Home Left

ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର

ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯାଇଛିି। ମୋଟ ୩୭ ଜଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ପ୍ରାର୍ଥିପତ୍ର ଦାଖଲ…

ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ରାଜ୍ୟ ସଭାରେ ଦାବି

ନୂଆଦିଲ୍ଲୀ,୨୭ା୭(ପି.ଟି.): ଓଡିଶାର ଆଦିବାସୀ ଓ ସେମାନଙ୍କ ଜମିର ସୁରକ୍ଷା ପାଇଁ ଆନ୍ଧ୍ରପ୍ରଦେଶରେ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ଶୁକ୍ରବାର ବିଜେଡି ଏମ୍‌ପି ସସ୍ମିତ ପାତ୍ର ରାଜ୍ୟ ସଭାରେ ଦାବି ଉପସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଯୋଗୁ ଓଡ଼ିଶାର ୫୯୧୯…

ବାଚସ୍ପତିଙ୍କ ଆଗରେ ହାଜର ହେବେ ଆଜମ୍‌

ନୂଆଦିଲ୍ଲୀ,୨୭ା୭(ପି.ଟି.): ଭାଜପା ସଦସ୍ୟ ରମା ଦେବୀଙ୍କ ପ୍ରତି ସମାଜବାଦୀ ପାର୍ଟି ଏମ୍‌ପି ଆଜମ୍‌ ଖାନ୍‌ଙ୍କ ଅଶାଳୀନ ମନ୍ତବ୍ୟକୁ ଶୁକ୍ରବାର ଲୋକ ସଭାରେ ଦଳମତ ନିର୍ବିଶେଷରେ ସବୁ ସଦସ୍ୟ ବିରୋଧ କରିଛନ୍ତି। ତାଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଏମ୍‌ପିମାନେ…

ଚୟନାତ୍ମକ ଆକ୍ରୋଶ ଓ ମିଥ୍ୟା ବର୍ଣ୍ଣନାକୁ ବିରୋଧ: ମୁହଁ ଖୋଲିଲେ ୬୨ ସେଲିବ୍ରିଟି

ମୁମ୍ବାଇ,୨୭ା୭(ପି.ଟି.): ସଂଖ୍ୟାଲଘୁ ଓ ଦଳିତଙ୍କ ବିରୋଧରେ ଭିଡ଼ହିଂସାକୁ ନେଇ ୪୯ ସେଲିବ୍ରିଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି କଠୋର କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଥିଲେ। ଶୁକ୍ରବାର ଏହା ବିରୋଧରେ ୬୨ ସେଲିବ୍ରିଟି ମୁହଁ ଖୋଲିବା ସହ ଏଭଳି ଚୟନାତ୍ମକ ଆକ୍ରୋଶ…

୫୦୦ ଏଏସ୍‌ଓଙ୍କୁ ନିଯୁକ୍ତି ପ୍ରଦାନ: ନିଷ୍ଠାପର ମନୋଭାବ ରଖି ସେବା କର; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ରାଜ୍ୟ ସଚିବାଳୟରେ ନୂତନ ଭାବେ ନିଯୁକ୍ତ ହୋଇଥିବା ସହକାରୀ ଉପଅଧିକାରୀ (ଏଏସ୍‌ଓ)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ୫୦୦ ନୂତନ ଏଏସ୍‌ଓଙ୍କୁ…

ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି : ଡେରେକ୍‌ଙ୍କୁ ସିବିଆଇ ସମନ

ନୂଆଦିଲ୍ଲୀ,୨୭ା୭(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସାମିଲ ହେବା ଲାଗି ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ଡେରେକ୍‌ ଓ’ବ୍ରିଏନ୍‌ଙ୍କୁ ସିବିଆଇ ସମନ ଜାରି କରିଛି। ଅଗଷ୍ଟ ପ୍ରଥମ ସପ୍ତାହରେ ତାଙ୍କୁ ସିବିଆଇ ଟିମ୍‌ ଆଗରେ ହାଜର ହେବାକୁ କୁହାଯାଇଛି। ଟିଏମ୍‌ସି…

