Home Left

ସିଦ୍ଧାର୍ଥଙ୍କ ସହ ଯାହା ଘଟିଛି, ମୋ ସହ ବି ସେମିତି ହୋଇଥିଲା:ମାଲ୍ୟା

ଲଣ୍ଡନ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରଯାଇଛି। ବ୍ୟବସାୟରେ କ୍ଷତି ହେଉଥିବାବେଳେ ବାରମ୍ବାର ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟର ଚଢଉ ଯୋଗୁ ସେ ଆତ୍ମହତ୍ୟା କରିଥିବା ଏକ…

ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କ ପରାକ୍ରମ ଉପରେ ଭିଡ଼ିଓ ଗେମ୍‌କୁ ଲୋକାର୍ପିତ କଲେ ଧାନୋଓ୍ବା

ନୂଆଦିଲ୍ଲୀ,୩୧।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍‌ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍‌ ବୁଧବାର କରାଯାଇଛି । ଏହାକୁ ବାୟୁସେନା ମୁଖ୍ୟ ବୀରେନ୍ଦ୍ର ସିଂ ଧାନୋଓ୍ବା ଲୋକାର୍ପିତ କରିଛନ୍ତି। ଭାରତୀୟ ବାୟୁସେନା ପକ୍ଷରୁ…

ଜଟଣୀ ଆଇଓସିଏଲ୍‌ ଟର୍ମିନାଲରେ ମକ୍‌ଡ୍ରିଲ୍‌ : ଖୋର୍ଦ୍ଧା, ବ୍ରହ୍ମପୁର, ପାରାଦୀପରେ ହେବ ପ୍ରକଳ୍ପ

ଜଟଣୀ, ୩୧ା୭ (ଡି.ଏନ.ଏ.): ପାରାଦୀପରେ ଏଲ୍‌ପିଜି ଇମ୍‌ପୋର୍ଟ ଟର୍ମିନାଲ,ଖୋର୍ଦ୍ଧାରେ ଏଲ୍‌ପିଜି ବଟ୍‌ଲିଂ ପ୍ଲାଣ୍ଟ, ବ୍ରହ୍ମପୁରରେ ଅନ୍ୟ ତୈଳ କମ୍ପାନୀ ସହ ମିଶି ଡିପୋ ଟର୍ମିନାଲ ସ୍ଥାପନ ହେବାକୁ ଯାଉଥିବା ଓଡ଼ିଶାସ୍ଥିତ ଆଇଓସିଏଲ୍‌ର ଚିଫ ଜେନେରାଲ ମ୍ୟାନେଜର(ସିଜିଏମ୍‌) ଶୁଭୋଜିତ ଘୋଷ କହିଛନ୍ତି। ଜଟଣୀସ୍ଥିତ…

ମଞ୍ଚେଶ୍ୱର ଥାନାଞ୍ଚଳ ପାଲଟିଛି ଲୁଟେରାଙ୍କ ସୁରକ୍ଷିତ ଜୋନ୍‌:୧୬ ଘଣ୍ଟାରେ ୩ ବଡ଼ ଲୁଟ୍‌, ଡକାୟତି

ରାଜଧାନୀରେ ପୁଣି ମାତିଲେ ଲୁଟେରା। ଏଥର ମଞ୍ଚେଶ୍ୱର ଥାନାଞ୍ଚଳରେ ଦିନ ତମାମ ଖେଳାଇଛନ୍ତି ଆତଙ୍କ। କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରି ୧୬ ଘଣ୍ଟାରେ ଘଟାଇଛନ୍ତି ୩ ବଡ଼ ଲୁଟ୍‌ ଓ ଡକାୟତି। ଦୁଇଟି ଘଟଣା ଭୋର୍‌ ସମୟରେ ଘଟିଥିବାବେଳେ ପୋଲିସ ସେପରି…

କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ପାଇଁ ମିଳୁନି ଦୃଢ଼ ପ୍ରମାଣ

କଟକ ଅଫିସ,୩୧।୭: ଗୋଟିଏ ଦିନରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାର ସନ୍ଦିଗ୍ଧ ଅଭିଯୁକ୍ତ ଏବେ ପୋଲିସ କବ୍‌ଜାରେ ରହିଛନ୍ତି। ସୋମବାର ପୂର୍ବାହ୍ନରେ ସନ୍ଦିଗ୍ଧ ନାରାୟଣ ସାହୁଙ୍କୁ ପୋଲିସ ଉଠାଇ ଆଣିଥିଲା। ହେଲେ ଏଯାଏ ତାଙ୍କୁ ଗିରଫ କରିବା ପାଇଁ ଠୋସ ପ୍ରମାଣ…

କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଦୂଷିତ ପରିବେଶ, ଦୂଷିତ ପାଣି ପ୍ରଭାବରେ ଜଣ୍ଡିସ ବ୍ୟାପୁଛି। ସିଏମ୍‌ସି…

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ କେତେକ ଅସାଧୁବ୍ୟକ୍ତି ଗଳାବାଟ କାଢ଼ି ଯାତ୍ରା କରିବା ବାହାନାରେ ଆସି ବେପାର କରୁଛନ୍ତି। ଏଭଳି…

ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଜମି ଉଦ୍ଧାର ପାଇଁ ପ୍ରୟାସ: ବେଆଇନ ନିର୍ମାଣ କାର୍ଯ୍ୟ ଉପରେ ୧୪୪ ଧାରା ଜାରି

ପୁରୁଣା ଭୁବନେଶ୍ୱର, ୩୧। ୭ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଜମି ଉପରେ ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ରୋକ ଲାଗିଛି। ମିଳିଥିବା ଖବର ମୁତାବକ, ନୂଆଗଁା ମୌଜା, ଖାତା ନଂ. ୪୩୭, ପ୍ଲଟ ନଂ. ୧୧୮,…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ଛକାପଞ୍ଝା: ଛାତ୍ରଙ୍କୁ ନିର୍ଯାତନା, କଲେଜ ଯିବାକୁ ବାରଣ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ବେଳେ ଏ ନେଇ ବିଭିନ୍ନ କଲେଜରେ ଚକାପଞ୍ଝା ଆରମ୍ଭ ହୋଇଯାଇଥିବା ଦେଖିବାକୁ ମିଳୁଛି। ନିର୍ବାଚନକୁ କେନ୍ଦ୍ରକରି ୩ ମାସ ହେବ ଜଣେ…

ସିବିଏସ୍‌ଇ ସିଟିଇଟି ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି) ୨୦୧୯ର ଫଳ ପ୍ରକାଶ ପାଇଛି। ଜୁଲାଇ ୭ ରେ ସମଗ୍ର ଦେଶରେ ସିଟିଇଟିର ଦ୍ୱାଦଶ ସଂସ୍କରଣ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୦୯ଟି ସହରରେ…

ଉନ୍ନୟନ ବିଭାଗ ଅଧୀନରୁ ହଟିପାରେ ବିଏମ୍‌ସି ହସ୍ପିଟାଲ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଉନ୍ନୟନ ବିଭାଗ ଅଧୀନରୁ କଢାଯାଇପାରେ ରାଜଧାନୀର ଅନ୍ୟତମ ପୁରାତନ ତଥା ପ୍ରମୁଖ ହସ୍ପିଟାଲ ଭୁବନେଶ୍ୱର ମହାନଗର ନିଗମ ବା ବିଏମ୍‌ସି ହସ୍‌ପିଟାଲର ପରିଚାଳନା ଦାୟିତ୍ୱ। ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବିଏମ୍‌ସି…

ବାଲ୍ୟ ବିବାହକୁ ବିରୋଧ କରି ଆତ୍ମନିର୍ଭରଶୀଳ ହେଲେ ୨ ଝିଅ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ବାଲ୍ୟବିବାହ ଏକ ଘୃଣ୍ୟ ସାମାଜିକ ପ୍ରଥା। ଏହି କୁପ୍ରଥା ବିରୋଧରେ ଆଇନ ପ୍ରଣୟନ ହୋଇଥିଲେ ବି ଗଁା ଗହଳିରେ ଅନେକ ଝିଅ ବାଲ୍ୟ ବିବାହର ଶିକାର ହେଉଛନ୍ତି। ମୟୂରଭଞ୍ଜର ଦୁଇ ଝିଅ ବାଲ୍ୟ ବିବାହକୁ ବିରୋଧ କରି ଏବେ ଅନ୍ୟମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?