ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ମନ୍ଦିର ଗଲେ ୟେଦୁରପ୍ପା
ବେଙ୍ଗାଲୁରୁ,୨୬।୭: କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିବାକୁ ସମୟ ପାଖେଇ ଆସୁଥିବା ବେଳେ ଭାଜପା ନେତା ବିଏସ୍ ୟେଦୁରପ୍ପା କାଡୁ ମାଲେଶ୍ୱର ମନ୍ଦିର ଯାଇ ଈଶ୍ୱରଙ୍କ କରୁଣା ଭିକ୍ଷା କରିଛନ୍ତି। ତାଙ୍କ ସହ ଅନ୍ୟ ରାଜନେତା ତଥା କର୍ମୀମାନେ ମଧ୍ୟ ମନ୍ଦିରରେ…
ଟେଷ୍ଟ କ୍ରିକେଟରୁ ଅମିରଙ୍କ ସନ୍ନ୍ୟାସ
କରାଚୀ,୨୬।୭(ପିଟି)- ପାକିସ୍ତାନର ବାମହାତୀ ପେସର ମହମ୍ମଦ ଅମିର ଶୁକ୍ରବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ସୀମିତ ଓଭର ଫର୍ମାଟକୁ ଅଧିକ ଗୁରୁତ୍ୱ ଦେବା ଲାଗି ସେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କ୍ରିକେଟର ପାରମ୍ପରିକ ଫର୍ମାଟରେ ପାକିସ୍ତାନ ପକ୍ଷରୁ ପ୍ରତିନିଧିତ୍ୱ…
ରିଙ୍ଗରେ ଆଉ ଜଣେ ବକ୍ସରଙ୍କ ମୃତ୍ୟୁ
ବୁଏନ୍ସ ଆରିଜ,୨୬।୭(ଏ.ଏଫ୍.ପି.)- ବକ୍ସିଂ ରିଙ୍ଗରେ ଆଘାତ ଲାଗିବା କାରଣରୁ ଆର୍ଜେଣ୍ଟିନା ବକ୍ସର ହୁଗୋ ସାଣ୍ଟିଲାନଙ୍କ ମୃତ୍ୟୁ ଘଟିଛି। ଚଳିତ ସପ୍ତାହରେ ଏହା ଦ୍ୱିତୀୟ ଘଟଣା, ଯେଉଁଥିରେ ରିଙ୍ଗରେ ଲାଗିଥିବା ଆଘାତ ଯୋଗୁ ବକ୍ସରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ରୁଷିଆନ ବକ୍ସର ମାକ୍ସିମ…
ଶପଥ ଗ୍ରହଣ ପୂର୍ବରୁ ଭାଜପା କାର୍ଯ୍ୟାଳୟ ପହଞ୍ଚିଲେ ୟେଦୁରପ୍ପା
ବେଙ୍ଗାଲୁରୁ,୨୬।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ନେତା ବିଏସ୍ ୟେଦୁରପ୍ପା ଶୁକ୍ରବାର କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ୬ଟାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଥିବା ବେଳେ ଏହାପୂର୍ବରୁ ସେ ଭାଜପା କାର୍ଯ୍ୟାଳୟ…
ଶେଷ ଇଚ୍ଛା ପୂରଣ କରିବ ଆମ୍ବୁଲାନ୍ସ
ସିଡନି,୨୬।୭: କୁହାଯାଏ ମରିବାକୁ ଥିବା ବା ମୃତବ୍ୟକ୍ତିଙ୍କ ଶେଷ ଇଚ୍ଛା ପୂରଣ କରିବା ଭଲ। ଏହାକୁ ନଜରରେ ରଖି ଅଷ୍ଟ୍ରେଲିଆର ଜଣେ ମହିଳାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ତାଙ୍କୁ ଆମ୍ବୁଲନ୍ସ ଜରିଆରେ ହସ୍ପିଟାଲ ନେବା ପୂର୍ବରୁ ସମୁଦ୍ର କୂଳକୁ ନିଆଯାଇଥିଲା।…
ରାଜନଗର ବ୍ଲକର ସବୁ ଗ୍ରାମକୁ ବିଦ୍ୟୁତ୍ ମିଳୁଛି, ୨୦୨୦ରେ ଶେଷ ହେବ କୁନ୍ଦୁପୁର ଗ୍ରୀଡ୍ କାର୍ଯ୍ୟ: ମନ୍ତ୍ରୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ୫ଲକ୍ଷ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ଯୋଗାଇ ଦିଆଯାଇଛି। ବିଦ୍ୟୁତ୍ ଯୋଗାଣ ପାଇଁ ଅର୍ଥର କୌଣସି ଅଭାବ ନାହିଁ। କେବଳ ଫନୀ ଯୋଗୁ ଟିକିଏ ଅସୁବିଧା ହୋଇଥିଲା। ବିଦ୍ୟୁତ୍ ଭିତ୍ତିଭୂମି କାର୍ଯ୍ୟ ମଧ୍ୟ ଦ୍ରୁତ ଗତିରେ ଚାଲିଛି ବୋଲି…
