Home Left

ଅଧାପନ୍ତରିଆ ମେହେରୁଣି ପୋଲ: ଆପ୍ରୋଚ୍‌ ବୁଲାଣି ରାସ୍ତା ନେଲାଣି ୨୦ ଜୀବନ

ମନମୁଣ୍ଡା, ୨୫।୭ (ଡି.ଏନ.ଏ) ବହୁ ପୁରାତନ ମେହେରୁଣି ପୋଲ ଦୁର୍ବଳ ହୋଇ ପଡିଥିବାରୁ ମନମୁଣ୍ଡାରେ ଏକ ନୂତନ ପୋଲ ନିର୍ମାଣ କାମ ଆରମ୍ଭ କରାଯାଇଛି । ଏହି କାମ ଗତ ୨୦୧୭ ଫେବୃୟାରୀ ୧୫ରୁ ଆରମ୍ଭ ହୋଇଥିଲା ଏବଂ ଏହା ୧୫…

ବର୍ଷା ନାହିଁ, ଜଳିଗଲାଣି ଧାନ ଗଛ

ପଦ୍ମପୁର, ୨୫।୭ (ଡି.ଏନ.ଏ): ଧାରା ଶ୍ରାବଣରେ ବର୍ଷାର ଦେଖାନାହିଁ । ନିଖୋଜ ହୋଇଯାଇଛି ମୌସୁମୀ । ଆକାଶରେ ମେଘ ଗର୍ଜୁଛି ହେଲେ ବରଷୁ ନାହିଁ । ଦିନରେ ମୁଣ୍ଡ ଫଟା ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ଏଭଳି ପାଗ ପଦ୍ମପୁର…

ମଦ ବିରୋଧରେ ତାତିଲେ ମହିଳା

ଲୋଇସିଂହା,୨୫।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ମହିଳାମାନେ ସଟ୍ଟା ଏବଂ ମଦ ବିରୋଧୀ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଗୁରୁବାର ବୁର୍ଡା-ସୋନପୁର ରାସ୍ତାରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ଦେଶୀମଦ ବିକ୍ରୟ ଶାଖା(ଭାଟି)ଉପରେ ଚଢାଉ କରି ବିକ୍ରି ପାଇଁ ଗଚ୍ଛିତ…

ନୂଆଗାଁ ବ୍ଲକରେ ଆବଶ୍ୟକଠାରୁ ୮୦ ପ୍ରତିଶତ କମ୍‌ ବର୍ଷା

ନୂଆଗାଁ, ୨୫।୭ (ଡି.ଏନ.ଏ.)-ଶ୍ରାବଣରେ ବର୍ଷା ନାହିଁ। ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌। ଚାଷୀଙ୍କୁ କେବଳ ଭଗବାନ ଭରଷା କହିଲେ କିଛି ଅତ୍ୟୁକ୍ତି ହେବନାହିଁ। ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକରେ ଆବଶ୍ୟକତା ଠାରୁ ୮୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ଫଳରେ ପରିସ୍ଥିତି…

ଚାକିରି କରାଇଦେବାକୁ କହି ୮୪ ଲକ୍ଷ ଠକେଇ

ଭଦ୍ରକ ଅଫିସ, ୨୫।୭ – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବଂଶୀପାଟଣାସ୍ଥିତ ଏକ ସଂସ୍କୃତ ମହାବିଦ୍ୟାଳୟରେ ନିଯୁକ୍ତି କରାଇଦେବା ନାଁରେ ୮୪ ଲକ୍ଷ ଟଙ୍କା ଠକେଇ ହୋଇଥିବା ନେଇ ଗୁରୁବାର ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଛି। ନିଯୁକ୍ତି ଆଶାୟୀ ଯୁବତୀ ଯୁବକ…

ପୋଷ୍ଟ ଅଫିସ୍‌ ଜମା ଟଙ୍କା ଫେରସ୍ତ ଦାବି: ଅଧିକ୍ଷକଙ୍କୁ ଘେରିଲେ ଜମାକାରୀ

ଆସିକା,୨୫ା୭(ଡି.ଏନ୍‌.ଏ.)- ଆସିକା ଡାକ ମଣ୍ଡଳର କବିସୂର୍ଯ୍ୟନଗର ସବ୍‌ପୋଷ୍ଟ ଅଫିସ୍‌ ଶିଆଳିଆ ଶାଖା ଡାକଘରେ ଜମାକାରୀଙ୍କ ଟଙ୍କା ହେରଫେର୍‌ ହୋଇଥିବା ନେଇ ଜମାକାରୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗକାରୀଙ୍କ ପକ୍ଷରୁ ଗତ ୨୦୧୮ ଜୁଲାଇ ୫ରୁ ଏହି ଅଭିଯୋଗ ଜମାକାରୀମାନେ ଆସିକାସ୍ଥିତ ଡାକମଣ୍ଡଳ…

