ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର
ତେଲକୋଇ, ୨୮।୭(ଡି.ଏନ.ଏ.)-ଆଦିବାସୀ ବହୁଳ ତେଲକୋଇ ବ୍ଲକ ଅଧୀନରେ ଅଙ୍ଗନୱାଡି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ରହିଛି। ସ୍ବତନ୍ତ୍ର ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବା ଯୋଗୁ ଗ୍ରାମ ମଣ୍ଡପ ଓ ଅନ୍ୟ କାହା ଘର ବାରଣ୍ଡା କିମ୍ବା ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର ଯୋଜନା।…
ପାଇଖାନା ଘରେ ବିତୁଛି ଜୀବନ: ସଂସାର ପଥରେ ୪ ଛୁଆଙ୍କୁ ଧରି ଏକାକୀ
କେନ୍ଦୁଝର, ୨୮ା୭(ସ୍ବ.ପ୍ର.)-ସରକାର ଗରୀବ ଗୃହ ହୀନ ଲୋକଙ୍କୁ ବିଭିନ୍ନ ଆବାସିକ ଯୋଜନାରେ ଘର ପ୍ରଦାନ କରିଲେ ହେଁ ବହୁ ଗରିବ ଲୋକ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ କିଏ ଭଙ୍ଗାଦଦରା ଘରେ ପଲା ମାରି ରହୁଛି ତ କିଏ ପର ଘରେ…
ଶୁଖିଲା ପଡ଼ିଛି ଦଶମୌଜା କେନାଲ
ତିହିଡ଼ି, ୨୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ଅପରପକ୍ଷେ ବିଭିନ୍ନ ପଞ୍ଚାୟତରେ ଜମିକୁ ଜଳସେଚିତ କରିବା ପାଇଁ ରହିଥିବା ଦଶମୌଜା କେନାଲ ଶୁଖିଲା ପଡ଼ିଛି। କେନାଲରେ ପ୍ରଚୁର ପାଣି ଛଡ଼ାଯାଉଥିଲେ ମଧ୍ୟ…
ସ୍ବାବଲମ୍ବୀ ହେଲେ ଦୁଇ ‘ସ୍ବୟଂସିଦ୍ଧା’
ବାରିପଦା ଅଫିସ,୨୮।୭- ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲା ସବୁବେଳେ ବାଲ୍ୟବିବାହକୁ ନେଇ ଚର୍ଚ୍ଚାରେ ରହିଆସିଛି। ବାଲ୍ୟବିବାହର ଶିକାର ହେଉଥିବା ନାବାଳିକାଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍ ‘ସ୍ବୟଂସିଦ୍ଧା’ ଗଠନ କରାଯାଇଥିଲା।…
କାମରେ ଲାଗୁନି ଚେକ୍ଡ୍ୟାମ୍ : ଲୋକଙ୍କ ଅଭିଯୋଗ ଶୁଣୁନି ବିଭାଗ
କପ୍ତିପଦା,୨୮ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଜେ.ଏସ୍. ଜାମୁଡିହା ପଞ୍ଚାୟତର କେତେକ ଗ୍ରାମ ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ। ଏଠାରେ ବସବାସ କରୁଥିବା ଆଦିବାସୀଙ୍କର ଶହ ଶହ ଏକର ପାହାଡ଼ିଆ ଉଚ୍ଚ ଜମି ରହିଛି । ଏହି ଅଞ୍ଚଳରେ ବର୍ଷାଜଳକୁ…
ରାମ୍ପ୍ ଶୋ’ରେ ସାରାଙ୍କୁ ଚିୟର କରୁଥିଲେ କାର୍ତ୍ତିକ, ଇବ୍ରାହିମ
ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ଦିଲ୍ଲୀରେ ଅନୁଷ୍ଠିତ ହେଉଥିବା ଏକ ରାମ୍ପ ଶୋ’ରେ ଯୋଗ ଦେଇଥିଲେ। ସେଠାରେ ତାଙ୍କୁ ଚିଅର୍ କରିବା ପାଇଁ ବୟଫ୍ରେଣ୍ଡ କାର୍ତ୍ତିକ ଓ ଭାଇ ଇବ୍ରାହିମ ପହଞ୍ଚିଥିଲେ। ସାରା ଯେତେବେଳେ ରାମ୍ପ ଫ୍ଲୋର୍ରେ ଚାଲୁଥିଲେ କାର୍ତ୍ତିକ…
