Home Left

କୋରାପୁଟ ଜିଲାରେ ୩୦୪.୯ ମିଲିମିଟର ବର୍ଷା ରେକର୍ଡ

କୋରାପୁଟ,୨୮।୭(ସ୍ବ.ପ୍ର.) : କୋରାପୁଟ ଜିଲାରେ ରବିବାର ୩୦୪.୯ ମିଲିମିଟର ବର୍ଷା ହୋଇଥିବାବେଳେ କେବଳ ବୈପାରୀଗୁଡା ବ୍ଲକରେ ସର୍ବାଧିକ ୫୮ମିମି ବର୍ଷା ହୋଇଥିବା ଜିଲା ଜରୁରୀ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ସେହିପରି ଜିଲାର କୋଟପାଡ଼ ବ୍ଲକରେ ୧୬ ମିଲିମିଟର ବର୍ଷା ହୋଇଥିବାବେଳେ କୁନ୍ଦ୍ରାରେ…

ସ୍ଥାପତ୍ୟ କହେ କରୁଣ କାହାଣୀ

ମାନବ ଇତିହାସରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ହେଉଛି ଏକ କଳଙ୍କିତ ଅଧ୍ୟାୟ। ଏହା ନେଇଥିଲା ଲକ୍ଷ ଲକ୍ଷ ନିରୀହ ଜୀବନ। ଉଭୟ ନାଜି ଓ ସୋଭିଏଟ ୟୁନିୟନ୍‌ ନିଷ୍ଠୁର ଗଣହତ୍ୟା ଓ ନୃଶଂସକାଣ୍ଡମାନ ଘଟାଇଥିଲେ। ତାହା ମଧ୍ୟରେ ଗୋଟିଏ ଘଟଣା ଥିଲା ଅତ୍ୟନ୍ତ…

କାନ୍ଦିଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ନାୟିକା ତଥା କ୍ରିକେଟର ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ବିବାହ ପରଠାରୁ ବଡ ପରଦାଠାରୁ ଦୂରେଇ ରହିଥିବା ଦେଖାଯାଏ। ହେଲେ ସେ ସୋସିଆଲ ମିଡିଆରେ ସବୁବେଳେ ଥାଆନ୍ତି ଆକ୍ଟିଭ। ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମରେ ଏମିତି ଏକ…

ହମିଂ ବାର୍ଡ ଭଳି ଫୁଲ

କ୍ରୋଟାଲାରିଆ କନିଂହାମି ଉତ୍ତର ଅଷ୍ଟ୍ରେଲିଆର ଏକ ଫୁଲ। ଏହି ଫୁଲଟି ଆଉ ଏକ ନାମରେ ବି ପରିଚିତ, ତାହା ହେଉଛି ‘ଗ୍ରୀନ୍‌ ବାର୍ଡ ଫ୍ଲାଓ୍ବାର’। କାରଣ ଏହାର ସବୁଜ ଫୁଲ ଛୋଟିଆ ହମିଂ ବାର୍ଡ ପରି ଦେଖାଯାଇଥାଏ, ଯାହାର ମୁନିଆ ଲମ୍ବା…

ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌, ୨୫ ଗୁରୁତର

ବଇଣ୍ଡା,୨୮।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ନାକଚିସ୍ଥିତ କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ଛେଳିଆଢିପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି।…

ଆଫଗାନିସ୍ତାନରେ ପୁଣି ବିସ୍ଫୋରଣ: ୪ ମୃତ

କାବୁଲ,୨୮।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ରବିବାର ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବି ବନ୍ଦ ପ୍ରଦେଶରେ ସୈନ୍ୟଶିବିର…

ପାକିସ୍ତାନ ଗସ୍ତ କରିବ ଭାରତ

ନୂଆଦିଲ୍ଲୀ, ୨୮।୭- ଭାରତୀୟ ଡେଭିସ କପ୍‌ ଦଳ ଦୀର୍ଘ ୫୫ ବର୍ଷ ପରେ ପାକିସ୍ତାନ ଗସ୍ତ କରିବାକୁ ଯାଉଛି। ଏ ନେଇ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ସାଧାରଣ ସମ୍ପାଦକ ହିରନମୟ ଚାଟାର୍ଜୀ ରବିବାର ସ୍ପଷ୍ଟ କରିଛନ୍ତି। ଆମେ ପାକିସ୍ତାନ ଗସ୍ତ…