ବର୍ଷାରେ ଦବିଲା ରାସ୍ତା, ଇନ୍ଦ୍ରଦ୍ୟୁମ୍ନରେ ପଶିଲା ମଇଳା ପାଣି

ପୁରୀ ଅଫିସ, ୨୫ା୭: ବିପର୍ଯ୍ୟସ୍ତ ହୋଇପଡ଼ିିଛି ଶ୍ରୀକ୍ଷେତ୍ରର ଏକାଧିକ ଐତିହ୍ୟ ପୁଷ୍କରିଣୀ। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଗୋଟିଏ ପରେ ଗୋଟିଏ ପୁଷ୍କରିଣୀର ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ସବୁଠୁ ପରିତାପର ବିଷୟ ହେଉଛି ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ମଧ୍ୟରୁ ଅନ୍ୟତମ ଇନ୍ଦ୍ରଦ୍ୟୁମ୍ନ ଅବସ୍ଥା…

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ

ଆଇଆଇଟି ବୈଜ୍ଞାନିକମାନେ ବିକାଶ କଲେ ପ୍ରଥମ ରୋବଟିକ୍‌ ହ୍ୟାଣ୍ଡ କାନପୁର: ଆଇଆଇଟି କାନପୁରର ବୈଜ୍ଞାନିକମାନେ ବିଶ୍ୱର ପ୍ରଥମ ରୋବଟିକ ହ୍ୟାଣ୍ଡ୍‌ ବିକାଶ କରିଛନ୍ତି । ଷ୍ଟ୍ରୋକ୍‌ ପରେ ଯେଉଁମାନଙ୍କ ହାତ କାମ କରୁନି ସେମାନଙ୍କୁ ଏହା ସାହାଯ୍ୟ କରିବ । ଏହାର…

ଘରେ ମଶା ହେଉଛି କି: ଆପଣାନ୍ତୁ କିଛି ଘରୋଇ ଟିପ୍ସ

ମଶାଙ୍କୁ ତଡ଼ିବା ପାଇଁ ଘରେ ମହଙ୍ଗା ସ୍ପ୍ରେର ବ୍ୟବହାର ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପକାଇଥାଏ। ଯଦ୍ଦ୍ବାରା ମଶା ତଡ଼ିବା ବଦଳରେ ମଣିଷ ରୋଗାକ୍ରାନ୍ତ ହୋଇପଡ଼େ। ଏ ସମସ୍ୟାରୁ ରକ୍ଷା ପାଇଁ କିଛି ଘରୋଇ ଟିପ୍ସ ଆପଣାଇପାରିବେ। କୋଇଲା ଏବଂ କମଳା…

ନବଜାତ ଶିଶୁ କଳାଧଳା ବ୍ୟତୀତ ଅନ୍ୟ ରଙ୍ଗ ଜାଣି ପାରନ୍ତି ନାହିଁ

ଶିଶୁ ଜନ୍ମ ହେବା ପରେ ତା’ର ବିଶେଷ ଯତ୍ନ ନିଆଯାଇଥାଏ। କାରଣ ସେ ପ୍ରକୃତି ସହ ଖାପ ନ ଖାଇବା ପର୍ଯ୍ୟନ୍ତ ତା’ର ବିଶେଷ ଧ୍ୟାନ ଦେବା ଜରୁରୀ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାଆନ୍ତି। ତେବେ ନବଜାତ ଶିଶୁଙ୍କ ପାଖରେ ଏମିତି…

ତହସିଲଦାରଙ୍କ ଛତୁଆ ପ୍ରସ୍ତୁତି, ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ

ପାତ୍ରପୁର,୨୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପାତ୍ରପୁର ତହସିଲଦାର ଡ଼. ଶ୍ରୀନିବାସ ବେହେରା ଓ ସିଡ଼ିପିଓ ପଦ୍ମିନୀ ସାହୁ ଗୁରୁବାର ପାତ୍ରପୁର ବ୍ଲକରେ ଥିବା ଛତୁଆ ପ୍ରସ୍ତୁତି ପ୍ରକଳ୍ପ ଓ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ଥାନୀୟ ସୁରଙ୍ଗୀ ପଞ୍ଚାୟତ ନିକଟସ୍ଥ ଶଳାଭାଗପେଣ୍ଠ…

ଏହି କାରଣ ପାଇଁ ଶିଶୁ ବିଳମ୍ବରେ ହୁଅନ୍ତି କଥା…

କେତେକ ଶିଶୁ ବିଳମ୍ବରେ କଥା ହୋଇଥାନ୍ତି। ଏହାର କାରଣ ନେଇ ଭିନ୍ନ ଭିନ୍ନ ମତପୋଷଣ କରାଯାଇଥାଏ। ତେବେ ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁ ବିଳମ୍ବରେ କଥା କୁହନ୍ତି। ମାତୃଗର୍ଭରେ ସେମାନଙ୍କର ଶରୀରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?