Home Left

କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ ନିଖୋଜ: ଥିଲା ୭ ହଜାର କୋଟି ଋଣ ବୋଝ

ବେଙ୍ଗାଲୁରୁ,୩୦।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେର ମାଲିକ ଭିି.ଜି. ସିଦ୍ଧାର୍ଥ ନିଖୋଜ ହୋଇଯାଇଛନ୍ତି। ତାଙ୍କର ସନ୍ଧାନରେ ପୋଲିସ ପକ୍ଷରୁ ଖୋଳତାଡ଼ ଜାରି ରହିଛି। ସିଦ୍ଧାର୍ଥଙ୍କ ଉପରେ ୭ ହଜାର କୋଟି ଟଙ୍କାର ଋଣ ବୋଝ…

ସ୍ତନ୍ୟପାନ ମା’କୁ ଦେଇଥାଏ ଅଖଣ୍ଡ ଲାବଣ୍ୟ

ମା’ ସ୍ତନରୁ ଝରୁଥିବା କ୍ଷୀର ଶିଶୁ ପାଇଁ ଅମୃତର ଧାରା। ଯାହା ପ୍ରତିଷେଧକ ଟିକା ସଦୃଶ ଶିଶୁକୁ ସମସ୍ତ ରୋଗ ଓ ଜଟିଳତାରୁ ରକ୍ଷା କରିଥାଏ। ଏହା କେବଳ ଶିଶୁ ପାଇଁ ଉପକାରୀ ନୁହେଁ ବରଂ ଏହା ଦ୍ୱରା ମା’ ମଧ୍ୟ…

ପ୍ରକୃତିର ବରଦାନ: ମା’ର ଖାଦ୍ୟ

ମା’ କ୍ଷୀର ଶିଶୁ ପାଇଁ ସର୍ବୋତ୍ତମ। ଏ ସମ୍ପର୍କରେ ବିଶ୍ୱବ୍ୟାପୀ ପ୍ରସାର କରିବା ପାଇଁ ୧୯୯୧ ମସିହା ଫେବୃୟାରୀ ୧୪ରେ ଓ୍ବାଲର୍‌ଡ ଆଲିଆନ୍ସ ଫର୍‌ ବ୍ରେଷ୍ଟ ଫିଡିଙ୍ଗ୍‌ ଆକ୍ସନ ପ୍ରତିଷ୍ଠା କରାଯାଇଥିଲା। ୧୯୯୨ ମସିହାରୁ ଅଗଷ୍ଟ ପ୍ରଥମ ସପ୍ତାହକୁ ପ୍ରଥମ ଥର…

ସଂରକ୍ଷିତ ଲିଫ୍ଟରେ ଧସେଇ ପଶୁଛନ୍ତି ଲୋକେ

ଭୁବନେଶ୍ୱର,୩୦(ବ୍ୟୁରୋ): ବଜେଟ୍‌ରେ ବ୍ୟୟ ଅଟକଳ ବଢ଼ାଇ ନୂଆ ଟ୍ରେନ, ଟ୍ରାକ୍‌ ଓ ଷ୍ଟେଶନକୁ ଚକାଚକ୍‌ କରିବାରେ ଲାଗିଛି ଭାରତୀୟ ରେଳବାଇ। ହେଲେ ଷ୍ଟେଶନ ଓ ଟ୍ରେନ ଭିତରେ ଥିବା କେତେକ ଗୁରୁତ୍ୱପୂର୍ଣ୍ଣ ତଥା ସମ୍ବେଦନଶୀଳ ସମସ୍ୟାକୁ ଅଣଦେଖା କରୁଛନ୍ତି ରେଳ ବିଭାଗ।…

କରତକଳ ଉପରେ ଚଢ଼ାଉ: ୩ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ବନ୍ତ,୩୦।୭(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଧୀନ କୁଆଂଶମଢ଼ିଆଠାରେ ବେଆଇନ ଭାବେ ଚାଲୁଥିବା ଏକ କରତକଳ ଉପରେ ମଙ୍ଗଳବାର ସକାଳେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏସିଏଫ୍‌ ବିରାଜ ମୋହନ ମହାନ୍ତି, ମାଜିଷ୍ଟ୍ରେଟ ବିଶ୍ୱନାଥ ବିଶ୍ୱାଳ ଓ ଭଦ୍ରକ…

