Home Left

ଶ୍ରୀଲିଙ୍ଗରାଜଙ୍କ ଜମି ବିକ୍ରୟ ମସୁଧା : ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲା ପୂଜାପଣ୍ଡା ନିଯୋଗ

ପୁରୁଣା ଭୁବନେଶ୍ୱର,୨।୮(ଡି.ଏନ.ଏ.) : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅନେକ ଜମି ଜବରଦଖଲକାରୀଙ୍କ କବ୍‌ଜାରେ। ସେଗୁଡ଼ିକ ଜବରଦଖଲମୁକ୍ତ କରିବାକୁ ମନ୍ଦିର ପ୍ରଶାସନ ବହୁ ବିଳମ୍ବରେ ଅଣ୍ଟା ଭିଡ଼ିଛି। ହେଲେ ଏଥିରେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ହସ୍ତକ୍ଷେପ ଯୋଗୁ ସେତେଟା ସଫଳତା ମିଳିପାରୁନାହିଁ। ନିକଟରେ ନୂଆଗଁା ମୌଜା…

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର, ୨।୮: ଜମ୍ମୁ-କଶ୍ମୀରର ସୋପିୟାଂରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ପକ୍ଷରୁ ଚାଲିଥିବା ଗୁଳିବିନିମୟରେ ଜଣେ ଯବାନ୍‌ ଶହୀଦ ହୋଇଛନ୍ତି ବୋଲି ଜଣାପଡିଛି। ପୁଲଓ୍ବାମାରେ ଆତଙ୍କବାଦୀମାନେ ସେନାର ଏକ ଗାଡିରେ ଆଇଡି ବିସ୍ଫୋରଣ କରିଛନ୍ତି। ଏଥିରେ ଗାଡି ସମ୍ପୂର୍ଣ୍ଣ…

ବିଏମ୍‌ସିର ଯୋଜନା : ସବୁ ୱାର୍ଡରେ ହେବ କାର୍ଯ୍ୟାଳୟ

ଭୁବନେଶ୍ୱର,୨।୮(ବ୍ୟୁରୋ): ଭୁବନେଶ୍ୱରରେ ଦିନକୁ ଦିନ ଜନସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାତି ପାହିଲେ ସରକାରୀ ଜାଗାରେ ବେଆଇନ ଗୃହ ନିର୍ମାଣ ସହ ବିଭିନ୍ନ ସ୍ଥାନରେ ଜବରଦଖଲ କରାଯାଉଛି। ଯାହାକୁ ଏବେ ତୃଣମୂଳ ସ୍ତରରୁ ନିୟନ୍ତ୍ରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

ଅପରାଧ ଘଟିଲେ ପୋଲିସ ନିଦ ଭାଙ୍ଗୁଛି

ଭୁବନେଶ୍ୱର,୨।୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଞ୍ଚଳରେ ୨୪ ଘଣ୍ଟାରେ ୪ଟି ଲୁଟ୍‌ ଓ ଡକାୟତି ଘଟଣା ପରେ କମିଶନରେଟ ପୋଲିସର ନିଦ ହଜିଯାଇଛି। ଲୁଟେରା ଗ୍ୟାଙ୍ଗ୍‌କୁ ଧରିବା ପାଇଁ ୩ଟି ଥାନାର ଅଧିକାରୀ ଓ ସ୍ପେଶାଲ ସ୍କ୍ବାଡ୍‌ ଲାଗିପଡ଼ିିଛି। ମଞ୍ଚେଶ୍ୱର, ଶହୀଦନଗର…

ବନ୍ୟାରୁ ଏକ ମାସର ଶିଶୁକୁ ‘ବସୁଦେବ’ଙ୍କ ଭଳି ଉଦ୍ଧାର କଲେ ପୋଲିସ ଅଧିକାରୀ

ବଡୋଦରା, ୨।୮: ଗୁଜରାଟର ବଡୋଦରାରେ ବନ୍ୟା ପରିସ୍ଥିତି ସଙ୍ଗୀନ ହୋଇପଡିଛି। ବନ୍ୟା ପାଣି ଘରେ ପଶିଯିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଗୁରୁବାର ବନ୍ୟାଜଳରେ ଭାସିଯାଉଥିବା ଜଣେ ଏକ ମାସର ଶିଶକୁ ‘ବସୁଦେବ’ଙ୍କ ଭଳି ଉଦ୍ଧାର କରିଛନ୍ତି…

ଭିତ୍ତିଭୂମି ଥାଇ ବି ମିଳୁନି ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା : ଜଗନ୍ନାଥଙ୍କ ଲୀଳାକ୍ଷେତ୍ର କାଙ୍କଣକୁଦ ଉପେକ୍ଷିତ

