Home Left

ଶୋଇକି ଉଠିଲା ବେଳକୁ ବେଶୀ ଯନ୍ତ୍ରଣା ଦେଉଛି ବିଶ୍ୱକପ୍‌ ପରାଜୟ:କୋହଲି

ନୂଆଦିଲ୍ଲୀ, ୨୫।୭: ଆଇସିସି ବିଶ୍ୱକପ୍‌ ସରିବାର ପାଖାପାଖି ମାସେ ହୋଇଯାଇଥିଲେ ମଧ୍ୟ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ଦର୍ଶକଙ୍କ ମନରୁ ଲିଭିନାହିଁ। କେବଳ ଦର୍ଶକ ନୁହଁନ୍ତି, ଦଳର ପରାଜୟରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ବେଶୀ ମର୍ମାହତ ହୋଇପଡିଛନ୍ତି।…

‘ଦିଲ୍‌ ଚାହତା ହୈ’ ପ୍ରୀତି ଜିଣ୍ଟାଙ୍କ କାହିଁକି ପସନ୍ଦ ଜାଣନ୍ତି…

ସୈଫ ଅଲ୍ଲୀ ଖାନ୍‌, ଅମୀର ଖାନ୍‌ ଏବଂ ଅକ୍ଷୟ ଖାନ୍ନାଙ୍କ ସୁପରହିଟ୍‌ ଫିଲ୍ମ ‘ଦିଲ୍‌ ଚାହତା ହୈ’ ରିଲିଜ ହେବାର ୧୮ ବର୍ଷ ପୂରିଛି। ଫିଲ୍ମରେ ପ୍ରୀତି ଜିଣ୍ଟା, ସୋନାଲି କୁଲକର୍ଣ୍ଣି ଏବଂ ଡିମ୍ପଲ କପାଡ଼ିଆ ଲିଡ୍‌ ଭୂମିକାରେ ଅଭିନୟ କରିଥିଲେ।…

ଚେତାବନୀକୁ ବେଖାତିର: ଏକଛତ୍ରବାଦୀ ଶାସକ କିମ୍‌ ପୁଣି କଲେ କ୍ଷେପଣାସ୍ତ୍ର ପରୀକ୍ଷଣ

ସିଓଲ୍‌,୨୫।୭: ଅନ୍ତର୍ଜାତୀୟ ଚେତାବନୀକୁ ବେଖାତିର କରିଛି ଉତ୍ତର କୋରିଆ। ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଗୁରୁବାର ପୁଣି ୨ଟି ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ରର ପରୀକ୍ଷଣ କରିଛନ୍ତି। ଏହା ଆକାଶ ମାର୍ଗରେ ୪୩୦ କିଲୋମିଟର ଅତିକ୍ରମ କରିଥିବା କୁହାଯାଉଛି। ଗତ ଅଢ଼େଇ…

ରମେଶଙ୍କ ନୂଆ ଯୋଜନା

ପ୍ରଯୋଜକ ରମେଶ ବାରିକ ଏକାଥରେ ହ୍ୟାଟ୍ରିକ୍‌ ମାରିବାକୁ ଯାଉଛନ୍ତି। ‘ଦେଖା ହେଲା ପ୍ରେମ ହେଲା’ ରିଲିଜ ଅପେକ୍ଷାରେ ଥିବା ବେଳେ ଆଉ ଦୁଇଟି ସିନେମା-‘ବ୍ରେକ୍‌ଅପ୍‌ ଲଭ୍‌’ ଏବଂ ‘ଚକ୍ରବୂ୍ୟହ’ର ପ୍ରାରମ୍ଭିକ କାମ ଚାଲୁ ରହିଛି। ଏ ସମ୍ପର୍କରେ ରମେଶ କହନ୍ତି, ‘ଭଲ…

୧୨ ମିନିଟ୍‌ରେ ୪ ଥର ଥରିଲା ମହାରାଷ୍ଟ୍ର : ଜଣେ ମୃତ

ପାଲଘର,୨୫।୭: ମହାରାଷ୍ଟ୍ର ପାଲଘର ଜିଲା ଡାହାନୁ ଅଞ୍ଚଳରେ ଗୁରୁବାର ହୋଇଥିବା ଭୂକମ୍ପରେ ଜଣେ ୫୫ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିବା ବେଳେ ଘରର କାନ୍ଥ ଭୂଷୁଡି ପଡିବାରୁ ମହିଳାଙ୍କ ମୃତ୍ୟୁ…

ରଙ୍ଗ ବରଷିବ ଟୁପୁରୁ ଟୁପୁରୁ

ଚଳିତ ମାସ ୨୬ରେ ପରଦା ଉପରକୁ ଆସୁଛି ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ନେଇ ପ୍ରସ୍ତୁତ ତଥା ଜିତେନ୍ଦ୍ର ନାଥ ମହାପାତ୍ରଙ୍କ ନିର୍ଦ୍ଦେଶିତ ଓଡ଼ିଆ ସିନେମା ‘ରଙ୍ଗ ବରଷିବ ଟୁପୁରୁ ଟୁପୁରୁ’। କାହାଣୀ ଅନୁସାରେ, ପ୍ରେମ ପରି ଶବ୍ଦ ଯେ…

