ଥାଲାସେମିଆ ଶିଶୁଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ରକ୍ତରେ ଚିଠି ଲେଖିଲେ ମାତାପିତା
ମୌନପୁରୀ,୨୬।୭: ଉତ୍ତର ପ୍ରଦେଶର ମୌନପୁରୀରେ ଏବେ ଅସହାୟ ମାତାପିତା ନିଜ ସନ୍ତାନଙ୍କ ଚିକିତ୍ସା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଯୋଗି ଆଦିତ୍ୟ ନାଥଙ୍କ ନିକଟକୁ ପତ୍ର ଲେଖିଛନ୍ତି। ତାହା ପୁଣି ରକ୍ତରେ। ଶିଶୁମାନେ ଥାଲାସେମିଆରେ ପୀଡିତ ଥିବା ବେଳେ…
ଲାଞ୍ଚ ନେଇ ଜେଲ୍ ଗଲେ ମାଲକାନଗିରି ସଦର ଥାନାର ୩ ପୋଲିସ ଅଧିକାରୀ
ମାଲକାନଗିରି,୨୬।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ଥାନାର ୩ ଜଣ ପୋଲିସ ଅଧିକାରୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କଟକ ଦୁର୍ନୀତି ନିବାରଣ ନିର୍ଦ୍ଦେଶକ କାର୍ଯ୍ୟାଳୟର ପଦାଧିକାରୀମାନେ ଲାଞ୍ଚ ନେବା ମାମଲାରେ ଗିରଫ କରିଛନ୍ତି। ସେମାନେ ହେଲେ ସବ୍ ଇନ୍ସସ୍ପେକ୍ଟର କୁନାଲ କୁମାର, ମାନସ…
କନ୍ଦାଇ ଦେଲା ‘ବାଟଲା ହାଉସ’ର ନୂଆ ଗୀତ
ମୁମ୍ବାଇ: ବଲିଉଡ୍ ଅଭିନେତା ଜନ୍ ଆବ୍ରାହମଙ୍କ ଅଭିନୀତ ଫିଲ୍ମ ‘ବାଟଲା ହାଉସ୍’ ଆସନ୍ତା ଅଗଷ୍ଟ ୧୫ରେ ରିଲିଜ୍ ହେବାର ଯୋଜନା ରହିଛି। ହେଲେ ତା’ ପୂର୍ବରୁ ରିଲିଜ୍ ହୋଇଥିବା ଏହାର ଏକ ଗୀତ ଏବେ ଦର୍ଶକଙ୍କୁ ବେଶ୍ ପସନ୍ଦ ଆସିଛି। ‘ରୁଲା…
ଟିକ୍ ଟକ୍ ଭିଡିଓ ପାଇଁ ନଦୀକୁ ଡେଉଁଛନ୍ତି ଯୁବକ
ପାଟନା,୨୬।୭: ବିହାରର ଦରଭଙ୍ଗା ଜିଲାରେ ବନ୍ୟା ଜଳରେ ଉଛୁଳୁଥିବା ନଦୀକୁ ହେଇଁ ଯୁବକମାନେ ଟିକ୍ ଟକ୍ ଭିଡିଓ କରୁଥିବା ଘଟଣା ଏବେ ସାମ୍ନାକୁ ଆସିଛି। ବନ୍ୟା ପାଣିରେ ନଦୀ କୂଳ ଲଂଘୁଥିବା ବେଳେ ଏହାକୁ ଖାତିର ନ କରି ଖର ସ୍ରୋତକୁ…
ମୁଁ କୌଣସି ପୁରସ୍କାର କିଣିବାକୁ ଚାହିଁନି: ଗୋବିନ୍ଦା
ବଲିଉଡ୍ ହିରୋ ଗୋବିନ୍ଦାଙ୍କୁ ଶେଷଥର ପାଇଁ ଫିଲ୍ମ ‘ରଙ୍ଗିଲା ରାଜା’ରେ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ବକ୍ସ ଅଫିସରେ ସେତେଟା କମାଲ ଦେଖାଇ ପାରି ନ ଥିଲା। ମାତ୍ର ୯୦ ଦଶକରେ ସେ ଅନେକ ସଫଳ ଫିଲ୍ମରେ କାମ କରିସାରିଛନ୍ତି। ହେଲେ…
୫ ମାସ ହେଲା ଅକାମୀ ହୋଇ ପଡ଼ିଛି କେସିଙ୍ଗା ରେଳଷ୍ଟେଶନର ନୂତନ କାର୍ଯ୍ୟାଳୟ, ଗେଟ୍: ଗମନାଗମନରେ ସମସ୍ୟା
କେସିଙ୍ଗା, ୨୬।୭ (ଡି.ଏନ୍.ଏ.): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ନୂତନ ମୁଖ୍ୟ କାର୍ଯ୍ୟାଳୟ ଓ କମ୍ପ୍ୟୁଟର ଗୃହ ଆଜକୁ ୫ମାସ ହେବ ଅକାମୀହୋଇ ପଡ଼ିରହିଛି । ଗତ ୨୦୧୬-୧୭ ଆର୍ଥତ୍କ ବର୍ଷରେ କେସିଙ୍ଗା ରେଳ ଷ୍ଟେଶନରେ ଆଧୁନିକ…
