ଅଗଷ୍ଟ ୨ରେ ଭୁବନେଶ୍ୱରରେ ‘ଇଣ୍ଡିଆନ ଆଇଡଲ’ ଅଡିଶନ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ଟେଲିଭିଜନ ସିଙ୍ଗିଙ୍ଗ୍ ରିୟଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ୍’ ଏଥର ସିଜନ୍ ୧୧ସହ ପୁଣିଥରେ ଫେରିବାକୁ ଯାଉଛି। ସୋନି ଏଣ୍ଟରଟେନ୍ମେଣ୍ଟ ଟେଲିଭିଜନ ଦ୍ୱାରା ପ୍ରସାରିତ ଏହି ରିୟଲିଟି ଶୋ’ ପାଇଁ ଭୁବନେଶ୍ୱର ଅଡିଶନ ଅଗଷ୍ଟ ୨ରେ ଏମ୍ସ ନିକଟ ଡୁନ୍…
ରେଭେନ୍ଶା ବିଶ୍ୱବିଦ୍ୟାଳୟ ବିରୋଧରେ ସାଂଘାତିକ ଅଭିଯୋଗ: ପାଚେରି ଗଢ଼ି ପ୍ରାକୃତିକ ସମ୍ପତ୍ତି ଜବରଦଖଲ
କଟକ ଅଫିସ, ୩୧ା୭: ରେଭେନ୍ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ଏହି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରୀ ନିର୍ମାଣ କରାଯାଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିିଏ)ଙ୍କ ନିୟମ ଓ ହାଇକୋର୍ଟଙ୍କ ଆଦେଶକୁ ଉଲ୍ଲଂଘନ କରାଯାଇ ଖରସୁଆ…
ନନ୍ଦନକାନନ ପାଇଁ ଅଡ଼ୁଆ ସାଜିଛି ବାଉଁଶ ଗଛ
ବାରଙ୍ଗ,୩୧।୭(ଡି.ଏନ୍.ଏ.): ବାତ୍ୟା ପ୍ରକୋପରେ ଅର୍ଦ୍ଧାଧିକ ନଷ୍ଟ ହୋଇଥିବା ନନ୍ଦନକାନନ ଚତୁଃପାର୍ଶ୍ୱକୁ ଧୀରେ ଧୀରେ ସଜଡା ଯାଉଥିବାବେଳେ ଏବେ ଅଡୁଆ ସାଜିଛି ବାଉଁଶ ଗଛ। ଏହି ବାଉଁଶ ପତ୍ର ହଁି ଜୀବଜନ୍ତୁମାନଙ୍କ ପାଇଁ ବିପଦର କାରଣ ପାଲଟିଛି। ନନ୍ଦନକାନନରେ ଏତେ ପରିମାଣର ଥିବା…
ଫନୀରେ କ୍ଷତିଗ୍ରସ୍ତ ବିଦ୍ୟାଳୟର ମରାମତି: କେନ୍ଦ୍ରକୁ ୯୬ କୋଟି ଟଙ୍କା ସହାୟତା ମାଗିଲା ରାଜ୍ୟ
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ଶାସ୍ତ୍ରୀ ଭବନଠାରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ୍ଙ୍କ ସହ ମାଧ୍ୟମିକ ଶିକ୍ଷା ସମ୍ବନ୍ଧ ନେଇ ବ୍ୟାପକ ଆଲୋଚନା କରିଛନ୍ତି। ବାତ୍ୟା ଫନୀରେ କ୍ଷତିଗ୍ରସ୍ତ…
ନଦୀଜଳ ପ୍ରଦୂଷଣ ରୋକିବାକୁ ପ୍ରୟାସ: ୨୬ ସହରରେ ହେବ ସେପ୍ଟେଜ୍ ଟ୍ରିଟ୍ମେଣ୍ଟ ପ୍ଲାଣ୍ଟ
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳକୁ ବିଶୋଧନ କରା ନ ଯାଇ ସିଧାସଳଖ ନଦୀକୁ ଛଡ଼ାଯାଉଥିବା ଯୋଗୁ ନଦୀଜଳ ପ୍ରଦୂଷିତ ହେଉଛି। ତେଣୁ ସହରାଞ୍ଚଳ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳର ବିଶୋଧନ ଏବଂ ପରିଚାଳନା ପାଇଁ କି ପଦକ୍ଷେପ…
ଶକ୍ତି ବିଭାଗ ଖର୍ଚ୍ଚଦାବି ଆଲୋଚନା : ରାଜଧାନୀରେ ଅପଚୟ, ଦୁର୍ଗମ ଅଞ୍ଚଳରେ ମିଳୁନି
ଭୁବନେଶ୍ୱର,୩୧।୭(ବ୍ୟୁରୋ) ରାଜ୍ୟର ବହୁ ପାହାଡ଼ିଆ ଅଞ୍ଚଳରେ ବିଦ୍ୟୁତ ଏ ପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ। ହେଲେ ରାଜଧାନୀର ସଚିବାଳୟରେ ଶକ୍ତି ଅପଚୟ ହେଉଥିବା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି। ବିଧାନସଭାର ମଙ୍ଗଳବାର ଦ୍ୱିତୀୟାର୍ଦ୍ଧରେ ହୋଇଥିବା ଶକ୍ତି ବିଭାଗ ଖର୍ଚ୍ଚଦାବି…
ଚଳିତ ବର୍ଷ ୩୮ ଜେଏମ୍ଏଫ୍ସି କୋର୍ଟ ଖୋଲିବ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ତେବେ ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍ଏଫ୍ସି କୋର୍ଟ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ…
ଆଉ ନୂଆ ୧୭ ଏନ୍ଏସି ଗଠନ ହେବ
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) ଗଠନ ହେବ। କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର ପ୍ରଶ୍ନୋତ୍ତର…
ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା ଓ…
ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩.୮୯ଲକ୍ଷ ଘର ଦେବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାୟ ୪୦ଲକ୍ଷ ହିତାଧିକାରୀ…
ପ୍ରସ୍ତୁତି ପଥେ ‘ଗୁଲାବୋ ସିତାବୋ’
ଲକ୍ଷ୍ନୌ: ଅଭିନେତା ଆୟୁଷ୍ମାନ୍ ଖୁରାନା ତାଙ୍କର ପରବର୍ତ୍ତୀ ଫିଲ୍ମ ‘ଗୁଲାବୋ ସିତାବୋ’ ଶୁଟିଂ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅମିତାଭ ବଚ୍ଚନ ଅଭିନୟ କରୁଥିବାବେଳେ ନିର୍ଦ୍ଦେଶକ ଶୁଜିତ ସର୍କାର ମଧ୍ୟ ଏହାର ନିର୍ଦ୍ଦେଶନା ଦେଉଛନ୍ତି। ଏ ସମ୍ପର୍କରେ ଆୟୁଷ୍ମାନ୍…
ଏନ୍ପିସିଡିସିଏସ୍ର ପ୍ରଥମ ଟାସ୍କଫୋର୍ସ ବୈଠକ: ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍ପିସିଡିସିଏସ୍) ଟାସ୍କଫୋର୍ସର ପ୍ରଥମ ରାଜ୍ୟସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଟାସ୍କଫୋର୍ସ ଅଧ୍ୟକ୍ଷ ତଥା ସ୍ବାସ୍ଥ୍ୟ ଓ ପରିବାର…

