Home Left

ଜରପଡା ଶିବ ମନ୍ଦିରରୁ ଚୋରି

ଛେଣ୍ଡିପଦା,୨୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଜରପଡା ଧବଳେଶ୍ବର ଶିବ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଶିବ ମନ୍ଦିରରୁ ଦାନ ବାକ୍ସ ଭାଙ୍ଗି ସେଥିରୁ ଗହଣା ଓ ଟଙ୍କା ଚୋରି କରିନେଇଥିବା ଜଣାପଡିଛି। ଦୁର୍ବୃତ୍ତମାନେ ଗୋଟିଏ…

ଫିଲିପାଇନ୍ସରେ ୨ଟି ଭୂକମ୍ପ ବଡ ବଡ କୋଠା କ୍ଷତିଗ୍ରସ୍ତ: ୮ ମୃତ, ୧୨ ଆହତ

ମନିଲା,୨୭।୭: ଫିଲିପାଇନ୍ସର ଲୋଜେନ ଦ୍ୱୀପର ଉତ୍ତରରେ ଥିବା ଦ୍ୱୀପ ଗୁଡିକରେ ଶନିବାର ୨ଟି ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଆହତ ହୋଇଛନ୍ତି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ…

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ…

ଭାରତ୍‌ କୀ ଖୋଜ୍‌ ଅଭିଯାନରେ କେରଳ ଯୁବକ: ବାଇକ୍‌ରେ ବୁଲିବେ ୪ ଦେଶ

ପୁରୀ ଅଫିସ, ୨୭ା୭: ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବହନ କରୁଛି ଭାରତ। ଏହାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକକଳା ବେଶ୍‌ ସମୃଦ୍ଧ। ଯିଏ ଏହାର ରହସ୍ୟକୁ ଭେଦ କରିପାରିଛି ସେ ହିଁ ବୁଝିପାରିଛି କାହିଁକି ଭାରତ ଶ୍ରେଷ୍ଠ। ତେଣୁ…

ସର୍ଭେରେ ସୀମିତ ଧଉରାଗୋଠ ଜଳସେଚନ ପ୍ରକଳ୍ପ : ପାଣିକୁ ଅନାଇଛନ୍ତି ୨୨ ଗ୍ରାମର ବାସିନ୍ଦା

ଆଠମଲ୍ଲିକ,୨୭।୭(ଡି.ଏନ.ଏ.)- ପ୍ରକଳ୍ପ ହେବ। ଜମିକୁ ମାଡ଼ିବ ପାଣି। ଫଳିବ ସୁନାର ଫସଲ। ଏହି ଆଶାରେ ଦୀର୍ଘ ୩୬ ବର୍ଷ ହେଲା ଅପେକ୍ଷା କରିଛନ୍ତି ଆଠମଲ୍ଲିକ ଉପଖଣ୍ଡ କିଶୋରନଗର ବ୍ଲକ ଅଧୀନ ୨୨ ଖଣ୍ଡ ଗ୍ରାମର ବାସିନ୍ଦା। ହେଲେ ସରକାରୀ ଉଦାସୀନତା ଓ…

ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍‌ଫଣ୍ଡ ଠକେଇ ମାମଲା: ୨ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍‌ଫଣ୍ଡ ସଂସ୍ଥା ଠକେଇ ମାମଲାରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶୁକ୍ରବାର ୨ଜଣ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେମାନେ ହେଲେ ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ ଏବଂ ଆକାଶଦୀପ ସମବାୟ…

କୋର୍ଟକୁ ମନ୍ଦିର ସହ ତୁଳନା କଲେ ପୀଡ଼ିତାଙ୍କ ମା’ ବାପା : ଏଭଳି ସବୁ ଦୋଷୀଙ୍କୁ ଫାଶୀ ମିଳୁ

ଅନୁଗୋଳ ଅଫିସ, ୨୭।୭ – ଅନୁଗୋଳ ସହର ଉପକଣ୍ଠରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଅନୁଗୋଳ କୋର୍ଟ ଦେଇଥିବା ଏହି ଦୃଷ୍ଟାନ୍ତମୂଳକ ରାୟ କାର୍ଯ୍ୟକାରୀ ହେଲେ ଏପରି ଅପରାଧ ହ୍ରାସ…

