Home Left

ହନିମୁନ୍‌ କରିବାକୁ ଯାଇ ୫୦ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ, ଉଦ୍ଧାର କଲେ ସ୍ତ୍ରୀ

ହନିମୁନ୍‌ କରିବାକୁ ଯାଇ ଆମେରିକାର ନବବିବାହିତ ଦମ୍ପତି ଏକ ବଡ଼ଧରଣର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଫ୍ଲୋରିଡ଼ାର କ୍ଲେ ଚେଷ୍ଟନ୍‌ ଏବଂ ତାଙ୍କ ସ୍ତ୍ରୀ ଏକ୍‌ମୀ ହନିମୁନ୍‌ ପାଇଁ କ୍ୟାରିବିୟାଇ ସାଗରସ୍ଥିତ ମାଉଣ୍ଟ ଲିୟମାଇଗା ପର୍ବତର ସେଣ୍ଟ କିଟ୍‌ସର ଏକ ଛୋଟ ସ୍ଥାନକୁ…

ଫ୍ରାନ୍ସରୁ ମିଳିଲା ବିଶ୍ୱର ସବୁଠୁ ବଡ ଡାଇନୋସର ଜୀବାଶ୍ମ

ପ୍ୟାରିସ୍‌, ୨୮।୭: ବିଶ୍ୱର ସବୁଠୁ ବଡ ଡାଇନୋସର ଜୀବାଶ୍ମ ଫ୍ରାନ୍ସରୁ ମିଳିଛି। ଓଜେଙ୍କ୍‌ ଅଞ୍ଚଳରୁ ବିରାଟକାୟ ଜୀବାଶ୍ମର ସନ୍ଧାନ ମିଳିବା ପରେ ବୈଜ୍ଞାନିକମାନେ ତାକୁ ନେଇ ଖୋଳତାଡ ଆରମ୍ଭ କରିଦେଇଛନ୍ତି। ମିଳିଥିବା ଡାଇନୋସର ହାଡ ୬.୬ ଫୁଟ୍‌ ଲମ୍ବା ବୋଲି ଜଣାପଡିଛି।…

ବହୁମତରେ ବିଜୟୀ ହେବୁ: ୟେଦୁରପ୍ପା

ବେଙ୍ଗାଲୁରୁ,୨୮।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ସୋମବାର ଅର୍ଥାତ୍‌ ୨୯ ତାରିଖରେ ସେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ। ଏହା ପୂର୍ବରୁ ସେ କହିଛନ୍ତି, ଆମେ ଶହେ ପ୍ରତିଶତ ବହୁମତରେ…

ଜାଣନ୍ତୁ ହେପାଇଟାଇଟିସ୍‌ ରୋଗର ଲକ୍ଷଣ, ନିରାକରଣ

ଜୁଲାଇ ୨୮କୁ ବିଶ୍ୱ ହେପାଟାଇଟିସ୍‌ ଦିବସ ଭାବେ ପାଳନ କରାଯାଇଥାଏ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ହେପାଟାଇଟିସ୍‌ ଏମିତି ଏକ ସଂକ୍ରାମକ ରୋଗ ଯାହା ଲିଭର ପ୍ରତି ବିପଦ ଆଣିଥାଏ। ଲିଭର ଆମ ଶରୀରର ମହତ୍ତ୍ୱପୂର୍ଣ୍ଣ ଅଙ୍ଗ। ଏହା ରକ୍ତରେ ଟକ୍ସସିନ୍‌ସକୁ…

ଯୁବିଙ୍କ ଦମ୍‌ରେ ଜିତିଲା ଟରୋଣ୍ଟୋ

ନୂଆଦିଲ୍ଲୀ,୨୮।୭(ପିଟି)- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ (ଯୁବି) ବିସ୍ଫୋରକ ବ୍ୟାଟିଂ ଯୋଗୁ ଟରୋଣ୍ଟୋ ନ୍ୟାଶନାଲ୍ସ ଚଳିତ ଗ୍ଲୋବାଲ ଟି୨୦ କାନାଡା ଲିଗ୍‌ରେ ପ୍ରଥମ ବିଜୟ ହାସଲ କରିଛି। ବ୍ରମ୍ପଟନଠାରେ ଶନିବାର ଏଡ୍‌ମଣ୍ଟନ ରୟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଯୁବି ୨୧…

ମଇଁଷି ଶିଙ୍ଘରେ ତେଲ ମାଲିସ୍‌ ପାଇଁ ୧୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ଲାଲୁ

ନୂଆଦିଲ୍ଲୀ, ୨୮।୭: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବ ପୁଣି ଚର୍ଚ୍ଚାର ପରିସରକୁ ଆସିଛନ୍ତି। କେବଳ ମଇଁଷି ଶିଙ୍ଘରେ ତେଲ ମାଲିସ୍‌ ପାଇଁ ଲାଲୁ ୧୬ ଲକ୍ଷ ଟଙ୍କା ଖର୍ଚ୍ଚ…

