତଥା ଭାଜପା ଏମ୍‌ପି ରବି କିଶନ ଶୁକ୍ରବାର ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ପ୍ରବଳ ବର୍ଷାରେ କିଛି ସ୍କୁଲ ପିଲାଙ୍କୁ ସାହାଯ୍ୟ କରୁଥିବା ଦେଖିବାକୁ ମିଳିଛି। ରବି କିଶନ ଫଟୋ ଶେୟାର କରିବା…

ବାଇକ୍‌ରୁ ପଡ଼ିଲେ କୁଶାଲ ମେଣ୍ଡିସ

କଲମ୍ବୋ,୨।୮- ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ କୁଶାଲ ମେଣ୍ଡିସ ଆର. ପ୍ରେମଦାସ ଷ୍ଟାଡିୟମ୍‌ରେ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଠାରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ୩ୟ ମ୍ୟାଚ୍‌ ଜିତିବା ସହ ଦିନିକିଆ ସିରିଜ୍‌କୁ ୩-୦ରେ କ୍ଲିନ ସୁଇପ କରିବା ପରେ ବିଜେତା ଶ୍ରୀଲଙ୍କା ଦଳକୁ…

ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍‌ଡିସି

ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ଶେରଗଡ଼, ଧନନ୍ତର, ଗୋବିନ୍ଦପୁର ରାଜସ୍ବ ସର୍କଲର ବହୁ ଲୋକଙ୍କୁ ଆର୍‌ଡିସି ପଟ୍ଟା ବଣ୍ଟନ…

ସେପ୍ଟେମ୍ବରରେ ଏକାଠି ବୈଠକ କରିବେ ଆର୍‌ଏସ୍‌ଏସ୍‌-ଭାଜପା

ନୂଆଦିଲ୍ଲୀ,୨।୮: ରାଜସ୍ଥାନର ପୁଷ୍କରରେ ଆସନ୍ତା ସେପ୍ଟେମ୍ବର ୭-୯ ମଧ୍ୟରେ ଆର୍‌ଏସ୍‌ଏସ୍‌ ଓ ଭାଜପା ମଧ୍ୟରେ ଏକ ୩ ଦିନିଆ ବୈଠକ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି। ଏଥିରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ଓ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି…

ବିଷ ପିଆଇ ହତ୍ୟା ଅଭିଯୋଗ ପରେ ମାଟି ତଳୁ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିସ, ବରଗଡ଼ ଏସ୍‌ପିଙ୍କୁ ଭେଟିଲେ ପରିବାରଲୋକେ

ବରଗଡ଼ ଅଫିସ୍‌,୨।୮- ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମ୍ବାମୁଣ୍ଡା ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତ୍ୟୁର ୩ ମାସ ପରେ ତାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ଅଭିଯୋଗ ଅଣାଯିବା ପରେ ପୋଲିସ ମାଟୁତଳୁ ତାଙ୍କ ମୃତଦେହ ଉଦ୍ଧାର…

ଜଗନ ମୋହନଙ୍କ ଜେରୁଜେଲମ ଗସ୍ତ: ସୁରକ୍ଷାରେ ଖର୍ଚ୍ଚ ହେବ ୨୨.୫ ଲକ୍ଷ ଟଙ୍କା

ହାଇଦ୍ରାବାଦ,୨।୮: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଗତ ଗୁରୁବାର ଜେରୁଜେଲମ ଗସ୍ତ କରିଛନ୍ତି। ସେଠାରେ ତାଙ୍କ ସୁରକ୍ଷା ପାଇଁ ସୁରକ୍ଷାକର୍ମୀଙ୍କୁ ୨୨,୫୨,୫୦୦ ଟଙ୍କା ଆନ୍ଧ୍ର ସରକାରଙ୍କ ପାଣ୍ଠିରୁ ଆସିଥିବା ସୂଚନା ମିଳିଛି। ଜଗନ ମୋହନଙ୍କ ଏହି ୪ ଦିନିଆ…

ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ

ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ। ଏ ନେଇ ପୋଲିସ କେସ (ନଂ ୩୧୮/୧୫)ରେ ଏକ ହତ୍ୟା ମାମଲା ରୁଜୁକରିବା…

ପାକିସ୍ତାନର ଅମରନାଥ ଯାତ୍ରା ଆକ୍ରମଣ ଯୋଜନା ପଣ୍ଡ

ଶ୍ରୀନଗର:୨।୮: ଜମ୍ମୁ-କଶ୍ମୀର ଘାଟିରେ ପାକିସ୍ତାନ ସେନା ଓ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ନେଇ ଲାଗିରହିଥିବା ଅଶାନ୍ତ ପରିସ୍ଥିତିର ମୁକାବିଲା କରିବାକୁ ଯାଇ ଶୁକ୍ରବାର ଶ୍ରୀନଗରରେ ସେନା ଓ ପୋଲିସ ପକ୍ଷରୁ ଏକ ମିଳିତ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏଥିରେ ସେନା କମାଣ୍ଡର…

’ଧୋନୀଙ୍କୁ ୭ନଂରେ ଛାଡ଼ିବା ନିଷ୍ପତ୍ତି ଏକା ମୋର ନ ଥିଲା‘

ମୁମ୍ବାଇ,୨।୮- ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ସେମିଫାଇନାଲରେ ମହେନ୍ଦ୍ର ସିଂ ଧୋନୀଙ୍କୁ ୭ ନଂରେ ବ୍ୟାଟିଂ ପାଇଁ ଛାଡ଼ିବା ନେଇ ଚାଲିଥିବା ଚର୍ଚ୍ଚା ଏପର୍ଯ୍ୟନ୍ତ ଥମି ନାହିଁ। ଏ ଘଟଣା ସମ୍ପର୍କରେ ପ୍ରଥମ ଥର ଲାଗି ମୁହଁ ଖୋଲିଛନ୍ତି ବ୍ୟାଟିଂ କୋଚ୍‌ ସଞ୍ଜୟ…

ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ

କୋରୁକୋଣ୍ଡା, (ଡି.ଏନ୍‌.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏମ୍‌ଭି-୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?