Home Left

ଗାଁମୁହାଁ ବଣୁଆ ହାତୀ, ଲୋକେ ଆତଙ୍କିତ

ନୂଆଗାଁ,୨୯ା୭ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ତଥା ମହିପୁର ବନାଞ୍ଚଳ ଅଧୀନରେ ଥିବା ଜାକେଡା ପଞ୍ଚାୟତର ବିଭିନ୍ନ ଗ୍ରାମ ନିକଟକୁ ଫସଲ ଖାଇବା ପାଇଁ ବଣୁଆ ହାତୀ ପଶି ଆସୁଥିବାରୁ ଲୋକେ ଆତଙ୍କିତ ହୋଇ ରହିଛନ୍ତି। ଜାକେଡା ପଞ୍ଚାୟତର ଅନେକ…

କୁଟୁରା ମାଂସ ଜବତ, ୩ ଗିରଫ

ରଣପୁର,୨୯ା୭ (ସ୍ବ.ପ୍ର.): ଖୋର୍ଦ୍ଧା ବନଖଣ୍ଡ ରଣପୁର ବନ ବିଭାଗ ଅଧୀନ ଆଖୁପଦରଠାରେ ବିଭାଗୀୟ କର୍ମଚାରୀମାନେ ରବିବାର ଚଢ଼ାଉ କରି ପ୍ରାୟ ୫ କେଜି କୁଟୁରା ମାଂସ ଓ ଏକ ମୋଟର ସାଇକେଲ ଜବତ କରିଛନ୍ତି। ଏହି ଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ…

୫୫ ବର୍ଷ ପରେ ପାକିସ୍ତାନ ଗସ୍ତ: ଅଗଷ୍ଟ ୫ରେ ଭାରତୀୟ ଡେଭିସ୍‌ କପ୍‌ ଦଳ ଘୋଷଣା

କୋଲକାତା, ୨୯।୭(ପି.ଟି.)- ସେପ୍ଟେମ୍ବର ୧୪ ଓ ୧୫ରେ ପାକିସ୍ତାନର ଇସ୍‌ଲାମାବାଦ୍‌ଠାରେ ଏସିଆ/ଓସେନିଆ ଡେଭିସ୍‌ କପ୍‌ ମ୍ୟାଚ୍‌ (ଗ୍ରୁପ୍‌-୧) ଅନୁଷ୍ଠିତ ହେବ। ଏଥିଲାଗି ଗୋଟିଏ ମାସ ପୂର୍ବରୁ ଅର୍ଥାତ୍‌ ଅଗଷ୍ଟ ୫ରେ ଭାରତୀୟ ଦଳ ଘୋଷଣା କରାଯିବ ବୋଲି ସର୍ବଭାରତୀୟ ଟେନିସ୍‌ ଆସୋସିଏଶନ…

ବର୍ଷାଦିନେ ଖାଆନ୍ତୁ ଏହି ୪ ଫଳ: ସଂକ୍ରମଣରୁ ମିଳିବ ମୁକ୍ତି

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ୟାଡୁସ୍ୟାଡୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ବର୍ଷାଦିନେ ହେଉଥିବା…

ସକାଳେ ଗ୍ଲାସେ ଉଷୁମ ପାଣିରେ ଟିପେ ସୈନ୍ଧବ ଲବଣ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ଶରୀର ପାଇଁ ସମୟ ଦେଇପାରୁ ନାହିଁ। ଫଳରେ ବିଭିନ୍ନ ରୋଗ ହେବାର ଆଶଙ୍କା ସୃଷ୍ଟି ହେଉଛି। ତେବେ ନିତିଦିନିଆ ଜୀବନରେ କେତେକ କାମ କଲେ ସହଜରେ ବହୁ ରୋଗରୁ ମୁକ୍ତି ମିଳିପାରିବ। ପ୍ରତିଦିନ ସକାନେ…

କଟା ପିଆଜ ଫ୍ରିଜ୍‌ରେ ରଖିବା ହାନିକାରକ

ଖାଇବାରେ ପିଆଜର ବ୍ୟବହାର ଅଧିକ ହୋଇଥାଏ। ପିଆଜ ବିନା ଖାଦ୍ୟର ସ୍ବାଦ ଯେମିତି ପାଣିଚିଆ ହୋଇଯାଏ। ପ୍ରାୟ ସମସ୍ତ ଭାରତୀୟ ନିଜ ରୋଷେଇରେ ପିଆଜର ଉପଯୋଗ କରିଥାନ୍ତି। ବିଶେଷକରି ସାଲାଡରେ ଏହାର ବ୍ୟବହାର ଅଧିକ ହୋଇଥାଏ। ତେବେ ପିଆଜକୁ ଭାଜି ଖାଆନ୍ତୁ…