ଶିବସେନାରେ ଯୋଗ ଦେଲେ ଏନ୍‌ସିପି ନେତା ସଚ୍ଚିନ

ମୁମ୍ବାଇ,୨୫।୭: ମହାରାଷ୍ଟ୍ରର ଏନ୍‌ସିପି ଅଧ୍ୟକ୍ଷ ସଚ୍ଚିନ ଆହିର ଗୁରୁବାର ଶିବସେନାରେ ଯୋଗ ଦେଇଛନ୍ତି। ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଉପସ୍ଥିତିରେ ମୁମ୍ବାଇଠାରେ ସେ ଦଳରେ ଯୋଗ ଦେଇଛନ୍ତି। ତେବେ ଶିବସେନାରେ ଯୋଗ ଦେବା ପୂର୍ବରୁ ସଚ୍ଚିନ ଶିବସେନା କାର୍ଯ୍ୟାଳୟ ଯାଇ ଉଦ୍ଧବ…

ଏହି ଖେଳାଳିଙ୍କ ଦୃଷ୍ଟିଶକ୍ତି କମ ଥିଲା, ତଥାପି ତାଙ୍କ ନାଁରେ ରହିଛି ୧୦୦ଟି ଶତକ

ଭାରତର ସ୍ବାଧୀନତାର ଠିକ୍‌ ୨୦ ଦିନ ପୂର୍ବରୁ ଅର୍ଥାତ୍‌ ୧୯୪୭ ମସିହା ଜୁଲାଇ ୨୪ ଏମିତି ଜଣେ ଖେଳାଳି ଜନ୍ମ ନେଇଥିଲେ, ଯେକି ପଡିଆକୁ ଓହ୍ଲାଇବା ମାତ୍ରେ ବିଶ୍ୱସ୍ତରୀୟ ବୋଲରଙ୍କ ହୋଶ୍‌ ଉଡିଯାଉଥିଲା। ଏଭଳି ଜଣେ ମହାନ ଖେଳାଳି ଥିଲେ ପାକିସ୍ତାନ…

ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କ ପରାକ୍ରମ ଉପରେ ଭିଡ଼ିଓ ଗେମ୍‌: ଜୁଲାଇ ୩୧ରେ ହେବ ରିଲିଜ୍‌

ନୂଆଦିଲ୍ଲୀ,୨୫।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍‌ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍‌ ଜୁଲାଇ ୩୧ରେ ହେବ। ଏହାକୁ ବାୟୁସେନା ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ସାଧାରଣ ଲୋକେ ଯବାନଙ୍କ ବୀରତା ସମ୍ପର୍କରେ…

କାବୁଲ ବିସ୍ଫୋରଣ: ୫ ମୃତ ୧୦ ଆହତ

କାବୁଲ,୨୫।୭: ଆଫଗାନିସ୍ତାନର କାବୁଲରେ ଗୁରୁବାର ହୋଇଥିବା ୩ଟି ବିସ୍ଫୋରଣରେ ପ୍ରାୟ ୫ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହେବା ସହ ୧୦ ଆହତ ହୋଇଥିବା ସୂଚନା ମିଳିଛି। ପଜଓ୍ବକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ, ପ୍ରଥମ ବିସ୍ଫୋରଣଟି ଏକ ଯାତ୍ରୀବାହୀ ବସ୍‌ରେ…

ସରକାର ଯିବାର କିଛି ଘଣ୍ଟା ପୂର୍ବରୁ ନିଜ ପ୍ରତିଶୃତି ପାଳନ କଲେ କୁମାରସ୍ବାମୀ

ବେଙ୍ଗାଲୁରୁ, ୨୫।୭: ଦୁଇ ସପ୍ତାହ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବାରେ କୁମାରସ୍ବାମୀ ସରକାରଙ୍କ ଯଦିଓ ପତନ ଘଟିଛି। କିନ୍ତୁ ସମସ୍ତଙ୍କ ହୃଦୟ ଜିତିଛନ୍ତି କୁମାରସ୍ବାମୀ। ସରକାରକୁ ଆସିବା ପୂର୍ବରୁ ଲୋକଙ୍କୁ ଯାହା…

କଷ୍ଟ୍ୟୁମ ଦାମ୍‌ ୧.୫କୋଟି

କରୀନା କପୁର ଥରେ ନିଜ କଷ୍ଟ୍ୟୁମ ପାଇଁ ଚର୍ଚ୍ଚାର ପରିସରକୁ ଆସିଥିଲେ। ମଧୁର ଭଣ୍ଡାରକରଙ୍କ ‘ହିରୋଇନ୍‌’ ଫିଲ୍ମରେ ସେ ଏକ କଷ୍ଟ୍ୟୁମ ପିନ୍ଧିଥିଲେ, ଯାହାର ଦାମ୍‌ ଥିଲା ଦେଢ଼ କୋଟି। କେବଳ ସେତିକି ନୁହେଁ ଏହି ଫିଲ୍ମରେ ସେ କେତେ ପେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?