Home Left

ଷ୍ଟେଶନ୍‌ରେ ଏକ୍‌ ପ୍ୟାର୍‌ କା ନଗ୍‌ମା ହୈ ଗୀତ ଗାଉଥିବା ମହିଳାଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ: ଦେଖିଲେଣି ୨ ନିୟୁତରୁ ଅଧିକ ଲୋକ

କୋଲକାତା,୧।୮: ପଶ୍ଚିମବଙ୍ଗର ଜଣେ ମହିଳା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ମହିଳା ଜଣକ ଷ୍ଟେଶନ୍‌ରେ ବସି ଲତା ମଙ୍ଗେସକରଙ୍କ ଦ୍ୱାରା ୧୯୭୨ରେ ଶୋର୍‌ ଦିନ୍ଦୀ ଫିଲ୍ମର ଗୀତ ଏକ୍‌ ପ୍ୟାର୍‌ କା ନଗ୍‌ମା ହୈ ଗୀତ ଗାଉଥିବାର…

ପଞ୍ଜାବୀ ଗୀତରେ ଗେଲ୍‌ଙ୍କ ସହ ମିଶି ଧୂମ୍‌ ନାଚିଲେ ଯୁବରାଜ

ଟିମ୍‌ ଇଣ୍ଡିଆର ସିକ୍ସର୍‌ କିଙ୍ଗ୍‌ ଯୁବରାଜ ସିଂ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିସାରିଛନ୍ତି କିନ୍ତୁ ତାଙ୍କ ବ୍ୟାଟିଂକୁ ଏବେ ବି ଦର୍ଶକ ଉପଭୋଗ କରୁଛନ୍ତି। କାନାଡାରେ ଚାଲିଥିବା ଗ୍ଲୋବାଲ୍‌ ଟି୨୦ ଲିଗ୍‌ରେ ଯୁବରାଜ ଚମତ୍କାର ବ୍ୟାଟିଂ କରୁଛନ୍ତି। ଏହି ଲିଗରେ ଓ୍ବେଷ୍ଟଇଣ୍ଡିଜର…

ମା’ର ମୃତଦେହକୁ କାନ୍ଧଦେଲେନି ପୁଅ: ପୋଲିସ ଉପସ୍ଥିତିରେ ଅନ୍ତିମ ସଂସ୍କାର କଲେ ଗ୍ରାମବାସୀ

ଛେଣ୍ଡିପଦା,୧।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ମାଛକୁଟା ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ମା’ର ଅନ୍ତିମ ସଂସ୍କାର ପାଇଁ ନିଜ ପୁଅ କାନ୍ଧ ଦେଇ ନ ଥିବା ଜଣାପଡ଼ିଛି। ଦୀର୍ଘ ସମୟ ଧରି ଗଁ।ରେ ମୃତଦେହ ପଡ଼ିଥିବା…

୬ଟି ବଲରୁ ୬ଟି ଛକା ଦେଇଥିବା ବୋଲରଙ୍କ ପରଲୋକ

ଲଡ୍ସ, ୧।୮: ପ୍ରସିଦ୍ଧ କ୍ରିକେଟର ମ୍ୟାକଲୋମ ନ୍ୟାସଙ୍କ ୭୪ବର୍ଷ ବୟସରେ ପରଲୋକ ଘଟିଛି। ଲଡ୍ସର ଏକ ହୋଟେଲରେ ରାତ୍ରି ଭୋଜନ କରୁଥିବାବେଳେ ସେ ହଠାତ୍‌ ତଳେ ପଡିଯାଇଥିଲେ। ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ମୃତ୍ୟୁ ହୋଇଛି। ୫୧…

ସମଲପୁରୀ ଦିନ୍‌ ପାଳନ ଅବସରରେ ଶୋଭାଯାତ୍ରା

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲା ଭେଡେନର ମନୋହର ସାଂସ୍କୃତିକ ସଂସଦ ଏବଂ ଶ୍ରୀଧର ସାହିତ୍ୟ ସଂସଦ ପକ୍ଷରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ସମଲପୁରୀ ଦିନ୍‌ ପାଳନ କରାଯାଇଛି। ଏଥିସହିତ କବି ସତ୍ୟନାରାୟଣ ବହିଦାର ଓ ଶ୍ରୀଧର ପ୍ରଧାନ…

ସ୍ବାମୀଙ୍କ ଠାରୁ ଅଲଗା ରହିବା ପାଇଁ ନିଷ୍ପତ୍ତି ନେଲେ ଦିୟା

ବି ଟାଉନ୍‌ ଅଭିନେତ୍ରୀ ଦିୟା ମିର୍ଜା ବିବାହର ୫ ବର୍ଷ ପରେ ସ୍ବାମୀ ସାହିଲ ସାହିଲ ସାଂଘାଙ୍କଠାରୁ ଅଲଗା ରହିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଦୁଇଜଣଙ୍କ ଆପୋସ ସହମତିରେ ଏପରି ନିଷ୍ପତ୍ତି ନେଇଥିବା ଦିୟା ନିଜେ ସୋସିଆଲ ମିଡିଆରେ ପୋଷ୍ଟ କରି…

