ବର୍ଷାଦିନେ ଓଜନ କମାଇବାର ସହଜ ଉପାୟ
ବର୍ଷାଦିନେ ଯଦି ଓଜନ କମାଇବା ପାଇଁ ଚାହୁଁଛନ୍ତି ତେବେ ଏହି ଫୁଡ୍ ଟିପ୍ସ୍ ଉପରେ ଗୁରୁତ୍ୱ ଦିଅନ୍ତୁ *ବର୍ଷାଦିନେ ତେଲଭାଜି ଖାଦ୍ୟ ଖାଇଲେ ଓଜନ ବୃଦ୍ଧି ହୋଇଥାଏ। ଏଣୁ ଏହା ବଦଳରେ ଓଜନ କମ୍ କରିବାକୁ ପୋଡା ମକା,ବାଦାମ କିମ୍ବା ଗଜା…
ଚିକୁନଗୁନିଆକୁ ରୋକିବ ଯନ୍ତ୍ର
ନ୍ୟୁୟର୍କ: ୟୁଏସ୍ ସେଣ୍ଟର୍ସ ଫର୍ ଡିଜିଜ୍ କଣ୍ଟ୍ରୋଲ ଆଣ୍ଡ୍ ପ୍ରିଭେନଶନ(ସିଡିଓ)ର ଗବେଷକମାନେ ଏକ ଡିଭାଇସ୍ ବିକାଶ କରିଛନ୍ତି ଯାହା ମାଈ ମଶାଙ୍କୁ ଆକର୍ଷିତ କରିପାରିବ। ମଶା ଅଣ୍ଡା ଦେବାକୁ ଜାଗା ଖୋଜୁଥିବା ସମୟରେ ଏହି ଯନ୍ତ୍ର ମଶାକୁ ଟ୍ରାପ୍ କରିିବ। ଜର୍ନାଲ…
ହାର୍ଟ ଆଟାକ୍ ଆଶଙ୍କା ବି କମାଏ ଅଗରବତୀ…
ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ ସୃଷ୍ଟି ହୁଏ ଶୁଦ୍ଧ ବାତାବରଣ। ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା ପାଇଁ…
ବିଶ୍ୱ ସନ୍ତରଣ ଚାମ୍ପିୟନଶିପ୍ରେ ଅଘଟଣ, ୨ ମୃତ
ଗ୍ବାଙ୍ଗଜୁ(ଦକ୍ଷିଣ କୋରିଆ),୨୭।୭(ଏଏଫ୍ପି)- ଏଠାରେ ଚାଲିଥିବା ବିଶ୍ୱ ସନ୍ତରଣ ଚାମ୍ପିୟନଶିପ୍ରେ ଘଟିଛି ଅଘଟଣ। ଏକ ନାଇଟ୍ କ୍ଲବ୍ର ବାଲ୍କୋନି ଭାଙ୍ଗିପଡ଼ିବାରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଚାମ୍ପିୟନଶିପ୍ରେ ଅଂଶଗ୍ରହଣ କରିଥିବା ଆଥ୍ଲେଟ୍ ମଧ୍ୟ ଅଛନ୍ତି। ଚାମ୍ପିୟନଶିପ୍ରେ…
ବିଶ୍ୱର ସବୁଠାରୁ ଭୟଙ୍କର ସ୍ଥାନ: ମାଟିତଳେ ରହିଛି ୬୦ଲକ୍ଷ ଖପୁରି
ବିଶ୍ୱରେ ଏମିତି ସ୍ଥାନ ଅଛି ଯେଉଁଠିକି ଯିବାକୁ ଦିନରେ ମଧ୍ୟ ଭୟ ଲାଗିବ। ଆଉ ଏମିତି ବି କିଛି ସ୍ଥାନ ରହିଛି ଯାହାକୁ ଦେଖିଲେ ବା ଯାହା ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। ଫ୍ରାନ୍ସର ପ୍ୟାରିସଠାରେ ରହିଛି ଏମିତି ଏକ ସ୍ଥାନ।…
ଆମେରିକାଜ୍ ଗଟ୍ ଟ୍ୟାଲେଣ୍ଟରେ ଭାରତୀୟ ଗ୍ରୁପ୍ର ଚମତ୍କାର ପ୍ରଦର୍ଶନ, ଭାବୁକ କଲା ‘ଭି ଅନ୍ବିଟେବୁଲ’: ଦେଖନ୍ତୁ ଭିଡିଓ
ମୁମ୍ବାଇ: ଆମେରିକୀୟ ଡ୍ୟାନ୍ସ ରିଆଲିଟି ଶୋ’ ‘ଆମେରିକାଜ୍ ଗଟ୍ ଟ୍ୟାଲେଣ୍ଟ’ରେ ଚମତ୍କାର ପ୍ରଦର୍ଶନ କରିଛି ଭାରତୀୟ ଡ୍ୟାନ୍ସ ଗ୍ରୁପ୍ ‘ଭି. ଅନ୍ବିଟେବୁଲ’। ଏହି ଗ୍ରୁପ୍ର କଳାକାରଙ୍କ ଏକ୍ରୋବେଟିକ୍ସ ନୃତ୍ୟକୁ ଦେଖି ଶୋ’ର ବିଚାରପତିମାନେ ଚକିତ ହୋଇପଡ଼ିଥିଲେ। ଜଜ୍ ସାଇମନ କୋବେଲ, ହାସଇ…
ଗୃହ ପରିଚାଳନାକୁ ନେଇ କଂଗ୍ରେସର କ୍ଷୋଭ: ବିଧାନସଭା ନିୟମ ମାନୁନାହାନ୍ତି ବାଚସ୍ପତି