୩ ବର୍ଷରେ ଓଏସ୍ଏଫ୍ଡିସି ଏସ୍ସି,ଏସ୍ଟି ଯୁବତୀଯୁବକଙ୍କୁ ୨୧୪୧.୪୬ ଲକ୍ଷ ଟଙ୍କା ସବ୍ସିଡି ଦେଇଛି
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ତଥା ଅନ୍ୟ ଜିଲାରେ ବାସ କରୁଥିବା ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଯୁବତୀଯୁବକ ଏବଂ ସ୍ବୟଂସହାୟକ ଗୋଷ୍ଠୀମାନଙ୍କୁ ଆତ୍ମନିଯୁକ୍ତି ପାଇଁ ବିଭିନ୍ନ ଯୋଜନାରେ ବ୍ୟାଙ୍କରୁ ସବ୍ସିଡିରେ ଋଣ ଯୋଗାଇ ଦିଆଯାଉଛି। ଏହି ଋଣ ଓଡ଼ିଶା ଏସ୍ସି/ଏସ୍ଟି,…
ପ୍ରଥମ ଫିଲ୍ମରେ ହିଟ୍ ହେଲେ ଦ୍ୱିତୀୟ ଫିଲ୍ମ ପରେ ଭାରତ ଛାଡିଲେ
ମୁମ୍ବାଇ: ବଲତଉଡ୍ରେ ଯିଏ ଥରେ ପାଦ ରଖିଛି ସେ ଆଉ ପଛକୁ ଫେରିବାକୁ ଚାହିଁନି। କିଏ ଏଠି ଅଳ୍ପ ସମୟ ମଧ୍ୟରେ ହିଟ୍ ହୋଇଛି ତ ପୁଣି କିଏ ବହୁ ପରିଶ୍ରମ କରି ମଧ୍ୟ ସଫଳତାକୁ ଆପଣାଇ ପାରି ନାହିଁ। ମାୟା…
ଛୁରା ମାଡ଼ରୁ ବର୍ତ୍ତିଲେ ଷ୍ଟାର ଫୁଟବଲ ଖେଳାଳି
ଲଣ୍ଡନ,୨୬।୭(ଏଏଫ୍ପି)- ଉତ୍ତର ଲଣ୍ଡନରେ ଆର୍ସେନାଲ ଫୁଟବଲର ମେସୁଟ ଓଜିଲ ଓ ସଇଦ କୋଲାସିନାକ ଛୁରା ମାଡ଼ରୁ ବର୍ତ୍ତି ଯାଇଛନ୍ତି। ସେଠାରେ ଗୁରୁବାର ସନ୍ଧ୍ୟାରେ ଦୁଇ ଜଣ ଦୁର୍ବୃତ୍ତ ସେମାନଙ୍କୁ ଛୁରିରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ କୋଲାସିନାକ ଦୁର୍ବୃତ୍ତଙ୍କ ସହ…
କେନାଲରେ ବୁଡ଼ି ୨ ଛାତ୍ର ମୃତ: ବିଦ୍ୟାଳୟରେ ଉତ୍ତେଜନା
ଖଇରା, ୨୬।୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଆମ୍ବହତା କେନାଲରେ ବୁଡ଼ି ଶୁକ୍ରବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରଟିଣା ନୋଡ଼ାଲ ହାଇସ୍କୁଲର ସପ୍ତମ ଶ୍ରେଣୀ ଛାତ୍ର ଧନଞ୍ଜୟ ଜେନା ଓ ରାଜେଶ ସାହୁ। ପ୍ରକାଶ ଯେ,…
ରକ୍ତ ଦାନ କରି ଗୋଟିଏ କୁକୁରକୁ ବଞ୍ଚାଇଲା ଆଉ ଏକ କୁକୁର
ନରସିଂହପୁର,୨୬।୭: ମଧ୍ୟ ପ୍ରଦେଶର ନରସିଂହପୁର ଅନ୍ତର୍ଗତ ସୈସରା ଗାଁରେ ରକ୍ତଦାନକୁ ନେଇ ଏକ ଭିନ୍ନ ଉଦାହରଣ ଦେଖିବାକୁ ମିଳିଛି। ମନୁଷ୍ୟ ରକ୍ତଦାନ କରିବା କଥା ସମସ୍ତେ ଜାଣିଥିବେ। ହେଲେ ଏଠାରେ ଗୋଟିଏ କୁକୁର ରକ୍ତଦାନ କରି ଏବେ ଉଦାହରଣ ସୃଷ୍ଟି କରିଛି।…
ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ
ଅନୁଗୋଳ ଅଫିସ, ୨୬।୭: ଅନୁଗୋଳ ଜିଲାର ବହୁ ଚର୍ଚ୍ଚିତ କାଙ୍ଗୁଲା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ଶୁକ୍ରବାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।…