ଜଲ୍‌ଦି ବାହାଘର ଗୁଜବକୁ ଅସ୍ବୀକାର

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେଉଥିବା ବିଷୟକୁ ଆଲିଆଙ୍କ ପରିବାର ପକ୍ଷରୁ ଅସ୍ବୀକାର କରାଯାଇଛି। ଆଲିଆ ବିଶିଷ୍ଟ ଫେଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀଙ୍କୁ ବିବାହ ଲେହେଙ୍ଗା ପାଇଁ ଅର୍ଡର ଦେଇଥିବା ନେଇ…

ଅକ୍ଷରଧାମ୍‌ ଆକ୍ରମଣର ମାଷ୍ଟର ମାଇଣ୍ଡ ଗିରଫ

ଗାନ୍ଧୀନଗର,୨୭ା୭(ପି.ଟି.): ଅକ୍ଷରଧାମ୍‌ ମନ୍ଦିର ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ମହମ୍ମଦ ୟାସିନ୍‌ ଭଟ୍ଟଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଶୁକ୍ରବାର ଜମ୍ମୁ-କଶ୍ମୀରର ଅନନ୍ତନାଗରୁ ଗିରଫ କରିଛି। ୨୦୦୨ ସେପ୍ଟେମ୍ବର ୨୪ରେ ଅକ୍ଷରଧାମ୍‌ ମନ୍ଦିର କମ୍ପ୍ଲେକ୍ସ ଉପରେ ଦୁଇଜଣ ଆତଙ୍କବାଦୀ ଆକ୍ରମଣ…

ଚେଇଁ ଶୋଇଛନ୍ତି ବିଏମ୍‌ସି ଡ୍ରେନେଜ ବିଭାଗ ଅଧିକାରୀ: ସହରର ୪୦% ଡ୍ରେନ୍‌ରେ ଢାଙ୍କୁଣି ନାହିଁ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଧୀନ ୬୭ଟି ଓ୍ବାର୍ଡରେ ମୋଟ ୬୫୦କିମିର ଆଭ୍ୟନ୍ତରୀଣ ଡ୍ରେନ ଓ ୬୦ କିମିର ୧୦ଟି ମୁଖ୍ୟ ଡ୍ରେନ୍‌ ରହିଛି। ତନ୍ମଧ୍ୟରୁ ପୂର୍ତ୍ତ ବିଭାଗର କେତୋଟି ଡ୍ରେନକୁ ବାଦ୍‌ ଦେଲେ ବାକି ସବୁ ବିଏମ୍‌ସି ଦ୍ୱାରା…

ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି: ସ୍କୁଲରେ ତାଲା ପକାଇ ପ୍ରତିବାଦ

ଭୁବନ, ୨୭।୭(ଡି.ଏନ.ଏ.)- ଭୁବନ ବ୍ଲକ ବାଲିଝାଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ପୁଷ୍ପଲତା ହୋତାଙ୍କୁ ବଦଳି ଦାବିରେ ଶୁକ୍ରବାର ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଗ୍ରାମବାସୀ। ଶିକ୍ଷା ବିଭାଗର ପଦସ୍ଥ ଅଧିକାରୀ ପହଞ୍ଚତ୍ ବୁଝାଶୁଝା କରିବା ପରେ…

୯ ଭାରତୀୟଙ୍କୁ ମୁକ୍ତକଲା ଇରାନ

ନୂଆଦିଲ୍ଲୀ,୨୭ା୭(ଆଇଏଏନ୍‌ଏସ୍‌): ହର୍ମୁଜ୍‌ ପ୍ରଣାଳୀରେ ପାନାମାର ଏକ ତୈଳବାହୀ ଜାହାଜକୁ ଇରାନ ଗତ ୧୩ ତାରିଖରେ ଜବତ କରିଥିବାବେଳେ ସେଥିରେ ଥିବା ୧୨ ଭାରତୀୟ କର୍ମଚାରୀଙ୍କ ମଧ୍ୟରୁ ୯ ଜଣଙ୍କୁ ମୁକ୍ତ କରିଦେଇଛି। ଏହି ଜାହାଜ ସମେତ ଅନ୍ୟ ଦୁଇଟି ଜାହାଜର ୪୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?