ମାନବ ସେବା ହିଁ ମାଧବ ସେବା: କାଉଡିଆଙ୍କ ପାଦ ଦାବିଲେ ଏସ୍‌ପି

ଲକ୍ଷ୍ନୌ, ୨୮।୭: ଶ୍ରାବଣରେ ଆରମ୍ଭ ହୋଇଯାଇଛି କାଉଡି ଯାତ୍ରା। ବିଶେଷ କରି ଉତ୍ତର ପ୍ରଦେଶରେ କାଉଡିଆଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାମାନ କରାଯାଇଛି। ଏମାନଙ୍କ ପାଇଁ ଖୋଲାଯାଇଥିବା ପ୍ରାକୃତିକ ଚିକିତ୍ସା ସେବା ଶିବିରର ଉଦ୍‌ଘାଟନ କରିବାକୁ ଶାମଲିର ଏସ୍‌ପି ଅଜୟ କୁମାରଙ୍କୁ ଡକାଯାଇଥିଲା।…

ପର୍ଯ୍ୟଟନସ୍ଥଳୀ ‘ଯୋଗ ଜଳପ୍ରପାତ’: କେବେ ଯିବେ, କେମିତି ଯିବେ, କ’ଣ ଦେଖିବେ

କର୍ନାଟକସ୍ଥିତ ଯୋଗ ଜଳପ୍ରପାତ ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ଭାବେ ବେଶ୍‌ ଲୋକପ୍ରିୟ। ସ୍ଥାନୀୟ ଭାଷାରେ ଏହା ଗେରୁସୋପ୍ପେ ଜଳପ୍ରପାତ ନାଁରେ ପରିଚିତ। ପ୍ରାୟ ୨୫୩ ମିଟର ଉଚ୍ଚତା ବିଶିଷ୍ଟ ଏହି ଜଳପ୍ରପାତଟି ସରାବତୀ ନଦୀଧାରରୁ ସୃଷ୍ଟି ହୋଇଛି… କର୍ନାଟକର ସାଗର ନାମକ…

ଗହଣା ଦୋକାନରୁ ଲୁଟ୍‌, ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ବସ୍ତା,୨୮।୭ (ସ୍ବ.ପ୍ର): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ହଳଦୀପାଳ ବଜାରରେ ଥିବା ଇଣ୍ଡିକ୍ୟାଶ ଏଟିଏମ୍‌ ଓ ଏକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। କେହି ଦୁର୍ବୃତ୍ତ ଗ୍ୟାସ୍‌ କଟର ସାହାଯ୍ୟରେ ଦୋକାନ ତାଲା ଓ ଏଟିଏମ୍‌…

ପ୍ରଥମ ରୋଜଗାର ଟଙ୍କାରେ ବାପାଙ୍କ ଚିକିତ୍ସା ହେଉଥିଲା: ପ୍ରାବନ୍ଧିକ ସତ୍ୟନାରାୟଣ ମିଶ୍ର

ବରିଷ୍ଠ ବ୍ୟାଙ୍କ ପ୍ରବନ୍ଧକ ତଥା ପ୍ରାବନ୍ଧିକ ସତ୍ୟନାରାୟଣ ମିଶ୍ର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଗଙ୍ଗାନାରାୟଣପୁର ଗାଁରେ ମୋ ଜନ୍ମ। ଭାର୍ଗବୀ ଉଚ୍ଚ ବିଦ୍ୟାଳୟରୁ ୧୯୬୮ରେ ଏକାଦଶ ପାସ୍‌ କରି ଏସ୍‌ସିଏସ୍‌…

୧୧୮ ଶିଶୁଙ୍କୁ ପୋଷ୍ୟ ଗ୍ରହଣ କରିଥିବା ଲଭ୍‌ ମଦରଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ବେଜିଂ,୨୮।୭: ଚାଇନାରେ ୧୧୮ ଜଣ ଶିଶୁଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ଜଣେ ମହିଳାଙ୍କୁ ଠକାମି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ କରାଯାଇଛି। ୫୪ ବର୍ଷ ବୟସ୍କା ମହିଳା ଲି ୟାନଶିୟାଙ୍କୁ ସ୍ଥାନୀୟ ଲୋକେ ଲଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?