Home Left

ଜିଏସ୍‌ଟି କାଉନସିଲ୍‌ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୨୫-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଅଧ୍ୟକ୍ଷତାରେ ଗୁରୁବାର ବସିବାକୁ ଥିବା ଜିଏସ୍‌ଟି କାଉନସିଲର ୩୬ତମ ବୈଠକ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଛି। ପାର୍ଲାମେଣ୍ଟରେ ତାଙ୍କର ବ୍ୟସ୍ତତା କାରଣରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଫଳରେ ଏହି ବୈଠକରେ ଇ-ଯାନ ଉପରେ…

ନୀରବ ମୋଦିଙ୍କ ହାଜତ ମିଆଦ ବୃଦ୍ଧି

ଲଣ୍ଡନ,୨୬-୭: ବ୍ରିଟେନର ଓ୍ବେଷ୍ଟ ମିନଷ୍ଟର ଅଦାଲତ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ହାଜତ ମିଆଦକୁ ଅଗଷ୍ଟ ୨୨ ଯାଏ ବୃଦ୍ଧି କରିଛନ୍ତି। ଏଥିପୂର୍ବରୁ ବ୍ରିଟିଶ ଉଚ୍ଚ ଅଦାଲତ ଜୁନ୍‌ ୧୨ରେ ତାଙ୍କର ଜାମିନ ଆବେଦନକୁ ଖାରଜ କରି ଜୁଲାଇ ୨୫…

ଭାରତରେ ପେମେଣ୍ଟ ସର୍ଭିସ ଆରମ୍ଭ କରିବ ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬-୭: ପେମେଣ୍ଟ ସର୍ଭିସ ପ୍ରଦାନ କ୍ଷେତ୍ରରେ ବଜାରରେ ନିଜର ବ୍ୟବସାୟ କରୁଥିବା ପେଟିଏମ୍‌, ଗୁଗଲ ପେ, ଭୀମ ଆପ୍‌, ଫୋନ୍‌ପେ ଭଳି କମ୍ପାନୀଙ୍କୁ ଟକ୍କର ଦେବା ଲାଗି ଚଳିତ ବର୍ଷ ଭାରତରେ ହ୍ବାଟ୍ସଆପ୍‌ ନିଜର ପେମେଣ୍ଟ ସର୍ଭିସ ଆରମ୍ଭ କରିବାକୁ ଯାଉଛି।…

ସପ୍ତାହରେ ଥରେ କରନ୍ତୁ ଉପବାସ ମିଳିବ ଏସବୁ ଲାଭ…

ବିଭିନ୍ନ ପର୍ବ ପର୍ବାଣିରେ ମହିଳାମାନେ ଉପବାସ ରଖିଥାନ୍ତି । ସାଧାରଣତଃ ଉପବାସକୁ ଶ୍ରଦ୍ଧା ଓ ଭକ୍ତି ଭାବ ସହ ଯୋଡା ଯାଇଥାଏ । କିଛି ଲୋକ ଏହାଦ୍ୱାରା ଓଜନ ହ୍ରାସ ପାଇଥାଏ ବୋଲି ମନେ କରିଥାନ୍ତି । ତେବେ ଉପବାସ ଦ୍ୱାରା…

ସମ୍ମୁଖରେ ଜଗିଛି ପୋଲିସ, ପଛପଟୁ ଚୋରି

ଭଞ୍ଜନଗର,୨୬।୭(ଡି.ଏନଏ)-ଭଞ୍ଜନଗର ଷ୍ଟେଟବ୍ୟାଙ୍କ ଛକ ସହରର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ବ୍ୟାଙ୍କ ଥିବା ଯୋଗୁ ଏଠାରେ ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାତିସାରା ପୋଲିସ ଜଗି ରହୁଛି। ବ୍ୟାଙ୍କଠାରୁ ୧୦୦ ମିଟର ଦୂରରେ ଡାକ୍ତରଖାନା, ୫୦ ମିଟର…

ବିପଦସଙ୍କୁଳ ଅବସ୍ଥାରେ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ

ସୋରଡ଼ା,୨୫ା୭(ଡି.ଏନ.ଏ.)- ସୋରଡା ବ୍ଲକ ସୁରମଣି ପଞ୍ଚାୟତ ବିଷ୍ଣୁପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହ, ପାଚେରି, କାନ୍ଥ, କାର୍ଯ୍ୟାଳୟ ଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି । ବାରମ୍ବାର ପ୍ରଶାସନକୁ ଜଣାଇଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ଗୁରୁବାର ବିଦ୍ୟାଳୟ ପରିସରରେ ପରିଚାଳନା କମିଟି…