ଭୁବନେଶ୍ୱର,୨୭।୭(ବ୍ୟୁରୋ): ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଗୃହ ପରିଚାଳନାକୁ ନେଇ କଂଗ୍ରେସ ସଦସ୍ୟମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଧାନସଭା ନିୟମ ଅନୁଯାୟୀ ଗୃହ ପରିଚାଳନା ହେଉନାହିଁ। ମନଇଚ୍ଛା ସଦସ୍ୟମାନଙ୍କୁ କହିବାକୁ ସୁଯୋଗ ଦିଆଯାଉଛି। ଶୂନ୍ୟକାଳ ଓ ମୁଲତବୀ ପ୍ରସ୍ତାବକୁ ଅଯଥାରେ…
୧୦ ଜିଲାରେ ହେବ ବିଜ୍ଞାନ ପାର୍କ: ବାୟୋ ଟେକ୍ନୋଲୋଜିରେ ପୁଞ୍ଜିନିବେଶ ପାଇଁ ୪ ସଂସ୍ଥାର ପ୍ରସ୍ତାବ
ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟର ୧୦ ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୩ ଜିଲାରେ ହେବ। ପିଲାମାନଙ୍କୁ ବିଜ୍ଞାନ କ୍ଷେତ୍ରରେ ଉତ୍ସାହିତ କରିବା ସକାଶେ ଏହି ପାର୍କ ସହାୟତା କରିବ। ଏଥିସହିତ ଭୁବନେଶ୍ୱରରେ ଥିବା ପଠାଣିସାମସ୍ତ ପ୍ଲାନେଟାରିୟମ୍ରେ ୨ଟି…
ବିଧାନସଭାରେ ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ
ଭୁବନେଶ୍ୱର, ୨୭।୭(ବ୍ୟୁରୋ): ବିଧାନସଭାରେ ଚନ୍ଦ୍ରଯାନ-୨ ଉତ୍କ୍ଷେପଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଯାଇଛି। ଦେଶ ପାଇଁ ଏହା ଏକ ଗର୍ବ ଓ ଗୌରବର ବିଷୟ ହୋଇଥିବାରୁ ବୈଜ୍ଞାନିକମାନଙ୍କୁ ସମ୍ମାନିତ ଓ ଅଭିନନ୍ଦନ କରାଯିବା ଆବଶ୍ୟକ ବୋଲି ଶାସକ ଓ…
ବରିଷ୍ଠ ନାଗରିକ ଚିନ୍ତା: ସବୁ ଜିଲାରେ ନିର୍ମାଣ ହେବ ଜରାନିବାସ; ମାତାପିତାଙ୍କୁୁ ଅବହେଳା କରିବାରୁ ପୁତ୍ରକୁ ୨୫ ଦିନ ଜେଲ
ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲାରେ ଜରାନିବାସ ସ୍ଥାପନ କରାଯିବ। ପ୍ରଥମ ପର୍ଯ୍ୟାୟରେ ୯ଟି ଜିଲାରେ ସ୍ଥାପନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେହି ଜିଲାଗୁଡ଼ିକ ହେଲା- ଖୋର୍ଦ୍ଧା, ସମ୍ବଲପୁର, କନ୍ଧମାଳ, କଟକ, ପୁରୀ, ଭଦ୍ରକ, ମାଲକାନଗିରି, ଗଞ୍ଜାମ…
ଜଳ ଓ ବିଜୁଳି ଅଭାବ ଦୂର କରିବ ଉଦୟପୁର ଆଇଆଇଏମ୍ କ୍ୟାମ୍ପସରେ ଥିବା କୃତ୍ରିମ ହ୍ରଦ
ଆରାବଳୀ ଅବବାହିକାରେ ୩୭୩ ଏକର ପରିମିତ ଜାଗାରେ ଦେଶର ସବୁଠୁ ବଡ଼ ଆଇଆଇଏମ୍ କ୍ୟାମ୍ପସ ରାଜସ୍ଥାନର ଉଦୟପୁରରେ ରହିଛି। ଏହି କ୍ୟାମ୍ପସ ମଧ୍ୟରେ ୫ଟି କୃତ୍ରିମ ହ୍ରଦ ରହିଛି। ଏହି ହ୍ରଦରେ ୨୦ କୋଟି ଲିଟର ବର୍ଷାଜଳ ସଂରକ୍ଷଣ କରି ରଖାଯାଇପାରିବ।…
୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ
ସରଣ୍ଡା,୨୭।୭(ଡି.ଏନ୍.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା ଅଞ୍ଚଳରେ। ପୋଲିସ ଅଭିଯୁକ୍ତ ଭାଇଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସେ…