ଭାଜପାରେ ସାମିଲ ନ ହେବାରୁ ନେତାଙ୍କ ଉପରେ ଚାପ ପକାଯାଉଛି: ଶରଦ ପାଓ୍ବାର

ମୁମ୍ବାଇ,୨୮।୭: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାର କେନ୍ଦ୍ରର ଭାଜପା ସରକାରଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ପାଓ୍ବାର କହିଛନ୍ତି ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଭାଜପା ନିଜ ଶକ୍ତିର ଦୂରୁପଯୋଗ କରୁଛି। ଯେଉଁନେତାମାନେ ଭାଜପାରେ ସାମିଲ ହେବାକୁ ରାଜି ନୁହେଁ…

କାଉଡି ଯାତ୍ରାରେ ମାତାପିତାଙ୍କୁ ଭାର କରି ନେଲେ ୪ ଭାଇ

ଶାମଲି,୨୮।୭: ହରିୟାନା ପାନିପଥର ୪ ଭାଇ କାଉଡି ଯାତ୍ରାରେ ବାହାରିଥିବା ବେଳେ ସେମାନେ ତାଙ୍କ ମାତାପିତାଙ୍କୁ ଉତ୍ତରାଖଣ୍ଡର ହରିଦ୍ୱାରଠାରୁ ଭାରରେ ବୋହି ରବିବାର ଶାମଲିରେ ପହଞ୍ଚିଛନ୍ତି। ବାଉଁଶ ଭାରରେ ଦୁଇପଟେ ଟୋକେଇରେ ରଖି ସେମାନେ ମାତା ପିତାଙ୍କୁ ଶିବଙ୍କ ଦର୍ଶନ କରାଇବାକୁ…

ଉତ୍ତରାଖଣ୍ଡ ସରକାରୀ ହସ୍ପିଟାଲକୁ ଯିବାକୁ ଡରିଲେଣି ରୋଗୀ

ହଲଦଓ୍ବାନି,୨୮।୭: ଉତ୍ତରାଖଣ୍ଡର ସରକାରୀ ହସ୍ପିଟାଲରେ ଗତ ୯ ବର୍ଷ ମଧ୍ୟରେ ପ୍ରାୟ ୧୩ହଜାର ୧୮୭ ରୋଗୀଙ୍କ ମୃତ୍ୟୁ ହୋଇଥିବା ଏକ ରିପୋର୍ଟରୁ ଜଣାପଡିଛି। ଆର୍‌ଟିଆଇ କର୍ମୀ ହେମନ୍ତ ଗୌନିଆଙ୍କ ପ୍ରଶ୍ନରେ ମେଡିକାଲ ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି। ଏବେ ଲୋକେ…

କେବୁଲ କାର୍‌ରୁ ଡେଇଁଲେ ଦୁଇ ଭାରତୀୟ ଫୁଟବଲର

ପଣଜୀ,୨୮।୭- ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ଦୁଇ ସଦସ୍ୟ ଗୁରୁତର ଆହତ ହେବାରୁ ବର୍ତ୍ତିଯାଇଛନ୍ତି। ତୁର୍କି ଗସ୍ତରେ ଥିବା ଭାରତୀୟ ଦଳ ଶନିବାର ସ୍ଥାନୀୟ କ୍ଲବ ସହ ଏକ ମ୍ୟାଚ୍‌ ଖେଳିବା ପରେ କୋଚ୍‌ ଫ୍ଲଏଡ ପିଣ୍ଟୋ ଖେଳାଳିଙ୍କୁ ଗୋଟିଏ…

ରାଜନୀତି କରିବେ କି ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନାକ୍ଷୀ ସିହ୍ନା ରାଜନୀତିରେ ଯୋଗ ଦେବେ କି ନା ତାକୁ ନେଇ ଏବେ ଚାଲିଛି ଚର୍ଚ୍ଚା। ପିତା ଶତ୍ରୁଘ୍ନ ସିହ୍ନା ବଲିଉଡ ପରେ ଏବେ ରାଜନୀତି ମଇଦାନରେ ସକ୍ରିୟ ଥିବା ବେଳେ ତାଙ୍କ ମା’ ପୁନମ ସିହ୍ନା…

ସୁନ୍ଦର ହେବ ବ୍ରହ୍ମପୁର: ପୋଷ୍ଟର୍‌ ଚିରା ଅଭିଯାନରେ ସାମିଲ ହୋଇ ଜିଲାପାଳ କହିଲେ ‘ଜନଭାଗିତା ଦ୍ୱାରା ପରିବର୍ତ୍ତନ ସମ୍ଭବ’

ବ୍ରହ୍ମପୁର ଅଫିସ୍‌, ୨୮।୭: ଗଞ୍ଜାମ ଜିଲା ବ୍ରହ୍ମପୁର ସହରକୁ ସୁନ୍ଦର କରିବା ପାଇଁ ସରକାରୀସ୍ତରରେ ପ୍ରୟାସ ଚାଲିଛି । ଏଥିରେ ସହରର ବୁଦ୍ଧିଜୀବୀ ଏବଂ ବିଭିନ୍ନ ବର୍ଗର ଲୋକମାନେ ମଧ୍ୟ ସାମିଲ ହେଉଛନ୍ତି । ସହରର ପ୍ରମୁଖ ରାସ୍ତାକଡ଼ କାନ୍ଥ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?