Home Left

ମାଉଜର ଦେଖାଇ ଡାକ୍ତରଙ୍କ ଘରୁ ସୁନାଗହଣା, ୩ ଲକ୍ଷ ଟଙ୍କା, କାର ଲୁଟ୍‌

ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଲକ୍ଷ୍ମୀଧରପୁର ଗ୍ରାମରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି । ଦୁର୍ବୃତ୍ତମାନେ ମାଉଜର ଦେଖାଇ ସୁନାଗହଣା, ନଗଦ ୩ ଲକ୍ଷ ଟଙ୍କା ସହ ଗୋଟିଏ ମାରୁତି କାରକୁ ମଧ୍ୟ ଲୁଟି ନେଇଛନ୍ତି…

ଆଉଟ୍‌ ନ ହେବା ସତ୍ତ୍ୱେ ପ୍ୟାଭିଲିଅନ ଫେରିଲେ ଯୁବି

ନୂଆଦିଲ୍ଲୀ,୨୬।୭- ଯୁବରାଜ ସିଂ (ଯୁବି) ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ପ୍ରଥମ ଥର ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟ ଖେଳିଛନ୍ତି। ଗ୍ଲୋବାଲ ଟି୨୦ କାନାଡା ଲିଗ୍‌ ଦ୍ୱିତୀୟ ସଂସ୍କରଣର ଉଦ୍‌ଘାଟନୀ ମ୍ୟାଚ୍‌ରେ ପୂର୍ବତନ ଭାରତୀୟ ଅଲରାଉଣ୍ଡର ପଦାର୍ପଣ କରିଛନ୍ତି। ଗୁରୁବାର ବ୍ରାମ୍ପଟନସ୍ଥିତ ସିଏଏ…

ଜୟାଙ୍କୁ ଟାର୍ଗେଟ କଲେ ଅମର

ନୂଆଦିଲ୍ଲୀ,୨୬।୭: ନିଜର ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ରାଜ୍ୟସଭା ଏମ୍‌ପି ଅମର ସିଂ ଏଥର ପୁଣି ଆସିଛନ୍ତି ଚର୍ଚ୍ଚାକୁ। ଏଥିର ସେ ବଲିଉଡ୍‌ ଅଭିନେତ୍ରୀ ତଥା ଏମ୍‌ପି ଜୟା ବଚ୍ଚନକୁ ଟାର୍ଗେଟ କରିଛନ୍ତି। ଟୁଇଟରରେ ସେ ଏକ ଭିଡିଓ…

ଆଜମ୍‌ ଖାନ୍‌ଙ୍କ ମନ୍ତବ୍ୟ ଦେଶ ପାଇଁ ଲଜ୍ଜାଜନକ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି। ଶୁକ୍ରବାର ଗୃହ ଆରମ୍ଭ ହେବା କ୍ଷଣି ମହିଳା ଏମ୍‌ମାନେ ଆଜମ୍‌ଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି,…

ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ : ପୋଲିସକୁ ଗୋଡ଼େଇ ପିଟିଲେ ଲୋକେ

ବାଲିଆପାଳ,୨୬।୭(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ସକାଳେ ଏହି ନାବାଳକଙ୍କ ମୃତଦେହ ଢାବାରୁ ଝୁଲନ୍ତା ଅବସ୍ଥାରେ ମିଳିଥିଲା।…

ବାପା ହେବେ କପିଲ, ସ୍ତ୍ରୀ ଗିନ୍ନିଙ୍କ ସହ ‘ବେବିମୁନ୍‌’ରେ ଗଲେ କାନାଡ଼ା

ମୁମ୍ବାଇ: ଖୁବ୍‌ଶୀଘ୍ର ବାପା ହେବାକୁ ଯାଉଛନ୍ତି କମେଡିକିଙ୍ଗ କପିଲ ଶର୍ମା। ଗତ କିଛି ଦିନ ଧରି ଏନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ନିଜେ କପିଲ ଏହାକୁ ସ୍ପଷ୍ଟ କରିଛନ୍ତି। ଚଳିତ ବର୍ଷ ଡିସେମ୍ବରରେ ସ୍ତ୍ରୀ ଗିନ୍ନି ପ୍ରଥମ ସନ୍ତାନ ଜନ୍ମ…

ମଣିଷ ଖିଆ ବାଘୁଣୀକୁ ପିଟି ପିଟି ମାରିଦେଲେ ଗାଁ ଲୋକେ

ପିଲିଭିଟ,୨୬।୭: ଉତ୍ତର ପ୍ରଦେଶର ପିଲିଭିଟର ମାଟାନିଆ ଗାଁରେ ଗୋଟିଏ ବାଘୁଣୀକୁ ଲୋକଙ୍କ ଆକ୍ରୋସର ଶିକାର ହେବାକୁ ପଡିଛି। ବାଘୁଣୀଟି ଗାଁରେ ପଶି ପାଖାପାଖି ୯ ଜଣ ଲୋକଙ୍କୁ ଆହତ କରିବା ପରେ ଗାଁ ଲୋକେ ତାକୁ ପିଟି ପିଟି ମାରି ଦେଇଥିବା…

