Home Left

ହୋଟେଲରୁ ସାମ୍ପୁ ଚୋରି କରନ୍ତି ଦୀପିକା

ବଲିଉଡର ଆଗଧାଡିର ନାୟିକା ଦୀପିକା ପାଦ୍ୟୁକୋନ୍‌ ହୋଟେଲରୁ ସାମ୍ପୁ ଚୋରି କରିଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ତାଙ୍କର ଜଣେ ନିକଟ ବନ୍ଧୁ ସ୍ନେହା ରାମଚନ୍ଦ୍ରର ଏକଥା ଖୁଲାସା କରିଛନ୍ତି। ବନ୍ଧୁତ୍ୱ ଦିବସ ପୂର୍ବରୁ ଦୀପିକାଙ୍କ ପାଇଁ ଲେଖିଥିବା ଚିଠିରେ…

ପୂରଣ ହୋଇନି ଏସ୍‌ଡିଏମ୍‌ଆଇଏସ୍‌ ଡାଟା

ପୁରୀ ଅଫିସ, ୨।୮: ଆରମ୍ଭ ହୋଇଛି ୨୦୧୯-୨୦ ଶିକ୍ଷାବର୍ଷ। ହେଲେ ଏ ପର୍ଯ୍ୟନ୍ତ ପୁରୀ ଜିଲାର ଛାତ୍ରୀ ଛାତ୍ରଙ୍କ ସବିଶେଷ ତଥ୍ୟ ବା ଷ୍ଟୁଡେଣ୍ଟ ଡାଟା ମ୍ୟାନେଜମେଣ୍ଟ ଇନ୍‌ଫରମେଶନ ସିଷ୍ଟମ (ଏସ୍‌ଡିଏମ୍‌ଆଇଏସ୍‌) ତଥ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ । ଫଳରେ ସରକାରୀ ପୋର୍ଟାଲରେ…

କାଶ୍ମୀର ସମସ୍ୟା: ପୁଣି ମଧ୍ୟସ୍ଥତା କରିବାକୁ ଇଚ୍ଛା ପ୍ରକାଶ କଲେ ଟ୍ରମ୍ପ

ନୂଆଦିଲ୍ଲୀ, ୨।୮: କାଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଣି ମଧ୍ୟସ୍ଥତା ପ୍ରସ୍ତାବ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯଦି ଚାହିଁବେ ତେବେ ଆମେରିକା ସହାୟତା ଦେବ ବୋଲି ସେ କହିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ…

ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ସମ୍ମିଳନୀ : ବିନା କାରଣରେ ଅଧ୍ୟାପକଙ୍କୁ କଲେଜ ଛାଡ଼ିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ) : ଏଣିକି ପାଠପଢା ସମୟରେ ଅଧ୍ୟାପକମାନେ ବିନା କାରଣରେ କଲେଜ ଛାଡ଼ି ଯାଇପାରିବେ ନାହିଁ। ଅଧିକାଂଶ ସମୟରେ ଅଧ୍ୟାପକମାନେ କାମ ବାହାନାରେ ଶିକ୍ଷାଦାନ ଛାଡ଼ି ବିଭିନ୍ନ ଦପ୍ତରକୁ ଯାଇଥାନ୍ତି। ଫଳରେ ଛାତ୍ରୀଛାତ୍ରଙ୍କ ପାଠପଢା ବାଧାପ୍ରାପ୍ତ ହୋଇଥାଏ। ଏହି କାରଣରୁ…

ଯନ୍ତ୍ରୀଙ୍କ ଘରୁ ଚୋରି : ଟ୍ୟାକ୍ସି ମାଲିକ ଗିରଫ

ଭୁବନେଶ୍ୱର, ୨।୮(ବ୍ୟୁରୋ) : ନୟାପଲ୍ଲୀ ବେହେରାସାହିରେ ରହୁଥିବା ଜଣେ ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ସୁନାଗହଣା ଓ ଟଙ୍କା ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି। ଏହି ଘଟଣାରେ ଗୁରୁବାର ଭଦ୍ରକ ଜିଲା କୁଅଁାସ ଗ୍ରାମର ଟ୍ୟାକ୍ସି ମାଲିକ ରୂପେଶ କୁମାର ପ୍ରଧାନ(୩୨)ଙ୍କୁ…

ତିନି ତଲାକ୍‌ ବିଲ୍‌କୁ ରାଷ୍ଟ୍ରପତିଙ୍କ ମୋହର

ନୂଆଦିଲ୍ଲୀ, ୨।୮(ପି.ଟି.):ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ତିନି ତଲାକ୍‌ ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ବୀକୃତି ପ୍ରଦାନ କରିଛନ୍ତି। ଫଳରେ ଏହା ଆଇନରେ ପରିଣତ ହୋଇଛି। ମୁସଲମାନ ସମ୍ପ୍ରଦାୟରେ ଚଳିଆସୁଥିବା ତତ୍କାଳ ତିନି ତଲାକ୍‌ ପ୍ରଥା ଉକ୍ତ ଆଇନ ଅନୁଯାୟୀ ଦଣ୍ଡନୀୟ ଅପରାଧ…