ଅଟ୍ଟାଳିକାରେ ଲାଗିଲା ନିଆଁ: ୧୫-୨୦ ଜଣ ଲୋକ ଫଶିଥିବା ସନ୍ଦେହ
ଅହମଦାବାଦ୍, ୨୬।୭: ଗୁଜୁରାଟର ଅହମଦାବାଦରେ ଏକ ବିରାଟ ଅଟ୍ଟାଳିକାରେ ନିଆଁ ଲାଗିଯାଇଛି। ସେଠାରେ ୧୫ରୁ ଜଣଙ୍କ ଲୋକ ଫଶିଯାଇଥିବା ସନ୍ଦେହ କରାଯାଉଛି। ନିଆଁ ଲିଭାଇବା ପାଇଁ ଦମକଳବାହିନୀର ୧୦ଟି ଗାଡି ଘଟଣାସ୍ଥଳରେ ପହଞ୍ଚିଛି। ଘଟଣାସ୍ଥଳରୁ ୧୫ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଏପର୍ଯ୍ୟନ୍ତ…
ଏମ୍ସିଏଲ୍ କୋଇଲା ଖଣି ଦୁର୍ଘଟଣା : ୨ ମୃତଦେହ ଉଦ୍ଧାର
ତାଳଚେର,୨୬।୭(ନି.ପ୍ର.) : ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍ସିଏଲ୍ର ଭରତପୁର କୋଇଲା ଖଣିରେ ମାଟି ଅତଡ଼ା ଧସି ପୋତି ହୋଇ ରହିଥିବା ୩ ଶ୍ରମିକଙ୍କ ମଧ୍ୟରୁ ୨ ଜଣଙ୍କ ମୃତଦେହକୁ ଶୁକ୍ରବାର ଏନ୍ଡିଆରଏଫ୍ ଟିମ୍ ଓ ଏମ୍ସିଏଲର ଉଦ୍ଧାରକାରୀ ଦଳ ଉଦ୍ଧାର କରିଛନ୍ତି।…
୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍ରୁ ମୁକୁଳିବା ବେଳକୁ ପରିବାରରେ କେହି ନ ଥିଲେ ତାଙ୍କୁ ସ୍ବାଗତ କରିବାକୁ
ଶ୍ରୀନଗର,୨୬।୭: କଶ୍ମୀରର ମହମ୍ମଦ ଅଲ୍ଲି ଭଟ୍ଟ ୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍ରୁ ମୁକୁଳିବା ପରେ ପରିବାରରେ କୌଣସି ସଦସ୍ୟ ନ ଥିଲେ ତାଙ୍କୁ ସ୍ବାଗତ କରିବାକୁ। ଏମିତି ଏକ ଖବର ଏବେ ସମସ୍ତଙ୍କ ଆଖିରେ ଲୁହ ଆଣି ଦେଇଛି।…
ଖାଲି ପେଟରେ କରନ୍ତୁ ନାହିଁ ବ୍ୟାୟାମ, ଜାଣି ରଖନ୍ତୁ କ’ଣ ଖାଇବେ..
ଆଜିକାଲିର ବ୍ୟସ୍ତ ଜୀବନଶୈଳୀ ଯୋଗୁ ନିଜ ପାଇଁ ସମୟ ବାହାର କରିବା କଷ୍ଟକର। ଦୈନନ୍ଦିନ ଜୀବନଚର୍ଯ୍ୟା ଆରମ୍ଭ କରିବା ପୂର୍ବରୁ କିଛି ସମୟ ବ୍ୟାୟାମ କରିବା ଉଚିତ। ତେବେ ବ୍ୟାୟାମ କରିବା ସମୟରେ ଅନେକଙ୍କୁ ଥକ୍କା ଲାଗିଥାଏ। ଏପରି କିଛି ଖାଦ୍ୟ…
ଲୁଙ୍ଗି ପିନ୍ଧି ପରଦାକୁ ଆସିବେ ଖିଲାଡି କୁମାର
ବଲିଉଡରେ ଆଜିକାଲି ଅକ୍ଷୟ କୁମାରଙ୍କ ରାଜ୍ ଚାଲିଛି। ଗୋଟିଏ ପରେ ଗୋଟିଏ ସୁପର୍ହିଟ୍ ଫିଲ୍ମ ଦେଇଚାଲିଥିବା ଅକ୍ଷୟ ନିଜ ଆଗାମୀ ସିନେମା ‘ବଚନ୍ ପାଣ୍ଡେ’ରେ ଏକ ଭିନ୍ନ ଲୁକ୍ରେ ନଜର ଆସିବେ। ନିକଟରେ ଫିଲ୍ମର ପୋଷ୍ଟର ରିଲିଜ୍ ହୋଇଯାଇଛି। ଅକ୍ଷୟ ମଥାରେ…
କାର୍ତ୍ତିକଙ୍କଠାରୁ ଦୂରରେ ରହିପାରୁନାହାନ୍ତି ସାରା, ଭେଟିବା ଲାଗି ଲକ୍ଷ୍ନୌ ପହଞ୍ଚିଲେ
ମୁମ୍ବାଇ: ବଲିଉଡ୍ର ନୂଆ ଲର୍ଭବର୍ଡ ସାରା ଅଲ୍ଲୀ ଖାନ୍ ଏବଂ କାର୍ତ୍ତିକ ଆର୍ୟନଙ୍କ ସମ୍ପର୍କ ପୁଣି ଚର୍ଚ୍ଚାରେ। ପ୍ରଥମେ ‘କଫି ଉଇଥ୍ କରନ୍’ ଶୋ’ରେ କାର୍ତ୍ତିକଙ୍କୁ ପସନ୍ଦ କରୁଥିବା ନେଇ କହିବା ପରେ ଉଭୟଙ୍କୁ ଏକ କାର୍ଯ୍ୟକ୍ରମରେ ଭେଟାଇଥିଲେ ରଣବୀର ସିଂହ।…

