Home Left

ଆଜି କୁଳଭୂଷଣଙ୍କୁ ମିଳିବ ଦୂତାବାସ ସହାୟତା

ନୂଆଦିଲ୍ଲୀ/ଇସ୍‌ଲାମାବାଦ୍‌, ୨।୮(ଆଇଏଏନ୍‌ଏସ୍‌):ପାକିସ୍ତାନୀ ଜେଲ୍‌ରେ ବନ୍ଦୀ ଥିବା ଭାରତୀୟ ନାଗରିକ କୁଳଭୂଷଣ ଯାଦବଙ୍କୁ ଦୂତାବାସ ସହାୟତା ଯୋଗାଇଦେବାକୁ ପାକିସ୍ତାନ ରାଜି ହୋଇଛି। ତାଙ୍କୁ ଏହି ସହାୟତା ଦେବାକୁ ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ ନିର୍ଦ୍ଦେଶ ଦେବାର ୧୫ ଦିନ ପରେ ପାକିସ୍ତାନ ଏପରି ନିଷ୍ପତ୍ତି…

ରାଜ୍ୟର ୬ ବ୍ଲକ ସମ୍ପୂର୍ଣ୍ଣ ଲବଣାକ୍ତ

ଭୁବନେଶ୍ୱର,୨।୮(ବ୍ୟୁରୋ) : ରାଜ୍ୟର ୬ଟି ବ୍ଲକ ସମ୍ପୂର୍ଣ୍ଣ ଲବଣାକ୍ତ। ଏହି ବ୍ଲକଗୁଡିକ ହେଉଛି- ଭଦ୍ରକର ଚାନ୍ଦବାଲି, ଜଗତ୍‌ସିଂହପୁରର ଏରସମା, କେପଡ଼ାର ମହାକାଳପଡ଼ା, ମାର୍ଶାଘାଇ, ରାଜନଗର ଏବଂ ରାଜକନିକା। ୫ଟି ବ୍ଲକ ସେମିକ୍ରିଟିକାଲ(ଏକ୍ସଟ୍ରାସନ ୭୦%ରୁ ୯୦%) । ସେହିପରି ୪୪ଟି ଆପ୍ରୋଚିଙ୍ଗ୍‌ ସେମିକ୍ରିଟିକାଲ…

ଅଯୋଧ୍ୟା ମଧ୍ୟସ୍ଥ କମିଟି ରିପୋର୍ଟ ଦାଖଲ: ସୁପ୍ରିମକୋର୍ଟରେ ଶୁଣାଣି ଆଜି

ନୂଆଦିଲ୍ଲୀ, ୨।୮(ପି.ଟି.):ସୁପ୍ରିମକୋର୍ଟରେ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ରେ ହେବ। ଅଦାଲତଙ୍କ ହ୍ବାରା ନିଯୁକ୍ତ ମଧ୍ୟସ୍ଥ କମିଟି ସୋମବାର ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଅନ୍ତରୀଣ ରିପୋର୍ଟ ଜଉମୁଦା ଲଫାପାରେ ଦାଖଲ କରିଥିଲେ। ଶୁକ୍ରବାର ସର୍ବୋଚ୍ଚ…

ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲା:ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ, ୨।୮(ପି.ଟି.):ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ସୁପ୍ରିମକୋର୍ଟ ଅପରାଧୀ ମନୋହରନ୍‌ଙ୍କ ମୃତ୍ୟୁଦଣ୍ଡାଦେଶକୁ ଗୁରୁବାର କାଏମ ରଖିଛନ୍ତି। ୨୦୧୦ରେ କୋଏମ୍ବାଟୁର୍‌ରେ ଜନୈକା ୧୦ ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର କରାଯିବା ସହ ତାଙ୍କୁ ଓ ତାଙ୍କ ୭ ବର୍ଷର ସାନଭାଇଙ୍କୁ…

ସ୍ତ୍ରୀଙ୍କୁ ରାଜନୀତିକୁ ଆଣିବାରୁ ଶତ୍ରୁତା

ଲକ୍ଷ୍ନୌ,୨।୮ (ଆଇଏଏନ୍‌ଏସ୍‌):୨୦୧୮ ଏପ୍ରିଲ ୮ରେ ଉନ୍ନାଓ ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ଆଗରେ ଆମତ୍ଦାହ ଉଦ୍ୟମ କରି ନ ଥିଲେ କୁଲଦୀପ ସିଂ ସେନ୍‌ଗର ଉତ୍ତରପ୍ରଦେଶ ବିଧାନସଭାର ୪୦୩ ବିଧାୟକଙ୍କ ମଧ୍ୟରୁ ଜଣେ ହୋଇ ରହିଯାଇଥାନ୍ତେ। ପ୍ରଥମେ…

ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ

ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ ଗଣିତ ଆଧାରରେ ଚାଲୁଛି। ତେଣୁ ଏହାକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ…

ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ

ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର…

ଭାରତକୁ ଟ୍ରେଡ୍‌ ଓ୍ବାର୍‌ ଲାଭ;ରପ୍ତାନି ବୃଦ୍ଧିରେ ବିଶ୍ୱରେ ଏକମାତ୍ର ଦେଶ

ନୂଆଦିଲ୍ଲୀ,୨-୮: ଆମେରିକା ଓ ଚାଇନା ମଧ୍ୟରେ ଟ୍ରେଡ୍‌ ଓ୍ବାର୍‌ ଆରମ୍ଭ ହୋଇଥିବା ବେଳେ ଏସିଆରେ ଭାରତ ଏକମାତ୍ର ଦେଶ ଯିଏକି ଅଧିକ ରପ୍ତାନି କରିବାରେ ସଫଳ ହୋଇଛି। ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ, ଆର୍ଥିକ ବର୍ଷ ୨୦୧୭ର ଚତୁର୍ଥ ତ୍ରୈମାସରେ ବିଶ୍ୱ ରପ୍ତାନିରେ…

ରିଟର୍ନ ଦାଖଲ ଲାଗି ଇ-ଫାଇଲିଂ ଲାଇଟ୍‌

ନୂଆଦିଲ୍ଲୀ,୨-୮: ଆୟକର ବିଭାଗ ପକ୍ଷରୁ ରିଟର୍ନ ଦାଖଲ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂଆ ସରଳ ସୁବିଧା ଆରମ୍ଭ କରାଯାଇଛି। ବିଭାଗର ଓ୍ବେବ୍‌ସାଇଟରେ ‘ଇ-ଫାଇଲିଂ ଲାଇଟ୍‌’ ନାମରେ ଏହି ସୁବିଧା ଆରମ୍ଭ ହୋଇଛି। ଓ୍ବେବସାଇଟର ହୋମ୍‌ପେଜରେ ‘ଇ-ଫାଇଲିଂ ଲାଇନ’ ବଟନ ଦବାଇ…

ରିଲାଏନ୍ସ ରିଟେଲର ୨୬% ଅଂଶଧନ କିଣିପାରେ ଆମାଜନ

ନୂଆଦିଲ୍ଲୀ,୨-୮: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଜେଫ୍‌ ବେଜୋସ୍‌ଙ୍କ ଇ-କମର୍ସ କମ୍ପାନୀ ଆମାଜନ ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ଦେଶର ସର୍ବବୃହତ ରିଟେଲ କମ୍ପାନୀ ରିଲାଏନ୍ସ ରିିଟେଲର ୨୬% ଅଂଶଧନ କିଣିପାରେ। ତେବେ ଦୁଇ କମ୍ପାନୀ ମଧ୍ୟରେ ଆଲୋଚନା ଚାଲିଥିବାରୁ ନିଷ୍ପତ୍ତି…

ଜୁଲାଇରେ ଜିଏସ୍‌ଟି ଆଦାୟ ଲକ୍ଷେ କୋଟି ଟପିଲା

ନୂଆଦିଲ୍ଲୀ,୨-୮: ଜିଏସ୍‌ଟି ଆଦାୟ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କୁ ଖୁସି ଆଣିଦେଇଛି। ଜୁଲାଇରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଯାଇଛି। ଏହି ସମୟରେ ୧.୦୨ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ଆଦାୟ ହୋଇଛି। ସେଣ୍ଟ୍ରାଲ ଜିଏସ୍‌ଟି(ସିଜିଏସ୍‌ଟି) ବାବଦରେ ୧୭,୯୧୨ କୋଟି,…

ବ୍ରେନ୍‌ଷ୍ଟ୍ରୋକ୍‌ରୁ ଦୂରେଇ ରଖେ ଏହି ଚା’…

ପାନମଧୁରୀ ଚା’ ଦେହ ପାଇଁ ଉପକାରୀ। ବହୁ ରୋଗରୁ ଏହା ଦୂରେଇ ରଖିଥାଏ। କେତେକ ଏହାକୁ ‘ଥାଇମ୍‌ ଟି’ ମଧ୍ୟ କୁହନ୍ତି। ଏହା ହୃଦୟ ଓ ମସ୍ତିଷ୍କ ପାଇଁ ବେଶ ଲାଭଦାୟକ। ଅଭ୍ୟାସ କରି ସକାଳେ ଅଧାକପ ପାନମଧୁରୀ ଚା’ ପିଇଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?