ଖୋର୍ଦ୍ଧା ଅଫିସ,୨।୮ : ବ୍ୟସ୍ତବହୁଳ ଜୀବନରେ ଫୁରସତ୍‌ ମିଳିଲେ ପର୍ଯ୍ୟଟନସ୍ଥଳ ବୁଲିବାର ମଜା ନିଆରା। ଏହି ନିଆରା ଅନୁଭୂତି ଯୋଗାଇ ଦେଇଥାଏ କାଙ୍କଣକୁଦ। ପର୍ଯ୍ୟଟକ ଏଠାକୁ ଥରେ ଆସିଲେ ମାନସିକ ଶାନ୍ତି ପାଇବା ସହ ନୂଆ କଥା ଜାଣିବାକୁ ପାଇଥାନ୍ତି। ନୀଳାମ୍ବୁ…

ପୋମ୍ପିଓଙ୍କୁ ଭେଟିଲେ ଜୟଶଙ୍କର: କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷ ଆବଶ୍ୟକତା ନାହିଁ

ବ୍ୟାଙ୍କ୍‌କ, ୨।୮: ଭାରତର ବୈଦେଶିକ ମନ୍ତ୍ରୀ ଏ.ସ. ଜୟଶଙ୍କର ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମ୍ପିଓଙ୍କୁ ଭେଟିଛନ୍ତି। ଶୁକ୍ରବାର ସକାଳୁ ବ୍ୟାଙ୍କ୍‌କରେ ଉଭୟ ରାଷ୍ଟ୍ର ପ୍ରତିନିଧି ଦ୍ୱିପାକ୍ଷୀୟ ଆଲୋଚନା କରିଥିଲେ। ଉଭୟଙ୍କ କଥାବାର୍ତ୍ତା ପରେ ଜୟଶଙ୍କର କହିଛନ୍ତି, କଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ…

ଓଜନିଆ ହେବ ନାହିଁ ସ୍କୁଲ ବ୍ୟାଗ୍‌:ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨।୮(ବ୍ୟୁରୋ):ଏଣିକି ସ୍କୁଲ ବ୍ୟାଗ ଓଜନ କରାଯିବ। ଆବଶ୍ୟକଠାରୁ ଅଧିକ ଓଜନ ରହିଲେ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବ୍ୟାଗ୍‌ ଓଜନକୁ ନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ଯେଉଁ ନିର୍ଦ୍ଦେଶାବଳୀ (ଗାଇଡ୍‌…

ବଡୋଦରାରେ ପ୍ରବଳ ବନ୍ୟା: ଘରେ ପଶିଲା କୁମ୍ଭୀର, ୨୨ଟି ଟ୍ରେନ୍‌ ବାତିଲ୍‌

ବଡୋଦରା, ୨।୮: ଗୁଜରାଟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୧୨ ଘଣ୍ଟା ମଧ୍ୟରେ ରେକର୍ଡ ୫୫୪ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବଡୋଦରାରେ ବନ୍ୟା ପାଣି ଲୋକଙ୍କ ଘର ଭିତରେ ପଶିଯାଇଛି। ବନ୍ୟା…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ : ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର,୨।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଷୟରେ ୟୁଜି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଗୁରୁବାର ପ୍ରକାଶ ପାଇଛି। ବିଜ୍ଞାନରେ ପଦାର୍ଥ ବିଜ୍ଞାନ ଅନର୍ସ ପାଇଁ କଟ୍‌ ଅଫ୍‌ ମାର୍କ ୮୪.୫% ଥିବାବେଳେ ରସାୟନ ବିଜ୍ଞାନରେ ୮୩.୩୩% ରହିଛି।…

ରୁପା, ଷ୍ଟୋନ୍‌ ରାଖୀର ଚାହିଦା ବେଶି

କଟକ ଅଫିସ,୨।୮: ଭାଇ ଭଉଣୀଙ୍କର ସ୍ନେହ ସମ୍ପର୍କ ଓ ଭଲ ପାଇବାର ପର୍ବ ରାଖୀପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ରାଖୀ ବାନ୍ଧି ଶୁଭମନାସୀ ଥାଏ ଓ ଭଉଣୀକୁ ସୁରକ୍ଷା ଦେବାକୁ ଭାଇ ପ୍ରତିଶ୍ରୁତି ଦିଏ। ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତା…

ଖତ ଖାଉଛି ୫୦ ସିଟିବସ୍‌, ଆଖିବୁଜି ବସିଛି ସିଏମ୍‌ସି

କଟକ ଅଫିସ,୨।୮: ସହରବାସୀଙ୍କ ଉତ୍ତମ ଯାତାୟାତ ପାଇଁ ଆରମ୍ଭ ହୋଇଥିଲା ସିଟିବସ୍‌ ସେବା। ମାତ୍ର କଟକ ମହାନଗର ନିଗମ (ସିଏମ୍‌ସି)ର ଆନ୍ତରିକତା ଅଭାବ ଯୋଗୁ ବିକାଶ ଭବନ ପରିସରରେ ଖତ ଖାଉଛି ୫୦ଟି ସିଟିବସ୍‌। ଗୋଟିଏ ପଟେ ସହରବାସୀ ସିଟିବସ୍‌ ସେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?