ଶୀଘ୍ର ତରଳୁଛି ପାଣି ତଳେ ଥିବା ଗ୍ଲାସିୟର
ଗ୍ରୀନ୍ଲାଣ୍ଡ,ଆଲାସ୍କା ଓ ଆଣ୍ଟାର୍କଟିକାରେ ଭାସମାନ ବିରାଟକାୟ ଗ୍ଲାସିୟର ଏବେ ଦ୍ରୁ୍ରୁତ ଗତିରେ ତରଳିବାରେ ଲାଗିଛି । ଏହା ଫଳରେ ସମୁଦ୍ର ପତ୍ତନ ବି ବୃଦ୍ଧି ପାଇବ ବୋଲି ର୍ୟୁଟଗର୍ସ ବିଶ୍ୱବିଦ୍ୟାଳୟର ଗବେଷକମାନେ ଆଶଙ୍କା ପ୍ରକଟ କରିଛନ୍ତି । ଏସମ୍ପର୍କିତ ତଥ୍ୟ ସାଇନ୍ସ…
୧୫୦ ବର୍ଷର ବରଗଛ ତଳେ ତାପମାତ୍ରା ୬ ଡିଗ୍ରୀ କମ୍ ରହୁଛି
ଗୋପାଳଗଞ୍ଜ(ବିହାର): ଏହା ଜଙ୍ଗଲ ନୁହେଁ, ୧୫୦ ବର୍ଷର ଏକ ବରଗଛ। ଏହି ଗଛର ୨୦୦ ଶାଖା ରହିଛି ଓ ୨୫୦୦ ବର୍ଗମିଟର ଜମିକୁ ଏହାର ଶାଖା ଢାଙ୍କିରଖିଛି । ବିହାରର ଗୋପାଳଗଞ୍ଜ ମୁଖ୍ୟାଳୟଠାରୁ ୫୨ କିଲୋମିଟର ଦୂର ବୈକୁଣ୍ଠପୁର ବ୍ଲକ୍ ରାଜାପଟ୍ଟୀ…
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ପିଆଜପାଣି
ବର୍ଷାଦିନେ ଭୂତାଣୁ ଓ ବ୍ୟାକ୍ଟେରିଆ ଜନିତ ସଂକ୍ରମଣ ବୃଦ୍ଧି ପାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଥଣ୍ଡା, କାଶ ଓ ଜ୍ୱର ଯୋଗୁ ଶରୀର ଦୁର୍ବଳ ହୋଇଯାଏ। ଏହି ସବୁ ସମସ୍ୟା ପିଆଜ ପାଣି ହିଁ ଦୂର କରିପାରିବ।…
ଜୀବନକାଳ ମଧ୍ୟରେ ୨ କିଲୋ ଲିପ୍ଷ୍ଟିକ ଲଗାନ୍ତି ମହିଳା
ନାରୀ ସର୍ବଦା ରହସ୍ୟମୟୀ। ଆଉ ନାରୀର ଏହି ରହସ୍ୟ ବିଷୟରେ ଅନେକଙ୍କୁ ହୁଏତ କିଛି କଥା ଜଣା ନ ଥିବ। ଅନେକ ଗୁଣରେ ନାରୀ ପୁରୁଷଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। କିଛି ଗବେଷଣା ଭିତ୍ତିକ ତଥ୍ୟ ମହିଳାମାନଙ୍କ ଉପରେ ଏମିତି କିଛି କଥା…
ଏମ୍ ଲକ୍ଷ୍ମୀନାରାୟଣ ହେଲେ ୟେଦୁରପ୍ପାଙ୍କ ଉପଦେଷ୍ଟା
ବେଙ୍ଗାଲୁର,୨୯।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ବିଏସ୍ ୟେଦୁରପ୍ପା ଶାସନଭାର ହାତକୁ ନେଇଛନ୍ତି। ସୋମବାର ବିଧାନସଭାରେ ଶାସକ ଦଳର ଭାଜପା ବହୁ ମତରେ ବିଜୟୀ ହୋଇଛି। ଏହାପରେ ଏମ୍ ଲକ୍ଷ୍ମୀନାରାୟଣଙ୍କୁ ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି। ସୂଚନାଯୋଗ୍ୟ, କୁମାରସ୍ବାମୀଙ୍କ ମେଣ୍ଟ…
ପ୍ରିୟଙ୍କା କଂଗ୍ରେସ ଅଧ୍ୟକ୍ଷ ପାଇଁ ଜଣେ ଆଦର୍ଶ ପ୍ରାର୍ଥୀ: ଅମରିନ୍ଦର
ଚଣ୍ଡିଗଡ଼,୨୯।୭: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଅଙ୍କକଷା ଛିଣ୍ଡି ପାରି ନ ଥିବା ବେଳେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ହିଁ ଏହି ପଦ ପାଇଁ ଜଣେ ଆଦର୍ଶ ପ୍ରାର୍ଥୀ ବୋଲି ସୋମବାର ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ…
ଏହି ସବୁ କାରଣରୁ ଅଟକି ରହିଥାଏ ଆପଣଙ୍କ ସଫଳତା, ଆଉ ପିଛା ଛାଡିନଥାଏ ଦୁର୍ଭାଗ୍ୟ