ଦେଶର ପ୍ରଥମ ମହିଳା ବିଧାୟକ ଡା.ମୁଥୁଲକ୍ଷ୍ମୀ ରେଡ୍ଡୀଙ୍କୁ ମନେପକାଇଲା ଗୁଗୁଲଡୁଡୁଲ

ନୂଆଦିଲ୍ଲୀ, ୩୦।୭: ଭାରତର ପ୍ରଥମ ମହିଳା ବିଧାୟକ ଡା. ମୁଥୁଲକ୍ଷ୍ମୀ ରେଡ୍ଡୀଙ୍କ ଆଜି ୧୩୩ତମ ଜନ୍ମଦିବସ। ଏହି ଅବସରରେ ଗୁଗୁଲ ଡୁଡୁଲ ପ୍ରସ୍ତୁତ କରି ତାଙ୍କୁ ମନେପକାଇଛି। ଡା.ମୁଥୁଲକ୍ଷ୍ମୀ କେବଳ ଜଣେ ବିଧାୟକ ନ ଥିଲେ ସେ ଜଣେ ଶିକ୍ଷକ, ସମାଜ…

ଧାରଣାରେ ବସିଲେ ଉନ୍ନାଓ ପୀଡିତାଙ୍କ ପରିବାର

ଲକ୍ଷ୍ନୌ,୩୦।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ବେଳକୁ ବେଳ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ସୋମବାର ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଥିବା ବେଳେ ମଙ୍ଗଳବାର ପୀଡିତାଙ୍କ ପରିବାର ସଦସ୍ୟ…

ଓ୍ବିପ୍ରୋର ନୂଆ ଅଧ୍ୟକ୍ଷ ହେବେ ରିଶଦ୍‌ ପ୍ରେମ୍‌ଜୀ: ଅଜୀମ୍‌ ପ୍ରେମ୍‌ଜୀ ନେବେ ଅବସର

ନୂଆଦିଲ୍ଲୀ,୩୦।୭: ଆଇଟି କମ୍ପାନୀ ଓ୍ବିପ୍ରୋର ନୂତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଅଜୀମ୍‌ ପ୍ରେମ୍‌ଜୀଙ୍କ ପୁଅ ରିଶଦ୍‌ ପ୍ରେମ୍‌ଜୀ ଦାୟିତ୍ୱ ଗ୍ରହଣ କରିବେ। ମଙ୍ଗଳବାର ୭୩ ବର୍ଷ ବୟସ୍କ ଅଜୀମ୍‌ ପ୍ରେମ୍‌ଜୀ ଅବସର ନେବା ପରେ ରିଶଦ୍‌ ଏହି ପଦବୀରେ…

ବାଟହୁଡ଼ା ଉଜ୍ଜ୍ୱଳା ଯୋଜନା: ମିଳୁନି ଏଲ୍‌ଇଡି ବଲ୍‌ବ: କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ସବୁ ଘରକୁ ବିଦ୍ୟୁତ୍‌ ସଂଯୋଗ ସହ ଏଲଇଡି ବଲ୍‌ବ। ଘର ପିଛା ୧୦ ଏଲ୍‌ଇଡି ବଜାର ମୂଲ୍ୟଠାରୁ ଅଧା ଦାମରେ ମିଳିବ। କେନ୍ଦ୍ର ସରକାରଙ୍କ ଉଜ୍ଜ୍ୱଳା ଯୋଜନାରେ ସବୁ ବିଦ୍ୟୁତ୍‌ କାର୍ଯ୍ୟାଳୟରେ ଏହା ଉପଲବ୍ଧ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଉଦିତ ନାରାୟଣନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୩୦।୭: ବଲିଉଡ ସିଙ୍ଗର ଉଦିତ ନାରାୟଣଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ସେ ପୋଲିସ୍‌ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ମୁତାବକ, କେହି ଜଣେ ଅଜ୍ଞାତ ବ୍ୟକ୍ତି ବାରମ୍ବାର ଉଦିତ୍‌ଙ୍କ ଫୋନ୍‌ କରି ଖରାପ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରୁ…

ବିଏସ୍‌ସିଏଲ୍‌ ପାଇଲା ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ(ବିଏସ୍‌ସିଏଲ୍‌)ର ସ୍ମାର୍ଟ ସାମାଜିକ ପ୍ରକଳ୍ପ ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ ୨୦୧୯ର ତୃତୀୟ ସଂସ୍କରଣର ବିଜେତା ହୋଇଛି। ଗତ ଶନିବାର ପୁଣେଠାରେ ବିଏସ୍‌ସିଏଲ୍‌କୁ ଏହି ପୁରସ୍କାର ମିଳିଛି। ମହିଳାଙ୍କ ବିରୋଧରେ ହେଉଥିବା ହିଂସା, ନାରୀ ସଶକ୍ତୀକରଣ…

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ ପୂର୍ବରୁ ଏହି ପଦ ପାଇଁ ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କଂଗ୍ରେସ ମହାସଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?