ଆର୍ଏସ୍ଏସ୍ ଖୋଲିବ ସୈନିକ ସ୍କୁଲ
ନୂଆଦିଲ୍ଲୀ,୨୯।୭: ଆର୍ଏସ୍ଏସ୍ ପକ୍ଷରୁ ଉତ୍ତରପ୍ରଦେଶରେ ସୈନିକ ସ୍କୁଲ ଖୋଲାଯିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଠାରେ ଶିକ୍ଷାର୍ଥୀଙ୍କୁ ସେନା ଅଧିକାରୀ ହେବା ପାଇଁ ତାଲିମ୍ ଦିଆଯିବ। ଏହି ସ୍କୁଲର ନାମ ରଜ୍ଜୁ ଭୈୟା ସୈନିକ ବିଦ୍ୟାମନ୍ଦିର ରଖାଯିବ। ଏଠାରେ ପ୍ରଥମଠାରୁ ଦ୍ୱାଦଶ…
ପିଲା ଚୋରି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେଲେ ଲୋକେ
କୋଲକାତା,୨୯।୭: ଦେଶରେ ଦିନକୁ ଦିନ ଭିଡ଼ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଲୋକମାନଙ୍କ ଭିତରେ ସଚେତନତା ଅଭାବରୁ ଏଭଳି ଘଟଣା ଘଟିବାରେ ଲାଗିଛି। ଏହି କ୍ରମରେ ପଶ୍ଚିମ ବଙ୍ଗର ଅଲୀପୁରଦ୍ୱାର ଜିଲାରେ ପିଲା ଚୋର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ…
୧୫୦ ବର୍ଷ ପୁରୁଣା ବରଗଛର ରହିଛି ୨ ଶହ ଶାଖା: ଇଂରେଜ ଏଠାରେ କରୁଥିଲେ ନୀଳ ଚାଷ
ପାଟନା,୨୯।୭: ବିହାର ଗୋପାଳଗଞ୍ଜରେ ରହିଛି ୧୫୦ ବର୍ଷ ପୁରୁଣା ବରଗଛ। ଏହାର ୨ ଶହ ଶାଖା ରହିଛି। ବରଗଛ ଏକ ବିଘା ଅର୍ଥାତ୍ ୧୪ ହଜାର ୪ଶହ ବର୍ଗ ଫୁଟ ପରିମିତ ଅଞ୍ଚଳରେ ଏହାର ଶାଖା ମେଲାଇଛି। ସ୍ଥାନୀୟ ବୈକୁଣ୍ଠପୁର ଅଞ୍ଚଳର…
କେବିସିରେ ଜିତିଥିଲେ ୫ କୋଟି, ଏବେ ଗୋଟିଏ ବର୍ଷରେ ୭୦ ହଜାର ଗଛ ଲଗାଇ ଚର୍ଚ୍ଚାରେ ସୁଶୀଲ
ବମ୍ବେ: ବର୍ତ୍ତମାନ ସମୟରେ ପରିବେଶ ପ୍ରଦୂଷଣ ମୁଖ୍ୟ ସମସ୍ୟାରେ ପରିଗଣିତ ହେଲାଣି। ଏହାକୁ ରୋକିବା ନିମନ୍ତେ ବୃକ୍ଷ ରୋପଣ କରିବା ଆବଶ୍ୟକ। ତେବେ ଅନେକ ସଚେତନ ନାଗରିକ ଏ ଦିଗରେ ପଦକ୍ଷେପ ନେଉଥିବା ବେଳେ କେବିସି-୫ର ବିଜେତା ସୁଶୀଲ କୁମାର ୭୦…
ଗୁଦୁରାପଡ଼ାରେ ଚେସ୍ ପ୍ରତିଯୋଗିତା: ବରିଷ୍ଠ ବିିଭାଗରେ ଅଭିଷେକ, କନିଷ୍ଠରେ ଚିରାଗ ବିଜେତା
ଜମନକିରା,୨୯।୭(ଡି.ଏନ୍.ଏ.):ସମ୍ବଲପୁର ଜିଲା ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ ଗୁଦୁରାପଡ଼ା ଆବାସିକ ବିଦ୍ୟାଳୟ ପରିସରରେ ଏକଦିବସୀୟ ଚେସ୍ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚେସ୍ ବା ଇନ୍ଡୋର ଖେଳ ପ୍ରତି ଆଗ୍ରହ ସୃଷ୍ଟି ସହ ପ୍ରୋତ୍ସାହନ ଦେବା ସକାଶେ ଭୋଜପୁର…
ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ଆନନ୍ଦିବେନ
ଲକ୍ଷ୍ନୌ,୨୯।୭: ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ସୋମବାର ଶପଥ ନେଇଛନ୍ତି ଅନନ୍ଦିବେନ୍ ପଟେଲ। ରାଜ ଭବନ ପରିସରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଗୋବିନ୍ଦ ମାଥୁର ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ପୂର୍ବରୁ ସେ ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ କାମ କରିଛନ୍ତି।…
