Home Left

ପାଣିତଳେ ବିଶ୍ୱର ପ୍ରଥମ ସେନା ମ୍ୟୁଜିୟମ: ମାଛଙ୍କ ସହ ଦେଖିବାକୁ ମିଳିବ ସେନା ଉପକରଣ

ଅମନ,୨୫।୭: ଜୋର୍ଡାନର ଅକାବାରେ ବିଶ୍ୱର ପ୍ରଥମ ସେନା ମ୍ୟୁଜିୟମ ଖୋଲାଯାଇଛି। ୧୯ଟି ମିଲିଟାରୀ ହାଡଓ୍ବୟାର ଅବଶେଷକୁ ନେଇ ଏହି ମ୍ୟୁଜିୟମ ତିଆରି କରାଯାଇଛି। ଗତ ବୁଧବାର ଏହାକୁ ପ୍ରଥମ କରି ଖୋଲାଯାଇଛି। ଏହା ରେଡ ସିର ୮ ଫୁଟ ଗଭୀରତାରେ ନିର୍ମାଣ…

ପୁରୀରୁ ସାଇବର ଅପରାଧୀ ଗିରଫ : ୨ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ସାଇବର ଅପରାଧରେ ଜଡ଼ିତ ଜଣେ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣଙ୍କ ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ଏଟିଏମ୍‌ ପିନ୍‌ ଓ ଆକାଉଣ୍ଟ ନମ୍ବର ନେଇ ଟଙ୍କା ଗାଏବ…

ଭାରତୀୟ ସେନାରେ ଯୋଗଦେଲେ ଧୋନୀ, କରିବେ ଏହି କାମ

ଶ୍ରୀନଗର, ୨୫।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖୁବ୍‌ଶୀଘ୍ର ଭାରତୀୟ ସେନା ସହ ଯୋଗ ଦେବାକୁ ଯାଉଛନ୍ତି। ଜୁଲାଇ ୩୧ରେ କଶ୍ମୀରରେ ଥିବା ଟେରିଟୋରିଆଲ୍‌ ଆର୍ମିର ୧୦୬ତମ ପାରାସୁଟ୍‌ ବାଟାଲିୟନ୍‌ରେ ଧୋନୀ ସାମିଲ ହେବେ। ସେନାର…

ମୂଲ୍ୟବାନ କାଠପଟା ଜବତ

ଓଡଗାଁ, ୨୫।୭(ସ୍ବ.ପ୍ର): ଓଡଗାଁ ବନାଞ୍ଚଳ ଅଧିନସ୍ଥ ମଗରବନ୍ଧ ଗଁାରେ ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ବନବିଭାଗ ଚଢ଼ାଉ କରିଛି। ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଉକ୍ତ ଗଁାର ତ୍ରିନାଥ ନାୟକଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ବିପୁଳ ପରିମାଣର…

କିକ୍ରେଟର ମୁଥେୟା ମୁରଲିଧରନଙ୍କ ବାୟୋପିକ୍‌ରେ ନଜର ଆସିବେ ସାଉଥ୍‌ ଷ୍ଟାର ବିଜୟ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ଏବେ ବାୟୋପିକ୍‌ର ଟ୍ରେଣ୍ଡ ଚାଲିଛି। ନେତାଙ୍କ ଠାରୁ ଆରମ୍ଭ କରି କ୍ରିକ୍ରେଟରଙ୍କ ଜୀବନିକୁ ନେଇ ଫିଲ୍ମ ତିଆରି କରାଯାଉଛି। ଭାରତୀୟ କ୍ରିକେଟର ସଚ୍ଚିନ ତେନ୍ଦୁଲକର, ଏମ୍‌.ଏସ୍‌ ଧୋନୀ, କପିଲ ଦେବଙ୍କ ପରେ ଏବେ ଶ୍ରୀଲଙ୍କାର ବରିଷ୍ଠ ସ୍ପିନ୍‌…

ପୁଣିଥରେ ଅଭିନୟ ଦୁନିଆକୁ ଫେରିବେ ସୋନାଲି: ଗୋଲ୍‌ଡି

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନାଲି ବେନ୍ଦ୍ରେ ୨୦୧୮ରେ କ୍ୟାନସରରେ ପୀଡିତ ହେବା ପରଠାରୁ ଆଉ ବଡ ପରଦାରେ ନଜର ଆସି ନାହାଁନ୍ତି। ତେବେ ସେ କ୍ୟାନସରର ଚିକିତ୍ସା ପାଇଁ କିଛି ମାସ ନ୍ୟୁୟର୍କରେ ରହିବା ପରେ ଏବେ ସୁସ୍ଥ ହୋଇ ଭାରତ…

