‘କାର୍ଗିଲ ବିଜୟ ଭାରତର ଶକ୍ତିର ପ୍ରତୀକ’
ନୂଆଦିଲ୍ଲୀ,୨୮ା୭(ପି.ଟି.): କାର୍ଗିଲ ଯୁଦ୍ଧ ବିଜୟ ଭାରତର ଶକ୍ତି, ପ୍ରତିବଦ୍ଧତା ଓ ସାମର୍ଥ୍ୟର ପ୍ରତୀକ ଥିଲା। ଏହାର ସଶସ୍ତ୍ର ବାହିନୀର ତ୍ୟାଗ ଏହାକୁ ଦୁର୍ଜେୟ କରି ରଖିଛି ବୋଲି କାର୍ଗିଲ ବିଜୟର ୨୦ ବର୍ଷ ପୂର୍ତ୍ତି ଉତ୍ସବରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଏନ୍କାଉଣ୍ଟରରେ ୭ ମାଓବାଦୀ ନିହତ
ମାଲକାନଗିରି,୨୮ା୭ (ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ ଶହୀଦ ସପ୍ତାହ ଆରମ୍ଭ ହେଉଥିବାରୁ ଏନେଇ ଏକ ବଡ ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା…
ବାରିମୂଳ ଆଶ୍ରମରେ ଇଡିର ନୋଟିସ, ଜବତ ଜମିରେ ସର୍ବସାଧାରଣଙ୍କ ଯାତାୟାତ ମନା
କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୮।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମ ମୁଖ୍ୟ ସାରଥି ଓରଫ ସନ୍ତୋଷ ରାଉଳ ଗତ ୨୫ ତାରିଖରେ ଜେଲରୁ ସର୍ତ୍ତମୂଳକ ଜାମିନ୍ରେ ମୁକୁଳିଛନ୍ତି। ଏହାପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତତ୍ପର ହୋଇଉଠିଛି ା ୨୦୧୭ ସେପ୍ଟେମ୍ବର ୧ ରେ…
ଗଭୀର ନିଷ୍ଠା ସଫଳତାର ବାଟ ଦେଖାଏ
ବଲାଙ୍ଗୀର ଅଫିସ, ୨୮ା୭ – ବଲାଙ୍ଗୀର ସିଏନ୍ସି କଲେଜ ପରିସରରେ ଗ୍ରାଜୁଏସନ୍ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସିଏନ୍ସି କଲେଜ ନିର୍ଦ୍ଦେଶକ ଆଶୁତୋଷ ପୁରୋହିତ ଏବଂ ପ୍ରଦୀପ ସାହୁଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଅତିଥିଭାବେ ଦୋହାସ୍ଥିତ ଅଲ୍ଜଜିରା ମିଡିଆ ନେଟୱର୍କ ଅନୁଷ୍ଠାନ…
ଅଗଷ୍ଟରେ ସାର୍ବଜନୀନ ହେବ କାଳିଆ ହିତାଧିକାରୀଙ୍କ ନାମ: ମନ୍ତ୍ରୀ
ଭୁବନେଶ୍ୱର,୨୮।୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହୋଇଥିବା ହିତାଧିକାରୀଙ୍କ ନାମ ଆସନ୍ତା ଅଗଷ୍ଟରେ ସାର୍ବଜନୀନ କରାଯିବ। କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଗୃହରେ ଆସିଥିବା ମୁଲତବୀ ପ୍ରସ୍ତାବର ଉତ୍ତର ଦେଇ ଏହା କହିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟର…
ଭଗ୍ନାବଶେଷ ତଳେ ଜୀବନ ଗଲା
ବିନିଶ୍,୨୮ା୭: ଉତ୍ତର ସିରିଆରେ ଯୁଦ୍ଧବିମାନରୁ ଆକ୍ରମଣ ବେଳେ ଏକ ବିଲ୍ଡିଂ ଉପରେ ବୋମାମାଡ଼ ହୋଇଛି। ୫ ବର୍ଷର ଝିଅଟି ଝୁଲନ୍ତା ଅବସ୍ଥାରେ ଥିବା ତା’ର କୁନି ଭଉଣୀକୁ ଉଦ୍ଧାର ଲାଗି ଉଦ୍ୟମ କରି ତା’ର ଟି-ସାର୍ଟକୁ ଟାଣିଧରିଛି। ଏହି ସମୟରେ ବିଲ୍ଡିଂ…