ଅଧିକାଂଶ ସମୟରେ ଅନେକ ବ୍ୟକ୍ତିମାନେ ବାରମ୍ବାର ପ୍ରୟାସ ଜାରି କରିବା ସତ୍ତ୍ବେ ମଧ୍ୟ ସଫଳତା ପାଇ ନ ଥାନ୍ତି। କିନ୍ତୁ ଆପଣମାନେ ଜାଣିଛନ୍ତି କି ଘରର ବାସ୍ତୁ ଦୋଷରୁ ମଧ୍ୟ ଏପରି ବାରମ୍ବାର ଅସଫଳତାର ସାମ୍ନା କରିବାକୁ ପଡ଼ିଥାଏ। ଯଦି ଘରେ…
ଭାରତୀୟ ଜୁନିୟର ହକି ଦଳର କୋଚ୍ ଦୌଡ଼ରେ ହରେନ୍ଦ୍ର
ନୂଆଦିଲ୍ଲୀ,୨୯।୭- ହକି ଇଣ୍ଡିଆ (ଏଚ୍ଆଇ) ଭାରତୀୟ ଜୁନିୟର ହକି ଦଳର କୋଚ୍ ପଦ ଲାଗି ଆବେଦନ ତାରିଖ ଘୁଞ୍ଚାଇବା ପରେ ହରେନ୍ଦ୍ର ସିଂ ଦୌଡ଼ରେ ସାମିଲ ହୋଇଛନ୍ତି। ତାଙ୍କ ନେତୃତ୍ୱରେ ଭାରତୀୟ ଜୁନିୟର ଦଳ ୨୦୧୬ ବିଶ୍ୱକପ୍ ଜିତିଥିଲା। ଗତ ଡିସେମ୍ବରରେ…
କୋରାପୁଟ: ସୋମବାର ୧୭୧୮.୬ ମିମି ବର୍ଷା ରେକର୍ଡ, କୋଟପାଡ଼ରେ ସର୍ବାଧିକ
କୋରାପୁଟ,୨୯।୭(ସ୍ବ.ପ୍ର.)- କୋରାପୁଟ ଜିଲାରେ ସୋମବାର ୧୭୨୮.୬ ମିଲିମିଟର ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୩ ମିମି ବର୍ଷା ହୋଇଥିବା ଜିଲା ଜରୁରୀ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି। ସେହିପରି ଜିଲାର ବୈପାରିଗୁଡା ବ୍ଲକରେ୧୭୫ ମିମି ବର୍ଷା ହୋଇଥିବାବେଳେ କୁନ୍ଦ୍ରା ବ୍ଲକରେ…
ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଶପଥ ନେଲେ ଲାଲଜି ଟଣ୍ଡନ
ଭୋପାଳ,୨୯।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଲାଲଜି ଟଣ୍ଡନ ସୋମବାର ଶପଥ ଗ୍ରହଣ କରିଛନ୍ତି। ମଧ୍ୟପ୍ରଦେଶର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରବି ଶଙ୍କର ଝା ରାଜଭବନରେ ଲାଲଜି ଟଣ୍ଡନଙ୍କୁ ରାଜ୍ୟପାଳ ପଦ ପାଇଁ ଶପଥ ଗ୍ରହଣ କରାଇଥିଲେ। ଏହା ପୂର୍ବରୁ ସେ…
ଆମ୍ବବାଗାନ ଅଞ୍ଚଳରୁ ଚୋରି: ଘର ତାଲା ଭାଙ୍ଗି ଟଙ୍କା, ମୋବାଇଲ ନେଇଗଲେ, ପୋଲିସର ତଦନ୍ତ ଆରମ୍ଭ
ଯୋଡ଼ା,୨୯।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ୨ ନଂ ଓ୍ବାର୍ଡ ଆମ୍ବବାଗାନ ଅଞ୍ଚଳର ରୁଦ୍ର ନାରାୟଣ ପ୍ରଧାନଙ୍କ ଘରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଏ ନେଇ ରୁଦ୍ର ସୋମବାର ସକାଳେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ,…
ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଆଖି ବୁଜିଲେ ୧୫ ଦିନର ଶିଶୁ
ଶ୍ରୀନଗର,୨୯।୭: ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ସୀମାରେ ଥିବା ଲୋକେ ବିନା ଦୋଷରେ ଜୀବନ ହାରୁଛନ୍ତି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ପକ୍ଷରୁ ମୋର୍ଟାର ଓ ଗୁଳିମାଡ କରାଯିବାରୁ ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ୩ ଜଣ ନାଗରିକ ଆହତ…