କାର୍‌ଗିଲ ବିଜୟ ଦିବସରେ ପାକିସ୍ତାନକୁ ଚେତାବନୀ ଦେଲେ ସେନାମୁଖ୍ୟ, ପୁଣି ଏମିତି କଲେ ଭୋଗିବ ପରିଣାମ

ନୂଆଦିଲ୍ଲୀ, ୨୬।୭:କାର୍‌ଗିଲ ବିଜୟ ଦିବସ ଉପଲକ୍ଷେ ସାରା ଦେଶ ବୀର ଶହୀଦ୍‌ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛି। ଏହି ଅବସରରେ ସେନା ପ୍ରମୁଖ ବିପିନ ରାଓ୍ବତ୍‌ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଯଦି ପାକିସ୍ତାନ ଦ୍ୱିତୀୟଥର ଏପରି କରେ, ତେବେ ପରିଣାମ ଭୋଗିବାକୁ ପ୍ରସ୍ତୁତ…

ସୀମା ପାର ହେବାକୁ ସୁରକ୍ଷା କର୍ମୀଙ୍କୁ ହାତ ଯୋଡିଲେ ମା’: ଭିଡିଓ ଭାଇରାଲ

ମେକ୍ସିକୋ,୨୬।୭: ପ୍ରତିବର୍ଷ ବହୁ ସଂଖ୍ୟାରେ ମଧ୍ୟ ଆମେରିକାର ଶରଣାର୍ଥୀ ମେକ୍ସକୋ ଦେଇ ଆମେରିକା ପହଞ୍ଚିବାକୁ ଚେଷ୍ଟା କରିଥାଆନ୍ତି। ଏହି ସମୟରେ କେହି ସୀମା ପାର କରି ଯାଉଥିବା ବେଳେ କେହି କେହି ସୁରକ୍ଷାକର୍ମୀଙ୍କ ହାତରେ ଧରାପଡନ୍ତି ତ ପୁଣି କାହାର ଜୀବନ…

କାର୍‌ଗିଲ ଯୁଦ୍ଧରେ ଶହୀଦ୍‌ ହୋଇଥିଲେ ପିତା, ସେହିଦିନ ଜନ୍ମ ନେଲେ ଝିଅ କିନ୍ତୁ ପାଳନ୍ତି ନାହିଁ ଜନ୍ମଦିନ

ପୁଣେ, ୨୬।୭: ସାରା ଦେଶ ଶୁକ୍ରବାର କାର୍‌ଗିଲ ବିଜୟ ଦିବସ ପାଳନ କରୁଥିଲାବେଳେ କିଛି ଘରେ ଆଜି ବି ସମ୍ପର୍କୀୟଙ୍କୁ ହରାଇବାର ଦୁଃଖ ଲିଭିନାହିଁ। ମହାରାଷ୍ଟ୍ରର ସତାରାରେ ରହୁଥିବା ମହାଦେବ ଯଶଓ୍ବନ୍ତ ନିକମ କାର୍‌ଗିଲ ଯୁଦ୍ଧରେ ଯୋଗ ଦେଇ ୧୯୯୯, ଜୁନ୍‌…

ବିରୁଷ୍କାଙ୍କୁ ଅନ୍‌ଫଲୋ କଲେ ରୋହିତ

ମୁମ୍ବାଇ,୨୬।୭- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଇନ୍‌ଷ୍ଟାଗ୍ରାମରେ ଜଣେ ବଡ଼ ଫଲୋଅର ହରାଇଛନ୍ତି। ଦଳର ଉପଅଧିନାୟକ ରୋହିତ ଉଭୟ ବିରାଟ ଓ ଅନୁଷ୍କା (ବିରୁଷ୍କା)ଙ୍କୁ ଅନ୍‌ଫଲୋ କରିଛନ୍ତି। ଏହା ଭାରତୀୟ ଦଳରେ…

ଗାଈ ଯୋଗୁ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ: ତ୍ରିବେନ୍ଦ୍ର ସିଂ ରାଓ୍ବତ

ଡେରାଡୁନ୍‌, ୨୬।୭: ବିଶ୍ୱରେ ଗାଈ ଏକମାତ୍ର ଜୀବ, ଯେ କି ଅମ୍ଳଜାନ ନେଇ ଅମ୍ଳଜାନ ଛାଡେ। ଗାଈକୁ କିଛି ସମୟ ଆଉଁସିଲେ ନିଃଶ୍ୱାସ ପ୍ରଶ୍ୱାସ ଜନିତ ରୋଗ ଭଲ ହୁଏ ବୋଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ମତ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?