ରିୟଲ ମାଡ୍ରିଡକୁ ହରାଇଲା ଆଟଲେଟିକୋ
ନ୍ୟୁୟର୍କ,୨୭ା୭(ଏଏଫ୍ପି)- ସ୍ଥାନୀୟ ମେଟ୍ଲାଇଫ୍ ଷ୍ଟାଡିୟମରେ ଏକ ପ୍ରାକ୍ ସିଜନ ବନ୍ଧୁତ୍ୱପୂର୍ଣ୍ଣ ଫୁଟ୍ବଲ ମ୍ୟାଚରେ ଡିଏଗୋ କୋଷ୍ଟାଙ୍କ ୪ ଗୋଲ ସହାୟତାରେ ଆଟ୍ଲେଟିକୋ ମାଡ୍ରିଡ୍ ଏହାର ଲା ଲିଗା ପ୍ରତିଦ୍ୱନ୍ଦ୍ୱୀ ରିୟଲ ମାଡ୍ରିଡକୁ ୭-୩ ଗୋଲରେ ପରାସ୍ତ କରିଛି। ଖେଳର ୬୩ତମ ମିନିଟ୍ରେ…
ଜାତୀୟ ମହିଳା ଚେସ୍ ଚାମ୍ପିୟନଶିପ୍ : ଟାଇଟଲ ବଜାୟ ରଖିଲେ ଭକ୍ତି କୁଲକର୍ନୀ
କାରାଇକୁଡି, ୨୭ା୭ (ପି.ଟି.)- ଗତଥରର ଚମ୍ପିୟନ ତଥା ଏୟାର ଇଣ୍ଡିଆର ଭକ୍ତି କୁଲକର୍ନୀ ଏଠାରେ ଚାଲିଥିବା ୪୬ତମ ଜାତୀୟ ମହିଳା ଚେସ୍ ଚାମ୍ପିୟନଶିପ୍ରେ ତାଙ୍କ ଟାଇଟଲ ବଜାୟ ରଖିଛନ୍ତି। ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରିବା ସହ ୧୧ରାଉଣ୍ଡ ଖେଳରୁ ୧୦ ପଏଣ୍ଟ…
ଆଶାକର୍ମୀଙ୍କୁ ଘରେ ବାନ୍ଧିବା ଘଟଣାପ୍ରତିବାଦରେ ସିଡିଏମ୍ଓଙ୍କ ଅଫିସ୍ ଘେରାଉ
ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜୁଆରୀ ପଞ୍ଚାୟତ ଅନ୍ତର୍ଗତ ଆଳୁମେଦା ଗ୍ରାମର ଆଶାକର୍ମୀଙ୍କୁ ଘରେ ବାନ୍ଧି ରାତିସାରା ଅଟକ ରଖିବା ଏବଂ ତାଙ୍କୁ ନିର୍ଯାତନା ଦେବା ଅଭିଯୋଗକୁ ଥାନାଧିକାରୀ ଅବହେଳା କରିବା ପ୍ରତିବାଦରେ ଓଡ଼ିଶା ରାଜ୍ୟ ଆଶା…
ଲବଙ୍ଗରେ ରହିଛି ବହୁ ଔଷଧୀୟ ଗୁଣ
ସାଧାରଣତଃ ଲୋକେ ଲବଙ୍ଗକୁ ମସଲା ରୂପେ ବ୍ୟବହାର କରିଥନ୍ତି। ଲବଙ୍ଗ ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ଥାଏ। ଲବଙ୍ଗର ବହୁ ଉପକାରୀ ତଥା ଔଷଧୀୟ ଗୁଣ ରହିଛି। ଯାହା ଶରୀର ପାଇଁ ଲାଭଦାୟକ। ୧. ଏକ କପ୍ ପାଣିରେ ୪-୫ଟି ଲବଙ୍ଗ…
ବେଆଇନ ଗୋଚାଲାଣ, ୭ ଗିରଫ
ଖଲ୍ଲିକୋଟ,୨୭।୭(ଡି.ଏନ.ଏ.)- ଖଲ୍ଲିକୋଟ ପୋଲିସ ଶନିବାର ଏକ ଟ୍ରକରେ ଗୋରୁ ଚାଲାଣ ବେଳେ ୧୭ ଗୋରୁ ଉଦ୍ଧାର କରିବା ସହ ଟ୍ରକ ଜବତ କରିଛି। ଏହି ଘଟଣାରେ ଚାଳକ ସମେତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ପୁରୀ ଜିଲା ସତ୍ୟବାଦୀ ଥାନା…
ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଜଣେ କୋର୍ଟଚାଲାଣ
ଗୋପାଳପୁର,୨୭।୭- ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଗୋଳନ୍ଥରା ପୋଲିସ ଜନୈକ ଯୁବକଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଆସିକା ଥାନା ମାମୁଡ଼ିହ ଗ୍ରାମର ଶିବାନନ୍ଦ ନାୟକ (୨୨)। ଗତ ୨୩ ତାରିଖରେ ଜଣେ ନବମଶ୍ରେଣୀ ଛାତ୍ରୀ…