ମିଶର, ଗ୍ରୀସ୍‌ ସହ ରହିଛି ପୁରୀର ସାମଞ୍ଜସ୍ୟ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ପ୍ରାଚୀନ ଇଜିପ୍ଟ, ବେବିଲୋନ୍‌ ଓ ମିଶର ସଂସ୍କୃତି ସହ ଶ୍ରୀଜଗନ୍ନାଥ ସଂସ୍କୃତିର ଅନେକ ସାମଞ୍ଜସ୍ୟ ରହିଛି। ପଣ୍ଡିତ ନୀଳକଣ୍ଠ ଦାସ ଏକଦା କହିଥିଲେ ଶ୍ରୀଜଗନ୍ନାଥ ଦର୍ଶନତତ୍ତ୍ବ ଖ୍ରୀ.ପୂ ୪୦୦୦ ବର୍ଷ ପୂର୍ବର ବେବିଲୋନ୍‌ ସଭ୍ୟତାରେ ଦେଖାଯାଏ। ପ୍ରାଚୀନ ମିଶର ଓ…

ନୂଆ ରୂପରେ ‘ଓଡ଼ିଶା ପର୍ଯ୍ୟଟନ’

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଦୀର୍ଘଦିନର ପ୍ରତୀକ୍ଷା ପରେ ନୂଆ ରୂପ ପାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ ଓ୍ବେବ୍‌ସାଇଟ୍‌। ଓଡ଼ିଶା ପର୍ଯ୍ୟଟନର ଏହି ନୂଆ ଓ୍ବେବ୍‌ସାଇଟ୍‌ www.odishatourism.gov.inକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ବତନ୍ତ୍ର ଉତ୍ସବରେ ଲୋକାର୍ପଣ କରିଛନ୍ତି। ପ୍ରଥମଥର ପାଇଁ ଏକ ସରକାରୀ…

ଝିଅର ଆର୍‌ଟିଆଇ ତଥ୍ୟ ମା’ହତ୍ୟା ଘଟଣାର ଗୁମର ଖୋଲିଲା: ୮ ବର୍ଷ ପରେ ଖପୁରି ଉଦ୍ଧାର

ସମ୍ବଲପୁର, ୨୭।୭ (ବ୍ୟୁରୋ): ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ପିଏଚ୍‌ଡି କରୁଥିବା ଜଣେ ଛାତ୍ରୀ ସୂଚନା ଆଇନ ବଳରେ ତାଙ୍କ ମା’ଙ୍କ ନିଖୋଜ ନେଇ ଡିଜି ଅଫିସରୁ ତଥ୍ୟ ମାଗିବା ପରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି।…

ଛାତ୍ରୀନିବାସ କୋଠା ଭୁଶୁଡ଼ିବା ପରେ ଚେତା ପଶିଲା : ସମସ୍ତ ହଷ୍ଟେଲ କୋଠା ସ୍ଥିତି ଯାଞ୍ଚ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରସ୍ଥ ସାବେରୀ ଛାତ୍ରୀନିବାସ କୋଠାର ଶୌଚାଳୟ ଥିବା ଅଂଶ ଗୁରୁବାର ଭୁଶୁଡ଼ିବା ପରେ କର୍ତ୍ତୃପକ୍ଷଙ୍କ ଚେତା ପଶିଛି ା ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପ୍ରତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସଜାଗ ହୋଇଛନ୍ତି ା…

ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୭।୭: ଅନୁଗୋଳ ସହର ଉପକଣ୍ଠରେ ଗତ ଜାନୁୟାରୀ ୨୦ରେ ଘଟିଥିବା ନାବାଳିକା ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳର ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ପୋକ୍ସୋ ଜଜ୍‌ ସୁରେଶ ଚନ୍ଦ୍ର ପ୍ରଧାନ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହକଲା ଏବିଭିପି

ବ୍ରହ୍ମପୁର ଅଫିସ, ୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସ ଭୁଶୁଡ଼ିବା ଘଟଣାର ୨୪ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ପରେ ବି ତଦନ୍ତ ନେଇ କୌଣସି କମିଟି ଗଠନ କରାଯାଇ ନଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଅଭିଯୋଗ କରିଛି ା ଏହା ପ୍ରତିବାଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?