ଅଶାନ୍ତ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ: କଲେଜ ଅନିର୍ଦ୍ଦିଷ୍ଟ କାଳ ସାଇନ-ଏ-ଡାଏ
ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୮।୭-ଅଶାନ୍ତ ପାଲଟିଛି ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ । ଏ ନେଇ ଅଧ୍ୟକ୍ଷା ଅନିର୍ଦ୍ଦିଷ୍ଟ କାଳ ପାଇଁ ମହାବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି। ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ଅସଦାଚରଣ କରିଥିବା ଅଭିଯୋଗ କରି…
ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ ଗୃହରେ ପାଠପଢ଼ା
ବଇଣ୍ଡା,୨୮।୭(ଡି.ଏନ.ଏ.)ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଲାଗି ରହିଛି ବ୍ୟାପକ ଅବ୍ୟବସ୍ଥା। ଆବଶ୍ୟକ ଶ୍ରେଣୀଗୃହ ଓ ଶିକ୍ଷକ ଅଭାବ ଯୋଗୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ଆଣିଛନ୍ତି ଅଭିଭାବକ। ବିପଦସଙ୍କୁଳ ଶ୍ରେଣୀଗୃହରେ ବସି ପିଲାମାନେ ପାଠ…
‘ଅତ୍ୟାଚାର, ଆକ୍ରୋଶ ବିରୋଧରେ ମୁହଁ ଖୋଲନ୍ତୁ ମହିଳା’
ନାତୁଣୀ ହାକିମ ହେଉ, ଏହା ଥିଲା ଜେଜେଙ୍କ ଇଚ୍ଛା। ସେହି ସ୍ବପ୍ନ ଏବେ ପୂରଣ ହୋଇଛି। ହେଲେ ନାତୁଣୀର ଏହି ଖୁସି ଦେଖିବାକୁ ଜେଜେ ନାହାନ୍ତି। କେବେଠୁ ତାଙ୍କର ସ୍ବର୍ଗାବାସ ହୋଇସାରିଛି। ସେ ଥିଲେ ନିଶ୍ଚିତ ଏହି ଖୁସି ଦ୍ୱିଗୁଣିତ ହୋଇଥାନ୍ତା…
ଢେଙ୍କାନାଳରେ କର୍ମଚାରୀ ମରୁଡ଼ି: ଖାଲିପଡ଼ିଛି ୨୮୯ ପଦବୀ
ଢେଙ୍କାନାଳ ଅଫିସ, ୨୮।୭ – କାର୍ଯ୍ୟାଳୟ ଅଛି। ହେଲେ କାମ କରିବାକୁ ନାହାନ୍ତି ଅଧିକାରୀ କି କର୍ମଚାରୀ। ଖାଲି ପଡୁଛି ଚୌକି। ଖଁ। ଖଁ। ଅଫିସ। ଜରୁରୀ କାର୍ଯ୍ୟରେ ଆସୁଥିବା ଲୋକେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ନିରାଶରେ ଫେରୁଛନ୍ତି।…
ମାସରେ ଥରେ ଦୁଇ ଥର କରନ୍ତୁ ଏପରି ମନ ରହିବ ହାଲ୍କା…
ହସିବା ଦ୍ୱାରା ମନ ହାଲ୍କା ରହିବା ସହ ଶରୀର ସୁସ୍ଥ ରହିିଥାଏ। କିନ୍ତୁ ବେଳେବେଳେ କାନ୍ଦିବା ଦ୍ୱାରା ମଧ୍ୟ ଶରୀରର ଅନେକ ସମସ୍ୟା ଦୂର ହୋଇଥାଏ। ବେଜିଂ ବିଶ୍ୱିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରୁ ଏହା ଜଣାପଡ଼ିଛି। ଆଖିରୁ ଲୁହ ବୋହି…
ବିଇଡି ପରୀକ୍ଷା ଘୁଞ୍ଚାଇବା ନେଇ କୁଳସଚିବଙ୍କୁ ଦାବିପତ୍ର
ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଇଡି କଲେଜ ଛାତ୍ରୀଛାତ୍ରମାନେ କୁଳସଚିବ ରଞ୍ଜନ ବିଶ୍ୱାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅଗଷ୍ଟ ୫…