ହୁମ୍ମର ଗାଁ ରାସ୍ତା ନିର୍ମାଣ ନିମ୍ନମାନର: ପୁନଃ ନିର୍ମାଣ ନିର୍ଦ୍ଦେଶ ଦେଲେ ବିଡିଓ

ଛତ୍ରପୁର,୨୫ା୭(ଡି.ଏନ.ଏ)-ଗୋପବନ୍ଧୁ ଗ୍ରାମୀଣ ଯୋଜନାରେ ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ହୁମ୍ମର ଗାଁରେ ଅତି ନିମ୍ନମାନର କଂକ୍ରିଟ୍‌ ରାସ୍ତା ନିର୍ମାଣ ହେଉଥିବା ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲା। ଗୁରୁବାର ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ ତାଙ୍କ ଷ୍ଟାଫଙ୍କ ସହ ସେଠାକୁ…

ଭୁଶୁଡିଲା ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସ କୋଠା

ବ୍ରହ୍ମପୁର ଅଫିସ,୨୫ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଗୁରୁବାର ଅପରାହ୍ନରେ ଘଟିଛି ଏକ ବଡ ଦୁର୍ଘଟଣା ା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ପରିସରସ୍ଥ ସାବେରୀ ଛାତ୍ରୀନିବାସର ୩ ମହଲା ବିଶିଷ୍ଟ କୋଠାର ଏକ ଅଂଶ ଭୁଶୁଡି ପଡିଛି ା ଯେଉଁଥିର ଶୌଚାଳୟ ଥିଲା ା ମଧ୍ୟାହ୍ନରେ ଛାତ୍ରୀନିବାସର…

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)- ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ ଦୃଷ୍ଟିରେ ରଖି ଶିଶୁଙ୍କୁ ଯୌନ ନିର୍ଯାତନାରୁ ମୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ…

ଧରିତ୍ରୀ ଦେଖାଇ ଆଇନଶୃଙ୍ଖଳା, ସ୍ବାସ୍ଥ୍ୟ ସେବା କଥା ଉଠାଇଲେ ନରସିଂହ; କଟକ ହତ୍ୟାକାଣ୍ଡକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ)- ରାଜ୍ୟରେ ଆଇନ ଶୃଙ୍ଖଳା ବୋଲି କିଛି ନାହିଁ। ଦିନ ଦି ପହରରେ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ପ୍ରଶ୍ନ ପଚାରିଲେ ଉତ୍ତର ମିଳୁ ନାହିଁ। ସବୁ ଠିକ ଅଛି ବୋଲି ସରକାର କହୁଛନ୍ତି। ଆଇନଶୃଙ୍ଖଳାକୁ ନେଇ ଆମେ ବିରୋଧ କରିଥିଲୁ। ଗୋଟିଏ…

କାର୍ଯ୍ୟର ମାସେ ନପୁରୁଣ ଭାଙ୍ଗିଲା ଡ୍ରେନ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ବସଷ୍ଟାଣ୍ଡ ନିକଟରେ ଏନଏସି ପକ୍ଷରୁ ନିର୍ମାଣ କରାଯାଇଥିବା ଡ୍ରେନ ମାସେ ନପୁରୁଣ ଧସିଯାଇଥିବା ଦେଖିବାକୁ ମିଳିଛି। ଫଳରେ କାର୍ଯ୍ୟର ସ୍ଥାୟୀତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଚମ୍ପୁଆ ସବଜେଲ ଠାରୁ ନବନିର୍ମିତ ଆହାର କେନ୍ଦ୍ର ପର୍ଯ୍ୟନ୍ତ କିଛିଦନ ହେବ ବର୍ଷାଜଳ…

ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

କୁଳିଅଣା,୨୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଡୁମୁରିଡିହା ପଞ୍ଚାୟତର ଚାଷୀମାନେ ଚାଷ ଜମିକୁ ଜଳ ଯୋଗାଣ ଦାବିରେ ସ୍ଥାନୀୟ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟରେ ଗୁରୁବାର ତାଲା ପକାଇ ଆନ୍ଦୋଳନ କରିଥିଲେ। ପୂର୍ବାହ୍ନ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲିଥିଲା। ଖବରପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?