ଆଇନା କହିବ କେତେ ସୁନ୍ଦର

ସୁନ୍ଦର ଦେଖାଯିବାକୁୂ କିଏ ନ ଚାହେଁ। କିନ୍ତୁ ସମସ୍ତେ ନିଜ ସୁନ୍ଦରତାକୁ ନେଇ ସମ୍ପୂର୍ଣ୍ଣ ଭାବେ ଆଶ୍ୱସ୍ତ ନୁହନ୍ତି। ଯଦି ଏଭଳି ଭାବନା ଆପଣଙ୍କର ବି ଥାଏ, ତେବେ ଚିନ୍ତିତ ହେବାର ଆଦୌ ଆବଶ୍ୟକତା ନାହଁି। ଏକ ଆମେରିକା କମ୍ପାନୀ ଏଭଳି…

ଓଲଟିଲା ନାଇଟ୍‌ କୋଚ ବସ୍‌, ୨୫ ଆହତ

ବଇଣ୍ଡା, ୨୮ା୭(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ନାକିଚିସ୍ଥିତ ଛେଳିଆଢିପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ନାଇଟ୍‌ କୋଚ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଛି। ଦୁର୍ଘଟଣାରେ ବସ୍‌ରେ ଥିବା ୨୫ ଜଣ ଯାତ୍ରୀ…

ଡୋପିଂ: ନିଜକୁ ନିର୍ଦ୍ଦୋଷ ବୋଲି ପ୍ରମାଣ କରିବେ ଜ୍ୟାକ୍‌

ମେଲବୋର୍ନ,୨୮ା୭ (ଏଏଫ୍‌ପି)-ରିଲେ ବିଶ୍ୱରେକର୍ଡ ଅଧିକାରିଣୀ ଶାୟନା ଜ୍ୟାକ୍‌ ନିଜକୁ ଦୋଷମୁକ୍ତ ବୋଲି ପ୍ରମାଣ କରିବେ ବୋଲି କହିଛନ୍ତି। ଅଷ୍ଟ୍ରେଲିଆର ଏହି ଆଥଲେଟ୍‌ ଏକ ନିଷିଦ୍ଧ ଦ୍ରବ୍ୟଯୁକ୍ତ ଡ୍ରଗ୍ସ ସେବନ କରିଥିବା ଡୋପ୍‌ ଟେଷ୍ଟ ବେଳେ ଜଣାପଡ଼ିଥିଲା। ଏହି ଡ୍ରଗ୍ସକୁ ମାଂସପେଶୀକୁ ବଳିଷ୍ଠ…

ଖେଳାଳିଙ୍କ ସହ ଗମ୍ଭୀର ଆଲୋଚନା କରିଥିଲେ ବେଲିସ୍‌

ଲଣ୍ଡନ, ୨୮।୭ (ଏଏଫ୍‌ପି)-ଆୟର୍ଲାଣ୍ଡ ବିପକ୍ଷ ଟେଷ୍ଟ ପରାଜୟରୁ ବର୍ତ୍ତିଯିବା ପରେ ଇଂଲଣ୍ଡ କୋଚ୍‌ ଟ୍ରେଭର ବେଲିସ ଟେଷ୍ଟ ଖେଳାଳିଙ୍କ ସହ ‘ଗମ୍ଭୀର ଆଲୋଚନା’ କରିଥିବା ସ୍ବୀକାର କରିଛନ୍ତି। ୪ ଦିବସୀୟ ଏହି ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ବିଶ୍ୱ ଚାମ୍ପିୟନ ଇଂଲଣ୍ଡ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୨୮।୭(ଡି.ଏନ୍‌.ଏ.)- ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ନୟାଗଡ଼ ଜିଲା ଶରଣକୁଳ ଅଞ୍ଚଳର ଶ୍ରୀଧର ନାୟକ। ପୋଲିସ ସୂଚନା ମୁତାବକ, ପାରିବାରିକ କଳହକୁ କେନ୍ଦ୍ରକରି ଶ୍ରୀଧର…

ବୋହୂଙ୍କୁ ମାଡ଼ମାରି ଶ୍ୱଶୁର ଗିରଫ

ବାଲିଅନ୍ତା,୨୮।୭(ଡି.ଏନ୍‌.ଏ.)- ଘରୋଇ କଳହକୁ ନେଇ ବୋହୂଙ୍କୁ ଗାଳିଗୁଲଜ ସହ ମାଡ଼ମାରିବା ଅଭିଯୋଗରେ ବାଲିଅନ୍ତା ପୋଲିସ ରବିବାର ଜଣେ ଶ୍ୱଶୁରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭିଙ୍ଗାରପୁର ଜ୍ୟୋତିଷ ସାହିର ରଘୁନାଥ ସେନାପତି(୫୮)। ତଦନ୍ତକାରୀ ଅଧିକାରୀ ଏସଆଇ ତୃପ୍ତିମୟୀ ରାଉତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?