Home Left

କାରଗିଲ ବିଜୟ ଦିବସ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ

ନୂଆଦିଲ୍ଲୀ,୨୫।୭: ଆସନ୍ତା ଶୁକ୍ରବାର ପାଳନ ହେବ ୨୦ତମ କାରଗିଲ ବିଜୟ ଦିବସ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କାରଗିଲର ଦ୍ରାସଠାରେ ଏହି ଦିବସ ପାଳନ କରାଯିବାକୁ ଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏଥିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।…

ସୀତା ଲୋ…ଗୀତକୁ ଲଗାତର ୪ ଥର ଗାଇଥିଲି

କଣ୍ଠଶିଳ୍ପୀ ଟି. ସୌରୀ ଓଡ଼ିଆ ସିନେମା, ଆଲ୍‌ବମ, ଭଜନ କ୍ଷେତ୍ରରେ ଅନେକ ଗୀତରେ କଣ୍ଠଦାନ କରିଛନ୍ତି। ଏବେ ଏକ ମ୍ୟୁଜିକ ଇନଷ୍ଟିଚ୍ୟୁଟ ଖୋଲି କୁନି କୁନି ପିଲାଙ୍କୁ ସଙ୍ଗୀତ ଶିକ୍ଷା ଦେଉଥିବା ଓଡ଼ିଶାର ଏହି ପ୍ରଖ୍ୟାତ କଣ୍ଠଶିଳ୍ପୀଙ୍କର ଅନୁଭୂତିରୁ କିଛି। ବାଲେଶ୍ୱରରେ…

ଚିକେନ୍‌ ଅଙ୍ଗାରା

ସମ୍ବଲପୁର ସହର ବୀର ସୁରେନ୍ଦ୍ର ସାଏ ମାର୍ଗସ୍ଥିତ ହୋଟେଲ ଅପ୍‌ସରା ପରିସରରେ ଅର୍ବାନ ତଡକା ରେଷ୍ଟୁରାଣ୍ଟ ରହିଛି। ଆଜିର ଗ୍ରାହକଙ୍କ ମନ ମୁତାବକ ଡିଶ୍‌ ପ୍ରସ୍ତୁତିରେ ଏହି ରେଷ୍ଟୁରାଣ୍ଟର ସୁନାମ ରହିଛି। ଚିକେନ ଅଙ୍ଗାରା ଅର୍ବାନ ତଡକାର ସ୍ବତନ୍ତ୍ର ଡିଶ୍‌। ଏନେଇ…

ବାଇଗୁଣିଆରେ ଚୋରି: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟ୍‌

ଭାପୁର,୨୫।୭(ଡି.ଏନ୍‌.ଏ):ନୟାଗଡ଼ ଜିଲା ଫତେଗଡ଼ ଥାନା ବାଇଗୁଣିଆ ଗାଁରେ ୪ଜଣ ଚୋର ଚୋରି କରିଥିବା ଅଭିଯୋଗ ହୋଇଛି। ଉକ୍ତ ଗାଁରେ ରହୁଥିବା ପଠାଣି ନନ୍ଦଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ୪ଜଣ ଚୋର ପଶିଆସିଥିଲେ। ତାଙ୍କ ଘରୁ ସୁନା ରୂପା ଓ ନଗଦ…

ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍‌ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ

ନୂଆଦିଲ୍ଲୀ, ୨୫।୭: ଭାରତୀୟ କ୍ରିକେଟ ଖେଳାଳିଙ୍କ ଜର୍ସିରେ ଚୀନ୍‌ ନୁହେଁ, ଏଣିକି ଭାରତୀୟ କମ୍ପାନୀର ନାଁ ରହିବ ବୋଲି ଜଣାପଡିଛି। ଗତ ୨ ଦୁଇବର୍ଷ ହେବ ଖେଳାଳିଙ୍କ ଜର୍ସିରେ ଚୀନ ମୋବାଇଲ କମ୍ପାନୀ ‘ଓପୋ’ର ନାଁ ରହିଛି। ଏବେ ତାକୁ ହଟାଯାଇ…

ଟ୍ରମ୍ପ୍‌ ପ୍ରସଙ୍ଗରୁ ଦୃଷ୍ଟି ହଟାଇବା ପାଇଁ ମୋଦି ସରକାର ତିନି ତଲାକ୍‌ ବିଲ୍‌କୁ କରିଛନ୍ତି ଢ଼ାଲ: ମନୀଷ୍‌ ତିଓ୍ବାରୀ

ନୂଆଦିଲ୍ଲୀ,୨୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଶ୍ମୀର ପ୍ରସଙ୍ଗରେ ଅଠାକାଠିରେ ପଡ଼ିଛନ୍ତି। ତେବେ ଏଥିରୁ ମୁକୁଳିବା ପାଇଁ ସେ ଅନ୍ୟ ଯୋଜନା କରିଥିବା କଂଗ୍ରେସ ଏମ୍‌ପି ମନୀଷ ତିଓ୍ବାରୀ ଅଭିଯୋଗ କରିଛନ୍ତି। ମୋଦି ସରକାର ଟ୍ରମ୍ପ୍‌…

