Home Left

୭୭ ବର୍ଷର ମଡେଲ

ଆର୍ଥିକ ପରିସ୍ଥିତି କେବେ କାହାକୁ କେଉଁଠି ପହଞ୍ଚାଇଥାଏ ତାହା କହିବା ମୁସ୍କିଲ। ତେବେ ଦକ୍ଷିଣ କୋରିଆର ୭୭ ବର୍ଷୀୟା ମହିଳା ଚୋଇ ସୁନ ଏବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ପାଲଟି ଯାଇଛନ୍ତି। ଦିନେ ହସ୍ପିଟାଲରେ କାମ କରୁଥିବା ଚୋଇ ସମୟକ୍ରମେ କରଜରେ…

ମେରୀକମଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୮।୭(ପିଟି)- ଛ’ ଥର ବିଶ୍ୱ ଚାମ୍ପିୟନ ମହିଳା ବକ୍ସର ଏମ୍‌.ସି. ମେରୀକମ୍‌ ଇଣ୍ଡୋନେସିର ଲାବୁଆନ ବାଜୋଠାରେ ଚାଲିଥିବା ୨୩ତମ ପ୍ରେସିଡେଣ୍ଟ କପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୫୧ କିଗ୍ରା ବର୍ଗର ଫାଇନାଲରେ ଅଲିମ୍ପିକ୍‌ ବ୍ରୋଞ୍ଜ ପଦକ ବିଜେତା ୫-୦ ବ୍ୟବଧାନରେ…

ଜୁଆ ଆଡ୍ଡାରେ ଚଢ଼ାଉ: ୧୧ ଜୁଆଡ଼ି ଗିରଫ

ଦିଗପହଣ୍ଡି, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ ପକ୍ଷରୁ ୨ଟି ଜୁଆ ଆଡ୍ଡାରେ ଅତର୍କିତ ଚଢ଼ାଉ କରି ୧୧ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୨୧ ହଜାର ଟଙ୍କା, ତାସ ଓ ଏକ ଜରିପାଲ ଜବତ ହୋଇଛି। ଶନିବାର ସନ୍ଧ୍ୟାରେ…

ପୋଲରେ ଧକ୍କାଦେଇ ୨୦ ଫୁଟ ତଳକୁ ଖସିଲା ଡମ୍ପର: ଚାଳକ ମୃତ

ବଡବିଲ,୨୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ୧୦ ନଂ. ରାଜ୍ୟ ରାଜପଥର ଡାକ ବଙ୍ଗଳା ଛକ ଗୁଣ୍ଡିଚା ମନ୍ଦିର ନିକଟ ପୋଲ ଉପରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ପୋଲକୁ ଧକ୍କା ଦେଇ ଏକ ଡମ୍ପର ପ୍ରାୟ ୨୦ ଫୁଟ୍‌ ତଳକୁ ଖସିଯିବାରୁ…

ବିରାଟଙ୍କ କବାଡି ଟିମ୍‌

ନୂଆଦିଲ୍ଲୀ, ୨୮।୭: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟ ଛାଡି ଏବେ କବାଡି ଖେଳ ପ୍ରତି ମନବଳାଇଛନ୍ତି। ଶନିବାର ପ୍ରୋ କବାଡି ଲିଗ୍‌ର ଏକ ମ୍ୟାଚ୍‌ ଦେଖିବାକୁ ଯାଇଥିବା ବିରାଟ ମ୍ୟାଚ୍‌ ପରେ ଭାରତୀୟ କ୍ରିକେଟ ଦଳର କିଛି…

ସିଗାରେଟ୍‌ ଟଣାକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ଼, ଅଭିଯୁକ୍ତ ଫେରାର

ଯୋଡ଼ା,୨୮।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ହୁଡ଼ିସାହିଠାରେ ସିଗାରେଟ୍‌ ଟଣାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଶନିବାର ରାତିରେ ହୁଡ଼ିସାହିର ପ୍ରଶାନ୍ତ କୁମାର ଦାସ ତାଙ୍କ ପିଉସୀ ସାଇବଣୀ ମହାକୁଡ଼ଙ୍କ ଗ୍ରୋସରୀ ଦୋକାନରେ ବସିଥିଲେ। ଏହି ସମୟରେ…