ଭରତପୁର କୋଇଲା ଖଣିରେ ଦୁର୍ଘଟଣା: ୬ ଦିନ ପରେ ସିଏମ୍ଡିଙ୍କ ଘଟଣାସ୍ଥଳ ପରିଦର୍ଶନ
ତାଳଚେର,୨୯।୭(ନି.ପ୍ର.): ଭରତପୁର କୋଇଲା ଖଣିରେ ଦୁର୍ଘଟଣାର ୬ଦିନ ପରେ ସୋମବାର ଏମ୍ସିଏଲ୍ର ସିଏମ୍ଡି ବି.ଏନ୍. ଶୁକ୍ଳା ଭରତପୁର କୋଇଲାଖଣି ପରିଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଶୁକ୍ଳା ଭରତପୁର ଖଣିରେ ପହଞ୍ଚି ଦୁର୍ଘଟଣାସ୍ଥଳ ଏବଂ ଚାଲିଥିବା ଉଦ୍ଧାର କାର୍ଯ୍ୟ ବୁଲି ଦେଖିଥିଲେ। ପରେ ଏମ୍ସିଏଲ୍ର…
ମାଓବାଦୀ କ୍ୟାମ୍ପରେ ପୋଲିସର ଚଢ଼ାଉ: ଦୁଇ ମାଓବାଦୀ ମୃତ, ବିପୁଳ ପରିମାଣରେ ସାମଗ୍ରୀ ଜବତ
ମାଲକାନଗିରି,୨୯।୭ (ସ୍ବ.ପ୍ର.): ଛତିଶଗଡ଼ର ସୁକ୍ମା ଜିଲା ନକ୍ସଲ ପ୍ରଭାବିତ କୋଣ୍ଟା ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଅସ୍ଥାୟୀ ମାଓବାଦୀ କ୍ୟାମ୍ପ ଉପରେ ସୋମବାର ସକାଳେ ପୋଲିସ ଚଢ଼ାଉ କରିଛି। ଘଟଣାସ୍ଥଳରେ ପୋଲିସ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା…
ଦଳିତ ବିଧାୟକଙ୍କ ଧାରଣା ପରେ ବାରଣ୍ଡାକୁ ଗୋବର ପାଣିରେ ଧୋଇଲେ କଂଗ୍ରେସ କର୍ମୀ
ତ୍ରିଶୁର,୨୯।୭: କେରଳର ତ୍ରିଶୁରଠାରେ ଥିବା ପିଡପ୍ଲୁଡି କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ଦଳିତ ବିଧାୟିକା ଗୀଥା ଗୋପି ଶନିବାର ଧାରଣାରେ ବସିଥିଲେ। ସ୍ଥାନୀୟ ଅଞ୍ଚଳର ରାସ୍ତା ଅବସ୍ଥା ଶୋଚନୀୟ ଦର୍ଶାଇ ସେ ଧାରଣାରେ ବସିଥିଲେ। ତେବେ ଏଥିପ୍ରତି ଦୃଷ୍ଟି ଦେବାର ପ୍ରତିଶୃତି ମିଳିବା…
ପ୍ରିୟଙ୍କାଙ୍କୁ ଭାରି ପଡ଼ିଲା ସମୁଦ୍ରକୂଳ ରୋମାନ୍ସ
ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କିଛିଦିନ ତଳେ ମିଆମୀରେ ତାଙ୍କ ଜନ୍ମଦିନ ପାଳିଥିଲେ। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଫଟୋରେ ପ୍ରିୟଙ୍କା-ନିକ୍ ସମୁଦ୍ର କୂଳରେ ରୋମାନ୍ସ କରୁଥିବା ନଜର ଆସିଥିଲା। ଫଟୋକୁ କିଛି ଫ୍ୟାନ୍ ପସନ୍ଦ…
ଶହୀଦ ଯବାନଙ୍କୁ କାନ୍ଧ ଦେଲେ ବୃଦ୍ଧା ମା’, ମୁଖାଗ୍ନୀ ଦେଲେ ୭ମାସର ପୁଅ
ଚଣ୍ଡିଗଡ଼,୨୯।୭: ପଞ୍ଜାବ ବଟାଲା ଗଁାର ପାବଲାରାଲି କାଲନ୍ରେ ଏକ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି। ଜଣେ ଶହୀଦ ଯବାନଙ୍କୁ ବୃଦ୍ଧା ମା’ କାନ୍ଧରେ କାନ୍ଧେଇଥିବା ବେଳେ ୭ମାସର ଶିଶୁପୁତ୍ର ତାଙ୍କୁ ମୁଖାଗ୍ନି ଦେଇଥିବା ଦେଖିବାକୁ ମିଳିଛି। ଜମ୍ମୁ କଶ୍ମୀର ଶ୍ରୀନଗର…
୩୫୦ ଯୁବତୀଙ୍କ ସହ ସମ୍ପର୍କ ରଖି ବାହା ହୋଇଥିଲେ ୩ ଜଣଙ୍କୁ
ମୁମ୍ବାଇ: ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତଙ୍କ ପ୍ରେମ କାହାଣୀ କାହାକୁ ଲୁଚା ଛପା ନୁହେଁ। ଏହି ଅଭିନେତା ସବୁଠୁ ରୋମାଣ୍ଟିକ୍ ବୋଲି କୁହାଯାଏ। କାରଣ ସେ ତିନି ତିନି ଥର ବିବାହ କରିଛନ୍ତି। କେବଳ ସେତିକି ନୁହେଁ ତାଙ୍କ ନାଁକୁ ବଲିଉଡ୍ର…