ବଡ଼ୋଦରାରେ ପ୍ରବଳ ବର୍ଷା: ରାସ୍ତାରେ ମୋଟର ବୋଟ୍‌; ବେଡ଼୍‌ ରୁମ୍‌ରେ ପାଣି

ଅହମ୍ମଦାବାଦ୍‌,୧।୮: ଗୁଜରାଟ ବଡ଼ୋଦରାରେ ପ୍ରବଳ ବର୍ଷା ଯୋଗୁ ଲୋକେ ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି। ଏଠାରେ ୧୮ ଇଞ୍ଚ ବର୍ଷା ରେକର୍ଡ କରାଯାଇଛି। ପ୍ରବଳ ବର୍ଷା ଯୋଗୁ ରାସ୍ତାରେ ମୋଟର ବୋଟ୍‌ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। କେତେକ ଲୋକଙ୍କ ଘରେ ପାଣି…

ଭାଜପାରୁ ବହିଷ୍କୃତ ହେଲେ ଅଭିଯୁକ୍ତ ବିଧାୟକ କୁଲଦୀପ ସେନ୍‌ଗାର

ଲକ୍ଷ୍ନୌ,୧।୮: ଉନ୍ନାଓ ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ ଭାଜପାରୁ ବହିଷ୍କାର କରାଯାଇଛି। ସୂଚନା ଅନୁଯାୟୀ, ଭାଜପାର ପ୍ରଦେଶ ଅଧ୍ୟକ୍ଷ ସ୍ବତନ୍ତ୍ରଦେବ ସିଂକୁ ଦିଲ୍ଲୀରୁ ଅଚାନକ ଡାକରା ଆସିବା ପରେ ସେନ୍‌ଗାରଙ୍କୁ ବହିଷ୍କାର କରାଯାଇଛି। ତେବେ…

ପିକ୍‌ଅପ୍‌ ଭ୍ୟାନ ସହିତ ଚୋରାକାଠ ଜବତ: ୩ଗିରଫ

କପ୍ତିପଦା,୧।୮(ଡି.ଏନ୍‌.ଏ):କପ୍ତିପଦା ରେଞ୍ଜ ଅଧିନ ନିକଟରେ ଚୋରାକାଠ ଚାଲାଣ ହେଉଥିବା ଖବର ପାଇବା ପରେ କପ୍ତିପଦା ବନବିଭାଗ ପକ୍ଷରୁ ବୁଧବାର ରାତିରେ ଏକ ପିକ୍‌ଅପ୍‌ ଭ୍ୟାନ ଉପରେ ଚଢ଼ାଉ କରାଯାଇଥିଲା। ଭ୍ୟାନକୁ ଜବତ କରାଯିବା ସହ ଚୋରାକାଠକୁ ଜବତ କରାଯାଇଛି। ଏହି କାଠର…

ଛାଡପତ୍ର ପରେ ଭାଙ୍ଗିନି ଏହି ବଲିଉଡ ଯୋଡିଙ୍କ ସମ୍ପର୍କ

ସାଧାରଣତଃ ଛାଡପତ୍ର ପରେ ସ୍ବାମୀ-ସ୍ତ୍ରୀ କୌଣସି ସମ୍ପର୍କ ରଖନ୍ତି ନାହିଁ। କିନ୍ତୁ ବଲିଉଡର ୫ଟି ଆଗଧାଡିର କଳାକାର ବ୍ୟକ୍ତିଗତ ଜୀବନରେ ଛାଡପତ୍ର ନେଇଥିଲେ ମଧ୍ୟ ସେମାନଙ୍କ ମଧ୍ୟରେ ସମ୍ପର୍କ ଦୃଢ ରହିଛି। ଅମିର ଖାନ୍‌-ରୀନା ଦତ୍ତ ବଲିଉଡ ଅଭିନେତା ଅମିର ଖାନ୍‌…

ବାରବାଙ୍କି ସ୍କୁଲ ଛାତ୍ରୀଙ୍କ ପ୍ରଶ୍ନର ଉତ୍ତର ଦେଉ ଭାଜପା: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୮: ଏଥର ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ଉତ୍ତର ପ୍ରଦେଶ ବାରବାଙ୍କିର ଜଣେ ସ୍କୁଲ ଛାତ୍ରୀ ସୁରକ୍ଷାକୁ ନେଇ ପୋଲିସକୁ ଯେଉଁ ପ୍ରଶ୍ନ କରିଛନ୍ତି ତା’ର ଉତ୍ତର ଶାସକ ଭାଜପା ଦେଉ ବୋଲି ପ୍ରିୟଙ୍କା…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧।୮(ଡି.ଏନ୍‌.ଏ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପରିଭ୍ରମଣ ପାଇଁ ଗୁରୁବାର ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ବହୁ ପତୀକ୍ଷା ପରେ ଦୂରଦୂରାନ୍ତରୁ ଆସିଥିବା ହଜାର ହଜାର ପର୍ଯ୍ୟଟକ ଭିତରକନିକା ବୁଲି ଦେଖିଛନ୍ତି। ଏଥିସହ ପର୍ଯ୍ୟଟକଙ୍କ ପାଇଁ ନୌକା ବିହାରର ବ୍ୟବସ୍ଥା କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?