ଉନ୍ନାଓ ମାମଲାର ଭିନ୍ନ ମୋଡ଼: ୟୁପି ନୁହେଁ, ଦିଲ୍ଲୀରେ ହେବ ଶୁଣାଣି

ନୂଆଦିଲ୍ଲୀ, ୨।୮(ପି.ଟି./ଆଇଏଏନ୍‌ଏସ୍‌):ଉତ୍ତରପ୍ରଦେଶ (ୟୁପି)ର ବହୁଚର୍ଚ୍ଚିତ ଉନ୍ନାଓ ମାମଲାରେ ଗୁରୁବାର ନୂଆମୋଡ଼ ଆସିଛି। ସୁପ୍ରିମକୋର୍ଟ ଉନ୍ନାଓ ବଳାତ୍କାର ପୀଡ଼ିତାଙ୍କ ସମ୍ପର୍କିତ ସମସ୍ତ ୫ ମାମଲା ୟୁପିର ଏକ କୋର୍ଟରୁ ଦିଲ୍ଲୀକୁ ସ୍ଥାନାନ୍ତର କରିଛନ୍ତି। ଉକ୍ତ ମାମଲାଗୁଡ଼ିକର ଦୈନନ୍ଦିନ ଶୁଣାଣି ପାଇଁ ଜଣେ ସ୍ବତନ୍ତ୍ର…

ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା

ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍‌ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ ଏବେ ଦିଗହରା ହୋଇଥିବା ବେଳେ ସରକାରୀ ପ୍ରୋତ୍ସାହନ ଅଭାବ ଏବଂ ସଂରକ୍ଷଣ ସୁବିଧା…

ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ

କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର ଉତ୍ପାଦନ ସହିତ ଏଥିରୁ ମୂଲ୍ୟଯୁକ୍ତ ପଦାର୍ଥ ପ୍ରସ୍ତୁତ କରି ବଜାରରେ ଉପଲବ୍ଧ କରିବା…

ସ୍ତନ୍ୟପାନ: ବଦଳୁଛି ଓଡ଼ିଶାର ଚିତ୍ର

ଭୁବନେଶ୍ୱର, ୨।୮(ବ୍ୟୁରୋ) : ବିଶ୍ୱର ଏକତୃତୀୟାଂଶ ଶିଶୁ ଅପପୁଷ୍ଟି ଯୋଗୁ ୫ ବର୍ଷ ହେବା ପୂର୍ବରୁ ଆଖି ବୁଜିଥାନ୍ତି। ସନ୍ତାନ ପ୍ରସବ ହେବାର ଏକଘଣ୍ଟା ମଧ୍ୟରେ ସ୍ତନ୍ୟପାନ ବା କୋଲୋଷ୍ଟ୍ରମ୍‌ ପାନ ଏବଂ ୬ ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନ କରାଇବା…

ପୋକ୍ସୋ ଆଇନରେ ସଂଶୋଧନକୁ ମଞ୍ଜୁରୀ:ଶିଶୁଙ୍କୁ ବଳାତ୍କାର କଲେ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ, ୨।୮(ପି.ଟି./ଆଇଏଏନ୍‌ଏସ୍‌):ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଥିବାବେଳେ ସେମାନଙ୍କୁ ଏଥିରୁ ରକ୍ଷାକରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନରେ ସଂଶୋଧନକୁ ପାର୍ଲାମେଣ୍ଟର ମଞ୍ଜୁରୀ ମିଳିଛି। ଗୁରୁବାର ଲୋକ ସଭାରେ ଦଳମତ ନିର୍ବିଶେଷରେ ସବୁ ସଦସ୍ୟ ଉକ୍ତ ବିଲ୍‌କୁ ସମର୍ଥନ…

ଅନୁଙ୍କୁ ସୋନାଙ୍କ ଟାର୍ଗେଟ

ମୁମ୍ବାଇ: ପ୍ରସିଦ୍ଧ ଓଡିଆ କଣ୍ଠଶିଳ୍ପୀ ସୋନା ମହାପାତ୍ର ସଂଗୀତ ନିର୍ଦ୍ଦେଶକ ଅନୁ ମଲିକ ଏବଂ ସୋନି ଟିଭିକୁ ଭର୍ତ୍ସନା କରିଛନ୍ତି। ପିଲାଙ୍କ ନିମିତ୍ତ ଏକ ରିୟଲିଟି ଶୋ ପ୍ରସ୍ତୁତ ହେବାକୁ ଯାଉଥିବାବେଳେ ଏଥିପାଇଁ ସୋନି ଟିଭି ଅନୁଙ୍କୁ ସୁଯୋଗ ଦେଇଥିବାରୁ ସୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?