ଚାଇନାରେ ଭୂସ୍ଖଳନ: ୧୬ ମୃତ; ୩୦ ନିଖୋଜ

ବେଜିଂ,୨୫।୭: ପ୍ରବଳ ବର୍ଷା ଯୋଗୁ ଦକ୍ଷିଣ ଚାଇନାରେ ଭୂସ୍ଖଳନ ଘଟିଛି। ଗୁରୁବାର ଘଟିଥିବା ଏହି ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ହେବା ସହିତ ୩୦ରୁ ଅଧିକ ନିଖୋଜ ଥିବା କୁହାଯାଉଛି। ନିଖୋଜମାନେ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି।…

ବିବାହକୁ ନେଇ ଦୁଃଖ ପ୍ରକାଶ କଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ଏବେ ୫୩ ବର୍ଷରେ ପଦାର୍ପଣ କଲେଣି। ହେଲେ ଏବେବି ସେ ବଲିଉଡ୍‌ର ମୋଷ୍ଟ ଓ୍ବାଣ୍ଟେଡ ବ୍ୟାଚେଲର। କିନ୍ତୁ ତାଙ୍କ ବିବାହକୁ ନେଇ ସେ ଯେତିକି ଆଶାବାଦୀ ନୁହେଁ ତାଙ୍କ ଫ୍ୟାନମାନେ କିନ୍ତୁ ଏବେବି ଆଶା ରଖିଛନ୍ତି ଦିନେନା…

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ରାଉରକେଲା ଅଫିସ,୨୫।୭: ରାଉରକେଲା ଲାଠିକଟା ପୋଲିସ ବୁଧବାର ଜଣେ ଅପରାଧିଙ୍କୁ ଏନକାଉଣ୍ଟର କରିଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି(୩୩)ଗୁରୁତର ଆହତ ହୋଇଛନ୍ତି। ସୁନିଲର ଡାହାଣ ଗୋଡରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସ୍ଥାନୀୟ ମେଡିକାଲ…

ବିଶ୍ୱର ୫ କ୍ରିକେଟର୍ସ ବିଷୟରେ ଜାଣନ୍ତୁ, ଯାହାଙ୍କ ସ୍ତ୍ରୀ ବି ଜଣେ ଜଣେ ବିଶ୍ୱସ୍ତରୀୟ ଖେଳାଳି

କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ବ୍ୟକ୍ତିଗତ ଜୀବନରେ ଜଣେ ଖେଳାଳିଙ୍କୁ ବିବାହ କରିଛନ୍ତି। ଆସନ୍ତୁ ସେଭଳି ୫ ଯୋଡିଙ୍କ ବିଷୟରେ ଜାଣିବା… ମିଚେଲ ଷ୍ଟାର୍କ ଏବଂ ଏଲିସା ହିଲି ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଭଳି ତାଙ୍କ…

ଆଲିଆ-ରଣବୀରଙ୍କ ବିବାହକୁ ନେଇ ମୁହଁ ଖୋଲିଲେ ସମ୍ପର୍କୀୟ

ଆଲିଆ ଭଟ୍ଟ-ରଣବୀର କପୁର ଟିକେ ମୌକା ପାଇଲେ ଏକାଠି ଲୋକଙ୍କ ନଜରକୁ ଆସୁଛନ୍ତି। ଏମିତିରେ ବି କିଛିଦିନ ତଳେ ଦୁହିଁଙ୍କ ବିବାହ ଖବର ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏହି ସମ୍ପର୍କକୁ ନେଇ ଆଲିଆଙ୍କ କକା ମୁକେଶ ଭଟ୍ଟ ଏବଂ ସମ୍ପର୍କୀୟ…

ରାଜ୍ୟ ଯୋଜନାରେ ସାମିଲ ହୋଇପାରିବ ଆଧାର

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର କ୍ୟାବିନେଟ ବୁଧବାର ଆଧାର ଏବଂ ଅନ୍ୟ ଆଇନ ସଂଶୋଧନ ବିଲ୍‌, ୨୦୧୯କୁ ଅନୁମୋଦନ କରିଛି। ଏହି ଆଇନରେ ଏକ ବ୍ୟବସ୍ଥା ଯୋଡାଯାଇଛି। ତଦନୁଯାୟୀ ଆଧାର ତଥ୍ୟକୁ ରାଜ୍ୟ ଯୋଜନା ଏବଂ ସବ୍‌ସିଡି ପ୍ରଦାନ ଲାଗି ବ୍ୟବହାର କରାଯାଇପାରିବ। କ୍ୟାବିନେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?