କାରଗିଲ ବିଜୟ ଦିବସ ପାଇଁ ପୁଣି ଥରେ ରିଲଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’

ମୁମ୍ବାଇ: କାରଗିଲ ବିଜୟ ଦିବସ ଅର୍ଥାତ୍‌ ୨୬ ଜୁଲାଇରେ ମହାରାଷ୍ଟ୍ରରେ ରିଲିଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’। ଏଥିରେ ମୁଖ୍ୟ ଭୂମିକାରେ ବିବେକ କୌଶଲ ଥିବା ବେଳେ ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ ଆଦିତ୍ୟ ଧର। ୨୦୧୬ରେ ଭାରତୀୟ ସେନା ପାକିସ୍ତାନ…

ବ୍ରିଟେନର ସ୍ବରାଷ୍ଟ ମନ୍ତ୍ରୀ ହେଲେ ଭାରତୀୟ ମୂଳର ପ୍ରୀତି ପଟେଲ

ଲଣ୍ଡନ, ୨୫।୭: ବ୍ରିଟେନର ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଭାରତୀୟ ମୂଳର ପ୍ରୀତି ପଟେଲ। ବୁଧବାର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ପ୍ରୀତି କଞ୍ଜରଭେଟିଭ୍‌ ଦଳର ନେତୃତ୍ୱ ନେଇ ‘ବ୍ୟାକ୍‌ ବୋରିଶ୍‌’ ଅଭିଯାନର ପ୍ରମୁଖ ଥିଲେ।…

ନଳିନୀଙ୍କୁୁ ମିଳିଲା ୩୦ ଦିନ ପାରୋଲ

ନୂଆଦିଲ୍ଲୀ,୨୫।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ନଳିନୀ ଶ୍ରୀହରନ୍‌ଙ୍କୁ ୩୦ ଦିନିଆ ପାରୋଲ ମିଳିଛି। ଗୁରୁବାର ସେ ଜେଲ୍‌ରୁ ବାହାରକୁ ଆସିଛନ୍ତି। ଝିଅ ବାହାଘର ପାଇଁ ସେ ମାଡ୍ରାସ୍‌ ହାଇକୋର୍ଟରେ ସେ…

ସମକାଳୀନ କାହାଣୀ ଉପରେ: ଓଡ଼ିଶୀ ଏକ ଭଲ ଚିନ୍ତାଧାରା

ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଜଗତରେ ଜଣେ ପରିଚିତ ଚେହେରା ମଧୁଲିତା ମହାପାତ୍ର। ଜଣେ ପ୍ରତିଭାବାନ୍‌ ଯୁବ ନୃତ୍ୟଶିଳ୍ପୀ ଭାବେ ଦେଶ ଓ ଦେଶ ବାହାରେ ଓଡ଼ିଶୀ ନୃତ୍ୟକୁ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ମଧୁଲିତା। ଓଡ଼ିଶୀ ପାଇଁ ନିଜକୁ ଉତ୍ସର୍ଗୀକୃତ…

ମହିଳାଙ୍କ ପେଟରୁ ବାହାରିଲା ଦେଢ କିଲୋ ଓଜନର ଗହଣା

କୋଲକତା,୨୫।୭: ପଶ୍ଚିମବଙ୍ଗର ବୀରଭୂମୀ ଅଞ୍ଚଳରେ ଥିବା ଏକ ସରକାରୀ ହସ୍ପିଟାଲରେ ଜଣେ ମହିଳାଙ୍କ ସର୍ଜରୀ ପରେ ତାଙ୍କ ପେଟରୁ ପାଖାପାଖି ଦେଢ କିଲୋଗ୍ରାମ ଗହଣା ଓ ୯୦ଟି କଏନ୍‌ ମିଳିଥିବା ଜଣାପଡିଛି। ୨୬ ବର୍ଷୀୟ ଉକ୍ତ ମହିଳାଙ୍କ ପେଟରୁ ୫ଟଙ୍କିଆ ଓ…

ବାଗେଡିଆ-ଛେଣ୍ଡିପଦା-ଅନୁଗୋଳ ମୁଖ୍ୟରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ

ଛେଣ୍ଡିପଦା,୨୫।୭(ସ୍ବ.ପ୍ର.): ଅନୁଗୋଳ ଜିଲା ବାଗେଡିଆ-ଛେଣ୍ଡିପଦା ୧୪୩ ବି ଜାତୀୟ ରାଜପଥ ଉପରେ ରାସ୍ତାରୋକ। ଗୁରୁବାର ସକାଳ ୬ଟାରୁ ପୁରୁଣାଗଡର ଶତାଧିକ ମହିଳା ଓ ପୁରୁଷ ରାସ୍ତା ଉପରେ ଟାୟାର ଜାଳି ଧାରଣା ଦେଇଛନ୍ତି। ରାସ୍ତା ଅବରୋଧ ଯୋଗୁ ରାସ୍ତାର ଉଭୟ ପାଶର୍‌ବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?