Home Left

ଭିଡ଼ ହିଂସା: ରକ୍ତରେ ମୋଦିଙ୍କ ପାଖକୁ ଚିଠି ଲେଖିଲେ ୧୦୧ ହିନ୍ଦୁ ମହାସଭା କର୍ମୀ

ଲକ୍ଷ୍ନୌ,୨୯।୭: ଭିଡ଼ ହିଂସା ନେଇ ଫିଲ୍ମ ଦୁନିଆର ୪୯ ଜଣ ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖକୁ ଚିଠି ଲେଖିଥିଲେ। ଏହାର ଗୋଟିଏ ଦିନ ପରେ ବଲିଉଡ୍‌ ଦୁଇଫାଳ ହୋଇଥିଲା। ଫିଲ୍ମ ଦୁନିଆର ୬୧ ଜଣ ଏହାର…

କାଉଡି ଯାତ୍ରା ଉପରେ ନଜର ରଖିବାକୁ ଡ୍ରୋନ୍‌ ବ୍ୟବହାର କରୁଛି ଉତ୍ତର ପ୍ରଦେଶ ପୋଲିସ

ଲକ୍ଷ୍ନୌ,୨୯।୭: ଶ୍ରାବଣର କାଉଡି ଯାତ୍ରା ପାଇଁ କାଉଡିଆଙ୍କୁ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳାର ସହ ଯାତ୍ରା ସାରିବାକୁ ଚେଷ୍ଟା କରିଛନ୍ତି ଉତ୍ତର ପ୍ରଦେଶ ସରକାର। କାଉଡିଆ ଯାତ୍ରା କରୁଥିବା ସମୟରେ ସେମାନଙ୍କୁ ଚିକିତ୍ସା ସୁବିଧା ଠାରୁ ଆରମ୍ଭ କରି ରହିବାର ମଧ୍ୟ…

ଅଣ୍ଟା ବିନ୍ଧା ଓ ମୋବାଇଲ୍‌

ବର୍ତ୍ତମାନ ଦୁନିଆରେ ମୋବାଇଲ୍‌ର ମହତ୍ତ୍ୱ କେତେ ତାହା କହିବା ବାହୁଲ୍ୟ। କାରଣ ପ୍ରତିଟି କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇପାରୁଛି। ହେଲେ ଯଦି ଜଣେ ବ୍ୟକ୍ତି ନିଜକୁ ଅଧିକାଂଶ ସମୟ ମୋବାଇଲ୍‌ ସହ ଜଡିତ ରଖୁଛନ୍ତି ତେବେ ସେ ଟିକେ ସତର୍କ ରହିବା…

କେତେ ଅପକାରୀ ରିଫ୍ରିଜିଂ ଖାଦ୍ୟ

ଆଜିକାଲି ଖାଦ୍ୟ ହେଉ କି ପନିପରିବା-ଏଗୁଡ଼ିକ ରେଫ୍ରିଜରେଟ ବା ଫ୍ରିଜ୍‌ରେ ରଖିବା ଏକ ସାଧାରଣ କଥା ପାଲଟିଗଲାଣି। କାରଣ ତା’ ଭିତରେ ସେଗୁଡ଼ିକ ବେଶ୍‌ ସୁରକ୍ଷିତ ହୋଇ ରହିଥାଏ। ଏହି ପ୍ରଣାଳୀକୁ ‘ରିଫ୍ରିଜିଂ’ କୁହାଯାଏ। ହେଲେ ଆମେ ଆବଶ୍ୟକ ସମୟରେ ଫ୍ରିଜ୍‌…

ଲିବିୟା ହସ୍ପିଟାଲ ଉପରେ ବିମାନ ଆକ୍ରମଣ: ୫ ଡାକ୍ତର ମୃତ

ତ୍ରିପୋଲି,୨୯।୭: ଲିବିୟାର ରାଜଧାନୀ ତ୍ରିପୋଲିରେ ଥିବା ଏକ ହସ୍ପିଟାଲକୁ ଟାର୍ଗେଟ କରିଥିଲେ ଖଲିଫା ହଫତାରର ଲିବିୟାନ ନ୍ୟାଶନାଲ ଆର୍ମି(ଏଲ୍‌ଏନ୍‌ଏ)। ରବିବାର ଏଲ୍‌ଏନ୍‌ଏ ଦ୍ୱାରା ଏକ ହସ୍ପିଟାଲରେ ବିମାନ ଆକ୍ରମଣ କରାଯିବା ଫଳରେ ଅତିକମରେ ୫ ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।…

