Home Left

୪୪୧ ସ୍କୁଲରେ ଛାତ୍ରୀ, ୧୪୮୫ ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ୪୪୧ଟି ବାଳିକା ବିଦ୍ୟାଳୟ ଏବଂ ୧୪୮୫ଟି ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ। ୨୦୧୭-୧୮ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୫୪,୨୯୮ଟି ସରକାରୀ ସ୍କୁଲ ମଧ୍ୟରୁ ୫୩,୭୬୩ ସ୍କୁଲରେ ବାଳିକା ଶୌଚାଳୟ ଏବଂ ୫୨,୫୨୧ ସ୍କୁଲରେ ବାଳକ ଶୌଚାଳୟ…

ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ, ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ ଓ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ…

ଭୂସ୍ଖଳନରେ ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ଶ୍ରୀନଗର ହାଇଓ୍ବେ ନିକଟରେ ଭୂସ୍ଖଳନରେ ଫସିଥିବା ଜଣେ ଯୁବକଙ୍କୁ ବୁଧବାର ସିଆରପିଏଫ୍‌ର ୭୨ ବାଟାଲିୟନ ଯବାନ ଉଦ୍ଧାର କରିଛନ୍ତି। ମଙ୍ଗଳବାର ଲଗାଣ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ମାଟି ଅତଡା ଧସିଯାଇଥିଲା। ଫଳରେ ରାସ୍ତାରେ ଯାତାୟାତରେ ବାଧା ସୃଷ୍ଟି…

ଉନ୍ନାଓ ଦୁର୍ଘଟଣା: ଘଟଣାସ୍ଥଳରେ ପହଞ୍ଚିଲେ ସିବିଆଇ ଟିମ୍‌

ରାଏବରେଲି,୩୧।୭: ଏକ କାର୍‌ ଦୁର୍ଘଟଣାରେ ଉନ୍ନାଓ ବଳାତ୍କାର ପୀଡ଼ିତା ଗୁରୁତର ଆହତ ହୋଇଛନ୍ତି। ଏହି ମାମଲାର ଯାଞ୍ଚ୍‌ ପାଇଁ ସିବିଆଇ ୧୨ ଜଣିଆ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଖୁବଶୀଘ୍ର ଗିରଫ ଟ୍ରକ୍‌ ଡ୍ରାଇଭର୍‌ ଏବଂ କ୍ଲିନ୍‌ରଙ୍କୁ ପଚରାଉଚୁରା…

ରାନ୍‌କୀ ରେଡ୍ଡୀ-ପୋନ୍ନାପାଙ୍କ ବୃହତ୍‌ ବିଜୟ

ବ୍ୟାଙ୍କକ୍‌,୩୧।୭(ପିଟି)- ଭାରତୀୟ ମିକ୍ସଡ୍‌ ଡବଲ୍ସ ଖେଳାଳି ସାତ୍ୱିକ ସାଇରାଜ ରାନ୍‌କୀ ରେଡ୍ଡୀ ଓ ଅଶ୍ୱିନୀ ପୋନ୍ନାପାଙ୍କ ଯୋଡ଼ି କ୍ୟାରିୟରର ଅନ୍ୟତମ ବୃହତ୍‌ ବିଜୟ ହାସଲ କରିଛନ୍ତି। ଏମାନେ ଅଲିମ୍ପିକ୍‌ ରୌପ୍ୟ ପଦକ ବିଜେତା ଚାନ ପେଙ୍ଗ ସୁନ ଓ ଗୋ ଲିଉ…

ସିନ୍ଧୁ, ସାଇନାଙ୍କ ର଼୍ୟାଙ୍କିଙ୍ଗ୍‌ ସ୍ଥିର

ନୂଆଦିଲ୍ଲୀ,୩୧।୭(ପିଟି)- ଦେଶର ଦୁଇ ମହିଳା ସିଙ୍ଗଲ୍ସ ଶଟଲର ପି. ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ବିଶ୍ୱ ମାନ୍ୟତାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହା ଦର୍ଶାଇଛି ବିଶ୍ୱ ବ୍ୟାଡ୍‌ମିଣ୍ଟନ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ବୁଧବାର ପ୍ରକାଶ ପାଇଥିବା ନୂଆ ର଼୍ୟାଙ୍କିଙ୍ଗ୍‌। ନେହ୍ବାଲ…

ଭରତପୁର କୋଇଲା ଖଣି ଦୁର୍ଘଟଣା ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ, ୩ ପ୍ରସଙ୍ଗରେ ଆଲୋଚନା

