ଟ୍ରାନ୍ସଜେଣ୍ଡରଙ୍କୁ ମିଳିଲା ପ୍ରଥମ ମିସ୍ ମେକ୍ସିକୋ ମୁକୁଟ
ମେକ୍ସିକୋ ସିଟି,୩୦।୭: ମେକ୍ସିକୋରେ ପ୍ରଥମଥର ଲାଗି ଜଣେ ଟ୍ରାନ୍ସଜେଣ୍ଡରଙ୍କୁ ମିସ୍ ମେକ୍ସିକୋ ୨୦୧୯ ମୁକୁଟ ମିଳିଛି। କାଲିଫର୍ନିଆ ଓ ମେକ୍ସିକୋ ସିଟିର ମିସ୍ଙ୍କୁ ହରାଇ ଇଓ୍ବାନା କୋଜାରେସ ଏହି ଗୌରବର ଅଧିକାରୀ ହୋଇପାରିଛନ୍ତି। ଜଳବାୟୁ ପରିବର୍ତ୍ତନ ଓ ସାମାଜିକ ଅଧିକାରକୁ ନେଇ…
ଫୁଟବଲ୍ ଖେଳିଲେ ଧୋନୀ
ମୁମ୍ବାଇ,୩୦।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସେନାରେ ଟ୍ରେନିଂ ନେବା ପୂର୍ବରୁ ବଲିଉଡ ଅଭିନେତାଙ୍କ ସହ ଫୁଟବଲ ଖେଳିଛନ୍ତି। ଏକ ଦାତବ୍ୟ ଅନୁଷ୍ଠାନକୁ ପାଣ୍ଠି ଯୋଗାଡ ପାଇଁ ଆୟୋଜିତ ଏକ ଫୁଟବଲ ମ୍ୟାଚ୍ରେ ଭାଗ ନେଇଥିଲେ ଧୋନୀ। ଅର୍ଜୁନ କପୁର…
୧୩ଜଣଙ୍କ ଜୀବନ ବଞ୍ଚାଇଲେ ୫ବର୍ଷର ଶିଶୁ
ଓ୍ବାଶିଂଟନ୍, ୩୦।୭: ଆମେରିକାର ଚିକାଗୋ ସହରରେ ଜଣେ ୫ବର୍ଷର ଶିଶୁ ପାଇଁ ଘରର ୧୩ ଜଣ ସଦସ୍ୟଙ୍କ ଜୀବନ ବଞ୍ଚିଯାଇଛି। ରୋଷେଇ ଘରେ ନିଆଁ ଲାଗିଥିବାର ଦେଖି ଜୟଦେନ ଏସ୍ପିନୋସା ନିଜ ପରିବାର ସଦସ୍ୟଙ୍କୁ ପାଟିକରି ଡାକିଥିଲେ। ଫଳରେ ସମସ୍ତଙ୍କୁ ସୁରକ୍ଷିତ…
ବିମାନବନ୍ଦରରେ ବୁଲୁଥିବା ମହିଳାଙ୍କ ବ୍ୟାଗ୍ରୁ ହଠାତ୍ ବାହାରିଲା ନିଆଁ
ବ୍ୟାଙ୍କକ,୩୦।୭: ଆପଣ ପାଓ୍ବାର ବ୍ୟାଙ୍କ ବ୍ୟବହାର କରୁଛନ୍ତି କି ଯଦି କରୁଛନ୍ତି ତାହେଲେ ସାବଧାନ୍ ହୋଇଯାଆନ୍ତୁ। ନ ହେଲେ ଏହି ପାଓ୍ବାର ବ୍ୟାଙ୍କ ଆପଣଙ୍କ ପାଇଁ ବିପଦଜନ୍ନକ ହୋଇପାରେ। କିଛି ଏଭଳି ଘଟଣା ଘଟିଛି ଥାଇଲାଣ୍ଡର ଚିୟାଂ ମାଇ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ।…
ରତୁଲ୍ଙ୍କ ୨୫୪ କୋଟିି ଟଙ୍କାର ସମ୍ପତ୍ତି ଜବତ କଲା ଆୟକର ବିଭାଗ
ନୂଆଦିଲ୍ଲୀ,୩୦।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ୍ ପୁରୀଙ୍କ ୨୫୪ ଟଙ୍କାର ସମ୍ପତ୍ତି ଆୟକର ବିଭାଗ ପକ୍ଷରୁ ଜବତ କରାଯାଇଛି। ରାଜୀବ ସାକ୍ସସେନାଙ୍କ ସହଯୋଗରେ ଏଫଡିଆ ଦ୍ୱାରା ଭାରତକୁ ବିପୁଳ ପରିମାଣର ଟଙ୍କା ଆଣିଥିବା ଅଭିଯୋଗ ହୋଇଛି। ସେହିପରି ଅଗୁସ୍ତା ମାମଲାରେ…
ସଫଳତାର ରହସ୍ୟ ବଖାଣିଲେ ‘ସୁନା’ ଝିଅ ହିମା
ଗୁଆହାଟୀ, ୩୦।୭: ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ୧୮ ଦିନ ମଧ୍ୟରେ ୫ଟି ସ୍ବର୍ଣ୍ଣ ପଦକ ଜିତି କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଚହଳ ପକାଇଛନ୍ତି। ନିକଟରେ ଟୁଇଟ ଯୋଗେ ସେ ନିଜ ସଫଳତାର ରହସ୍ୟ ଉନ୍ମୋଚନ କରିଛନ୍ତି।…
ବସ୍ ଧକ୍କାରେ ମହିଳା ମୃତ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକୋ
ଗଞ୍ଜାମ,୩୦ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଗ୍ରାମ ନିକଟରେ ମଙ୍ଗଳବାର ଭୋରରେ ବସ୍ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁଇଁତୋଳା ଗ୍ରାମର ଯୁଧିଷ୍ଠିର ନନ୍ଦଙ୍କ ସ୍ତ୍ରୀ ଅପସରି ନନ୍ଦ(୬୧)। ମିଳିଥିବା ସୂଚନାନୁଯାୟୀ, ଅପସରି…
ମୁଁ ସନ୍ନି ଲିଓନ ନୁହେଁ, ଦୟାକରି ମୋତେ ଫୋନ୍ କରନ୍ତୁ ନାହିଁ
ନୂଆଦିଲ୍ଲୀ,୩୦।୭: ପର୍ନ ଷ୍ଟାରରୁ ବଲିଉଡ୍ ଅଭିନେତ୍ରୀ ପାଲଟି ଥିବା ସନ୍ନି ଲିଓନ ଘରେ ଘରେ ବେଶ୍ ପରିଚିତ। ଏବେ କିନ୍ତୁ ତାଙ୍କ ନାଁକୁ ନେଇ ଜଣେ ବ୍ୟକ୍ତି ଅଡୁଆରେ ପଡିଯାଇଛନ୍ତି। ସନ୍ନି ନିକଟରେ ଏକ ଫିଲ୍ମ ଡାଇଲଗ୍ କହିବା ବେଳେ ତାଙ୍କ…
ଗଛରେ ପିଟିହେଲା ମିକ୍ସର ମେଶିନ, ଯନ୍ତ୍ରୀ ମୃତ
ତୁମୁଡ଼ିବନ୍ଧ,୩୦।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧର ଡଡ଼ଙ୍ଗ ନିକଟରେ ସୋମବାର ବିଳମ୍ବିତ ରାତିରେ ମିକ୍ସର ମେଶିନ ଗାଡ଼ି ଗଛରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୂର୍ଯ୍ୟକାନ୍ତ ସେନାପତି।(୨୫)। ସୂର୍ଯ୍ୟକାନ୍ତ ଆର୍କେଡି ଠିକା ସଂସ୍ଥାର କାର୍ଯ୍ୟରତ ଯନ୍ତ୍ରୀ ବୋଲି ଜଣାପଡ଼ିଛି।…
ଜାହ୍ନବୀ-ଇଶାନ୍ଙ୍କ ପ୍ରେମ ସମ୍ପର୍କକୁ ନେଇ କ’ଣ କହିଲେ ବୋନି କପୁର
ଫିଲ୍ମ ‘ଧଡକ’ରେ ପ୍ରଥମଥର ପାଇଁ ଏକଠି ନଜର ଆସିବା ପରେ ଏବେ ଇଶାନ୍ ଖଟ୍ଟର ଏବଂ ଜାହ୍ନବୀ କପୁରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟଙ୍କୁ ବିଭିନ୍ନ ପାର୍ଟିରେ ଏକତ୍ର ମଧ୍ୟ ଦେଖିବାକୁ ମିଳୁଛି। ନିକଟରେ ଇଶାନଙ୍କ ଜନ୍ମଦିନକୁ…
ଇଶାନ-ଜାହ୍ନବୀଙ୍କ ସମ୍ପର୍କକୁ ନେଇ କ’ଣ କହିଲେ ବାପା ବୋନି କପୁର
ମୁମ୍ବାଇ: ବି ଟାଉନରେ ଲଭ୍ବାର୍ଡ ଜାହ୍ନବୀ କପୁର ଓ ଇଶାନ ଖଟ୍ଟରଙ୍କ ସମ୍ପର୍କକୁ ନେଇ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ। ଫିଲ୍ମ ‘ଧଡକ’ରୁ ଜାହ୍ନବୀ ବଲିଉଡ୍ରେ ଡେବ୍ୟୁ କରିଥିବା ବେଳେ ସେ ଇଶାନଙ୍କ ସହ ଏକାଠି ସ୍କ୍ରିନ ଶୟାର କରିଥିଲେ। ସେବେଠାରୁ ଦୁହିଁଙ୍କୁ…
ଟିପୁ ସୁଲତାନ୍ ଜୟନ୍ତୀ ନେଇ କର୍ନାଟକରେ ପୁଣି ରାଜନୀତି: ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଚିଠି ଲେଖିଲେ ଭାଜପା ବିଧାୟକ
ବେଙ୍ଗାଲୁର୍,୩୦।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହେବା ପରେ ଏବେ ଟିପୁ ସୁଲତାନ୍ ଜୟନ୍ତୀ ପାଳନ ନେଇ ଆରମ୍ଭ ହୋଇଛି ରାଜନୀତି। ଏହାକୁ ପାଳନ ନ କରିବାକୁ ଭାଜପା ବିଧାୟକ କେ.ଜି.ବୋପେୟା ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପାଙ୍କୁ ଚିଠି ଲେଖିଛନ୍ତି। ଟିପୁଙ୍କ…