କ୍ଷତିକାରକ ହୋଇପାରେ ହର୍ବାଲ ସିଗାରେଟ୍‌

ହର୍ବାଲ ସିଗାରେଟ୍‌: ଇ-ସିଗାରେଟ୍‌ କୌଣସି ଗୁଣରେ ସାଧାରଣ ସିଗାରେଟ୍‌ଠାରୁ କମ୍‌ ବିପଜ୍ଜନକ ନୁହେଁ ବୋଲି ଜଣାପଡ଼ିଲା ପରେ ଏହାର ବ୍ୟବସାୟ ମଧ୍ୟ ବାଧାପ୍ରାପ୍ତ ହେବା ସମ୍ଭାବନା ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି କେତେକ ଶିଳ୍ପସଂସ୍ଥା ହର୍ବାଲ ସିଗାରେଟ୍‌ ତିଆରି କଲେଣି।…

ପୁଷ୍ପର ସୌନ୍ଦର୍ଯ୍ୟରେ ଲୁକ୍କାୟିତ ବିଷ

”ଡାଫୋଡିଲ୍‌ର ଫଳ ଠିକ୍‌ ଦେଖିବାକୁ ପିଆଜ ପରି। ତେଣୁ ଏହା ଅନେକ ସମୟରେ ପିଆଜର ଭ୍ରମ ସୃଷ୍ଟି କରେ। ଏହି ଫଳରେ ସବୁଠାରୁ ଅଧିକ ଲାଇକୋରିନ୍‌ ଥାଏ। ଏହାକୁ ଖାଇଲେ ପାକସ୍ଥଳୀରେ ଯନ୍ତ୍ରଣା ଅନୁଭୂତ ହୁଏ ଏବଂ ଏହା ଉଚ୍ଚ ରକ୍ତଚାପ…

ଲଗାଣବର୍ଷାରେ ବରଗଡ଼ – ଅମ୍ବାପାଲି ବିଚ୍ଛିନ୍ନ : ବଢୁଛି ଜିରାନଦୀ ଜଳସ୍ତର

ବରଗଡ଼ ଅଫିସ,୨୯।୭: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ବିଳମ୍ବିତ ରାତିରୁ ତୁହାକୁ ତୁହା ବର୍ଷା ଲାଗିରହିଛି । ସେହିପରି ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି। ଏଥିପାଇଁ ବରଗଡ଼ ସହର ଦେଇ ଯାଇଥିବା ଜିରାନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ତେବେ ଜିରାନଦୀର…

ଆଜି ୪ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହିସବୁ ଜିଲାକୁ…

ନଦୀରେ ପଶି ସ୍କୁଲ ଯାଉଛନ୍ତି ପିଲା

ନୂଆପଡ଼ା ଅଫିସ/ସିନାପାଲି,୨୯।୭: ଗମନାଗମନ ଭଳି ମୌଳିକ ସୁବିଧାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ବଞ୍ଚିତ କରାଯିବ ନାହିଁ ବୋଲି ସରକାର ଘୋଷଣା କରୁଛନ୍ତି। ହେଲେ ନୂଆପଡ଼ା ଜିଲାର ଉପାନ୍ତ ଖଇଁରପଦର ଗ୍ରାମ ପଞ୍ଚାୟତ ହଳଦୀମୁଣ୍ଡା ଗାଁ ଲୋକେ ଏଥିରୁ ବଞ୍ଚିତ ହୋଇଛନ୍ତି। ରାସ୍ତା ନ…

ଛତିଶଗଡ଼ ଏନ୍‌କାଉଣ୍ଟର:୨ ମାଓବାଦୀ ମୃତ

ସୁକମା,୨୯।୭: ଛତିଶଗଡ଼ ସୁକମା ଜିଲା କୋଣ୍ଟା ଅଞ୍ଚଳରେ ଥିବା ଜଙ୍ଗଲରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି) ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉକ୍ତ ୨ ମାଓବାଦୀଙ୍କ ମୃତଦେହ ସୁରକ୍ଷାକର୍ମୀଙ୍କ ହସ୍ତଗତ ହୋଇଥିବା କହିଛନ୍ତି…

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?