ଅନୁଗୋଳ ଅଫିସ,୩୧।୭: ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାକୁ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଜିଲାପାଳଙ୍କ ସହ ଏମ୍‌ସିଏଲ୍‌ର ଉଚ୍ଚପଦସ୍ଥ ଅଧିକାରୀ, ପୋଲିସ, ତାଳଚେର ବିଧାୟକ, ପାଲଲହଡ଼ା ବିଧାୟକ,…

ଯୁବରାଜ ସିଂଙ୍କ ଭଉଣୀ ରିତିକାଙ୍କୁ କେମିତି ପ୍ରେମ କରି ବସିଥିଲେ ରୋହିତ୍‌ ଶର୍ମା

ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ରିତିକା ସଜଦେହଙ୍କୁ ବିବାହ କରିଛନ୍ତି। ରିତିକା ପୂର୍ବତନ ଭାରତୀୟ ଖେଳାଳି ଯୁବରାଜ ସିଂଙ୍କ ଭଉଣୀ ତାହା ହୁଏତ ଖୁବ୍‌ କମ୍‌ ଲୋକ ଜାଣିଥିବେ। ଯଦିଓ ରିତିକା ଯୁବିଙ୍କ ନିଜ ଭଉଣୀ ନୁହନ୍ତି।…

ବିଦ୍ୟୁତ ବିଭାଗର ମନମାନି : ବିନା ସୂଚନାରେ ସଂଯୋଗ ବିଚ୍ଛିନ୍ନ, ଉପଭୋକ୍ତା ମହଲରେ ଅସନ୍ତୋଷ

ଆନନ୍ଦପୁର,୩୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବିଦ୍ୟୁତ୍‌ ବିଭାଗର ମନମାନି ଯୋଗୁ ଉପଭୋକ୍ତା ଶୋଷଣର ଶିକାର ହେଉଥିବା ଅଭିଯୋଗ ହେଉଛି। ବିନା ସୂଚନାରେ ବାରମ୍ବାର ବିଦ୍ୟୁତ୍‌ କାଟ, ସାମାନ୍ୟ ପତ୍ର ହଲିଲେ ଲାଇନ୍‌ ସଂଯୋଗ ବିଚ୍ଛିନ୍ନ ପରେ ଏବେ ବିଲ୍‌ ଉପଭୋକ୍ତାଙ୍କ…

ଲୋକଙ୍କ କାମରେ ଲାଗୁନି ଶିଶୁ ପାର୍କ: ଜିଲାପାଳଙ୍କୁ ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ ଦାବିପତ୍ର

ଆନନ୍ଦପୁର,୩୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରବାସୀଙ୍କ ଦୀର୍ଘ ଦିନର ଦାବି ପରେ ବିଆର୍‌ଜିଏଫ୍‌ (ପଛୁଆ ଅଞ୍ଚଳ ଅନୁଦାନ ପାଣ୍ଠି) ଯୋଜନାରେ ପ୍ରାୟ ୧ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ଶିଶୁ ପାର୍କ ନିର୍ମାଣ କରାଯାଇଥିଲା। ଏହି ପାର୍କ ନିର୍ମାଣ କାର୍ଯ୍ୟ ଶେଷ…

ବିଭିନ୍ନ ଦାବିନେଇ ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଙ୍କ ବିକ୍ଷୋଭ

ଭବାନୀପାଟଣା,୩୧।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ବର୍ଦ୍ଧିତ ହଷ୍ଟେଲ ଫି’ ହ୍ରାସ ଓ ଛାତ୍ରଙ୍କୁ ନୂତନ ଛାତ୍ରାବାସକୁ ସ୍ଥାନାନ୍ତର ଦାବି ନେଇ ଛାତ୍ର ଅଶାନ୍ତି ଦେଖାଦେଇଛି। ପୂର୍ବତନ ଛାତ୍ରସଂସଦ ସଭାପତି ଆଶିଷ ମହାପାତ୍ରଙ୍କ ନେତୃତ୍ୱରେ ବୁଧବାର ଶତାଧିକ ଛାତ୍ର…

ବଡ଼ଭାଇଙ୍କ ଭୁଜାଲି ଚୋଟରେ ସାନଭାଇଙ୍କ ଜୀବନଗଲା

ଅତାବିରା,୩୧।୭(ଡି.ଏନ୍‌.ଏ.) : ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟାଙ୍ଗରପାଲି ପଞ୍ଚାୟତର ତଲାକଟା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଅଜୟ ଲାକ୍ରା (୩୫)ଙ୍କୁ ତାଙ୍କ ବଡ଼ଭାଇ ଫକୀର ଲାକ୍ରା ଏକ ଭୁଜାଲିରେ ଆକ୍ରମଣ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?