ଟିମ୍‌ ଇଣ୍ଡିଆର ଓ୍ବେଷ୍ଟଇଣ୍ଡିଜ ଗସ୍ତ ପୂର୍ବରୁ ହେବ ନାହିଁ ଖବରଦାତା ସମ୍ମିଳନୀ

ମୁମ୍ବାଇ, ୨୮।୭- ଭାରତୀୟ ଦଳ ସର୍ବଦା ବିଦେଶ ଗସ୍ତରେ ଯିବା ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ଯୋଗଦିଏ। କିନ୍ତୁ ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଓ୍ବେଷ୍ଟଇଣ୍ଡିଜ ଗସ୍ତ ପୂର୍ବରୁ ସାମ୍ବାଦିକ ସମ୍ମିଳନୀରେ ଯୋଗଦେବେ ନାହିଁ। ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଯୋଗୁ ଏହା ସମ୍ଭବ…

‘ବରିଷ୍ଠ ନାଗରିକଙ୍କ ଅଭିଜ୍ଞତାକୁ ବ୍ୟବହାର କରନ୍ତୁ ସରକାର’

ବ୍ରହ୍ମପୁର ଅଫିସ,୨୮ା୭: ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍‌ ସିଟିଜେନସ ଫୋରମର ୧୫ତମ ତ୍ରୟବାର୍ଷିକ ସମ୍ମିଳନୀ ସ୍ଥାନୀୟ ବିଜୁ ପଟ୍ଟନାୟକ ସଂସ୍କୃତି ଭବନଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ଉନ୍ନତିରେ ବରିଷ୍ଠ ନାଗରିକଙ୍କ ଭୁମିକା ଅତ୍ୟନ୍ତ ଆବଶ୍ୟକ। ସେମାନଙ୍କ ଅଭିଜ୍ଞତାକୁ ଯଦି…

ମାଓବାଦୀଙ୍କ ଶହୀଦ ସପ୍ତାହ : ସେମିଳିଗୁଡ଼ା ବ୍ଲକର ୩ ପଞ୍ଚାୟତରେ ମାଓପୋଷ୍ଟର

ସେମିଳିଗୁଡ଼ା,୨୮।୭(ଡି.ଏନ୍‌.ଏ.): ମାଓବାଦୀମାନେ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଶହୀଦ ସପ୍ତାହ ପାଳନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲା ସେମିଳିଗୁଡା ବ୍ଲକରେ କାଣ୍ଟି, ଦୁଧାର ଓ ପାଖଜଲ ପଞ୍ଚାୟତରେ ମାଓପୋଷ୍ଟର ଲଗାଯାଇ ଥିବା ଦେଖିବାକୁ ମିଳିଛି। ଏଥିରେ ଶହୀଦ ସପ୍ତାହ…

ବ୍ୟାଟେରି ଚୋରି ଅଭିଯୋଗ ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ

ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଚାନ୍ଦବାଲି ଥାନା ଅଞ୍ଚଳରୁ ବିଭିନ୍ନ ଟ୍ରାକ୍ଟର, ଟ୍ରକରୁ ବ୍ୟାଟେରି ଚୋରି ଅଭିଯୋଗ ହେଉଥିବା ବେଳେ ଶନିବାର ସନ୍ଧ୍ୟାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପାଟୁଳି ଗାଁର ବସ ବେହେରା। ତାଙ୍କ ବୟାନ ଆଧାରରେ…

ରଣବୀରଙ୍କ ପାଇଁ ଏକ ସୁନ୍ଦର ଫଟୋ ପୋଷ୍ଟ କଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ଏବେ ‘୮୩’ର ଶୁଟିଂ ସାରି ମୁମ୍ବାଇ ଫେରିଛନ୍ତି। ହେଲେ ରଣବୀର ଏବେବି ବିଦେଶରେ ଅଛନ୍ତି। ଉଭୟ ବଲିଉଡ୍‌ର ଲଭେବଲ୍‌ କପୁଲ ଭାବେ ବେଶ୍‌ ଜଣାଶୁଣା। ଏମାନଙ୍କ ପ୍ରେମ କାହାଣୀ ଅନ୍ୟମାନଙ୍କୁ ବେଶ୍‌ ପସନ୍ଦ ଆସିଥାଏ।…

ପ୍ରିୟଙ୍କା ଗାନ୍ଧୀ ହିଁ କଂଗ୍ରେସ ଅଧ୍ୟକ୍ଷ ହେବାର ଉପଯୁକ୍ତ ପ୍ରାର୍ଥୀ: ଶଶି ଥରୁର

ନୂଆଦିଲ୍ଲୀ,୨୮।୭: କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ କିଏ ହେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ପ୍ରିୟଙ୍କା ଗାନ୍ଧୀ ହିଁ କଂଗ୍ରେସ ଅଧ୍ୟକ୍ଷ ହେବାର ଉପଯୁକ୍ତ ପ୍ରାର୍ଥୀ ବୋଲି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର କହିଛନ୍ତି। ଏବେ ଦଳ ଯେଉଁ ପରିସ୍ଥିତି ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?